Home

କଳାହାଣ୍ଡି ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢ଼ା

ଭବାନୀପାଟଣା,୬ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ସରକାରୀ ମେଡିକାଲ କଲେଜରେ ଚଳିତବର୍ଷ ପାଠପଢ଼ା ଆରମ୍ଭ ହେବ। ୧୦୦ଟି ଏମ୍‌ବିବିଏସ୍‌ ସିଟ୍‌ ଲାଗି ଅନୁମତି ମିଳିଥିବା ନ୍ୟାଶନାଲ ମେଡିକାଲ କମିଶନ ମେଡିକାଲ ଆସେସମେଣ୍ଟ ଆଣ୍ଡ ରେଟିଂ ବୋର୍ଡ ସୂଚନା ଦେଇଛି। ୨୦୨୩-୨୪ ଶିକ୍ଷାବର୍ଷରୁ କଳାହାଣ୍ଡି…

ଲାଞ୍ଚ ନେଇ ବନ୍ଧାହେଲେ ଖଣ୍ଡଗିରି ଏସ୍‌ଆଇ

ଭୁବନେଶ୍ୱର,୬ା୪(ବ୍ୟୁରୋ): ୫୦ ହଜାର ଟଙ୍କା ଲାଞ୍ଚ ନେଇ ଗୁରୁବାର ଖଣ୍ଡଗିରି ଥାନା ଏସ୍‌ଆଇ ସୁଶାନ୍ତ କୁମାର ସ୍ବାଇଁ ଗିରଫ ହୋଇଛନ୍ତି। ଏକ ମାମଲାର ଦଫାରଫା କରିବା ପାଇଁ ନାକା ଗେଟ୍‌ ନିକଟରେ ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।

ଭାଜପାରେ ସାମିଲ ହେଲେ କଂଗ୍ରେସର ବରିଷ୍ଠ ନେତାଙ୍କ ପୁଅ

ନୂଆଦିଲ୍ଲୀ,୬।୪: କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ପ୍ରତିରକ୍ଷାମନ୍ତ୍ରୀ ଏକେ ଆଣ୍ଟୋନୀଙ୍କ ପୁଅ ଅନିଲ ଆଣ୍ଟୋନୀ ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। କେରଳ କଂଗ୍ରେସର ସୋସିଆଲ ମିଡିଆ ଟିମ୍‌ର ପୂର୍ବତନ ସଂଯୋଜକ ଅନିଲ ଆଣ୍ଟୋନି କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ, ଭି.ମୁରଲୀଧରନ,…

ଜଳନ୍ଧର ଉପନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଏଏପି

ଜଳନ୍ଧର,୬।୪: ଆମ ଆଦମୀ ପାର୍ଟି (ଏଏପି) ଗୁରୁବାର ପଞ୍ଜାବର ଜଲନ୍ଧର ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ନାମ ଘୋଷଣା କରିଛି। ବିଦ୍ରୋହୀ ମନୋଭାବ ଯୋଗୁ ପଞ୍ଜାବ କଂଗ୍ରେସରୁ ବହିଷ୍କୃତ ହୋଇଥିବା ପୂର୍ବତନ ଜଲନ୍ଧର ପଶ୍ଚିମ ବିଧାୟକ ସୁଶୀଲ କୁମାର ରିଙ୍କୁଙ୍କୁ…

ଗୋବିନ୍ଦାଙ୍କ ଗୀତରେ ଡ୍ୟାନ୍ସ କଲେ ବିଦେଶୀ ମହିଳା, ଭିଡିଓରେ ଷ୍ଟେପ୍‌ ଦେଖିଲେ…

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ଏବଂ ହିନ୍ଦୀ ଗୀତର ପ୍ରଶଂସକ ସମଗ୍ର ବିଶ୍ୱରେ ରହିଛନ୍ତି। ହିନ୍ଦୀ ଫିଲ୍ମର ଅନେକ ଟ୍ରେଣ୍ଡ ଗୀତ ଲୋକଙ୍କୁ ଡ୍ୟାନ୍ସ କରିବାକୁ ବାଧ୍ୟ କରିଥାଏ। ଏହା କେବଳ ଭାରତରେ ନୁହେଁ, ବିଦେଶରେ ମଧ୍ୟ ଦେଖିବାକୁ ମିଳିଛି। ଅନେକ ବିଦେଶୀ…

ଭୁବନେଶ୍ୱର ରନ୍‌ୱେ ଓ୍ବିକ୍‌

ଭୁବନେଶ୍ୱର,୬।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଇଭୋସ ବିଲ୍ଡକନ ଦ୍ୱାରା ପ୍ରାୟୋଜିତ ଭୁବନେଶ୍ୱର ରନ୍‌ୱେ ୱିକ୍‌ର ୮ମ ସଂସ୍କରଣ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ସୁନ୍ଦର ଓ ଆକର୍ଷଣୀୟ ଦେଖାଯିବା ପାଇଁ ସମସ୍ତେ ଇଚ୍ଛା ପ୍ରକାଶ କରନ୍ତି। ସେଥିପାଇଁ ନୂଆ…

ବରଫ ଉପରେ ବସି ଫଟୋ ଶେୟାର କଲେ କିଆରା, ପ୍ରଶଂସକ କହିଲେ…

ମୁମ୍ବାଇ: କାର୍ତ୍ତିକ ଆର୍ଯ୍ୟନଙ୍କ ସହ ଆଗାମୀ ଫିଲ୍ମର ଶୁଟିଂ ପାଇଁ ବଲିଉଡ୍‌ ଅଭିନେତ୍ରୀ କିଆରା ଆଡଭାନୀ ଆଜିକାଲି କଶ୍ମୀରରେ ଅଛନ୍ତି। କାର୍ତ୍ତିକ ଏବଂ କିଆରାଙ୍କ ଫିଲ୍ମ ‘ସତ୍ୟପ୍ରେମ କି କଥା’ର ଶୁଟିଂ କିଛି ଦିନ ହେବ ସୋନାମାର୍ଗରେ ଚାଲିଛି। କିଆରା ଇନ୍‌ଷ୍ଟାଗ୍ରାମରେ…

ସଂସଦକୁ ଅଚଳ କଲେ ସରକାର: ଖାର୍ଗେ

ନୂଆଦିଲ୍ଲୀ,୬।୪: ସଂସଦର ଶେଷ ଦିନରେ ଆଦାନୀ ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ସହ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ବିଜୟ ଚୌକରୁ ଏକ ତ୍ରିରଙ୍ଗା ପଦଯାତ୍ରା ବାହାର କରିଥିଲେ। ଏହାପରେ ଖାର୍ଗେ ଏକ ଖବରଦାତା ସମ୍ମିଳନୀ କରି କେନ୍ଦ୍ର ସରକାରଙ୍କ…

ଅନ୍ୟ କାହା ଚାର୍ଜରରେ ମୋବାଇଲ ଚାର୍ଜ କରୁଛନ୍ତି କି? ରୁହନ୍ତୁ ସାବଧାନ

ଆଜିକାଲି ସ୍ମାର୍ଟଫୋନ ଆମର ଏତେ ଆବଶ୍ୟକ ହୋଇଗଲାଣି ଯେ, ଏହା ବିନା ଯେମିତି କିଛି କାମ କରିହେବନି। ବ୍ୟାଙ୍କିଂ ହେଉ, ଶପିଂ ହେଉ କିମ୍ବା ସାଙ୍ଗମାନଙ୍କ ସହିତ ଚାଟିଂ। ଏଭଳି ପରିସ୍ଥିତିରେ ସବୁଠାରୁ ବଡ଼ ସମସ୍ୟା ହେଉଛି ଫୋନର ବ୍ୟାଟେରି। ଆପଣ…

ଋଣ ନାଁରେ ଠକେଇ କରି ବ୍ୟାଙ୍କ କର୍ମଚାରୀ ଗିରଫ

ଫୁଲବାଣୀ ଅଫିସ,୬।୪: ଫୁଲବାଣୀ ଷ୍ଟେଟବ୍ୟାଙ୍କ ମୁଖ୍ୟ ଶାଖାରେ ଋଣ ନାଁରେ ଠକେଇ ଘଟଣାରେ ରାଜ୍ୟ ଅର୍ଥନୈତିକ ଅପରାଧ ଶାଖା ଜଣେ ବ୍ୟାଙ୍କ ଅଧିକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। କର୍ମଚାରୀ ଜଣକ ହେଲେ ଫୁଲବାଣୀ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାର…

୧୯୯୦ରୁ ବର୍ତ୍ତମାନ ପର୍ଯ୍ୟନ୍ତ ଗାନ୍ଧୀ ପରିବାରର କେହି ହୋଇ ନାହାନ୍ତି ପ୍ରଧାନମନ୍ତ୍ରୀ ଅବା ମନ୍ତ୍ରୀ: ଖାର୍ଗେ…

ନୂଆଦିଲ୍ଲୀ,୬।୪ : କଂଗ୍ରେସ ଜାତୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନେତୃତ୍ୱରେ ୧୩ ବିରୋଧୀ ଦଳ ଗୁରୁବାର ଏକ ତ୍ରିରଙ୍ଗା ପଦଯାତ୍ରା କରିଥିଲେ। ଏହି ସମୟରେ ମଲ୍ଲିକାର୍ଜୁନ ଖବରଦାତାଙ୍କୁ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଗଣତନ୍ତ୍ର ବିଷୟରେ ଅନେକ କଥା କହୁଛନ୍ତି,…

ବ୍ୟାଙ୍କ ଡକାୟତି ଯୋଜନା ପଣ୍ଡ, ସାଇରନ ବାଜିବାରୁ ଛୁ ମାରିଲେ ଲୁଟେରା

କଟକ ଅଫିସ,୬ା୪: ତ୍ରିଶୁଳିଆ ନିକଟ ଫକୀରପଡ଼ାରେ ଥିବା ଆଇସିଆଇସିଆଇ ବ୍ୟାଙ୍କକୁ ସ୍ପଷ୍ଟ ଦିବାଲୋକରେ ଲୁଟ୍‌ କରିବାକୁ ଆସି ଲୁଟେରାମାନେ କର୍ମଚାରୀଙ୍କ ମୁଣ୍ଡରେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲକର ଚାବି ମାଗିଥିଲେ। ମାତ୍ର ବ୍ୟାଙ୍କର ସାଇରନ ବାଜିବାରୁ ଲୁଟେରାଙ୍କ ଉଦ୍ୟମ ପଣ୍ଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri