କଶ୍ମୀରର ଭ୍ରମ ସୃଷ୍ଟି କରୁଛି ଆମପାଣି
କୋକସରା,୬ା୪(ଡି.ଏନ୍.ଏ.): କିଛିଦିନ ହେବ କୋକସରା ବ୍ଲକ ଅଞ୍ଚଳରେ ଅପରାହ୍ନରେ ଝଡ଼ ତୋଫାନ ସହ ତୁହାକୁତୁହା ବର୍ଷା ଲାଗି ରହିଛି। ଗୁରୁବାର ଅପରାହ୍ନରେ ବ୍ଲକର ଆମପାଣି, ବଡ଼ ପୋଡ଼ାଗୁଡ଼ା,ବରାଡଙ୍ଗା ପଞ୍ଚାୟତ ଅଞ୍ଚଳରେ ପ୍ରବଳ ଝଡ଼ ସହ କୁଆପଥର ବର୍ଷା ହୋଇଛି। ଆମପାଣି ଦେଇ…
ଟସ୍ ଜିତି ଆରସିବିର ବୋଲିଂ ନିଷ୍ପତ୍ତି
କୋଲକାତା,୩।୪: କୋଲକାତାର ଇଡେନ ଗାର୍ଡେନରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍ର ୯ତମ ମ୍ୟାଚରେ କୋଲକାତା ନାଇଟ୍ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୋ ମଧ୍ୟରେ ଖେଳାଯାଉଛି। ଆରସିବି ଅଧିନାୟକ ଫାଫ ଡୁ ଫ୍ଲେସିସ୍ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ…
ସ୍ତ୍ରୀଙ୍କୁ ସନ୍ଦେହ କରି ସ୍ବାମୀଙ୍କ ଆକ୍ରମଣ
ହିଞ୍ଜିଳିକାଟୁ,୬ା୪(ଡି.ଏନ୍.ଏ.): ଚରିତ୍ର ଉପରେ ସନ୍ଦେହ କରି ଶାଶୁଘରେ ପାରିବାରିକ ନିର୍ଯାତନା ସହ ଆକ୍ରମଣ ହୋଇଥିବା ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ହିଞ୍ଜିଳିକାଟୁ ଫାୟାର ଷ୍ଟେଶନ ରୋଡ୍ର ସୁମିତ୍ରା ନାୟକଙ୍କ ଅଭିଯୋଗ କ୍ରମେ ଥାନାରେ କେସ୍ ନଂ ୨୧୩/୨୩ରେ ପୋଲିସ ସ୍ବାମୀ, ଶାଶୁ…
ବିଲରେ କାମ କରୁଥିବା ବେଳେ ବଜ୍ରପାତ: ଜଣେ ମୃତ, ଜଣେ ଗୁରୁତର
କୋକସରା,୬ା୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଧଅଁରପୁର ପଞ୍ଚାୟତ ଆମ୍ବଗୁଡ଼ା ଗ୍ରାମରେ ଗୁରୁବାର ଅପରାହ୍ନରେ ପଶ୍ଚିମା ଝଡ଼ ପ୍ରଭାବରେ ହଠାତ ଝଡ଼ବର୍ଷା ସହ ବଜ୍ରପାତ ହୋଇଥିଲା। ଏହି ସମୟରେ ଚାଷ ଜମିକୁ କାମ କରିବାକୁ ଯାଇଥିବା ଧଅଁରପୁର ପଞ୍ଚାୟତ ଆମ୍ବଗୁଡ଼ା…
ଆଜିର ମ୍ୟାଚ୍ରେ ରୟାଲ ଚ୍ୟାଲେଞ୍ଜର୍ସକୁ ସତର୍କ ରହିବାକୁ ପଡ଼ିବ
କୋଲକାତା,୬ା୪: ଗୁରୁବାର ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ)ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର -କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ହେବ। ଏହି ମ୍ୟାଚ୍ ଆଜି ସନ୍ଧ୍ୟା ୭.୩୦ରେ ଇଡେନ ଗାର୍ଡେନ୍ସରେ ଖେଳାଯିବ। ତେବେ ଏହି ମ୍ୟାଚ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦଳକୁ କୋଲକାତା ନାଇଟ…
କରୋନା ଭାଇରସ ସଂକ୍ରମଣକୁ ନେଇ ମୋଦି ସରକାର ନେଇ ପାରନ୍ତି ବଡ ନିଷ୍ପତ୍ତି
ନୂଆଦିଲ୍ଲୀ,୬।୪: ଦେଶରେ ବେଳକୁ ବେଳ ବଢି ଚାଲିଥିବା କରୋନା ସଂକ୍ରମଣ ଏବେ କେନ୍ଦ୍ର ସରକାରଙ୍କୁ ଚିନ୍ତାରେ ପକାଇ ଦେଇଛି। ଏହି କାରଣରୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବିୟ କରୋନାର ଗମ୍ଭିରତାକୁ ଦେଖି ସବୁ ରାଜ୍ୟର ବୈଠକ ଡକାଇଛନ୍ତି। ଶୁକ୍ରବାର ହେବାକୁ ଥିବା…
ଶ୍ରୀନଗରରେ ଭାଜପା ସ୍ଥାପନା ଦିବସ ପାଳିତ: ଦଳ କହିଲା, ନିର୍ବାଚନ ପାଇଁ ଆମେ ପ୍ରସ୍ତୁତ
ଶ୍ରୀନଗର,୬।୪: ଭାରତୀୟ ଜନତା ପାର୍ଟିର କଶ୍ମୀର ୟୁନିଟ ଶ୍ରୀନଗରରେ ଆୟୋଜିତ ଏକ କାର୍ଯ୍ୟକ୍ରମ ଜରିଆରେ ଦଳ ୪୩ତମ ସ୍ଥାପନା ଦିବସ ପାଳନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍ଫରେନ୍ସିଂ ଜରିଆରେ ଭାଜପା କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ଦଳର ରାଜ୍ୟ ୟୁନିଟ…
କୀଟନାଶକ ପିଇ ୪ ଶିଶୁ ଗୁରୁତର
ଭଦ୍ରକ ଅଫିସ,୬ା୪: ଭଦ୍ରକ ଜିଲା ତିହିଡ଼ି ଥାନା ଝିଙ୍କିରିଆରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବିଲରେ ଖେଳୁଥିବା ବେଳେ ୪ ଶିଶୁ କୀଟନାଶକ ପିଇ ଦେଇଛନ୍ତି। ଫଳରେ ଅବସ୍ଥା ଗୁରୁତର ହୋଇପଡ଼ିବାରୁ ସମସ୍ତଙ୍କୁ ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏହି…
୪୦ ଲକ୍ଷ ଟଙ୍କାର ମୁଣ୍ଡଜାମିନ, ଅଭିଯୁକ୍ତ ଗିରଫ
ବାଲେଶ୍ୱର ଅଫିସ,୬ା୪: ଝାରସୁଗୁଡ଼ାରେ ନାବାଳକ ଅପହରଣ ଓ ଟଙ୍କା ପାଇଁ ନାବାଳକ ହତ୍ୟା ଘଟଣା ମନରୁ ନ ଲିଭିବା ପୂର୍ବରୁ ଏବେ ବାଲେଶ୍ୱର ଜିଲା ଚନ୍ଦନେଶ୍ୱର ନିକଟରୁ ଜଣେ ବ୍ୟକ୍ତିଙ୍କୁ ଅପହରଣ କରି ୪୦ଲକ୍ଷ ଟଙ୍କା ମାଗିବା ଘଟଣା ବେଶ୍ ଆଲୋଡନ…
ନ୍ୟାସନାଲ ପାର୍ଟିର ମାନ୍ୟତା ପାଇବାରେ ବିଳମ୍ବ ହେବାରୁ ହାଇକୋର୍ଟ ଗଲା ଏଏପି
ବେଙ୍ଗାଲୁରୁ,୬।୪: ସରକାରୀ ସ୍ତରରେ ଜାତୀୟ ମାନ୍ୟତା ପାଇବାରେ ବିଳମ୍ବ ଯୋଗୁ ଅରବିନ୍ଦ କେଜ୍ରିିୱାଲଙ୍କ ଆମ ଆଦମୀ ପାର୍ଟି (ଏଏପି) ଗୁରୁବାର କର୍ନାଟକ ହାଇକୋର୍ଟରେ ପହଞ୍ଚିଛି। ଏଏପି କର୍ନାଟକର ସଂଯୋଜକ ପୃଥ୍ବୀ ରେଡ୍ଡୀଙ୍କ ପକ୍ଷରୁ ହାଇକୋର୍ଟରେ ଏକ ଆବେଦନ କରାଯାଇଛି। ଆବେଦନରେ କୁହାଯାଇଛି…
୧୧୦୦୦ ଫୁଟରେ ଉଡୁଥିଲା ବିମାନ, କକ୍ପିଟରେ ସାପ ଦେଖି ଜରୁରୀ ଅବତରଣ କରାଇଲେ ପାଇଲଟ
ପ୍ରିଟୋରିଆ,୬ା୪: ଦକ୍ଷିଣ ଆଫ୍ରିକାର ପାଇଲଟଙ୍କ ସହ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପାଇଲଟ ରୁଡୋଲ୍ଫ ଏରସ୍ମସ୍ଙ୍କ ପାଇଁ ଏହା ଏକ ନିତିଦିନିଆ ବିମାନ ଥିଲା। ଯେପର୍ଯ୍ୟନ୍ତ ସେ ଅନୁଭବ କଲେ ଯେ, ବିମାନଟି ଆଉ ଜଣେ ଯାତ୍ରୀଙ୍କୁ ନେଇ ଯାଉଛି। ଅର୍ଥାତ୍…
ତୃତୀୟ ଚାର୍ଜଶିଟରେ ମଧ୍ୟ ସିସୋଡିଆଙ୍କ ନାମ ନାହିଁ: ଦାବି କଲା ଏଏପି
ନୂଆଦିଲ୍ଲୀ,୬।୪: ଅବକାରୀ ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ଏକ ସପ୍ଲିମେଣ୍ଟାରୀ ଚାର୍ଜଶିଟ ଦାଖଲ କରିଛି। ଏହି ଚାର୍ଜଶିିଟରେ ରାଜେଶ ଜୋଶୀ, ରାଘବ ମଗୁଣ୍ଟା ଏବଂ ଗୌତମ ମାଲହୋତ୍ରାଙ୍କ ବିରୋଧରେ ଦାଖଲ କରାଯାଇଥିଲା। ଇତିମଧ୍ୟରେ ଅରବିନ୍ଦ କେଜ୍ରିୱାଲଙ୍କ ଆମ ଆଦମୀ…
Archives


