Home

ଆଇନ ମନ୍ତ୍ରୀ କିରେନ ରିଜିଜୁଙ୍କ କାର ଦୁର୍ଘଟଣା ଗ୍ରସ୍ତ…

ନୂଆଦିଲ୍ଲୀ,୮।୪ : କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁଙ୍କ କାର ଶନିବାର ଜମ୍ମୁ-କଶ୍ମୀରର ରାମବନ ଜିଲାରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ସୂଚନା ଅନୁଯାୟୀ, ତାଙ୍କ କାର ଏକ ଟ୍ରକ ସହିତ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ କେହି ଆହତ ହୋଇନାହାଁନ୍ତି।…

ରାଜଧାନୀର କୌଣସି ଛାତ ଉପରେ ରହିବନି ହୋର୍ଡିଂ

ଭୁବନେଶ୍ୱର,୮ା୪(ବ୍ୟୁରୋ): ଏଣିକି ରାଜଧାନୀର କୌଣସି ଛାତ ଉପରେ ଆଉ ହୋର୍ଡିଂ ରହିବନି ବୋଲି ଭୁବନେଶ୍ୱର ମହାନଗର ନିଗମ ନିଷ୍ପତ୍ତି ନେଇଛି। ପୂର୍ବରୁ ହୋର୍ଡିଂ ହଟାଇବା ପାଇଁ ବିଏମ୍‌ସି ପକ୍ଷରୁ ଅନେକ ଥର ନୋଟିସ ଜାରି କରାଯାଇଥିଲେ ମଧ୍ୟ ତାହା କାର୍ଯ୍ୟକାରୀ ହୋଇପାରିନାହିଁ।…

ବିହନ ବ୍ୟାଙ୍କରେ ବିଦେଶୀ ପର୍ଯ୍ୟଟକ

ବରଗଡ଼ ଅଫିସ,୮ା୪: ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମସ୍ଥିତ ଅନୁଭବ ବିହନ ବ୍ୟାଙ୍କକୁ ଶନିବାର ଜଣେ ବିଦେଶୀ ପର୍ଯ୍ୟଟକ ଆସିଥିଲେ। ସେ ହେଲେ ସୁଇଜରଲାଣ୍ଡର ସେଲିନ। ବିହନ ବ୍ୟାଙ୍କ ଉପରେ ପୁସ୍ତକ ଲେଖିବା ପାଇଁ ସେ ଉକ୍ତ ବିହନ ବ୍ୟାଙ୍କକୁ ଆସିଥିଲେ।…

ଟସ ଜିତିଲା ସିଏସକେ,ବୋଲିଂ ନିଷ୍ପତ୍ତି…

ମୁମ୍ବାଇ,୮।୪ : ଆଇପିଏଲ ସିରିଜ ୧୬ର ୧୨ ତମ ମ୍ୟାଚ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ)ମଧ୍ୟରେ ମୁମ୍ବାଇର ଓ୍ବାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ସିଏସକେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଅଧିନାୟକ ଏମଏସ…

ଆରଆରର ସହଜ ବିଜୟ: ଡିସିର ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ…

ଗୁଆହାଟୀ,୮।୪ : ଆଇପିଏଲ ସିରିଜ ୧୬ର ୧୧ ତମ ମ୍ୟାଚରେ ଶନିବାର ରାଜସ୍ଥାନ ରୟାଲ୍ସ(ଆରଆର) ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ବିରୋଧରେ ସହଜ ବିଜୟ ହାସଲ କରିଛି। ମଧ୍ୟରେ ଗୁଆହାଟୀର ବର୍ସାପାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଧାର୍ଯ୍ୟ ୨୦୦ ରନ ଲକ୍ଷ୍ୟର…

ପାଣିରେ ଭାସୁଥିଲା ଅଜଣା ମୃତଦେହ

ସୁନାବେଡ଼ା,୮ା୪(ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ା ପୋଲିସ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ତାଙ୍କ ପରିଚୟ ମିଳିପାରିନାହିଁ। ପୂର୍ବାହ୍ନରେ ଦାମନଯୋଡ଼ି ଇଣ୍ଟେକ ରାସ୍ତାରେ ଥିବା କୋଲାବ ଜଳଭଣ୍ଡାରକୁ ଚଉଗାଁ ଗ୍ରାମର କେତେ ଜଣ ଯୁବକ ଶୌଚ ହେବା ପାଇଁ ଯାଇଥିଲେ।…

