ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…
ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍ ବୁଲୁ ଟ୍ରାକ୍ଟର ଚାଳକ ଭାବେ କାର୍ଯ୍ୟ କରୁଥିଲେ। ୬ ବର୍ଷ ତଳେ ଟ୍ରାକ୍ଟର…
ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍ରେ ପିଟି ପିଟି ମାରିଦେଲେ
କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ପରିବାର ଲୋକ ମଙ୍ଗଳାବାଗ ଥାନାରେ ଅଭିଯୋଗ କରିଛନ୍ତି…
‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍ ହେଉଛି ଭିଡିଓ
ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍ ହେଉଛି, ଯେଉଁଥିରେ ସେ ନିଜ ମୃତ୍ୟୁ ଖବର ଦେଖୁଥିବା ନଜର ଆସୁଛନ୍ତି । ଆଜମ…
ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ ଧାରା’କୁ ମଞ୍ଜୁରୀ ପ୍ରଦାନ କରିଛି। ଏହି ବୈଠକରେ ରବି ଫସଲ ପାଇଁ ୨୦୨୭-୨୮…
ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…
ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ବିଦ୍ୟାଳୟ ପରିସରରେ ଅଧ୍ୟକ୍ଷା ଅନ୍ନପୂର୍ଣ୍ଣା ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ…
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…
ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍ଡିଜେଏମ୍ ପାରଳାଖେମୁଣ୍ଡିଙ୍କ ଅଦାଲତରୁ ଜାରି ଜାମିନ ବିହୀନ ଗିରଫ ପରଓ୍ବାନା ବଳରେ ପୋଲିସ ଭୋର ସମୟରେ ତାଙ୍କ…
ପଛରେ ପଡ଼ିଗଲେ କୋହଲି: ଗିଲ୍ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ
ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ ବଜାୟ ରଖିଥିବା ବେଳେ ବିରାଟ କୋହଲି ନ୍ୟୁଜିଲାଣ୍ଡର ଡ୍ୟାରିଲ ମିଚେଲଙ୍କୁ ପଛରେ ପକାଇ…
ଦିନେ କରୁଥିଲେ ନକଲ, ଏବେ ଟିମ୍ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ ରନଅପ୍କୁ ନକଲ ବା ଅନୁକରଣ କରି ଅଭ୍ୟାସ କରୁଥିବା ଜମ୍ମୁ-କଶ୍ମୀରର ଆକିବ ନବୀ…
ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍ କିମ୍ବଦନ୍ତୀ
ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଏକ ବଡ଼ ଦାବି କରିଛନ୍ତି। କୈଫଙ୍କ ମତରେ, ବିରାଟ କୋହଲି ଟେଷ୍ଟ…
ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା
ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା ରାସ୍ତା ଆଜି ଜଳମଗ୍ନ ହୋଇପଡ଼ିଛି। ଫଳରେ ଏହି ରାସ୍ତାରେ ସାଧାରଣ ଯାତାୟାତ ବାଧାପ୍ରାପ୍ତ…
ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର
ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା ରୁଜୁ ହୋଇଛି। ଜଣେ ୨୦ ବର୍ଷୀୟା ଯୁବତୀଙ୍କ ଏତଲା ଆଧାରରେ ଦିଗପହଣ୍ଡି ପୋଲିସ…
ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ
ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ଭୂତସରସିଙ୍ଗି ପଞ୍ଚାୟତର ରାଜପୁର, ଦାସିଆମାରିପଲ୍ଲୀର ମହିଳାମାନେ କବିସୂର୍ଯ୍ୟନଗର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତା ଅବରୋଧ…

