Home

ବିକଶିତ ସହର ଏକବିଂଶ ଶତାବ୍ଦୀରେ ଭାରତର ଏକ ନୂତନ ପରିଚୟ ସୃଷ୍ଟି କରିବ: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧।୩ : ସହରୀ ଯୋଜନା, ବିକାଶ ଏବଂ ପରିଷ୍କାର ପରିଚ୍ଛନ୍ନତା ଉପରେ ବଜେଟ ପରବର୍ତ୍ତୀ ୱେବନାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କହିଛନ୍ତି ଯେ ନୂତନ ସହରଗୁଡିକ ବିକାଶ ହେଉଛି, ଯାହା ଏକବିଂଶ ଶତାବ୍ଦୀରେ ଭାରତର ଏକ ନୂତନ ପରିଚୟ ସୃଷ୍ଟି…

ଏଏପି ବାଡ଼ ଡେଇଁ ପଦ୍ମ ଧରିଲେ ଭାସ୍କର ରାଓ, କହିଲେ ମନ୍ତ୍ରୀଙ୍କ ଜେଲ ଯିବା ଲଜ୍ଜା ଜନକ…

ବେଙ୍ଗାଲୁରୁ,୧।୩ : କର୍ନାଟକ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟି (ଏଏପି)କୁ ବଡ଼ ଝଟ୍‌କା ଲାଗିଛି। ଏଏପି ମାନିଫେଷ୍ଟୋ କମିଟିର ଅଧ୍ୟକ୍ଷ ତଥା ବେଙ୍ଗାଲୁରୁର ପୂର୍ବତନ କମିଶନର ଭାସ୍କର ରାଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଘର ଛାଡିଛନ୍ତି। ଭାସ୍କର…

ବିଶ୍ୱ ନାଗରିକ ସୁରକ୍ଷା ଦିବସ

ବିଶ୍ୱର ନାଗରିକଙ୍କ ସୁରକ୍ଷା ଅତ୍ୟାବଶ୍ୟକ। ନାଗରିକଙ୍କ ସୁରକ୍ଷା ଦ୍ୱାରା ବିକାଶର ମାର୍ଗ ପ୍ରଶସ୍ତ ହୋଇଥାଏ। ତେଣୁ ଏନେଇ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ମାର୍ଚ୍ଚ ୧ ତାରିଖକୁ ବିଶ୍ୱ ନାଗରିକ ସୁରକ୍ଷା ଦିବସ ଭାବେ ପାଳନ କରାଯାଇଥାଏ। ୧୯୯୦ରେ ଅନ୍ତର୍ଜାତୀୟ ନାଗରିକ…

ତୃତୀୟ ଟେଷ୍ଟ: ଘଣ୍ଟାଏ ମଧ୍ୟରେ ଭାରତର ଅଧା ଖେଳାଳି ଫେରିଲେ ପାଭିଲିୟନ…

ଇନ୍ଦୋର,୧।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଆରମ୍ଭ ହୋଇଛି। ଏହି ମ୍ୟାଚ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉଛି। ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଟିମ ଇଣ୍ଡିଆ ୨-୦ ଅଗ୍ରଣୀ ହାସଲ କରିସାରିଛି। ଏହି ଟେଷ୍ଟରେ…

କେକ୍‌ରେ ଆର୍ଟିଷ୍ଟଙ୍କ ଚେହେରା

ନୂଆଦିଲ୍ଲୀ: ଜଣେ କେକ୍‌ ଆର୍ଟିଷ୍ଟ ତାଙ୍କ କଳାରେ ସମସ୍ତଙ୍କୁ ଦ୍ୱନ୍ଦ୍ୱରେ ପକାଇ ଦେଇଛନ୍ତି। ସେ କେକ୍‌ରେ ନିଜ ଚେହେରା ତିଆରି କରିଥିଲେ। ଏକ ପ୍ଲେଟ୍‌ରେ ସେ ଉକ୍ତ କେକ୍‌ ଧରି ଠିଆ ହୋଇଥିଲେ, ଯେଉଁଥିରେ କି ପ୍ରକୃତ ଚେହେରା ଏବଂ କେକ୍‌…

ଡବ୍ଲ୍ୟୁଟିସି ଫାଇନାଲ ଲକ୍ଷ୍ୟରେ ଭାରତ

ଇନ୍ଦୋର,୧।୩(ପି.ଟି.): ବର୍ଡର ଗାଭାସ୍କର ସିରିଜର ତୃତୀୟ ଟେଷ୍ଟ ବୁଧବାର ଇନ୍ଦୋରର ହୋଲକାର ଷ୍ଟାଡିୟମରେ ଆରମ୍ଭ ହେବ। ପ୍ରଥମ ଦୁଇଟି ଟେଷ୍ଟକୁ ଜିତି ଭାରତ ୨-୦ରେ ଆଗୁଆ ରହିଥିବା ବେଳେ ତୃତୀୟ ମ୍ୟାଚ ଜିତିବା ସହିତ ଆଗୁଆ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି)ଫାଇନାଲ ଖେଳିବା…

