ଘରେ ପଶି ନାବାଳିକାଙ୍କ ତଣ୍ଟିକାଟି ହତ୍ୟା କଲେ ଯୁବକ
ଅନୁଗୋଳ ଅଫିସ,୮ା୫: ଅନୁଗୋଳ ସହର ଉପକଣ୍ଠ କୁଇଓ ଗ୍ରାମରେ ସୋମବାର ପୂର୍ବାହ୍ନରେ ଜଣେ ନାବାଳିକାଙ୍କ ତଣ୍ଟି କାଟି ହତ୍ୟା କରାଯାଇଛି। ମୃତ ନାବାଳିକା ହେଲେ, ଭାଗୀରଥି ସାହୁଙ୍କ ଝିଅ ଖୁସି (୧୨)। ତାଙ୍କ ପ୍ରକୃତ ଘର ତାଳଚେର ଡଅଁରାରେ ହୋଇଥିବା ବେଳେ…
ନୀତୀଶ ସରକାରଙ୍କ ଉପରେ ଅସନ୍ତଷ୍ଟ ସରକାରୀ ବାବୁ, ପିକେଙ୍କ ଜନସୁରାଜ ପଦଯାତ୍ରାରେ ୧୨ ପୂର୍ବତନ ଆଇପିଏସ ଅଧିକାରୀ…
ପାଟନା,୮।୫ : ନିର୍ବାଚନ ରଣନୀତିଜ୍ଞ-ରାଜନେତା ପ୍ରଶାନ୍ତ କିଶୋର (ପିକେ) ୨ ଅକ୍ଟୋବର ୨୦୨୨ ରେ ଜନସୁରାଜ ପଦଯାତ୍ରା ଆରମ୍ଭ କରିଥିଲେ। ବର୍ତ୍ତମାନ ପ୍ରଶାନ୍ତ କିଶୋରଙ୍କ ଜନସୁରାଜଙ୍କ ପରିବାର କ୍ରମାଗତ ଭାବେ ବୃଦ୍ଧି ପାଉଛି। ପ୍ରଶାନ୍ତ ବର୍ତ୍ତମାନ ସମୟରେ ଜନସୁରାଜଙ୍କୁ ଏକ ରାଜନୈତିକ…
ପୁଣି ତାତିଲା ରାଜଧାନୀ
ଭୁବନେଶ୍ୱର,୮ା୫(ବ୍ୟୁରୋ): କିଛିଦିନ ଧରି ବର୍ଷା ହେଉଥିବାରୁ ଥଣ୍ଡା ଥିବା ରାଜଧାନୀ ସୋମବାର ପୁଣି ଉତ୍ତପ୍ତ ହୋଇଛି। ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ତାପମାତ୍ରା ୩୧ ଡିଗ୍ରୀ ଛୁଇଁଥିବା ବେଳେ ୮୫ ପ୍ରତିଶତ ଆର୍ଦ୍ରତା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ…
ଅଦାଚାଷର ବିକାଶ ପାଇଁ ପ୍ରୋତ୍ସାହନ ଅଭାବ
ଉମରକୋଟ,୮।୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ସିଲାଟି ଓ ଯାମରୁଣ୍ଡା ଅଞ୍ଚଳର କେତେଜଣ ବଙ୍ଗୀୟ ଚାଷୀ ଅଦାଚାଷ କରିଛନ୍ତି, ଯାହାକି ବହୁତ ଭଲ ହୋଇଛି। ଉମରକୋଟ ଅଞ୍ଚଳର ଜଳବାୟୁ ଅଦା ଚାଷ ପ୍ରତି ଅନୁକୂଳ ରହିଥିବା ଏଥିରୁ ଜଣାପଡ଼େ। ଉମରକୋଟ, ରାଇଘର…
ଇରାନରେ ପ୍ରତି ୬ ଘଣ୍ଟାରେ ଜଣଙ୍କୁ ଫାଶୀ, ୨୦୨୩ରେ ଇତିମଧ୍ୟରେ ୧୯୪ ଜଣଙ୍କୁ ମୃତ୍ୟୁଦଣ୍ଡ…
ତେହେରାନ,୮।୫ : ଏକ ମାନବାଧିକାର ଗୋଷ୍ଠୀ ଦାବି କରିଛନ୍ତି, ଗତ ୧୦ ଦିନ ମଧ୍ୟରେ ଇରାନ ଶାସନ ପ୍ରତି ୬ ଘଣ୍ଟାରେ ହାରାହାରି ଜଣେ ବ୍ୟକ୍ତିଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ଇରାନ ମାନବିକ ଅଧିକାରର ଏକ ରିପୋର୍ଟ ଅନୁଯାୟୀ, ୨୦୨୩ ମସିହାରେ ବର୍ତ୍ତମାନ…
ଓଡ଼ିଆ ଭାଷାରେ ନାମଫଳକ ନ ଥିବାରୁ ନୋଟିସ
ଜୟପୁର,୮ା୫ (ନି.ପ୍ର.): ଜୟପୁର ଶ୍ରମ ବିଭାଗ ପକ୍ଷରୁ ସମସ୍ତ ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ମାଲିକମାନଙ୍କୁ ପୂର୍ବରୁ ଓଡିଆ ଭାଷାରେ ପ୍ରତିଷ୍ଠାନର ନାମ ଲେଖିବାକୁ କୁହାଯାଇଥିଲା। ଏବେ ପ୍ରଶାସନ ପକ୍ଷରୁ ତଦାରଖ ଆରମ୍ଭ ହୋଇଛି। ଯେଉଁମାନେ ନିଜ ପ୍ରତିଷ୍ଠାନର ନାମ ଓଡ଼ିଆରେ…
