Home

ଗୋଟିଏ ସମୟରେ ୩ଟି ବିମାନ ଦୁର୍ଘଟଣାଗ୍ରସ୍ତ, ଭରତପୁରରେ ଚାଟାର୍ଡ ପ୍ଲେନ, ମୋରେନାରେ ସୁଖୋଇ-ମିରାଜ ହରାଇଲା ନିୟନ୍ତ୍ରଣ

ଭୋପାଳ/ଜୟପୁର,୨୮ ।୧: ମଧ୍ୟପ୍ରଦେଶର ମୋରେନା ଜିଲାରେ ଶନିବାର ସକାଳେ ସୁଖୋଇ-୩୦ ଓ ମିରାଜ ୨୦୦୦ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ରତିରକ୍ଷା ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସର୍ଚ୍ଚ ଓ ଉଦ୍ଧାର କାର୍ଯ୍ୟ ରହିଛି । ଅନ୍ୟପଟେ ରାଜସ୍ଥାନର ଭରତପୁର ସହରରେ…

ବେଙ୍ଗଲକୁ ୭ ଉଇକେଟରେ ହରାଇଲା ଓଡ଼ିଶା

ଭୁବନେଶ୍ୱର,୨୮।୧(ସ୍ପୋଟର୍‌ସ ବ୍ୟୁରୋ): କୋଲକାତାର ଇଡେନ ଗାର୍ଡେନରେ ଅନୁଷ୍ଠିତ ବେଙ୍ଗଲ ବିପକ୍ଷ ରଣଜୀ ଟ୍ରଫି ମୁକାବିଲାରେ ବିଜୟୀ ହୋଇଛି ଓଡ଼ିଶା। ୧୧୨ ରନ୍‌ ବିଜୟ ଲକ୍ଷ୍ୟର ପିଛା କରୁଥିବା ଓଡ଼ିଶା ୩ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ଏହା…

୨୧ ରନରେ ହାରିଲା ଭାରତ

ରାଞ୍ଚି,୨୮।୧: ଭାରତ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚକୁ ୨୧ ରନ୍‌ରେ ଜିତି ନେଇଛି ନ୍ୟୁଜିଲାଣ୍ଡ। ଡାରିଲ ମିଚେଲ ଓ ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକ ବଳରେ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୭ ଉଇକେଟରେ ୧୭୬ ରନ କରିଥିଲା। ଜବାବରେ…

ଦକ୍ଷିଣ ଆଫ୍ରିକା, ୱେଲ୍ସ, ଆର୍ଜେଣ୍ଟନା ବିଜୟୀ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୮।୧: ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଗୁରୁବାର ଅନୁଷ୍ଠିତ ହକି ବିଶ୍ୱକପ୍‌ କ୍ଲାସିଫିକେଶନ ମ୍ୟାଚରେ ଦକ୍ଷିଣ ଆଫ୍ରିକା, ୱେଲ୍ସ ଓ ଆର୍ଜେଣ୍ଟିନା ବିଜୟ ହାସଲ କରିଛି। ଦକ୍ଷିଣ ଆଫ୍ରିକା ୬-୩ ଗୋଲରେ ମାଲେସିଆକୁ ହରାଇଥିଲା। ବିଜୟୀ…

ଶତକ ମ୍ୟାଚରେ ଭାରତର ବୃହତ୍‌ ବିଜୟ

ରାଉରକେଲା ଅଫିସ/ଭୁବନେଶ୍ୱର,(କ୍ରୀଡ଼ା ପ୍ରତିନିଧି), ୨୮।୧: ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଗୁରୁବାର ଅନୁଷ୍ଠିତ ହକି ବିଶ୍ୱକପ୍‌ର ଏକ କ୍ଲାସିଫିକେଶନ ମ୍ୟାଚରେ ଭାରତ ୮-୦ ଗୋଲରେ ଜାପାନକୁ ପରାସ୍ତ କରିଛି। ଭାରତର ଏହାଥିଲା ୧୦୦ତମ ବିଶ୍ୱକପ୍‌ ମ୍ୟାଚ। ବିଶ୍ୱକପ୍‌ରେ ଭାରତର ଏହା ସର୍ବବୃହତ୍‌…

ଗୋଞ୍ଜେଲୋ ପିଲାଟ୍‌ଙ୍କ ବିରଳ ରେକର୍ଡ

ଭୁବନେଶ୍ୱର,୨୮।୧(ସ୍ପୋଟର୍‌ସ ବ୍ୟୁରୋ): ଜର୍ମାନୀ ଦଳର ପେନାଲ୍ଟି କର୍ନର ସ୍ପେଶାଲିଷ୍ଟ ଗୋଞ୍ଜେଲୋ ପିଲାଟ୍‌ ଏକ ନିଆରା ରେକର୍ଡ ନିଜ ନାମରେ କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ସେମିଫାଇନାଲରେ ପିଲାଟ୍‌ଙ୍କ ହାଟ୍ରିକ ବଳରେ ଜର୍ମାନୀ ଫାଇନାଲରେ ପ୍ରବେଶ କରିଛି। ଦୁଇଟି ଭିନ୍ନ ଦେଶ ପକ୍ଷରୁ ବିଶ୍ୱକପ୍‌…

