Home

ଇରାନୀ କପ୍‌ରେ ଜୟସ୍ବାଲଙ୍କ ଦ୍ୱିଶତକ

ଗ୍ବାଲିୟର,୨ା୩: ଗ୍ବାଲିୟରର କ୍ୟାପଟେନ୍‌ ରୁପ୍‌ ସିଂ ଷ୍ଟାଡିୟମରେ ଖେଳା ଯାଇଥିବା ଇରାନୀ କପ୍‌ ମୁକାବିଲାରେ ଅବଶିଷ୍ଟ ଭାରତ ଏକ ବୃହତ ସ୍କୋର ଆଡକୁ ଅଗ୍ରସର ହେଉଛି। ୨୦୨୧-୨୨ ସିଜନର ରଣଜୀ ଟ୍ରଫି ଚାମ୍ପିୟନ ମଧ୍ୟପ୍ରଦେଶ ଓ ଅବଶିଷ୍ଟ ଭାରତ ମଧ୍ୟରେ ଅନୁଷ୍ଠିତ…

ଜଷ୍ଟ ଫୋଣ୍ଟାଇନଙ୍କ ପରଲୋକ

ପ୍ୟାରିସ୍‌,୨ା୩(ପି.ଟି.): ଫ୍ରାନ୍ସର ପ୍ରସିଦ୍ଧ ଫୁଟବଲର ଜଷ୍ଟ ଫୋଣ୍ଟାଇନ୍‌ଙ୍କ ୮୯ ବର୍ଷ ବୟସରେ ପରଲୋକ ଘଟିଛି। ଫୋଣ୍ଟାଇନଙ୍କ ପୂର୍ବତନ କ୍ଲବ ରିମ୍‌ସ ପକ୍ଷରୁ ବୁଧବାର ଏହା ଘୋଷଣା କରାଯାଇଛି। ୧୯୫୮ ସଂସ୍କରଣର ବିଶ୍ୱକପ୍‌ ଖେଳିବାର ସୁଯୋଗ ପାଇଥିବା ଫୋଣ୍ଟାଇନ୍‌ ଦେଇଥିଲେ ୧୩ଟି ଗୋଲ୍‌।…

ଡୋପିଂ ମାମଲା: ଐଶ୍ୱର୍ଯ୍ୟା ବାବୁ ୪ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୨ା୩(ପି.ଟି.): ନିଷିଦ୍ଧ ଡ୍ରଗ୍ସ ସେବନ ମାମଲାରେ ଦୋଷୀ ସାବ୍ୟସ୍ତ ଟ୍ରିପଲ ଜମ୍ପର ଐଶ୍ୱର୍ଯ୍ୟା ବାବୁଙ୍କୁ ୪ ବର୍ଷ ବାସନ୍ଦ କରାଯାଇଛି। ବୁଧବାର ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା) ପକ୍ଷରୁ ଏହି ବାସନ୍ଦାଦେଶ ଘୋଷଣା କରାଯାଇଛି। ୨୫ ବର୍ଷୀୟା ଐଶ୍ୱର୍ଯ୍ୟା ଓ…

ହରମନ୍‌ପ୍ରୀତ୍‌ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟିକା

ମୁମ୍ବାଇ,୨ା୩(ପି.ଟି.): ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଆଗାମୀ ସଂସ୍କରଣ ପାଇଁ ହରମନପ୍ରୀତ୍‌ କୌରଙ୍କୁ ଅଧିନାୟିକା ଘୋଷଣା କରାଯାଇଛି। ବୁଧବାର ଭାରତୀୟ ଦଳର ଅଧିନାୟିକାଙ୍କୁ ମୁମ୍ବାଇ ଏହାର ଅଧିନାୟକ ଭାବରେ ନିଯୁକ୍ତି ଦେଇଛି। ନିକଟରେ ପ୍ରଥମ ମହିଳା ଖେଳାଳି ଭାବରେ ହରମନପ୍ରୀତ୍‌ ୧୫୦ତମ…

କଳିଙ୍ଗରେ ଫାୟାର ଆର୍ମ ଟ୍ରେନିଂ ପ୍ରୋଗ୍ରାମ

ଭୁବନେଶ୍ୱର, ୨।୩ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମର ୫୦ ମିଟର ଫାୟାର ଆର୍ମ ଶୁଟିଂ ରେଞ୍ଜରେ ଫାୟାର ଆର୍ମ ଟ୍ରେନିଂ ସାର୍ଟିଫିକେଟ ପ୍ରୋଗ୍ରାମ ଅନୁଷ୍ଠିତ ହୋଇଯାଇଛି। ସପ୍ତମ ବ୍ୟାଚ୍‌ରେ ମୋଟ ୨୫ ପ୍ରଶିକ୍ଷାର୍ଥୀ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇ ପ୍ରମାଣପତ୍ର ହାସଲ…

ମାର୍ଚ୍ଚ ୨୩ରେ ସର୍କଲସ୍ତରୀୟ ଡାକ ଅଦାଲତ

ଭୁବନେଶ୍ୱର,୨।୩: ଭାରତୀୟ ଡାକର ଓଡ଼ିଶା ସର୍କଲ ପକ୍ଷରୁ ଚଳିତ ବର୍ଷ ମାର୍ଚ୍ଚ ୨୩ ତାରିଖ (ଗୁରୁବାର) ପୂର୍ବାହ୍ନ ୧୧ଘଟିକା ସମୟରେ ମୁଖ୍ୟ ମହାଡାକପାଳଙ୍କ କାର୍ଯ୍ୟାଳୟ ଭୁବନେଶ୍ୱରଠାରେ ୧୨୮ତମ ସର୍କଲସ୍ତରୀୟ ଡାକ ଅଦାଲତ ଅନୁଷ୍ଠିତ ହେବ। ଉକ୍ତ ଡାକ ଅଦାଲତ ତ୍ରୈମାସିକ ଭାବେ…

