Home

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ୪ର୍ଥ ଶ୍ରେଣୀ କର୍ମଚାରୀ

ମୋରଡ଼ା,୧୨ା୫(ଡି.ଏନ୍‌.ଏ.): ଶିକ୍ଷାର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ବର୍ତ୍ତମାନ ରାଜ୍ୟର ପ୍ରାୟ ସମସ୍ତ ବିଦ୍ୟାଳୟ ୫-ଟି ଅନ୍ତର୍ଭୁକ୍ତ ହେବା ସହିତ ଉତ୍ତମ ତଥା ଗୁଣାତ୍ମକ ଶିକ୍ଷାଦାନ ପାଇଁ ପ୍ରତିଟି ବିଦ୍ୟାଳୟରେ ଯଥେଷ୍ଟ ଶିକ୍ଷକ…

ଆଜି ଭୟଙ୍କର ରୂପ ନେବ ବାତ୍ୟା ‘ମୋଚା’, ଏହି ରାଜ୍ୟଗୁଡ଼ିକୁ ସତର୍କ ସୂଚନା

ନୂଆଦିଲ୍ଲୀ,୧୨ା୫: ସାମୁଦ୍ରିକ ଝଡ଼ ‘ମୋଚା’ ଉତ୍ତର-ଉତ୍ତର-ପୂର୍ବ ଦିଗକୁ ଦ୍ରୁତ ଗତିରେ ମୁହାଁଇଛି। କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଏକ ଭୟଙ୍କର ଘୂର୍ଣ୍ଣିବଳୟରେ ପରିଣତ ହେବାର ସମ୍ଭାବନା ରହିଛି। ବାତ୍ୟା ବାଂଲାଦେଶର କାକ୍ସ ବଜାର ଏବଂ ମ୍ୟାନ୍‌ମାରର କ୍ୟୋକୟୁ ପାର୍‌ ହେବାର ସମ୍ଭାବନା ରହିଛି।…

କାଲିଫର୍ନିଆରେ ଭୂକମ୍ପ, ତୀବ୍ରତା ୫.୫

ଓ୍ବାଶିଂଟନ,୧୨ା୫: ଶୁକ୍ରବାର ସକାଳେ ଆମେରିକାର କାଲିଫର୍ନିଆରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ବୋଲି ଆକଳନ କରାଯାଇଛି। ଯୁକ୍ତରାଷ୍ଟ୍ରର ଭୂତତ୍ତ୍ୱ ସର୍ବେକ୍ଷଣ (USGS) ଅନୁଯାୟୀ, କାଲିଫର୍ନିଆର ପୂର୍ବ ଉପକୂଳଠାରୁ ୪ କିଲୋମିଟର ଦକ୍ଷିଣ-ପଶ୍ଚିମ ଦିଗରେ ପ୍ରବଳ ଭୂକମ୍ପ…

ଆଜି ଭଉଁରି, ଚକ-ଅଖ ଡେରା ନୀତି

ପୁରୀ ଅଫିସ,୧୨ା୫: ମହାପ୍ରଭୁଙ୍କ ବାହାର ଚନ୍ଦନଯାତ୍ରାର ବିଂଶତମ ଦିବସରେ ଶ୍ରୀକ୍ଷେତ୍ର ଭଉଁରି ଅନୁଷ୍ଠିତ ହୋଇଥାଏ। ଶୁକ୍ରବାର ଶ୍ରୀକ୍ଷେତ୍ର ଭଉଁରୀ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଶେଷ ହୋଇଛି। ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ରଥଖଳାରେ ପରମ୍ପରା ମୁତାବକ…

କିଏ ସେହି ଲିଣ୍ଡା ୟାକାରିନୋ, ଯାହାଙ୍କୁ ଟୁଇଟର ସିଇଓ ଭାବେ ଚୟନ କରିଛନ୍ତି ଏଲନ

ଓ୍ବାଶିଂଟନ,୧୨ା୫: ଟୁଇଟର ମାଲିକ ଏଲନ ମସ୍କ ଏକ ବଡ଼ ଘୋଷଣା କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଖୁବ୍‌ଶୀଘ୍ର ସିଇଓ ପଦରୁ ଇସ୍ତଫା ଦେବାକୁ ଯାଉଛନ୍ତି ଏବଂ ଏହା ସହିତ ସେ ଏକ ନୂତନ ସିଇଓ ମଧ୍ୟ ପାଇଛନ୍ତି। ଏକ ରିପୋର୍ଟ…

ସହରରେ କୃତ୍ରିମ ବନ୍ୟା, ଜଳବନ୍ଦୀ ନେଇ ଆକ୍ସନପ୍ଲାନ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଜୁନ ମାସରେ ସାଧାରଣତଃ ଓଡ଼ିଶାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ଆଗମନ ହୋଇଥାଏ। ମେ’ ମାସ ଚାଲିଥିବାବେଳେ ମୌସୁମୀ ପୂର୍ବରୁ ସହରାଞ୍ଚଳରେ କିପରି ଜଳବନ୍ଦୀ ଓ କୃତ୍ରିମ ବନ୍ୟା ସ୍ଥିତିକୁ ଏଡାଯିବ, ସେନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ଆକ୍ସନପ୍ଲାନ…