ଗୋଟିଏ ରାତିରେ ଗୁଳିକରି ଖସାଇଛୁ ୩୫ ରୁଷିଆ ଡ୍ରୋନ: ୟୁକ୍ରେନ ସୈନ୍ୟ…
କିଭ୍,୮।୫ : ରୁଷିଆ ଯୂଦ୍ଧଖୋର ମନୋବୃତ୍ତି ୟୁକ୍ରେନକୁ ଧ୍ୱଂସସ୍ତୁପରେ ପରିଣତ କରିଛି। ରୁଷଆ ଅପେକ୍ଷା ସାମରିକ ଶକ୍ତି ଦୃଷ୍ଟିରୁ ବହୁତ ଦୁର୍ବଳ ଦେଶ ହୋଇଥିଲେ ମଧ୍ୟ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ହାର ମାନି ନାହାନ୍ତି। ସେ ରାଷ୍ଟ୍ରପତି ଭ୍ଳାଡିମୀର ପୁଟିନଙ୍କ…
ତ୍ରିଶୂଳିଆଠାରେ କାଠଯୋଡ଼ିରେ ହେବ ଦ୍ୱିତୀୟ ସେତୁ
କଟକ ଅଫିସ,୮ା୫: କଟକର ତ୍ରିଶୂଳିଆ ନିକଟ କାଠଯୋଡ଼ି ନଦୀ ଉପରେ ଖୁବ୍ଶୀଘ୍ର ଦ୍ୱିତୀୟ ସେତୁ ନିର୍ମାଣ ହେବ। ଏହି ସେତୁ ୪ ଲେନ୍ ବିଶିଷ୍ଟ ହେବ। ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସେତୁ ନିକଟରେ ଅତ୍ୟାଧୁନିକ ଜ୍ଞାନକୌଶଳ ଉପଯୋଗରେ ଏହି ସେତୁ…
ପଶ୍ଚିମ ଏସିଆରେ ପହଞ୍ଚିବ ଭାରତୀୟ ରେଳ ଲାଇନ, ୪ ଦେଶର ଯୋଜନା, ଡୋଭାଲଙ୍କ ଉପରେ ଦାୟିତ୍ୱ…
ନୂଆଦିଲ୍ଲୀ/ରିୟାଦ,୮।୫ : ସୌଦି ଆରବ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ସମେତ ଅନେକ ଗଲ୍ଫ ଦେଶରେ ଶୀଘ୍ର ଭାରତୀୟ ଟ୍ରେନ ଚଳାଚଳ କରିବ। ଏହି ପ୍ରକଳ୍ପ ସମ୍ପର୍କରେ ଆମେରିକା, ଭାରତ, ସୌଦି ଆରବ ଏବଂ ସଂଯୁକ୍ତ ଆରବ ଏମିରେଟ୍ସର ଜାତୀୟ ସୁରକ୍ଷା…
ଦୈନିକ ସଂକ୍ରମଣ ୨ ହଜାର ତଳେ…
ନୂଆଦିଲ୍ଲୀ, ୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ…
ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ: ୨ ମୃତ
ଜୟପୁର,୮ା୫: ରାଜସ୍ଥାନରେ ବାୟୁସେନାର ଏକ ବିମାନ ଖସିପଡ଼ିବାରୁ ୨ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି। ତେବେ ପାଇଲଟ ସୁରକ୍ଷିତ ଥିବା ଜଣାପଡ଼ିଛି। ବାୟୁସେନାର ଏମ୍ଆଇଜି -୨୧ ଫାଇଟର ଜେଟ୍ଟି ସୋମବାର ସକାଳେ ହନୁମାନଗଡ଼ରେ ଖସିପଡ଼ିବାରୁ ୨ ଗ୍ରାମୀଣ ମହିଳାଙ୍କ ମୃତ୍ୟୁ ଘଟିଛି।
ରାଷ୍ଟ୍ରପତିଙ୍କ ହେଲିକପ୍ଟର ସହ ସେଲ୍ଫି ନେଲେ ଫାର୍ମାସିଷ୍ଟ
ବାରିପଦା ଅଫିସ,୮ା୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସମୟରେ ବିଦ୍ୟୁତ୍ ବିଭ୍ରାଟ ନେଇ ଆରୋପ ପ୍ରତ୍ୟାରୋପ ଚାଲିଥିବା ବେଳେ ସୁରକ୍ଷା ବ୍ୟବସ୍ଥାରେ ସାଂଘାତିକ ତ୍ରୁଟି ପରିଲକ୍ଷିତ ହୋଇଛି। ଗସ୍ତ ସମୟରେ ନିୟୋଜିତ ଥିବା ଜଣେ ଫାର୍ମାସିଷ୍ଟ ରାଷ୍ଟ୍ରପତିଙ୍କ ଗମନାଗମନରେ ନିୟୋଜିତ ହେଲିକପ୍ଟର…

