Home

ସଙ୍କଟ ମଧ୍ୟରେ ଭାରତ ପାଇଁ ଆସିଲା ଖୁସି ଖବର: ହର୍ମୁଜରେ…

ନୂଆଦିଲ୍ଲୀ,୧୪।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଭାରତ ପାଇଁ ଆଉ ଏକ ଖୁସି ଖବର ଆସିଛି। LPG ଟ୍ୟାଙ୍କର୍‌ MV ସନ୍‌ସାଇନ ହର୍ମୁଜ ପ୍ରଣାଳୀ ପାର କରି ଏବେ ଭାରତ ଅଭିମୁଖେ ଯାଉଛି। ଭାରତୀୟ ନୌସେନା ଏବଂ ଅନ୍ୟାନ୍ୟ ଏଜେନ୍ସି ଜାହାଜକୁ…

ଇତିହାସ ରଚିଲେ ବିରାଟ କୋହଲି: ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ହାସଲ କଲେ ଏମିତି କାରନାମା

ରାୟପୁର,୧୪।୫: ବିରାଟ କୋହଲି ଏକ ଚମତ୍କାର ଶତକ ହାସଲ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ବିଜୟୀ କରାଇଥିଲେ। ଏହି ଶତକ ସହିତ କୋହଲି ଇତିହାସ ସୃଷ୍ଟି କରିଥିଲେ। ଟି-୨୦ କ୍ରିକେଟ୍‌ରେ ସର୍ବାଧିକ ଶତକ ସହିତ ଭାରତୀୟ ବ୍ୟାଟ୍ସମ୍ୟାନ…

ସଙ୍କଟ ମଧ୍ୟରେ ଭାରତ ନେଲା ବଡ଼ ନିଷ୍ପତ୍ତି: ବିଶ୍ୱକୁ ଚିନି ଯୋଗାଣ ବନ୍ଦ

ନୂଆଦିଲ୍ଲୀ,୧୪।୫: କେନ୍ଦ୍ର ସରକାର ଦେଶର ଚିନି ଯୋଗାଣ ବଜାୟ ରଖିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏକ ବିଜ୍ଞପ୍ତି ଜାରି କରି ସରକାର ତୁରନ୍ତ ଚିନି ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହି ପ୍ରତିବନ୍ଧକ ସେପ୍ଟେମ୍ବର ୩୦, ୨୦୨୬ ପର୍ଯ୍ୟନ୍ତ…

ପୁରୁଷବନ୍ଧୁଙ୍କ ରୁମ୍‌କୁ ଯାଇଥିଲେ ଇଞ୍ଜିନିୟରିଂ ଛାତ୍ରୀ: ୪ ଜଣ ମିଶି କଲେ ଗଣବଳାତ୍କାର, ତା’ପରେ ଯାହା ଘଟିଲା…

ଭୁବନେଶ୍ବର/ ଯାଁଳା,୧୪।୫, (ପ୍ରସନଜିତ୍‌ ସାହୁ/ବୁଲା ବାରିକ):ଭୁବନେଶ୍ୱର ଇନ୍‌ଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ ଜଣେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏକ ଘରୋଇ କଲେଜରେ ପଢ଼ୁଥିବା ପୀଡ଼ିତା ଇଞ୍ଜିନିୟରିଂ ଛାତ୍ରୀ ତାଙ୍କ ପୁରୁଷ ବନ୍ଧୁଙ୍କ ରୁମ୍‌କୁ ବୁଲିବାକୁ ଯାଇଥିବାବେଳେ ତାଙ୍କୁ…

ଏହି ଦେଶକୁ ଆମେରିକାର ୫୧ତମ ରାଜ୍ୟ ଦର୍ଶାଇଲେ ଟ୍ରମ୍ପ୍‌: ସାରା ବିଶ୍ୱରେ ହଲଚଲ

ୱାଶିଂଟନ, ୧୪ା୫:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଏକ ବିବାଦୀୟ ବୟାନ ଓ ସୋସିଆଲ ମିଡିଆ ପୋଷ୍ଟକରି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ଚାଇନା ଗସ୍ତରେ ଥିବା ସମୟରେ ଟ୍ରମ୍ପ ନିଜର ‘ଟ୍ରୁଥ୍‌ ସୋସିଆଲ’ ପ୍ଲାଟ୍‌ଫର୍ମରେ ଭେନେଜୁଏଲାର ଏକ ମାନଚିତ୍ର ପୋଷ୍ଟ କରିଛନ୍ତି,…

ସ୍କଟ୍‌ଲାଣ୍ଡରେ ୫,୦୦୦ ବର୍ଷର କୃତ୍ରିମ ଦ୍ୱୀପ ଆବିଷ୍କୃତ

ଏଡିନବର୍ଗ, ୧୪ା୫:ସ୍କଟ୍‌ଲାଣ୍ଡରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ରହସ୍ୟମୟ କୃତ୍ରିମ ଦ୍ୱୀପର ସନ୍ଧାନ ପାଇଛନ୍ତି, ଯାହା ୫,୦୦୦ ବର୍ଷରୁ ଅଧିକ ପୁରୁଣା ବୋଲି ଅନୁମାନ କରାଯାଉଛି। ଏହି ଆବିଷ୍କାର ପ୍ରାଗୈତିହାସିକ ଯୁଗର ନିର୍ମାଣ କୌଶଳ ଓ ସେ ସମୟର ସମାଜ ବିଷୟରେ ଅନେକ ନୂତନ…

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ ଦଳର ଫିଲ୍ଡିଂ କୋଚ ଭାବେ ନିଯୁକ୍ତ କରାଯାଇଛି। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ୪ ଜୁନରୁ…

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ ଶ୍ରେଣୀ (First-Class) କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। କାଉଣ୍ଟି କ୍ରିକେଟ ସିଜିନ ମଝିରେ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକ ଆତଙ୍କିତ ହୋଇପଡିଥିଲେ । ଅଗ୍ନିକାଣ୍ଡ ଏତେ…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ ନୂତନ ତ୍ରି-ସାପ୍ତାହିକ ଏକ୍ସପ୍ରେସ୍ ଟ୍ରେନ୍ ଚଳାଚଳ ପାଇଁ ଅନୁମୋଦନ ପ୍ରଦାନ କରାଯାଇଛି। ଏହି…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର ତାତି ଅନୁଭୂତ ହୋଇଛି । ବୁଧବାର ବରଗଡ଼ ଜିଲା ବିଜୁ ଛାତ୍ର ଜନତା…

କପିଳଧାର ଜଳପ୍ରପାତ ନିକଟରୁ ମହିଳାଙ୍କ ମୃତଦେହ ଜବତ

ପାଇକମାଳ,୧୩ା୫(ବଡ଼ ଶତପଥୀ): ପାଇକମାଳ ନୃସିଂହନାଥ ମନ୍ଦିରରୁ ପାଞ୍ଚକିମି ଦୂର କପିଳଧାର ଜଳପ୍ରପାତ ନିକଟରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ବୁଧବାର ସ୍ଥାନୀୟ ପୋଲିସ ଜବତ କରିଛି । ପାଇକମାଳ ଥାନା ଅଧିକାରୀ କୈଳାସ ପ୍ରଧାନ ଖବର ପାଇ ଦମକଳ କର୍ମଚାରୀଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?