ର଼୍ୟାକେଟ୍ରେ ଫସିଛନ୍ତି ପୋଲିସ
ଭୁବନେଶ୍ୱର,୭।୩(ବ୍ୟୁରୋ):ନକଲି ମାଲିକ ଓ ଜାଲ ଦସ୍ତାବିଜ୍ରେ ଜମି ବିକ୍ରି କରି ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ର଼୍ୟାକେଟ୍ ଖୋଳତାଡ଼ କରୁଛି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)। ମାଷ୍ଟରମାଇଣ୍ଡ ଆଦିତ୍ୟ ସାହୁ ଓ ତାଙ୍କ ସହଯୋଗୀ ସବିତା ଦାସ ଗିରଫ…
୧୦ ମହିଳାଙ୍କୁ ‘ଏମ୍ପାଓ୍ବାର ଅଫ୍ ଓ୍ବିମେନ’ ସମ୍ମାନ
ଭୁବନେଶ୍ୱର, ୭।୩(ବ୍ୟୁରୋ):ଦିଶା ଓଡ଼ିଶା ଫାଉଣ୍ଡେଶନ ପକ୍ଷରୁ ଭୁବନେଶ୍ୱର ଏଲ୍ଆଇସି ଛକସ୍ଥିତ ନନ୍ଦିନୀ ଶତପଥୀଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ସୋମବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମହିଳା ସଶକ୍ତୀକରଣ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ୧୦ଜଣ ମହିଳାଙ୍କୁ ‘ଏମ୍ପାଓ୍ବାର ଅଫ୍…
ଅନୁସୂଚିତ ଜନଜାତିଙ୍କ ପାଇଁ ସ୍ବତନ୍ତ୍ର ବିଭାଗ କରିବାକୁ ପରାମର୍ଶ
ଭୁବନେଶ୍ୱର, ୭।୩ (ବ୍ୟୁରୋ):ଓଡ଼ିଶାରେ ଅନୁସୂଚିତ ଜନଜାତିଙ୍କ ଅଧିକାର, ସୁରକ୍ଷା ଓ କଲ୍ୟାଣ ଦିଗରେ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେବାରେ ବିଫଳ ହୋଇଛନ୍ତି। ସେହିପରି ରାଜ୍ୟରେ ୨୩ ପ୍ରତିଶତ ଜନଜାତି ଥିବାବେଳେ ସେମାନଙ୍କ ବିକାଶ, ସୁରକ୍ଷା ପାଇଁ ସ୍ବତନ୍ତ୍ର ବିଭାଗ ନାହିଁ।…
ନେ ନେ ନେ… ରଙ୍ଗ ଟିକେ ଦେଲି…
ଭୁବନେଶ୍ୱର,୭।୩(ବ୍ୟୁରୋ):ନେ ନେ ନେ… ରଙ୍ଗ ଟିକେ ଦେଲି.., ଓ୍ବାନ୍ସ ଇନ୍ ଇୟର ଏଗେନ୍ ଆନାଦର୍ ହୋଲି…। ବର୍ଷକ ପରେ ପୁଣି ଆସିଛି ରଙ୍ଗର ପର୍ବ ହୋଲି। ପରସ୍ପରକୁ ରଙ୍ଗ ବୋଳି ଦେହ, ମନ, ପରିବେଶକୁ ରଙ୍ଗିନ କରିବା ପାଇଁ ଆସିଛି ମଉକା।…
ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ବାମୀଙ୍କ ଆତ୍ମହତ୍ୟା ଉଦ୍ୟମ
ଦିଗପହଣ୍ଡି,୭ା୩(ଡି.ଏନ.ଏ.):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଡେଙ୍ଗାଡି ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଅନ୍ଲାଇନ୍ ଗେମ୍ ଖେଳରୁ ଜୟସେନ ମହାନ୍ତି ନାମକ ଜଣେ ଶିକ୍ଷକ ତାଙ୍କ ଶିକ୍ଷୟିତ୍ରୀ ସ୍ତ୍ରୀ ନୀଳେନ୍ଦ୍ରି ସ୍ବାଇଁଙ୍କୁ ହତ୍ୟା କରିବା ପରେ ନିଜେ…
ବାପାଙ୍କୁ ହତ୍ୟାକରି ସାବତ ମା’ଙ୍କୁ ବଳାତ୍କାର
କଳିଙ୍ଗନଗର,୭ା୩ (ଡି.ଏନ୍.ଏ.):ପାରିବାରିକ କଳହକୁ କେନ୍ଦ୍ରକରି ଜଣେ ଯୁବକ ତାଙ୍କ ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ସାବତ ମା’ଙ୍କୁ ବଳାତ୍କାର କରିଛନ୍ତି। ଯାଜପୁର ଜିଲା ଦାନଗଦି ବ୍ଲକର ଟମକା ଥାନା ଅଞ୍ଚଳରେ ରବିବାର ରାତିରେ ଏଭଳି ଘଟଣା ଘଟିଛି। ଦାନଗଦି…
ଆସନ୍ତା ଶିକ୍ଷାବର୍ଷରୁ ଖୋଲିବ ଶିଶୁଶ୍ରେଣୀ
ଭୁବନେଶ୍ୱର,୭।୩(ବ୍ୟୁରୋ):ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ଶିଶୁଶ୍ରେଣୀ ବ୍ୟବସ୍ଥା। ଆସନ୍ତା ଶିକ୍ଷା ବର୍ଷରୁ ଏହା ଲାଗୁ ହେବ। ପ୍ରଥମ ପର୍ଯ୍ୟାୟରେ ୨ହଜାର ସ୍କୁଲରେ ଏହି ଶ୍ରେଣୀ ଖୋଲିବା ସହ ପିଲାଙ୍କ ନାମଲେଖା ହେବ। ଏବେ ଶିଶୁମାନେ ପ୍ରଥମେ ଅଙ୍ଗନଓ୍ବାଡ଼ି ଓ ପରେ ପ୍ରଥମ…
୯୮ ପ୍ରାର୍ଥୀଙ୍କ ନାମାଙ୍କନ
କଟକ ଅଫିସ,୭ା୩: ଆସନ୍ତା ଏପ୍ରିଲ ୧୫ରେ ହେବାକୁ ଥିବା ଓଡ଼ିଶା ରାଜ୍ୟ ବାର୍ କାଉନ୍ସିଲ୍ ନିର୍ବାଚନ ନିମନ୍ତେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ସୋମବାର ଶେଷ ହୋଇଛି। ବାର୍ କାଉନ୍ସିଲ୍ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମାର୍ଚ୍ଚ ୧ରୁ ନାମାଙ୍କନପତ୍ର ଦାଖଲ…
ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ
ଫୁଲବାଣୀ ଅଫିସ, ୭ା୩: ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସିତ କୁମାର ବେହେରା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨୦ ବର୍ଷ…
ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଇଫ୍କୋର ୧ କୋଟି ଟଙ୍କା ପ୍ରଦାନ
ଭୁବନେଶ୍ୱର,୭ା୩(ବ୍ୟୁରୋ): ଇଣ୍ଡିଆନ୍ ଫାର୍ମର୍ସ ଫର୍ଟିଲାଇଜର କୋଅପରେଟିଭ୍ ଲିଃ (ଇଫ୍କୋ) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରାଯାଇଛି। ମଙ୍ଗଳବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ଇଫ୍କୋର ବରିଷ୍ଠ ଅଧିକାରୀମାନେ ସାକ୍ଷାତ୍ କରି ୧…
‘ପ୍ଲାଷ୍ଟିକ୍ ଦିଅ ସୁନା ନିଅ’
ଶ୍ରୀନଗର,୭ା୩: ପ୍ଲାଷ୍ଟିକ୍ର ବ୍ୟବହାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାଦ୍ୱାରା ପରିବେଶ ଏବଂ ଜୀବଜଗତ ପ୍ରଭାବିତ ହେବାରେ ଲାଗିଛନ୍ତି। ପ୍ରାଣୀଜଗତ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ଲାଷ୍ଟିକ୍କୁ ସମ୍ପୂର୍ଣ୍ଣ ଭାବେ ବର୍ଜନ କରିବା ଆବଶ୍ୟକ ହୋଇପଡ଼ିଥିବାବେଳେ କିନ୍ତୁ ଏହା ସମ୍ଭବପର ହୋଇନାହିଁ।…
ମିଶନ ଶକ୍ତି ସଦସ୍ୟଙ୍କୁ ଇଲେକ୍ଟ୍ରିକ୍ ସ୍କୁଟି
ଭୁବନେଶ୍ୱର,୭ା୩(ବ୍ୟୁରୋ):ମିଶନ ଶକ୍ତି ସ୍କୁଟର ଯୋଜନାରେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଏବଂ କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟାଙ୍କୁ ବୈଦ୍ୟୁତିକ (ଇଲେକ୍ଟ୍ରିକ୍) ସ୍କୁଟର ନିମନ୍ତେ ସହାୟତା ଯୋଗାଇ ଦିଆଯିବ। ଏହି ଯୋଜନା ଅଧୀନରେ ଇଲେକ୍ଟ୍ରିକ୍ ସ୍କୁଟର କ୍ରୟ ପାଇଁ ଦିଆଯାଉଥିବା ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ…
Archives


