ଇସ୍ତଫା ଦେଲେ ପୂର୍ବତନ ମୂଖ୍ୟମନ୍ତ୍ରୀ
ବେଙ୍ଗାଲୁରୁ, ୧୬।୪: କର୍ନାଟକର ପୂର୍ବତନ ମୂଖ୍ୟମନ୍ତ୍ରୀ ଜଗଦୀଶ ଶେଟର ଭାଜପାର ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେଇଛନ୍ତି। ଏଥସହ ସେ ବିଧାୟକ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ଇସ୍ତଫା ପରେ ସେ କହିଛନ୍ତି, ଭବିଷ୍ୟତକୁ ସେ ନେଇ ସେ କ’ଣ ଯୋଜନା ରଖିଛନ୍ତି…
କଳାହାଣ୍ଡି ଜିଲାର ବିଭିନ୍ନ ଜଙ୍ଗଲରେ ନିଆଁ
ଭବାନୀପାଟଣା,୧୬।୪(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ଗତ କିଛି ଦିନ ହେବ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏପରି ପରିସ୍ଥିତିରେ ଜିଲାର ବିଭିନ୍ନ ସ୍ଥାନରେ ଥିବା ଜଙ୍ଗଲ ଗୁଡିକରେ ନିଆଁ ଲାଗୁଥିବା ସୂଚନା ମିଳିଛି। ଜିଲାର ଉତ୍ତର ଡିଭିଜନରେ ଶୁକ୍ରବାର ୨୭ ଗୋଟି…
ପାଣି ପାଇଁ ହନ୍ତସନ୍ତ ଇନ୍ଦ୍ରାବତୀ ପ୍ରକଳ୍ପ କଲୋନିବାସୀ
ତେନ୍ତୁଳିଖୁଣ୍ଟି,୧୬ା୪(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ାରେ ଇନ୍ଦ୍ରାବତୀ ପ୍ରକଳ୍ପ କଲୋନି ବାସୀ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ଗତ କିଛିଦିନ ହେବ କଲୋନି ବାସୀଙ୍କୁ ଇନ୍ଦ୍ରାବତୀ କଲୋନି ମରାମତି ତଥା ପାନୀୟ ଜଳ ଯୋଗାଣ ଉପ ବିଭାଗ ଦ୍ୱାରା ଦିଆଯାଉଥିବା…
ବର୍ଷକ ପରେ ରସିଦ ମିଳିଲା
ଉମରକୋଟ,୧୬ା୪(ସ୍ବ.ପ୍ର.): ବନ ବିଭାଗ ଅଧିକାରୀ ଟଙ୍କା ନେଉଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ବିଭାଗୀୟ ଅଧିକାରୀଙ୍କ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ଉମରକୋଟ ବନାଞ୍ଚଳ ସିଂସାରି ବିଟ୍ ଅଧିନରେ ଦନ୍ଦୀବେଡା ଗ୍ରାମର ଜଣେ ବ୍ୟକ୍ତିିଙ୍କ…
ଅଜବ ନୀତିରେ ଚାଲିଛି ଶିକ୍ଷକଙ୍କ ବଦଳି, ଡେପୁଟେଶନ
ନବରଙ୍ଗପୁର,୧୬ା୪(ବି.ପ୍ର.): ନବରଙ୍ଗପୁର ଶିକ୍ଷା ବିଭାଗ ଏବେ ଅଜବ ନୀତିରେ ପରିଚାଳନା ହେଉଛି । କିଏ କେଉଁ ଭଳି କାର୍ଯ୍ୟ କରୁଛି ତାହା ଚିଠିକୁ ଦେଖିଲେ ସମସ୍ତେ ଠିକ ବୁଝିଯିବେ । ଯଦି କୌଣସି ସରକାରୀ ସ୍ତରରେ ଚିଠି ହେଉଛି ତା ହେଲେ…
ଚାଇନାର ଚାପରେ ବଦଳିଲା ଭୁଟାନର ରୂପ
ବେଜିଂ/ଥିମ୍ପୁ,୧୬।୪: ଡୋକଲାମରେ ଭୁଟାନର ପରିବର୍ତ୍ତିତ ରୂପକୁ ଦେଖି ଚିନ୍ତାରେ ପଡିଯାଇଛି ଭାରତ। କାରଣ ଭୁଟାନ ଏବେ ଚାଇନାରେ ଭାଷା କହିଲାଣି। ଭୁଟାନର ପ୍ରଧାନମନ୍ତ୍ରୀ ଲୋଟେ ଶେରିଂଗ କହିଥିଲେ କି ଡୋକଲାମ ସୀମା ବିବାଦରେ ଚାଇନାର ସମାନ ଭାଗ ରହିଛି। ଏବେ ପର୍ଯ୍ୟନ୍ତ…
ଧରାପଡ଼ିଲେଣି ୧୨, ସ୍କାନରରେ ୬ ଶିକ୍ଷକ