ଦୈନିକ ସଂକ୍ରମଣ ୨ ଶହ ଟପିଲା…

ନୂଆଦିଲ୍ଲୀ, ୧।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ…

ଭାବିନା ପଟେଲଙ୍କୁ ୩ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୧।୩: ଇଜିପ୍ଟର ଗିଜାରେ ଅନୁଷ୍ଠିତ ଇଜିପ୍ଟ ପାରା ଟେବୁଲ ଟେନିସ ଓପନରେ ଭାରତର ଭାବିନା ହସମୁଖ ଭାଇ ପଟେଲ ୩ ସ୍ବର୍ଣ୍ଣ ବିଜୟୀ ହୋଇଛନ୍ତି। ସୋମବାର ଉଦ୍‌ଯାପିତ ଏହି ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ, ଡବଲ୍ସ ଓ ମିକ୍ସଡ ଡବଲ୍ସ ବର୍ଗରେ ସେ…

ଭାରତ ସମେତ ୮ଦେଶକୁ ସିଧାସଳଖ ଯୋଗ୍ୟତା

ଦୁବାଇ, ୧।୩ (ପି.ଟି.): ଭାରତ ସମେତ ୮ଟି ଦେଶ ବାଂଲାଦେଶରେ ହେବାକୁଥିବା ୨୦୨୪ ସଂସ୍କରଣ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଆପେ ଯୋଗ୍ୟତା ହାସଲ କରିଛନ୍ତି। ଦକ୍ଷିଣ ଆଫ୍ରିକାରେ ନିକଟରେ ଶେଷ ହୋଇଥିବା ଏହି ଟୁର୍ନାମେଣ୍ଟରେ ଭାରତ ନିଜ ଗ୍ରୁପ୍‌ରେ…

୨୦୨୭ ସୁଦ୍ଧା ତାଇୱାନ ଉପରେ ଆକ୍ରମଣ କରିବାକୁ ପ୍ରସ୍ତୁତ ହେଉଛି ଚାଇନା: ଆମେରିକା…

ବେଜିଂ/ତାଇପେ/ଓ୍ବାଶିଂଟନ,୧।୩ : ଆମେରିକାର ସିଆଇଏ ନିର୍ଦ୍ଦେଶକ ୱିଲିୟମ ବର୍ନସ କହିଛନ୍ତି ଯେ ଚାଇନ ରାଷ୍ଟ୍ରପତି ଶି ଜିନପିଙ୍ଗ ୨୦୨୭ ସୁଦ୍ଧା ତାଇୱାନ ଉପରେ ଆକ୍ରମଣ କରିବାକୁ ପ୍ରସ୍ତୁତ ରହିବାକୁ ଚାଇନା ସୈନିକଙ୍କୁ କହିଛନ୍ତି। ତେବେ ଏହାର ଅର୍ଥ ନୁହେଁ ଯେ ଚାଇନା…

ଫୁଲ, ନକୁଳ, ରମେଶ ପୁରସ୍କୃତ

ଭୁବନେଶ୍ୱର, ୧।୩ (କ୍ରୀଡ଼ା ପ୍ରତିନିଧି): କୋଭିଡ୍‌-୧୯ ମହାମାରୀ ପାଇଁ ୨ ବର୍ଷ ଧରି ବନ୍ଦ ରହିଥିବା ବିଆର୍‌ଏମ୍‌-ଆଶା ପୁରସ୍କାର ପ୍ରଦାନ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଭାରତୀ ରଥ ମେମୋରିଆଲ ଏକାଡେମୀ ଅଫ୍‌ ସ୍ପେଶାଲ ହ୍ୟୁମାନ ଆବିଲିଟିଜ୍‌ ଏବଂ ଓପନ ଲର୍ନିଂ…

ପ୍ରଥମ ଦିନରେ ଦକ୍ଷିଣ ଆଫ୍ରିକା ୩୧୪/୮

ସେଞ୍ଚୁରିଅନ୍‌,୧।୩: ସେଞ୍ଚୁରିଅନର ସୁପରସ୍ପୋର୍ଟ ପାର୍କରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଓପନର ଏଡେନ ମାରକ୍ରମଙ୍କ ଶତକ। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ଦକ୍ଷିଣ ଆଫ୍ରିକା ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ୮ ଉଇକେଟ ହରାଇ ୩୧୪…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri