‘ରାଜନୀତିରେ ମତଭେଦ ଲାଗି ରହିଥାଏ’, ନୀତୀଶଙ୍କୁ ଭେଟିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଉଦ୍ଧବ
ମୁମ୍ବାଇ,୧୧।୫: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଗୁରୁବାର ମୁମ୍ବାଇରେ ସାକ୍ଷାତ୍ କରିଛନ୍ତି। ଏହି ସାକ୍ଷାତକାର ଆସନ୍ତା ବର୍ଷ ହେବାକୁ ଯାଉଥିବା ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ହରାଇବାକୁ ଅଣ ରାଷ୍ଟ୍ରୀୟ ଜନତାନ୍ତ୍ରୀକ…
ଗୋଟିଏ ଗଛରେ ଫଳିଛି ୧୪ ପ୍ରକାରର ଆମ୍ବ
ଆମ୍ବ ଚାଷୀଙ୍କ ସ୍ବତନ୍ତ୍ର ପରୀକ୍ଷଣ ସଫଳ ହୋଇଛି। ଧାରି ତାଲୁକର ଜଣେ କୃଷକ ଗୋଟିଏ ଗଛରେ ୧୪ଟି ପ୍ରକାରର ଆମ୍ବ ଫଳାଇଛନ୍ତି। କେବଳ ଏତିକି ନୁହେଁ, ଏହି ଗଛ ହୋଲିରୁ ଦିଓ୍ବାଲୀ ପର୍ଯ୍ୟନ୍ତ ଫଳ ଦେଇଥାଏ। ଗଛରେ ଥିବା ଆମ୍ବ ଦେଖିଲେ…
‘ଆର୍ଆର୍ଆର୍’କୁୁ ପଛରେ ପକାଇ ରେକର୍ଡ ଭାଙ୍ଗିଲା ‘ଆଦିପୁରୁଷ’
ମୁମ୍ବାଇ,୧୧।୫:ଫିଲ୍ମ ‘ଆଦିପୁରୁଷ’ର ଟ୍ରେଲର୍ ସୋସିଆଲ ମିଡିଆରେ ଖୁବ୍ ଟ୍ରେଣ୍ଡ କରୁଛି। ରିଲିଜ ପୂର୍ବରୁ ଲିକ୍ ହୋଇଥିଲେ ମଧ୍ୟ ଓରିଜିନାଲର କ୍ରେଜ୍ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଟ୍ରେଲର୍ ରିଲିଜ୍ର ୧୫ଘଣ୍ଟା ମଧ୍ୟରେ ଦର୍ଶକ ସବୁ ଭାଷାରେ ୫କୋଟି ୭୨ଥର ଦେଖିଛନ୍ତି। ବ୍ଲକ୍ବଷ୍ଟର୍…
ଭର୍ଚୁଆଲ ମୋଡ୍ରେ ଜଟଣୀରେ ହସ୍ପିଟାଲ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
ଖୋର୍ଦ୍ଧା ଅଫିସ,୧୧ା୫: ଖୋର୍ଦ୍ଧା ଜିଲା ଜଟଣୀଠାରେ ଗୁରୁବାର ହୋମି ଭାବା କ୍ୟାନସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟରର ଭର୍ଚୁଆଲ ମୋଡ୍ରେ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ କେନ୍ଦ୍ରମନ୍ତ୍ରୀ ଡ. ଜିତେନ୍ଦ୍ର…
ମ୍ୟାଚ୍ ଜିତି ବି ଦୁଃଖ କଲେ ଜାଡେଜା, କହିଲେ ଏମିତି…
ନୂଆଦିଲ୍ଲୀ,୧୧ା୫: ବୁଧବାର ଦିଲ୍ଲୀର ଅରୁଣ ଜେଟ୍ଲୀ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ନିଜ ପଡ଼ିଆରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୭ ରନ୍ରେ ପରାସ୍ତ କରିଥିଲା। ତେବେ ଚେନ୍ନାଇ ସୁପରକିଙ୍ଗ୍ସର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା କହିଛନ୍ତି, ଗ୍ରାଉଣ୍ଡରେ ଉପସ୍ଥିତ ଅଧିନାୟକ ଏମ୍ଏସ୍ ଧୋନୀ…
ଉଦ୍ଧବଙ୍କ ଭୁଲ ପାଇଁ ବଞ୍ଚିଗଲେ ଶିନ୍ଦେ ସରକାର: ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ, ୧୧।୫ : ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ବନାମ ଉଦ୍ଧବ ଠାକରେଙ୍କ ମାମଲାରେ ସୁପ୍ରିମକୋର୍ଟ ଗୁରୁବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ୧୬ ମହାରାଷ୍ଟ୍ର ବିଧାୟକଙ୍କ ଅଯୋଗ୍ୟ ମାମଲା ଏକ ବୃହତ ବେଞ୍ଚକୁ ପଠାଯାଇଛି। ସିଜେଆଇ ଡି.ଓ୍ବାଇ.ଚନ୍ଦ୍ରଚୂଡ଼ ଏହି ରାୟ ପଢୁଥିବାବେଳେ…
ସୁପ୍ରିମକୋର୍ଟରେ ଦିଲ୍ଲୀ ସରକାରଙ୍କ ବଡ ବିଜୟ
ନୂଆଦିଲ୍ଲୀ,୧୧।୫: କେନ୍ଦ୍ର ଓ ଦିଲ୍ଲୀ ମଧ୍ୟରେ ଜାତୀୟ ରାଜଧାନୀର ପ୍ରଶାସନିକ ସେବା ନିୟନ୍ତ୍ରଣକୁ ନେଇ ଦୀର୍ଘ ଦିନ ଧରି ଚାଲିଆସୁଥିବା ବିବାଦ ଉପରେ ସୁପ୍ରିମକୋର୍ଟର ଏକ ପାଞ୍ଚ ଜଣିଆ ଖଣ୍ଡପୀଠ ଗୁରୁବାର ରାୟ ଦେଇଛନ୍ତି। ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡଙ୍କ ନେତୃତ୍ୱରେ…
୩ ଜଣଙ୍କୁ ହତ୍ୟା ଉଦ୍ୟମ: ଖଣ୍ଡା ବାଇକ୍ ଜବତ, ୪ ଗିରଫ
ବ୍ରହ୍ମପୁର ଅଫିସ,୧୧ା୫: ଗୋଷାଣୀ ନୂଆଗାଁ ଥାନା ଅନ୍ତର୍ଗତ ହିଲ୍ପାଟଣା ଗଣେଶ ମନ୍ଦିର ନିକଟରେ ଥିବା ସମ୍ପର୍କ ଟ୍ରାଭେଲର୍ସ ମାଲିକ ସମେତ ୩ଜଣଙ୍କୁ ବୁଧବାର ରାତିରେ ହତ୍ୟା ଉଦ୍ୟମ ହୋଇଥିଲା। ଏଥିରେ ଟ୍ରାଭେଲର୍ସ ମାଲିକ କୁମୁଦ ରଞ୍ଜନ ବ୍ରହ୍ମା, ଡ୍ରାଇଭର ସୁଦର୍ଶନ ଦାସ…
ମୋଦି ସରକାରଙ୍କ ୯ ବର୍ଷ ଶାସନରେ ମୁଣ୍ଡପିଛା ଆୟ ହୋଇଛି ଦୁଇଗୁଣା…
ନୂଆଦିଲ୍ଲୀ,୧୧।୫ : କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୯ ବର୍ଷ ମଧ୍ୟରେ ମୁଣ୍ଡପିଛା ଆୟ ଦୃଷ୍ଟିରୁ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଗତ ୯ ବର୍ଷ ମଧ୍ୟରେ ଏହା ପ୍ରାୟ ଦ୍ୱିଗୁଣିତ ହୋଇଛି। ୨୦୧୪ ରେ ଯେତେବେଳେ…
ସନାତନ ମହାକୁଡ଼ଙ୍କ ଘରେ ଚଢ଼ାଉ
କେନ୍ଦୁଝର,୧୧ା୫(ସ୍ବ.ପ୍ର.): ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଗୁରୁବାର ଚଢ଼ାଉ ଚାଲିଥିବା ଜଣାପଡ଼ିଛି। କେନ୍ଦୁଝର, ଭୁବନେଶ୍ୱର ଏବଂ ପୈତୃକ ଗ୍ରାମ ନମ୍ବିରା ସହ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ୨୦…
ମନସୁଖ ହୋଇ ପାରନ୍ତି ଗୁଜରାଟ ମୁଖ୍ୟମନ୍ତ୍ରୀ !…
ଅହମଦାବାଦ,୧୧।୫ : କର୍ନାଟକ ର୍ନିବାଚନ ଫଳାଫଳ ପରେ ଭାରତୀୟ ଜନତା ପାର୍ଟି ନୀତି ସରକାରରେ ଅନେକ ବଡ଼ ପରିବର୍ତ୍ତନ ଆସିବାର ସମ୍ଭାବନା ରହିଛି। କେନ୍ଦ୍ର ସରକାରଙ୍କ ପରିବର୍ତ୍ତନ ସହିତ ଉତ୍ତରପ୍ରଦେଶ କ୍ୟାବିନେଟରେ ପରିବର୍ତ୍ତନ ଘଟିବାର ଆଶା ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…
ନାଶନାଲ ଟେକ୍ନୋଲୋଜି ଡେ’ରେ ପ୍ରଧାନମନ୍ତ୍ରୀ ମୋଦି କିଛି ବୈଜ୍ଞାନିକ ପରିଯୋଜନାର କଲେ ଶିଳାନ୍ୟାସ
ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଶନାଲ ଟେକ୍ନୋଲୋଜି ଡେ’ ଅବସରରେ କିଛି ବୈଜ୍ଞାନିକ ପରିଯୋଜନାର ଶିଳାନ୍ୟାସ କରିବା ସହ ସ୍ମାରକ ଡାକଟିକେଟ ଓ ମୁଦ୍ରା ଉନ୍ମୋଚନ କରିଛନ୍ତି। ଏହି ଅବସରରେ ମୋଦି ତାଙ୍କ ସମ୍ବୋଧନରେ କହିଛନ୍ତି, ମୁଁ ସେହି ଦିନକୁ କେବେ…