ଅଷ୍ଟ୍ରେଲିଆର ଟାଇଟଲ ଅଭିଯାନ ଶେଷ

ଭୁବନେଶ୍ୱର, ୨୮।୧(କ୍ରୀଡ଼ା ପ୍ରତିନିଧି): ବିଶ୍ୱର ନମ୍ବରୱାନ ଦଳ ଅଷ୍ଟ୍ରେଲିଆର ବିଶ୍ୱକପ୍‌ ଟାଇଟଲ ଅଭିଯାନ ସେମିଫାଇନାଲରୁ ଶେଷ ହୋଇଛି। ଶୁକ୍ରବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଜର୍ମାନୀ ୪-୩ ଗୋଲରେ ବିଜୟୀ ହୋଇ ଅଷ୍ଟ୍ରେଲିଆକୁ ବିଦାୟ ପଥ ଦେଖାଇଛି। ଫଳରେ ୧୯୮୬,…

ୟୁକୋ ବ୍ୟାଙ୍କର ୬୫୩ କୋଟିର ନେଟ୍‌ ଲାଭ

ନୂଆଦିଲ୍ଲୀ,୨୮।୧: ୟୁକୋ ବ୍ୟାଙ୍କ ପକ୍ଷରୁ ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୨ ଡିସେମ୍ବର ଶେଷ ସୁଦ୍ଧା ବ୍ୟାଙ୍କ ୧୧୦% ଅଭିବୃଦ୍ଧି ହାର ହାସଲକରି ୬୫୩ କୋଟି ଟଙ୍କାର ନେଟ୍‌ ଲାଭ କରିଥିବା ଜଣାପଡ଼ିଛି।…

ଅନୁଗୋଳରେ ଜିନ୍ଦଲ ଆରୋଗ୍ୟମ ହସ୍ପିଟାଲର ଶିଳାନ୍ୟାସ

ଭୁବନେଶ୍ୱର,୨୮।୧: ଦେଶର ପ୍ରମୁଖ ଘରୋଇ ବାଣିଜି୍ୟକ ସଂସ୍ଥା ‘ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର’ (ଜେଏସ୍‌ପି)ର ସହଯୋଗୀ ତଥା କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) ଶାଖା ଜେଏସ୍‌ପି ଫାଉଣ୍ଡେଶନ ପକ୍ଷରୁ ୧୦୦ ଶଯ୍ୟା ବିଶିଷ୍ଟ ଏକ ମଲ୍ଟି ସ୍ପେଶାଲିଟି ହସ୍ପିଟାଲର ଭୂମିପୂଜନ ସମାରୋହ…

ଟାଟା ଷ୍ଟିଲ୍‌କୁ ଡିଇଆଇ-ଲାଇଟ୍‌ହାଉସ୍‌ ମାନ୍ୟତା

ନୂଆଦିଲ୍ଲୀ,୨୮।୧: ଟାଟା ଗ୍ରୁପ୍‌ର ସହଯୋଗୀ କମ୍ପାନୀ ଟାଟା ଷ୍ଟିଲ୍‌କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ବିଶ୍ୱ ଅର୍ଥନୈତିକ ଫୋରମ (ଡବ୍ଲ୍ୟୁଇଏଫ୍‌) ପକ୍ଷରୁ ଟାଟା ଷ୍ଟିଲ୍‌କୁ ଗ୍ଲୋବାଲ ଡାଇଭର୍ସିଟି ଇକ୍ୱିଟି ଆଣ୍ଡ୍‌ ଇନ୍‌କ୍ଲୁଜନ (ଡିଇଆଇ) ଲାଇଟ୍‌ହାଉସ୍‌ ୨୦୨୩…

ଡିଜେଏସ୍‌ଆଇ ବିଶ୍ୱ ମାନ୍ୟତାରେ ବେଦାନ୍ତ ୨ୟ

ଭୁବନେଶ୍ୱର,୨୮।୧: ବେଦାନ୍ତ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ବେଦାନ୍ତ ଆଲୁମିନିୟମ ୨୦୨୧-୨୨ ଆର୍ଥତ୍କ ବର୍ଷରେ ଆଲୁମିନିୟମ ଶିଳ୍ପ ପାଇଁ ଏସ୍‌ ଆଣ୍ଡ ପି ଡାଓ ଜୋନ୍‌ସ ସଷ୍ଟେନେବିଲିଟି ଇଣ୍ଡେକ୍ସ (ଡିଜେଏସ୍‌ଆଇ) ବିଶ୍ୱ ମାନ୍ୟତାରେ ୨ତମ ସ୍ଥାନକୁ ଉନ୍ନୀତ ହୋଇଛି। ଏପରିକି ଡିଜେଏସ୍‌ଆଇ ସ୍ଥିରତା…

୭ ଦିନରେ ଠିକ୍‌ ତାଲିକା ପ୍ରସ୍ତୁତ କର ନଚେତ୍‌ ବ୍ଲକ ଆଗରେ ବିକ୍ଷୋଭ: କଂଗ୍ରେସ

ଭୁବନେଶ୍ବର,୨୮।୧(ବ୍ୟୁରୋ): ଅବାସ ଯୋଜନାର ହିତାଧିକାରୀ ଚୟନରେ ରାଜ୍ୟ ସରକାର ଯେଉଁଭଳି ଭାବେ ନିଜ ଦଳୀୟ ଭିତିରେ ହିତାଧିକାରୀ ଚୟନ କରୁଛନ୍ତି ସେଥିରୁ ନିବୃତ ରୁହନ୍ତୁ। ପ୍ରକୃତ ବାସହୀନଙ୍କୁ କିଭଳି ଘର ମିଳିବ ସେଥିପ୍ରତି ସରକାର ଧ୍ୟାନ ଦିଅନ୍ତୁ। ହିତାଧିକାରୀ ଚୟନ କ୍ଷେତ୍ରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri