ଆସନ୍ତା ୯ରେ ପଡ଼ିଥାନ୍ତା ହାତଗଣ୍ଠି, ଫେରିବା ବାଟରେ ଅପେକ୍ଷା କରିଥିଲା ଯମ
ଗଞ୍ଜାମ,୨ା୩(ଡି.ଏନ୍.ଏ.): ଆଉ ମାତ୍ର ଦିନ କେଇଟା ପରେ ପଡ଼ିଥାନ୍ତା ହାତଗଣ୍ଠି। ଆସନ୍ତା ୯ରେ ବିବାହ ପାଇଁ ନିମନ୍ତ୍ରଣ ବଣ୍ଟା ସରିଥିଲା। ବନ୍ଧୁ ବାନ୍ଧବଙ୍କୁ ଡକା ମଧ୍ୟ ସରିଛି। ବ୍ରହ୍ମପୁରରୁ ମାଉସୀ ଘରକୁ ନିମନ୍ତ୍ରଣ ଦେଇ ଲୁଗାପଟା କିଣାକିଣି କରି ଘରକୁ ଫେରିବା…
ଅଷ୍ଟ୍ରେଲିଆ ୧୯୭ରେ ଅଲଆଉଟ, ଭାରତର ଦ୍ୱିତୀୟ ଇନିଂସ ଆରମ୍ଭ..
ଇନ୍ଦୋର,୨।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟରେ ଭାରତ ପ୍ରଥମ ଇନିଂସରେ ୧୦୯ କରିଥିଲା। ଏହାର ଜବାବରେ ଅଷ୍ଟ୍ରେଲିଆ ସମସ୍ତ ଓ୍ବିକେଟ ହରାଇ ୧୯୭ ରନ୍ କରିଛି। ଏହାରେ ଭାରତ ଦ୍ୱିତୀୟ ଇନିଂସ ଆରମ୍ଭ ହୋଇଛି। ଭାରତ ଗୋଟିଏ…
ଗ୍ୟାସ୍ ଦରବୃଦ୍ଧି ନେଇ ଏସ୍ୟୁସିଆଇ ପକ୍ଷରୁ ବିକ୍ଷୋଭ
ବାରିପଦା ଅଫିସ,୨ା୩: ଇନ୍ଧନ ଗ୍ୟାସ୍ ଦରବୃଦ୍ଧିକୁ ନେଇ ଏସ୍ୟୁସିଆଇ (କମ୍ୟୁନିଷ୍ଟ) ମୟୂରଭଞ୍ଜ ଜିଲା ଶାଖା ପକ୍ଷରୁ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ପ୍ରଦର୍ଶନ କରିଥିଲେ। ଏ ସଂକ୍ରାନ୍ତରେ ଏକ ଦାବିପତ୍ର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କ ଜରିଆରେ ପ୍ରଦାନ କରିଥିଲେ। ଦାବି ପୂରଣ…
ଦୁଇ ବର୍ଷ ଧରି ଭାରତରେ ଆମେରିକାର ରାଷ୍ଟ୍ରଦୂତଙ୍କ ପଦ ଖାଲି: ଏରିକ ଗାର୍ସେଟ୍ଟିଙ୍କ ନାମଙ୍କ ନାମକୁ ନେଇ ବିବାଦ…
ଓ୍ବାଶିଂଟନ,୨।୩ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଭାରତରେ ଆମେରିକାର ନୂତନ ରାଷ୍ଟ୍ରଦୂତଙ୍କ ନାମ ଘୋଷଣା କରିଛନ୍ତି। ଏହି ଘୋଷଣା ଅନୁଯାୟୀ, ଏରିକ ଗାର୍ସେଟ୍ଟି ଭାରତରେ ଆମେରିକାର ନୂତନ ରାଷ୍ଟ୍ରଦୂତ ହୋଇପାରିବେ। ତେବେ ତାଙ୍କ ନାମରେ ଆମେରିକା କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ଭୋଟ…
ଅବ୍ୟବସ୍ଥାରେ କୁସୁମଗାଡ଼ିଆ ଅଙ୍ଗନଓ୍ବାଡି କେନ୍ଦ୍ର
ନୂଆଗାଁ,୨।୩ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗୁମୀ ପଞ୍ଚାୟତ କୁସୁମଗାଡ଼ିଆ ଗ୍ରାମରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ର ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ୩ ମାସ ହେଲା ଶିଶୁମାନଙ୍କୁ ଅଣ୍ଡା ମିଳୁନାହିଁ। ୮ବର୍ଷ ହେଲା ଉକ୍ତ କେନ୍ଦ୍ର ପ୍ରତିଷ୍ଠା ହୋଇଥିଲେ ମଧ୍ୟ…
ହିଣ୍ଡନବର୍ଗ ରିପୋର୍ଟ ନେଇ ବିଶେଷଜ୍ଞ କମିଟି ଗଠନ, ସେବିକୁ ୨ ମାସରେ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ…
ନୂଆଦିଲ୍ଲୀ,୨।୩ : ହିଣ୍ଡେନବର୍ଗ ରିପୋର୍ଟ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଏକ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଏଏମ ସାପ୍ରେ ଏହି କମିଟିର ଅଧ୍ୟକ୍ଷ ହେବେ। ନିବେଶକଙ୍କ ସୁରକ୍ଷା ପାଇଁ ନିୟାମକ ପ୍ରଣାଳୀ ଉପରେ ଏକ କମିଟି ଗଠନ ଉପରେ…
ପ୍ରହସନ ପାଲଟିଛି ମାଣ୍ଡିଆ ମଣ୍ଡି
ନୟାଗଡ଼ ଅଫିସ/ନୂଆଗାଁ(ଡି.ଏନ.ଏ.)୨।୩: ସରକାର ମିଲଟ ମିଶନ ଯୋଜନାରେ ମାଣ୍ଡିଆ ଚାଷକୁ ଗୁରୁତ୍ୱ ଦେଉଛନ୍ତି । ମାଣ୍ଡିଆ ଚାଷକୁ ବୃଦ୍ଧି କରିବା ପାଇଁ ସରକାର ଉନ୍ନତ ମାନର ବିହନ ଯୋଗାଇ ଦେବା ସହ ପ୍ରୋତ୍ସାହନ ରାଶି ମଧ୍ୟ ପ୍ରଦାନ କରୁଛନ୍ତି। ଅମଳ ମାଣ୍ଡିଆକୁ…
ଠିକାସଂସ୍ଥା ନାମରେ ଫୌଜଦାରି ମାମଲା ରୁଜୁ ନିର୍ଦ୍ଦେଶ
ଯାଜପୁର ଅଫିସ,୨ା୩: ଯାଜପୁର ଜିଲା ଦେଇ ଯାଇଥିବା ଡୁବୁରୀ-ତାଳଚେର ୫୩ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ନିୟୋଜିତ ଠିକାସଂସ୍ଥା କୁନାଳ ଷ୍ଟ୍ରକ୍ଚର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ହୋଇଛି। ଏହି ମର୍ମରେ ନ୍ୟାଶନାଲ…
ବନ୍ଦ ହେଲା ଖଣ୍ଡୋଲାଇଟ୍ ଖଣି
ଚଣ୍ଡିଖୋଲ,୨ା୩(ଡି.ଏନ୍.ଏ.): ଖ୍ରୀ.ପୂ. ୨ୟ ଶତାବ୍ଦୀର ପାରାଭାଡ଼ି ବୌଦ୍ଧସ୍ତୁପ ଅଞ୍ଚଳରେ ଓଡ଼ିଶା ମାଇନିଂ କର୍ପୋରେଶନ୍(ଓଏମ୍ସି) ଖଣ୍ଡୋଲାଇଟ୍ ଖଣି ଖନନ କରିବା ଦ୍ୱାରା ଐତିହାସିକ ପାରାଭାଡ଼ି ପାହାଡ଼ ନଷ୍ଟ ହୋଇଗଲା। ଏ ସମ୍ପର୍କରେ ‘ଧରିତ୍ରୀ’ ଓ ‘ଓଡ଼ିଶା ପୋଷ୍ଟ’ରେ ଖବର ପ୍ରକାଶ ପରେ ଭାରତୀୟ…
ଶିକ୍ଷାରେ ସୃଜନଶୀଳତାକୁ ଗୁରୁତ୍ୱ
ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ଏକ ଗରିବ ଓ୍ବାର୍କର୍ସ କଲୋନିରୁ ଆମେରିକା ପର୍ଯ୍ୟନ୍ତ ଯାତ୍ରା ବେଶ୍ ସ୍ମରଣୀୟ। ଦୁର୍ଗାପୁରରୁ ପାଠପଢ଼ି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଅନେକ ବହୁରାଷ୍ଟ୍ରୀୟ କମ୍ପାନୀରେ ଅଧିକାରୀ ଭାବେ କାର୍ଯ୍ୟକରି ସେ ଅନେକ ସଫଳତା ହାସଲ କରିଛନ୍ତି। ଏପରିକି କର୍ମମୟ…
ମୋଦିଙ୍କ କାର୍ଯ୍ୟ ଶୈଳୀ ନେଇ ୭୨ ପ୍ରତିଶତରୁ ଅଧିକ ଲୋକ ଖୁସି…
ନୂଆଦିଲ୍ଲୀ,୨।୩ : ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରା, ମେଘାଳୟ ଏବଂ ନାଗାଲାଣ୍ଡର ତିନୋଟି ରାଜ୍ୟରେ ବିଧାନସଭା ର୍ନିବାଚନ ଗଣନା ଚାଲିଛି। ଏହି ତିନୋଟି ରାଜ୍ୟର ଫଳାଫଳ ଭାଜପା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଭୋଟ ଗଣତି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟଶୈଳୀକୁ ନେଇ…
ପୁରୁଣା ଭର୍ସନ କମ୍ପ୍ୟୁଟର କିଣିବାକୁ ଟେଣ୍ଡର
ଯାଜପୁର ଅଫିସ,୨ା୩: ଶିକ୍ଷାର ଗୁଣାମତ୍କ ମାନ ବୃଦ୍ଧି କରିବା ସହିତ ଛାତ୍ରୀଛାତ୍ରଙ୍କ ବୌଦ୍ଧିକ ଓ ମାନସିକ ଶକ୍ତିର ବିକାଶ ନିମନ୍ତେ ସରକାର କମ୍ପ୍ୟୁଟର ମାଧ୍ୟମରେ ଶିକ୍ଷା ପଦ୍ଧତି ପ୍ରଣୟନ କରିଛନ୍ତି। ଏହି ଯୋଜନାକୁ କାର୍ଯ୍ୟକାରୀ କରିବାକୁ ଯାଜପୁର ଜିଲାରେ ଓଡ଼ିଶା ମିନେରାଲ…
Archives