ନାଲ୍‌କୋ ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

ଭୁବନେଶ୍ୱର,୨।୩: ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧୀନ ନବରତ୍ନ ଉଦ୍ୟୋଗ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ (ନାଲ୍‌କୋ) ଏବଂ ସାମାଜିକ ଅନୁଷ୍ଠାନ ନାଲ୍‌କୋ ମହିଳା ସମିତିର ମିଳିତ ସହଯୋଗରେ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା। ବିଶେଷ କରି ‘ଆଜାଦୀ କା…

ଶାହରୁଖଙ୍କ ସ୍ତ୍ରୀଙ୍କ ନାଁରେ ମାମଲା ରୁଜୁ

ବଲିଉଡ ଅଭିନେତା ଶାହରୁଖ ଖାନଙ୍କ ସ୍ତ୍ରୀ ଗୌରୀ ଖାନଙ୍କ ଅଡୁଆ ବଢିଛି। ଉତ୍ତରପ୍ରଦେଶର ଲକ୍ଷ୍ନୌରେ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଭାରତୀୟ ପେନାଲ କୋଡ (ଆଇପିସି)ର ଧାରା ୪୦୯ ଅନୁଯାୟୀ, ଗୌରୀଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ମୁମ୍ବାଇର…

ନୂତନ ବିମାନ କିଣିପାରେ ଆକାଶ ଏୟାର

ନୂଆଦିଲ୍ଲୀ,୨।୩: ଦେଶର ପ୍ରମୁଖ ଘରୋଇ ବିମାନ ସେବା ପ୍ରଦାନକାରୀ କମ୍ପାନୀ ଆକାଶ ଏୟାର ନୂତନ ବିମାନ କ୍ରୟ କରିପାରେ ବୋଲି କୁହାଯାଉଛି। ଏପରିକି କମ୍ପାନୀ ଚଳିତ ମାସରେ ଏକ ବଡ଼ ଆକାରରେ ବିମାନ ଅର୍ଡର ଦେବାକୁ ଯୋଜନା କରୁଛି ବୋଲି ଚର୍ଚ୍ଚା…

ରାଜ୍ୟରେ ବ୍ୟବସାୟିକ ସମ୍ପ୍ରସାରଣ କରିବ ଶ୍ୟାମ ଷ୍ଟିଲ୍‌

ନୂଆଦିଲ୍ଲୀ,୨।୩: ଶ୍ୟାମ ଷ୍ଟିଲ୍‌ ଓଡ଼ିଶାରେ ଡିଲର ବିତରଣ ନେଟ୍‌ୱର୍କ ସମ୍ପ୍ରସାରଣ ସହ ବ୍ୟବସାୟିକ କାର୍ଯ୍ୟକଳାପରେ ଅଭିବୃଦ୍ଧି ଘଟାଇବାକୁ ଯୋଜନା କରିଥିବା ଜଣାପଡ଼ିଛି। ଏପରିକି କମ୍ପାନୀ ପାଇଁ ଓଡ଼ିଶା ଅନ୍ୟତମ ପ୍ରମୁଖ୍ୟ ବଜାର ହୋଇଥିବା ବେଳେ ଉକ୍ତ ବ୍ରାଣ୍ଡ୍‌ ଓଡ଼ିଶା ବଜାରରେ ପ୍ରାଇମେରି…

ଟାଟା ମୋଟର୍ସର ଆର୍‌ଭିଏସ୍‌ଏଫ୍‌ ଶୁଭାରମ୍ଭ

ନୂଆଦିଲ୍ଲୀ,୨।୩: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଟାଟା ମୋଟର୍ସର ସ୍ବତନ୍ତ୍ର ଅଭିଯାନ ରିସାଇକେଲ ଓ୍ବିଥ୍‌ ରେସ୍ପେକ୍ଟ (ଆର୍‌ଇ.ଡବ୍ଲ୍ୟୁଆଇ.ଆର୍‌ଇ) ବା ସମ୍ମାନର ସହ ପୁନଃଚକ୍ରଣର ଶୁଭାରମ୍ଭ ହୋଇଯାଇଛି। ଏପରିକି ଟାଟା ମୋଟର୍ସର ସ୍ବୀକୃତି ପ୍ରାପ୍ତ ଡିଲର ରାଜସ୍ଥାନର ଜୟପୁର ଗଙ୍ଗାନଗରର ‘ବାହାନ ଉଦ୍ୟୋଗ…

ଏଚ୍‌ଡିଏଫ୍‌ସି ଲାଇଫ୍‌ର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୨।୩: ଦେଶର ପ୍ରମୁଖ ଜୀବନ ବୀମା କମ୍ପାନୀ ଏଚ୍‌ଡିଏଫ୍‌ସି ଲାଇଫ୍‌ର ନୂତନ ଉତ୍ପାଦ ‘ଗ୍ୟାରେଣ୍ଟେଡ୍‌ ଇନ୍‌କମ୍‌ ବୀମା ଯୋଜନା’ର ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ଉକ୍ତ ଯୋଜନା ଗ୍ୟାରେଣ୍ଟି, ନିୟମିତ ଟିକସମୁକ୍ତ ସୁବିଧା ଏବଂ ସୁନିଶ୍ଚିତ ମୃତ୍ୟୁକାଳୀନ ସୁବିଧା ପ୍ରଦାନ କରୁଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri