ଅନେକ ଦେଶର ଗୁପ୍ତ ତଥ୍ୟ ପ୍ରଘଟ
ଓ୍ବାଶିଂଟନ , ୧୨ା୪ : ଆମେରିକାର ସାମରିକ ଦସ୍ତାବିଜ୍ ଲିକ୍ ଯୋଗୁ କେବଳ ଏହି ଦେଶର ଗୁରୁତ୍ୱର୍ପୂ୍ଣ୍ଣ ତଥ୍ୟ ଲିକ୍ ହୋଇଛି ତାହା ନୁହେଁ, ଅନ୍ୟ ଦେଶଗୁଡ଼ିକ ସମ୍ପର୍କରେ ପେଣ୍ଟାଗନ୍ ସଂଗ୍ରହ କରିଥିବା ଗୋଇନ୍ଦା ତଥ୍ୟ ମଧ୍ୟ ସୋସିଆଲ ମିଡିଆକୁ ଚାଲିଯାଇଛି।…
ପୋଲିସ ଭୂମିକାରେ ସିଦ୍ଧାର୍ଥ
ମୁମ୍ବାଇ : ବଲିଉଡ୍ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ନିକଟରେ ରୋହିତ ସେଟ୍ଟୀଙ୍କ ୱେବ୍ ସିରିଜ୍ରେ ପୋଲିସ ଅଫିସର ଭୂମିକାରେ ଅଭିନୟ କରୁଛନ୍ତି। ଏହା ମଧ୍ୟରେ ତାଙ୍କୁ ଆଉ ଏକ ବଡ଼ ଅଫର ମିଳିଛି। ସେ ପୁଣି ଥରେ ପୋଲିସ ଅଫିସର ଭୂମିକାରେ…
ତେଜସ୍ବୀଙ୍କୁ ଇଡି ଜେରା
ନୂଆଦିଲ୍ଲୀ, ୧୨।୪: ଚାକିରି ପାଇଁ ଜମି ଦୁର୍ନୀତିର ମନି ଲଣ୍ଡରିଂ ମାମଲାରେ ମଙ୍ଗଳବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବିହାର ଉପମୁଖ୍ୟମନ୍ତ୍ରୀ ତଥା ଆର୍ଜେଡି ନେତା ତେଜସ୍ବୀ ଯାଦବଙ୍କୁ ୯ ଘଣ୍ଟା ଜେରା କରିଛି। ଜେରା ପରେ ଗଣମାଧ୍ୟମକୁ ତେଜସ୍ବୀ କହିଛନ୍ତି, ବିହାରରେ…
ବ୍ରିଟେନ୍ ସାଇବର-ସ୍ପାଇଂ ଏଜେନ୍ସି ମୁଖ୍ୟ ଆନେ କିଷ୍ଟ-ବଟଲର
ଲଣ୍ଡନ, ୧୨।୪: ବ୍ରିଟେନର ସାଇବର-ସ୍ପାଇଂ ଏଜେନ୍ସି ଗଭର୍ନମେଣ୍ଟ କମ୍ୟୁନିକେଶନ୍ସ ହେଡ୍କ୍ୱାର୍ଟର୍ସ (ଜିସିଏଚ୍କ୍ୟୁ)ର ମୁଖ୍ୟ ପଦ ପାଇଁ ପ୍ରଥମ ମହିଳା ଭାବେ ଆନେ କିଷ୍ଟ-ବଟଲର ଦାୟିତ୍ୱ ଗ୍ରହଣ କରିବେ। ବର୍ତ୍ତମାନ ଆନେ ବ୍ରିଟେନ୍ର ଡୋମେଷ୍ଟିକ୍ ଇଣ୍ଟେଲିଜେନ୍ସ ସର୍ଭିସ୍ ଏମ୍୧୫ର ଉପ-ସଧାରଣ ସମ୍ପାଦକ ଭାବେ…
ସିସିଟିଭି ସଂଯୋଗ ନେଇ ହାଇକୋର୍ଟଙ୍କୁ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୧୨ା୪ : କୋର୍ଟ ପରିସରରେ ସିସିଟିଭି ଲଗାଇବା କାର୍ଯ୍ୟର ଅଗ୍ରଗତି ସମ୍ପର୍କିତ ରିପୋର୍ଟ ଆମିକସ୍ କ୍ୟୁରି ସିଦ୍ଧାର୍ଥ ଲୁଥ୍ରାଙ୍କ ନିକଟରେ ଦାଖଲ କରିବା ଲାଗି ସୁପ୍ରିମକୋର୍ଟ ମଙ୍ଗଳବାର ଓଡ଼ିଶା ହାଇକୋର୍ଟ ସମେତ ସମସ୍ତ ଉଚ୍ଚ ଅଦାଲତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦେଶର…
ଆଲୋକ ପ୍ରଦୂଷଣ ଯୋଗୁ କମିବ ମଶାଙ୍କ ଆୟୁଷ
ଓ୍ବାଶିଂଟନ୍, ୧୨।୪: ଶୀତଋତୁରେ ମଶା ନିଷ୍କ୍ରିୟ ହୋଇପଡ଼ନ୍ତି। ଫଳରେ ଶୀତଦିନେ ମଶା କାମୁଡ଼ାରୁ ସାମାନ୍ୟ ଆଶ୍ୱସ୍ତି ମିଳିଥାଏ। କିନ୍ତୁ ସହରାଞ୍ଚଳରେ ବଢ଼ୁଥିବା ଆଲୋକ ପ୍ରଦୂଷଣ ଯୋଗୁ ଏଣିକି ଶୀତ ଋତୁରେ ମଧ୍ୟ ମଶା ପୂର୍ବ ପ୍ରକାରେ ସକ୍ରିୟ ରହିବେ। ସ୍ତନ୍ୟପାୟୀ ଏବଂ…
ମୌସୁମୀ ଅଧିବେଶନରେ ଆସିବ ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ବିଲ୍
ନୂଆଦିଲ୍ଲୀ, ୧୨ା୪ : ଡିଜିଟାଲ ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ବିଲ୍ ପ୍ରସ୍ତୁତ ହୋଇଛି ଏବଂ ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଏହାକୁ ଉପସ୍ଥାପନ କରାଯିବ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଟର୍ନି ଜେନେରାଲ ଆର୍. ଭେଙ୍କଟରମଣୀ ମଙ୍ଗଳବାର ସୁପ୍ରିମକୋର୍ଟଙ୍କୁ ଏହା ଜଣାଇଛନ୍ତି। ହ୍ବାଟ୍ସଆପ୍…
ମସ୍କଙ୍କ ବିରୋଧରେ ମକଦ୍ଦମା କଲେ ପରାଗ
ସାନ୍ଫ୍ରାନ୍ସିସ୍କୋ, ୧୨।୪: ମାଇକ୍ରୋ ବ୍ଲଗିଂ ଜାଏଣ୍ଟ ଟୁଇଟରରୁ ବାହାର ହୋଇଥିବା ପୂର୍ବତନ ସିଇଓ ପରାଗ ଅଗ୍ରଓ୍ବାଲଙ୍କ ସମେତ ଆଉ ୨ ପୂର୍ବତନ ଏକ୍ଜିକ୍ୟୁଟିଭ୍ ଏଲନ ମସ୍କଙ୍କ ବିରୋଧରେ ଏକ କୋର୍ଟରେ ମକଦ୍ଦମା ଦାଏର କରିଛନ୍ତି। କମ୍ପାନୀ ପୂର୍ବ ଚୁକ୍ତି ଅନୁସାରେ ଉକ୍ତ…
ରୁଷିଆର ସବୁଠୁ ସକ୍ରିୟ ଆଗ୍ନେୟଗିରିରୁ ଲାଭା ଉଦ୍ଗିରଣ
ମସ୍କୋ, ୧୨ା୪: ରୁଷିଆର ସବୁଠୁ ସକ୍ରିୟ ଆଗ୍ନେୟଗିରି ଭାବେ ପରିଚିତ ଶିଭେଲୁଚ୍ ଭଲ୍କାନୋରୁ ମଙ୍ଗଳବାର ଲାଭା ଉଦ୍ଗିରଣ ହୋଇଛି। କାମଚାଟ୍କା ପେନିନ୍ସୁଲାରେ ଥିବା ଆଗ୍ନେୟଗିରି ଲାଭା ସହ ପାଉଁଶ ୧୦ କିଲୋମିଟର ପର୍ଯ୍ୟନ୍ତ ଉଠିଥିଲା। ଫଳରେ ଉକ୍ତ ଅଞ୍ଚଳ ଦେଇ ବିମାନ…
ଆମେରିକାରେ ମାଂସଭକ୍ଷୀ ବ୍ୟାକ୍ଟେରିଆ ଆତଙ୍କ
ଓ୍ବାଶିଂଟନ୍, ୧୨।୪: ଆମେରିକାର ପୂର୍ବତଟରେ ମାଂସଭକ୍ଷୀ ବ୍ୟାକ୍ଟେରିଆ ଦ୍ୱାରା ଲୋକେ ଭିବ୍ରିଓ ଭଲନିଫିକସ୍ ରୋଗରେ ଆକ୍ରାନ୍ତ ହେବାରେ ଲାଗିଛନ୍ତି। ଏହି ବିରଳ ବ୍ୟାକ୍ଟେରିଆ ଯୋଗୁ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଦେଖିବାକୁ ମିଳିଛି। ଗରମ ଜଳ ଯୋଗୁ ସ୍ଥାନୀୟ ଲୋକେ ଏହି…
୬ ୱିକେଟରେ ଜିତିଲା ଏମଆଇ…
ନୂଆଦିଲ୍ଲୀ,୧୧।୪ : ଆଇପିଏଲ ସିରିଜ ୧୬ର ୧୬ ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ୬ ୱିକେଟରେ ବିଜୟ ହାସଲ କରିଛି । ଧାର୍ଯ୍ୟ ୧୭୩ ରନ ଲକ୍ଷ୍ୟର ପିଛା କରି ଏମଆଇ ୨୦ ଓଭରରେ ୪…
ଅର୍ଥ ସଙ୍କଟ: ଶ୍ରୀଲଙ୍କା ପୌରପରିଷଦ ନିର୍ବାଚନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ…
କଲମ୍ବୋ,୧୧।୪ : ଅର୍ଥ ଅଭାବରୁ ବାଲାଟ ପେପର ଛାପିବାରେ ଅସମର୍ଥ ହୋଇ ଶ୍ରୀଲଙ୍କାରେ ପୌରପରିଷଦ ନିର୍ବାଚନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ସ୍ବାଧୀନତା ପରଠାରୁ ଶ୍ରୀଲଙ୍କା ଏହାର ସବୁଠାରୁ ବଡ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ଫଳରେ ସରକାର…
Archives