ରାୟଗଡ଼ା,୧୬ା୪(ସ୍ବ.ପ୍ର.): ନକଲି ସାର୍ଟିିଫିକେଟ ଦେଇ ଚାକିରି କରୁଥିବା ୧୨ ଶିକ୍ଷକଙ୍କୁ ରାୟଗଡ଼ା ଜିଲା ଶିକ୍ଷା ବିଭାଗ ଧରିଛି। ସେମାନଙ୍କ ନାମରେ ଥାନାରେ ମାମଲା ରୁଜୁ କରାଯିବ ବୋଲି ସୂଚନା ମିଳିଛି। ୭ ଜଣଙ୍କୁ ଚାକିରିରୁ ବହିଷ୍କୃତ ମଧ୍ୟ କରାଯାଇଛି। ସେମାନେ ହେଲେ…
ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସମେତ ସମସ୍ତ ମନ୍ତ୍ରୀଙ୍କର ବଢିଲା ସୁରକ୍ଷା, କାହାକୁ ସାକ୍ଷାତ୍ କରିବାକୁ ନାହିଁ ଅନୁମତି
ଲକ୍ଷ୍ନୌ,୧୬।୪: ଉମେଶ ପାଲ ହତ୍ୟା କାଣ୍ଡରେ ପୋଲିସ କଷ୍ଟଡି ରିମାଣ୍ଡରେ ଥିବା ମାଫିଆ ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫଙ୍କୁ ଶନିବାର ରାତିରେ କୋଲଓ୍ବିନ ହସ୍ପିଟାଲ ନିକଟରେ ଗୁଳି କରି ହତ୍ୟା କରାଯାଇଛି। ଉଭୟଙ୍କୁ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ହସ୍ପିଟାଲ…
ଦୁବଇର ଆବାସିକ ବିଲଡିଂରେ ଅଗ୍ନିକାଣ୍ଡ, ୧୬ ମୃତ, ମୃତକଙ୍କ ମଧ୍ୟରେ ୪ ଭାରତୀୟ
ଦୁବାଇ,୧୬।୪: ଦୁବଇର ଏକ ଆବାସିକ ବିଲଡିଂରେ ନିଆଁ ଲାଗିବାରୁ ୧୬ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତକଙ୍କ ମଧ୍ୟରେ ୪ ଜଣ ଭାରତୀୟ ରହିଛନ୍ତି। ଅଗ୍ନିକାଣ୍ଡରେ ୯ ଜଣ ଆହତ ହୋଇଥିବା ଜଣାପଡିଛି। ମିଡିଆ ରିପୋର୍ଟ ମାଧ୍ୟମରେ ରବିବାର ଏହି ଖବର…
ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୫ ମୃତଦେହ ମିଳିଲା
ଟୋକିଓ,୧୬ା୪: ଜାପାନର ଉଦ୍ଧାର କର୍ମଚାରୀମାନେ ଦୁର୍ଘଟଣାଗ୍ରସ୍ତ ସାମରିକ ହେଲିକପ୍ଟରର ଭଗ୍ନାବଶେଷ ଚିହ୍ନଟ କରି ଏଥିରେ ଥିବା ୧୦ ଜଣଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ଏନେଇ ରବିବାର ସୂଚନା ମିଳିଛି। ଜାପାନର ଓକିନାଓ୍ବା ପ୍ରାନ୍ତ ମିଆକୋ ଦ୍ୱୀପ ନିକଟ…
ଜନସାଧାରଣଙ୍କୁ ବିତରଣ କରା ନ ଯାଇ ପୋଡ଼ାଯାଉଛି ସରକାରୀ ଔଷଧ
ବସ୍ତା,୧୬ା୪(ଡି.ଏନ୍.ଏ.): ସରକାରୀ ଔଷଧ ଜନସାଧାରଣଙ୍କୁ ବିତରଣ କରା ନ ଯାଇ ସର୍ବସାଧାରଣ ସ୍ଥାନରେ ପୋଡ଼ାଯାଇଥିବା ଦେଖିବାକୁ ମିଳିଛି। ମିଳିଥିବା ସୂଚନା ଅନୁସାରେ, ବାଲେଶ୍ୱର ଜିଲା ବସ୍ତା ଡାକ୍ତରଖାନାଠାରୁ ୨୦୦ ମିଟର ଦୂରରେ ରାମଚଣ୍ଡୀ ମନ୍ଦିର ନିକଟ ଏକ ନଡ଼ିଆ ଗଛ ପାଖରେ…
ଅତିକ-ଅଶରଫ ହତ୍ୟା ଘଟଣା ପରେ ଆକ୍ସନ ମୋଡରେ ସିଏମ ଯୋଗୀ,ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ରିପୋର୍ଟ ଦେଲେ ୟୁପି ସରକାର
ଲକ୍ଷ୍ନୌ,୧୬।୪: ମାଫିଆ ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫ ଅହମଦଙ୍କ ହତ୍ୟା ପରେ କେନ୍ଦ୍ର ସରକାର ଆକ୍ସନ ମୋଡକୁ ଆସିଯାଇଛନ୍ତି। ୧୫ ଏପ୍ରିଲ ଅର୍ଥାତ ଶନିବାର ବିଳମ୍ବିତ ରାତିରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ମାମଲାର ରିପୋର୍ଟ ତଲବ କରାଯାଇଥିଲା। ସୂତ୍ରର…
Archives


