Home

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା ପେଟ୍ରୋଲ-ଡିଜେଲ ରେଟ୍, ଭୁବନେଶ୍ବରରେ….

ନୂଆଦିଲ୍ଲୀ,୧୫।୫: ଯାହା ଭୟ ଥିଲା ସେୟା ହିଁ ଘଟିଲା। ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ ବଡ଼ ବୃଦ୍ଧି ଘଟିଛି । ପେଟ୍ରୋଲ ୩ଟଙ୍କା ୧୪ ଏବଂ ଡିଜେଲ ୩ଟଙ୍କା ୧୧ପଇସା ମହଙ୍ଗା ହୋଇଛି। ଫଳସ୍ୱରୂପ, ରାଜଧାନୀ ଦିଲ୍ଲୀରେ ପେଟ୍ରୋଲର…

ବିବାହ ଦିନ କନ୍ୟାଙ୍କର ହେଲା ଦୁର୍ଘଟଣା; ICUକୁ ଯାଇ ସିନ୍ଦୂର ପିନ୍ଧାଇଦେଲେ ବର, ତାପରେ…

ଲକ୍ଷ୍ନୌ,୧୪।୫: ଉତ୍ତର ପ୍ରଦେଶର ଗୋରଖପୁରରେ ଏକ ବିବାହ ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି । ବୁଧବାର ରାତିରେ, କନ୍ୟା ଆଇସିୟୁରେ ଚିକିତ୍ସିତ ହେଉଥିବା ସମୟରେ ଯାଇ ସିନ୍ଦୁର ଲଗାଇଥିଲେ । ଏହି ସମୟରେ, ଜଣେ ପୁରୋହିତ ମନ୍ତ୍ର ଜପ କରିଥିଲେ ଏବଂ…

ଯୋଜନା ନାଁରେ ହରିଲୁଟ୍, ଭଙ୍ଗା ମାଟିଘରେ ୭ ପ୍ରାଣୀଙ୍କ ଦୟନୀୟ ଜୀବନ

ଥୁଆମୂଳ ରାମପୁର,୧୪ା୫(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଗରିବ ହିତାଧିକାରୀଙ୍କୁ ବିଭିନ୍ନ ସୁବିଧା ଯୋଗାଇ ଦେବା ପାଇଁ କୋଟି କୋଟି ଟଙ୍କାର ଯୋଜନା ହେଉଛି ସତ, ହେଲେ ଯୋଜନା ନାଁରେ ଚାଲିଛି ହରିଲୁଟ୍ ହେଉଥିବା ଅଭିଯୋଗ ହେଉଛି…

ଚାଇନା ପାଇଁ ୪୫ ବର୍ଷର ପୁରୁଣା ଶପଥ ଭାଙ୍ଗିଲେ ଟ୍ରମ୍ପ, ଖୁସିରେ ଷ୍ଟେଜ ଉପରେ ପିଇଲେ ମଦ! ଜାଣନ୍ତୁ କାରଣ

ଓ୍ବାଶିଂଟନ,୧୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ୪୫ ବର୍ଷ ପରେ ପ୍ରଥମ ଥର ପାଇଁ ସର୍ବସାଧାରଣରେ ମଦ୍ୟପାନ କରୁଥିବାର ଦେଖାଯାଇଛି । ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦ୍ୱାରା ଆୟୋଜିତ ଏକ ଭୋଜିରେ ଆମେରିକାର ରାଷ୍ଟ୍ରପତି ମଦ୍ୟପାନ କରିଥିଲେ । ଏହି…

ପେଟ୍ରୋଲ-ଡିଜେଲକୁ ନେଇ ଭାରତର ଚିନ୍ତାର କାରଣ ନାହିଁ! ରୁଷିଆ ଯୋଗାଇବ…

ନୂଆଦିଲ୍ଲୀ/ମସ୍କୋ,୧୪।୫: ପଶ୍ଚିମ ଏସିଆରେ ସଂଘର୍ଷ ଆଉ ଅସ୍ତ୍ରଶସ୍ତ୍ର ସହିତ ଲଢ଼ାଯାଉନାହିଁ, ବରଂ ଅହଂକାର ସହିତ ଲଢ଼ାଯାଉଛି ଏବଂ ସମଗ୍ର ବିଶ୍ୱକୁ ଏହାର ପରିଣାମ ଭୋଗିବାକୁ ପଡୁଛି। ଅନେକ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି, ଏବଂ ଆର୍ଥିକ କାର୍ଯ୍ୟକଳାପ ବନ୍ଦ ହେବାକୁ…

ଓକିଲଙ୍କ ପୋଷାକରେ ହାଇକୋର୍ଟରେ ନଜର ଆସିଲେ ମମତା, ବାର କାଉନସିଲ ଉଠାଇଲା ଏମିତି ପ୍ରଶ୍ନ ସଭିଏଁ ଆଶ୍ଚର୍ଯ୍ୟ!

କୋଲକାତା,୧୪।୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କଲିକତା ହାଇକୋର୍ଟରେ ଓକିଲଙ୍କ ପୋଷାକ ପିନ୍ଧି ହାଜର ହେବା ପରେ, ବାର୍‌ କାଉନସିଲ ଅଫ ଇଣ୍ଡିଆ (BCI) ପଶ୍ଚିମବଙ୍ଗ ବାର ପରିଷଦଠାରୁ ତାଙ୍କ ଆଇନଗତ ଅଭ୍ୟାସ ସମ୍ପର୍କିତ ସମସ୍ତ ରେକର୍ଡ ମାଗିଛି। BCI…

ଜୁନ୍ ୧୨ରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ନିରାଡମ୍ବର ପାଳନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୫: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଯେହେତୁ ବର୍ତ୍ତମାନ ପଶ୍ଚିମ-ଏସିଆ ପରିସ୍ଥିତି ଯୋଗୁ ସମଗ୍ର ଦେଶ ଏକ ସଂକଟମୟ…

ଛତ୍ରପୁରରେ ତେଲ ସଙ୍କଟ: ବାଇକ୍‌କୁ ୨୦୦, କାର୍‌କୁ ୫୦୦ ଟଙ୍କାର ତେଲ

ଛତ୍ରପୁର,୧୪ା୫(ଦିଲ୍ଲୀପ ସାମଲ): ଇରାନ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପାଇଁ ଫେବୃଆରୀ ୨୮ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ ବିଭିନ୍ନ ଦେଶକୁ ତୈଳ, ଗ୍ୟାସ ଓ ଅନ୍ୟାନ୍ୟ ସାମଗ୍ରୀ ପରିବହନ…

ସଂରକ୍ଷିତ ଗ୍ରାମ୍ୟ ଜଙ୍ଗଲରୁ ମୋରମ ଚୋରାଚାଲାଣ: ପ୍ରତିବାଦରେ ଧାରଣାରେ ବସିଲେ ସରପଞ୍ଚ

ଦିଗପହଣ୍ଡି,୧୪ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ସଂରକ୍ଷିତ ଗ୍ରାମ୍ୟ ଜଙ୍ଗଲରୁ କିଛି ମାଫିଆ ଲଗାତର ଭାବେ ମୋରମ ଚୋରା ଚାଲାଣ କରୁଥିବା ଅଭିଯୋଗ ହୋଇଛି। ଗତ ମଙ୍ଗଳବାର ବୁରିପଦର ଗ୍ରାମ୍ୟ ଜଙ୍ଗଲରୁ ଜେସିବିି…

ବଢୁଛି ତେଲ ସଙ୍କଟ: ଅଧଘଣ୍ଟା ଠିଆହେଲେ ମିଳୁଛି ୨୦୦ ଟଙ୍କାର ପେଟ୍ରୋଲ-ଡିଜେଲ

ଭଞ୍ଜନଗର,୧୪ା୫(ବାବୁଲା ପ୍ରଧାନ): ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଦେଶରେ ତେଲ ସଙ୍କଟ ବଢ଼ିଯାଇଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପେଟ୍ରୋଲ ଓ ଡିଜେଲର ବ୍ୟବହାର ହ୍ରାସ କରିବା ସହ ଆଉ କିଛି ବ୍ୟବହାର କମାଇବାକୁ ସାଧାରଣ ଜନତାଙ୍କୁ ପରାମର୍ଶ ଦେଇଛନ୍ତି। ଇତିମଧ୍ୟରେ ମିତ୍ର…

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଳିଗଲେ ଓଡ଼ିଆ ଶ୍ରମିକ, ଗାଁକୁ ଫେରୁଛି ମୃତଦେହ

ବଲାଙ୍ଗୀର,୧୪ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରୁ ଶ୍ରମିକମାନେ ନିଜ ପରିବାର ପୋଷଣ କରିବା ପାଇଁ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି । ହେଲେ ଅନେକ ଶ୍ରମିକଙ୍କ ଜୀବନ ଯାଉଥିବା ମଧ୍ୟ ଖବର ସାମ୍ନାକୁ ଆସୁଛି । ବଲାଙ୍ଗିର ଜିଲା ତୁଷୁରା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ସପ୍ତାହକୁ ଦୁଇଦିନିଆ ୱାର୍କ ଫ୍ରମ୍‌ ହୋମ୍‌ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାର ସପ୍ତାହରେ ଦୁଇ ଦିନ ପାଇଁ ଓ୍ବାର୍କ ଫ୍ରମ ହୋମ ଦେବା ନେଇ ଘୋଷଣା କରିଛନ୍ତି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?