ଆଗକୁ ବର୍ଷା, ନାଳ ସଫା କରୁନି ପୌର ପରିଷଦ

ନବରଙ୍ଗପୁର,୧୨।୫(ବି.ପ୍ର.): କିଛିଦିନ ମଧ୍ୟରେ ବର୍ଷା ଆରମ୍ଭ ହୋଇଯିବ। ନବରଙ୍ଗପୁର ସହରର ବିଭିନ୍ନ ଓ୍ବାର୍ଡରେ ନାଳ ସଫା କରାଯାଇନାହିଁ। ଫଳରେ ଅଳ୍ପ ବର୍ଷାରେ ମଧ୍ୟ ପାଣି ଜମି ରାସ୍ତାରେ ଭାସିବା ଆଶଙ୍କା ରହିଛି। ସଫେଇ ଦାୟିତ୍ୱ ପୌର ପ୍ରଶାସନ ଏକ ଘରୋଇ ସଂସ୍ଥାକୁ…

ରାସ୍ତା କାର୍ଯ୍ୟର ସୂଚନାଫଳକ ନ ଥିବାରୁ ଘଟୁଛି ଦୁର୍ଘଟଣା

କୋରୁକୋଣ୍ଡା, ୧୨ା୫(ଡି.ଏନ. ଏ.): ମାଲକାନଗିରି ଜିଲା ସଦରରୁ ବାଲିମେଳା ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ବହୁ ସଂଖ୍ୟାରେ ଗାଡିମୋଟର ଚଳାଚଳ କରେ। ବୁଧବାରଠାରୁ ପୋଟ୍ରେଲ ଛକଠାରୁ ଶିରାଗୁଡ଼ା ଛକ ମଧ୍ୟରେ ଥିବା ଏକ ଛୋଟ ଘାଟିକୁ କାଟି ସମତୁଲ କରିବା କାର୍ଯ୍ୟ…

ଚମ୍ପେଇତର ମିଳୁନି ଉଚିତ ମୂଲ୍ୟ

ମାଥିଲି,୧୨ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକରେ ଚମ୍ପେଇତର ଉଚିତ ମୂଲ୍ୟ ଲୋକଙ୍କୁ ମିଳୁନାହିଁ। ଏନେଇ ବଜାର ସୁବିଧା ନ ଥିବାରୁ ଲୋକେ ଦଲାଲଙ୍କ ଶିକାର ହେଉଛନ୍ତି। ଦିନ ସାରା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଲୋକେ ଆମ୍ବ ସଂଗ୍ରହ କରି ସେଥିରୁ ଚମ୍ପେଇତ…

ମୋବାଇଲ ବ୍ୟବହାର ନେଇ ପାହାଡ଼ ଚଢ଼ା

ମାଲକାନଗିରି,୧୨ା୫(ଡି.ଏନ୍‌.ଏ.): ଦେଶକୁ ଡିଜିଟାଲ କରି ସମସ୍ତେ ଡିଜିଟାଲ ହେବାର ସ୍ବପ୍ନ ଦେଖୁଥିବା ବେଳେ କେନ୍ଦ୍ର ସରକାରଙ୍କ ଏହି ଯୋଜନା ମାଲକାନଗିରି ଜିଲାରେ ଅପହଞ୍ଚ ହୋଇ ରହିଛି। ଜିଲାର ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳରେ ମୋବାଇଲ ବ୍ୟବହାର କରିବାକୁ ହେଲେ ଲୋକଙ୍କୁ ଚଢ଼ିବାକୁ…

ଗ୍ରାମବାସୀଙ୍କ ଦାବି ମୁତାବକ କାର୍ଯ୍ୟ ଆରମ୍ଭ କଲା ପ୍ରଶାସନ

ଦଶମନ୍ତପୁର,୧୨ା୫( ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ମୁର୍କାର ପଞ୍ଚାୟତ ଅଧୀନ ଖଣି ପ୍ରଭାବିତ ଅଞ୍ଚଳର କଡିଙ୍ଗାମାଳି ପାହାଡ଼ ପାଦଦେଶରେ ଥିବା ମାଳିଚେମା ଗ୍ରାମର ବିକାଶ ନେଇ ବହୁ ଦାବି କରିବା ପରେ ଏବେ ପ୍ରଶାସନ ଗ୍ରାମର ବିକାଶ ଲାଗି…

ସମଲିଙ୍ଗୀ ବିବାହ ମାମଲା ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୧୨ା୫(ପି.ଟି.): ସମଲିଙ୍ଗୀ ବିବାହକୁ ଆଇନଗତ ବୈଧତା ପ୍ରଦାନ ଦାବିରେ ଏକାଧିକ ପିଟିଶନର ଶୁଣାଣି କରି ସୁପ୍ରିମକୋର୍ଟ ଗୁରୁବାର ରାୟ ସଂରକ୍ଷିତ ରଖିଛନ୍ତି। ଭାରତର ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ସାମ୍ବିଧାନିକ ପୀଠ ଉକ୍ତ ମାମଲା ଉପରେ ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?