ସିଆଇଆଇ ସହ ଜେଏସ୍ଏଲ୍ର ବୁଝାମଣାପତ୍ର ସ୍ବାକ୍ଷର
ନୂଆଦିଲ୍ଲୀ,୨।୩: ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ (ଜେଏସ୍ଏଲ୍) ଏବଂ କନଫେଡେରେଶନ ଅଫ୍ ଇଣ୍ଡିଆନ ଇଣ୍ଡଷ୍ଟ୍ରି (ସିଆଇଆଇ) ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ବୁଝାମଣାପତ୍ର (ଏମ୍ଓୟୁ) ନିକଟରେ ସ୍ବାକ୍ଷର ହୋଇଯାଇଛି। ବିଶେଷକରି କ୍ରମକ୍ଷୟକୁ ଦୂରକରିବା ଏବଂ କ୍ଷୟକ୍ଷତିର ପ୍ରଭାବ ବିଷୟରେ ସଚେତନତା ସୃଷ୍ଟି କରିବା…
ଏସ୍ବିଆଇ ପକ୍ଷରୁ ୧ବିଲିୟନ୍ ଋଣ ପ୍ରଦାନ
ନୂଆଦିଲ୍ଲୀ,୨।୩: ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସ୍ବିଆଇ) ପକ୍ଷରୁ ନିକଟରେ ୧ବିଲିୟନ୍ ଡଲାରର ସିଣ୍ଡିକେଟ୍ ଋଣ ପ୍ରଦାନ କରାଯାଇଛି। ଏସ୍ବିଆଇ ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ କାରବାର ବୋଲି କୁହାଯାଉଛି। କାରଣ ଏହା ହେଉଛି ଏସୀୟ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳର ସର୍ବବୃହତ୍ ଇଏସ୍ଜି…
ଫେବୃୟାରୀରେ ୧.୪୯ ଲକ୍ଷ କୋଟିର ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,୨।୩: ଦେଶର ଅର୍ଥନୀତିକୁ ସଶକ୍ତ କରିବା ପାଇଁ ସରକାର ଟିକସ ଆଦାୟକୁ ଗୁରୁତ୍ୱ ଦେଉଛନ୍ତି, ଯାହାର ପ୍ରତିଫଳ ଦେଶର ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ଆଦାୟରେ ପ୍ରତିଫଳିତ ହେଉଛି। ଏପରିକି ୨୦୨୩ ଫେବୃୟାରୀର ଜିଏସ୍ଟି ସଂଗ୍ରହ ସମ୍ପର୍କରେ ବୁଧବାର ଅର୍ଥ…
ଜିମନାଷ୍ଟ ଗର୍ଲଫ୍ରେଣ୍ଡଙ୍କ ସହ ‘ମହଲ’ରେ ରହୁଛନ୍ତି ପୁଟିନ! ଲାଗିଛି ସୁନାର ଚୌକି, ରିପୋର୍ଟରେ ଦାବି
ମସ୍କୋ,୨ ।୩: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବେ ତାଙ୍କ ପ୍ରେମିକାଙ୍କ ସହ ରହୁଥିବା କୁହାଯାଉଛି । ସୂଚନା ଅନୁଯାୟୀ, ତାଙ୍କ ପ୍ରେମିକା ଜଣେ ଜିମନାଷ୍ଟ । ମିଡିଆ ରିପୋର୍ଟରେ ଦାବି କରାଯାଇଛି କି ପୁଟିନ ତାଙ୍କ ପ୍ରେମିକାଙ୍କ ସହ ଏକ…
ରମେଶ ସିଂ ଅରୋରା କର୍ତାରପୁର କରିଡର ଆମ୍ବାସାଡର
ଇସ୍ଲାମାବାଦ୍, ୨।୩: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍ ବିଶ୍ୱର ଶିଖ୍ ତୀର୍ଥଯାତ୍ରୀମାନଙ୍କୁ ଆକର୍ଷିତ କରିବା ପାଇଁ କର୍ତାରପୁର କରିଡର ଆମ୍ବାସାଡର ଭାବେ ସର୍ଦ୍ଦାର ରମେଶ ସିଂ ଅରୋରାଙ୍କୁ ନିଯୁକ୍ତି ଦେଇଛନ୍ତି। ବରିଷ୍ଠ ଶିଖ୍ ନେତା ରମେଶ ଅବୈତନିକ ଭାବେ କାର୍ଯ୍ୟ କରିବେ…
ବୋଲା ଟିନୁବୁ ନାଇଜେରିଆ ରାଷ୍ଟ୍ରପତି
ଅବୁଜା, ୨।୩: ନାଇଜେରିଆର ଶାସକ ଅଲ୍ ପ୍ରୋଗ୍ରେସିଭ୍ କଂଗ୍ରେସ (ଏପିିସି) ନେତା ବୋଲା ଟିନୁବୁ ଶନିବାର-ରବିବାର ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଛନ୍ତି। ଆଫ୍ରିକାର ସବୁଠୁ ଜନବହୁଳ ରାଷ୍ଟ୍ର ନାଇଜେରିଆରେ ଜଣେ ରାଜନୈତିକ ‘ଗଡ୍ ଫାଦର୍’ ଭାବେ ପରିଚିତ ଏହି ୭୦…
ଦିନକୁ ୧୧ ମିନିଟ୍ ଚାଲିଲେ ଅକାଳ ମୃତ୍ୟୁ ଭୟ କମିବ
ଲଣ୍ଡନ୍, ୨।୩: ବୟସ ହେବା ପୂର୍ବରୁ ଘଟୁଥିବା ମୃତ୍ୟୁକୁ ଅକାଳ ବିୟୋଗ କୁହାଯାଏ। ବର୍ତ୍ତମାନ ସମୟରେ ଯୁବକ ତଥା ଯୁବତୀଙ୍କ ଅକାଳମୃତ୍ୟୁକୁ ନେଇ ଅନେକ ଖବର ପ୍ରକାଶ ପାଇବାରେ ଲାଗିଛି। ଏ ପ୍ରକାର ବିପଜ୍ଜନକ ସ୍ଥିତିରୁ ନିଜକୁ ସୁରକ୍ଷିତ ରଖିବା ସକାଶେ…
କିଙ୍ଗ୍ ଚାଲର୍ସଙ୍କ ରାଜାଭିଷେକ ପାଇଁ ସଜଡ଼ା ହେଲା ୭୦୦ ବର୍ଷ ପୁରୁଣା ସିଂହାସନ
ଲଂଣ୍ଡନ, ୨।୩: ବ୍ରିଟେନ୍ର କିଙ୍ଗ୍ ଚାଲର୍ସ ତୃତୀୟଙ୍କ କରୋନେଶନ୍ କାର୍ଯ୍ୟକ୍ରମ ପାଇଁ ୭୦୦ ବର୍ଷ ପୁରୁଣା ରାଜକୀୟ ସିଂହାସନକୁ ସଜଡ଼ା ଯାଇଥିବା ଲଣ୍ଡନର ଓ୍ବେଷ୍ଟମିନିଷ୍ଟର ଆବେ ପକ୍ଷରୁ କୁହାଯାଇଛି। ଆସନ୍ତା ମେ ୬ରେ ଆବେଠାରେ କିଙ୍ଗ ଚାଲର୍ସ ଏବଂ କୁଇନ୍ କନସର୍ଟ…
ଜାଫରଙ୍କ ଘର ଭାଙ୍ଗିଲା ବୁଲ୍ଡୋଜର
ଲକ୍ଷ୍ନୌ, ୨।୩: ଉତ୍ତର ପ୍ରଦେଶ ପ୍ରୟାଗରାଜରେ ଆଇନଜୀବୀ ଉମେଶ ପାଲଙ୍କ ହତ୍ୟା ଅଭିଯୁକ୍ତ ଜାଫର ଅହମଦଙ୍କ ଘର ବୁଧବାର ନଗର ନିଗମ ପକ୍ଷରୁ ବୁଲ୍ଡୋଜର ଲଗାଇ ଭାଙ୍ଗିଦିଆଯାଇଛି। ଜାଫରଙ୍କ ଘରୁ ବନ୍ଧୁକ ସାଙ୍ଗକୁ ବହୁ ମାରଣାସ୍ତ୍ର ପୋଲିସ ଜବତ କରିଛି। ଜେଲରେ…
୨ ଟ୍ରେନ୍ ଧକ୍କା: ୪୦ ମୃତ
ଲାରିସା,୨ା୩: ଗ୍ରୀସ୍ର ଲାରିସା ସହର ନିକଟରେ ମଙ୍ଗଳବାର ମଧ୍ୟରାତ୍ରିରେ ଦୁଇଟି ଟ୍ରେନ୍ ମଧ୍ୟରେ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୮୫ ଆହତ ହୋଇଛନ୍ତି। ଫଳରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ଏହାକୁ ଦେଶର ସବୁଠୁ…
କେମ୍ବ୍ରିଜ୍ରେ ରାହୁଲଙ୍କ ନୂଆ ଲୁକ୍
ଲଣ୍ଡନ, ୨।୩:କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆ ଲୁକ୍କୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଛି। ୫୨ ବର୍ଷୀୟ ରାଜନେତାଙ୍କ ନୂଆ ଲୁକ୍ର ଫଟୋ ସୋସିଆଲ ମିଡିଆରେ ବହୁଳ ପ୍ରସାର ହେବାରେ ଲାଗିଛି। ୭ ଦିନିଆ ଲଣ୍ଡନ ଗସ୍ତରେ ଥିବା ରାହୁଲ…
ସିପିଆର୍କୁ ବିଦେଶୀ ପାଣ୍ଠି ମନା
ନୂଆଦିଲ୍ଲୀ,୨ା୩ :ଜଣାଶୁଣା ପବ୍ଲିକ୍ ଥିଙ୍କ୍ଟ୍ୟାଙ୍କ୍ ସେଣ୍ଟର୍ ଫର୍ ପଲିସି ରିସର୍ଚ୍ଚ (ସିପିଆର୍)ର ଫରେନ୍ କଣ୍ଟ୍ରିବ୍ୟୁଶନ୍ ରେଗୁଲେଶନ୍ ଆକ୍ଟ (ଏଫ୍ସିଆର୍ଏ) ଲାଇସେନ୍ସକୁ ବୁଧବାର କେନ୍ଦ୍ର ସରକାର ରଦ୍ଦ କରିଦେଇଛନ୍ତି। ଆୟକର ଆଇନ ଉଲ୍ଲଂଘନ ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ…
Archives