ଶୁଟିଂକୁ ଫେରିବା ପାଇଁ ବିଗ୍‌ ବି’ଙ୍କୁ ସମୟ ଲାଗିବ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନ ନିକଟରେ ଶୁଟିଂସେଟ୍‌ରେ ଆହତ ହୋଇଥିଲେ। ବର୍ତ୍ତମାନ ଖବର ଆସୁଛି କି ତାଙ୍କୁ ସେଟ୍‌କୁ ଫେରିବା ପାଇଁ ଆହୁରି ସମୟ ଲାଗିବ। ଗତ ସପ୍ତାହରେ ସେ ଘରୁ ବାହାରକୁ ଆସିଥିଲେ ଏବଂ ମାସେ ପୂର୍ବରୁ ହୋଇଥିବା…

ଆସନ୍ତା ୫ ଦିନରେ ବଢ଼ିବ ତାତି:ପାଣିପାଗ ବିଭାଗର ପୂର୍ବାନୁମାନ…

ନୂଆଦିଲ୍ଲୀ,୮।୪ : ଦେଶର ଅନେକ ସ୍ଥାନରେ ଆସନ୍ତା କିଛି ଦିନ ମଧ୍ୟରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ପାଣିପାଗ ବିଭାଗ ଅନୁଯାୟୀ ଆସନ୍ତା ପାଞ୍ଚ ଦିନ ମଧ୍ୟରେ ଦେଶର ବିଭିନ୍ନ ସ୍ଥାନରେ ତାତି ଲହର ପ୍ରବାହିତ ହେବ। ପାଣିପାଗ…

ଜେପିସି ଗଠନକୁ ବିରୋଧ କଲେ ଶରଦ ପାଓ୍ବାର…

ନୂଆଦିଲ୍ଲୀ,୮।୪ : ଆଦାନୀ ପ୍ରସଙ୍ଗରେ ଜେପିସି ଗଠନ କରାଯାଇ ଯାଞ୍ଚର ଦାବିକୁ ଏନସିପି ମୁଖ୍ୟ ଶରଦ ପାୱାର ଭୁଲ ବୋଲି କହିଥିଲେ। ଶନିବାର ଦିଲ୍ଲୀରେ ଖବରଦାତାଙ୍କୁ ସେ କହିଛନ୍ତି ବିରୋଧୀଙ୍କର ଏଭଳି ପଦକ୍ଷେପ ଏକ ଦୂରଦୃଷ୍ଟିହୀନ ଯୋଜନା। ପାୱାର କହିଛନ୍ତି, ଏପରି…

ଅନୁଗୋଳରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ଶୋ’ ରୁମ୍‌

ଅନୁଗୋଳ ଅଫିସ,୮ା୪: ଅନୁଗୋଳ ବଜାରରେ ଶନିବାର ସନ୍ଧ୍ୟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ବଜାରରେ ଥିବା ମଙ୍ଗଲମ୍‌ ନାମକ ଏକ ଡ୍ରେସ୍‌ ଶୋ’ ରୁମ୍‌ ହୁତ୍‌ହୁତ୍‌ ହୋଇ ଜଳୁଛି। ଖବର ପାଇ ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁକୁ ଆୟତ କରିବା ପାଇଁ…

ପ୍ରିୟଙ୍କା ହୋଇ ପାରନ୍ତି ପ୍ରଧାନମନ୍ତ୍ରୀ ପ୍ରାର୍ଥୀ: ପ୍ରମୋଦ କ୍ରିଷ୍ଣମ୍‌

ପ୍ରୟାଗରାଜ,୮।୪ : ପ୍ରିୟଙ୍କା ଗାନ୍ଧୀ ଭଦ୍ରା କଂଗ୍ରେସର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହୋଇ ପାରନ୍ତି ବୋଲି ଉତ୍ତରପ୍ରଦେଶର ବରିଷ୍ଠ ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ୍‌ କହିଛନ୍ତି। ପ୍ରୟାଗରାଜଠାରେ ଶନିବାର ଖବରଦାତାଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେବା ଅବସରରେ ସେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୦ ମୃତ, ୧୦ ଆହତ

ଡୋଡୋମା,୮ା୪: ଶନିବାର ପଶ୍ଚିମ କେନିଆର ତାଞ୍ଜାନିଆ ସୀମା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଅତି କମ୍‌ରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ମିଗୋରୀ ସହରର ରାଜପଥରେ ଏକ ଟ୍ରକ୍‌ ଭାରସାମ୍ୟ ହରାଇ ପଥଚାରୀ, ମୋଟରସାଇକେଲ ଏବଂ ଟ୍ୟାକ୍ସି ଉପରେ ମାଡ଼ିଗଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri