Home

୩୬ ଡିଗ୍ରୀ ଟପିଲା କେନ୍ଦୁଝର ତାପମାତ୍ରା

କେନ୍ଦୁଝର,୧୧।୪(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ତାପମାତ୍ର ୩୬ ଡିଗ୍ରୀ ଟପିଛି। ସକାଳେ ୧୧ ଟାରେ ତାପମାତ୍ରା ୩୫.୪ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ୨.୩୦ ରେ ଏହା ବୃଦ୍ଧି ପାଇ ୩୬.୮ ଡିଗ୍ରୀ ସେଣ୍ଟିଗ୍ରେଡ୍‌ରେ ପହଞ୍ଚତ୍ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା…

ତ୍ୱଚାର ଘରୋଇ ଯତ୍ନ

ସୁନ୍ଦର ଏବଂ ଆକର୍ଷଣୀୟ ତ୍ୱଚା ଚାହୁଁଥିଲେ ଆପଣଙ୍କ ଘରେ ଦୈନନ୍ଦିନ ବ୍ୟବହୃତ କେତେକ ସାମଗ୍ରୀରେ ହିଁ ଲୁଚି ରହିଛି ଏହାର ରହସ୍ୟ। ଜାଣିରଖନ୍ତୁ ଘରୋଇ ଉପାୟରେ କିପରି ତ୍ୱଚାର ସୌନ୍ଦର୍ଯ୍ୟ ବୃଦ୍ଧି କରିପାରିବେ … ସନ୍‌ ଟ୍ୟାନ୍‌ ହେବା ଏବଂ କଳା…

ମେକ୍ସିକାନ୍‌ ଫ୍ରାଏଡ୍‌ ରାଇସ୍‌

ଆବଶ୍ୟକ ସାମଗ୍ରୀ: ୨କପ୍‌ ଭାତ, ୧/୪ କପ୍‌ ଛୋଟ ଛୋଟ କଟାହୋଇ ସିଝା ହୋଇଥିବା ବିନ୍ସ, ସିଝା ରାଜ୍‌ମା, ଗୋଟିଏ କଟା ପିଆଜ, ଛୋଟ ଛୋଟ କଟାଯାଇଥିବା ଗୋଟିଏ ଗାଜର, କ୍ୟାପ୍ସିକମ୍‌, କଟା ଟମାଟୋ ୧/୨ କପ୍‌, ସିଝା ମକା ,…

କର୍ମଜୀବୀଙ୍କ ପାଇଁ…

ପ୍ରତ୍ୟେକ କର୍ମଜୀବୀ ମହିଳାଙ୍କୁ ପରିବାରର ସହ ଜବ୍‌ ଉଭୟ ଦାୟୀତ୍ୱ ଠିକ୍‌ ଭାବେ ତୁଲାଇ ସମସ୍ତଙ୍କ ମନ ଜିଣିବାକୁ ହେଲେ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ଆବଶ୍ୟକ… ମ୍ୟାନେଜମେଣ୍ଟ ଠିକ୍‌ ଭାବେ କରିବା କର୍ମଜୀବୀ ମହିଳାଙ୍କ ପାଇଁ ସବୁଠୁ ବଡ…

କେମିତି ହେବେ ମୋଟା

ସୁନ୍ଦର ଏବଂ ସ୍ଲିମ୍‌ ଫିଗର କାହାକୁ ବା ଭଲ ନ ଲାଗେ। ହେଲେ ଆବଶ୍ୟକରୁ ଅଧିକ ପତଳା ହେବା ଦ୍ୱାରା ବି ସୁନ୍ଦରତା କମାଇଦିଏ। ଏ କ୍ଷେତ୍ରରେ ଅନେକେ ଓଜନ ବୃଦ୍ଧି କରି ସାଉଣ୍ଡ ଫିଗର ପାଇବା ଲାଗି ବିଭିନ୍ନ ଖାଦ୍ୟଠାରୁ…

ପିଲାଙ୍କ ସମର କ୍ୟାମ୍ପ

ବର୍ତ୍ତମାନ ଅଧିକାଂଶ ପିଲାଙ୍କଠାରେ ନୃତ୍ୟ, ସଙ୍ଗୀତ, ଅଭିନୟ, ଚିତ୍ରାଙ୍କନ ହେଉ ଅବା କ୍ରୀଡ଼ା ଭଳି ବିଭିନ୍ନ କ୍ଷେତ୍ରରେ ରହିଛି ବିଶେଷ ରୁଚି। ହେଲେ କେବେ ସ୍କୁଲ ପାଠ ପଢ଼ାର ଚାପ ହେଉ ଅବା ଏସବୁ ଦିଗରେ ଶିକ୍ଷା ଗ୍ରହଣ କରିବାର ସୁବିଧା…

ପ୍ରୀତିଶା, ଆୟୁଷ୍ମାନ୍‌ ଚାମ୍ପିୟନ

ଭୁବନେଶ୍ୱର,୧୧।୪(କ୍ରୀଡ଼ା ପ୍ରତିନିଧି): କୋରାପୁଟର ସର୍ବୋଦୟ କମ୍ପ୍ଲେକ୍ସରେ ୧୭ ବର୍ଷରୁ କମ୍‌ (ବାଳିକା ଓ ବାଳକ)ରାଜ୍ୟସ୍ତରୀୟ ଚେସ୍‌ ଚାମ୍ପିୟନ୍‌ଶିପ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ରାଜ୍ୟର ବିଭିନ୍ନ ଜିଲାରୁ ୩୩ ବାଳିକା ଓ ୫୨ ବାଳକ ଅଂଶଗ୍ରହଣ କରିଥିଲେ। ବାଳିକା ବର୍ଗରେ ପ୍ରୀତିଶା…

ଓଏଫ୍‌ସି ମହିଳା ଦଳରେ ଫଷ୍ଟିନା

ଭୁବନେଶ୍ୱର, ୧୧।୪(କ୍ରୀଡ଼ା ପ୍ରତିନିଧି): ଇଣ୍ଡିଆନ ଓମେନ୍ସ ଲିଗ୍‌ର ଆଗାମୀ ସଂସ୍କରଣ ପୂର୍ବରୁ ଘାନାର ପୂର୍ବତନ ୨୦ ବର୍ଷରୁ କମ୍‌ ଅନ୍ତର୍ଜାତୀୟ ଖେଳାଳି ଫଷ୍ଟିନା ଓରୋନ୍ୟୋ ଆକ୍‌ପୋଙ୍କ ସହ ଚୁକ୍ତି କରିଛି ଓଡ଼ିଶା ଏଫ୍‌ସି। ଗତ ସିଜନରେ ଜୋର୍ଡାନ ଓମେନ୍ସ ଲିଗ୍‌ରେ ଅଲ୍‌…

ହକି ଇଣ୍ଡିଆ ଲିଗ୍‌ର ପୁନରୁଦ୍ଧାର ପାଇଁ ଯୋଜନା

ନୂଆଦିଲ୍ଲୀ, ୧୧।୪(ପି.ଟି.): ଆସନ୍ତା ବର୍ଷ ପ୍ରାରମ୍ଭରେ ପୁଣି ଆୟୋଜନ ହୋଇପାରେ ହକି ଇଣ୍ଡିଆ ଲିଗ୍‌(ଏଚ୍‌ଆଇଏଲ୍‌)। ଖେଳର ଜାତୀୟ ମହାସଂଘ ହକି ଇଣ୍ଡିଆ(ଏଚ୍‌ଆଇ) ସୋମବାର ଇଭେଣ୍ଟ ପାଇଁ ଏହାର ପ୍ରମୁଖ କମର୍ସିଆଲ ଓ ମାର୍କେଟିଂ ପାର୍ଟନରର ନାମ ଘୋଷଣା କରିଛି। ଆର୍ଥିକ ପ୍ରସଙ୍ଗକୁ…

ଡବଲ୍ସ କ୍ୱାର୍ଟରରେ ପ୍ରକାଶ-ଶିବତେଜ

ଭୁବନେଶ୍ୱର, ୧୧।୪(କ୍ରୀଡ଼ା ପ୍ରତିନିଧି): ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ), ଓଡ଼ିଶା ଟେନିସ ଆସୋସିଏଶନ (ଓଟିଏ) ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମରେ ଆଇଟିଏଫ୍‌ ଏସିଆନ ୧୪ ବର୍ଷରୁ କମ୍‌ ଡେଭ୍‌ଲପ୍‌ମେଣ୍ଟ ଚାମ୍ପିୟନଶିପ୍‌ ଫାଇନାଲ୍ସର ଦ୍ୱିତୀୟ ପର୍ଯ୍ୟାୟ…

ଆଜିଠାରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଆଜିଠାରୁ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୭ଟାରୁ ଆରମ୍ଭ ହୋଇ ସାଢ଼େ ୧୧ ଟା ଯାଏ ପାଠପଢା ଚାଲିବ। ପ୍ରବଳ ଖରାକୁ ନଜରରେ ରଖି…

ଦୁଲୀପ ଟ୍ରଫିରୁ ଘରୋଇ ସିଜନ ଆରମ୍ଭ

ନୂଆଦିଲ୍ଲୀ, ୧୧।୪(ପି.ଟି.): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ୨୦୨୩-୨୪ ଘରୋଇ କ୍ରିକେଟ ସିଜନ ପାଇଁ କାର୍ଯ୍ୟସୂଚୀ ସୋମବାର ଘୋଷିତ ହୋଇଛି। ଏହି ପ୍ରତିଯୋଗିତାରେ ୫ ଜୋନାଲ ଦଳ ଅଂଶଗ୍ରହଣ କରିଥାନ୍ତି। ଜୁନ୍‌ ୨୮ରୁ ଦୁଲୀପ ଟ୍ରଫି ସହ ଘରୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri