Home

ଏମ୍‌ବିବିଏସ୍‌ ପିଜି ସିଟ୍‌ ୨୫୦କୁ ବୃଦ୍ଧି

ବ୍ରହ୍ମପୁର ଅଫିସ,୨୮ା୨:ବ୍ରହ୍ମପୁର ବଡ଼ ମେଡିକାଲ କଲେଜ ଓ ହସ୍ପିଟାଲକୁ ନ୍ୟାଶନାଲ ମେଡିକାଲ କମିଶନ(ଏନ୍‌ଏମ୍‌ସି)ର ଏକ ୭ ଜଣିଆ ଟିମ୍‌ ସୋମବାର ପହଞ୍ଚି ପିଜି ସିଟ୍‌ ବୃଦ୍ଧି ନେଇ ବିଭିନ୍ନ ଦିଗ ଉପରେ ଯାଞ୍ଚ କରିଛନ୍ତି। ପୂର୍ବରୁ ୧୫୦ସିଟ୍‌ ଥିଲା, ଏହାର ସ୍ଥିିିତି…

କଶ୍ମୀରରେ ଆତଙ୍କବାଦ ସୃଷ୍ଟି କରୁଥିବା ଖାଲିଦ ରଜାଙ୍କୁ ପାକିସ୍ତାନରେ ଗୁଳି

ଇସଲାମାବାଦ,୨୮ ।୨: ଜମ୍ମୁ-କଶ୍ମୀରରେ ଅଲ-ବଦ୍ର ନାମକ ଆତଙ୍କବାଦୀ ସଙ୍ଗଠନର ପୂର୍ବତନ କମାଣ୍ଡର ଖାଲିଦ ରଜାଙ୍କର ପାକିସ୍ତାନର କରାଚିରେ ମୃତ୍ୟୁ ହୋଇଛି । ପାକିସ୍ତାନି ମିଡିଆର ସୂଚନା ଅନୁଯାୟୀ, ଅଜ୍ଞାତ ବ୍ୟକ୍ତି ରବିବାର ଖାଲିଦଙ୍କୁ ତାଙ୍କ ଘର ବାହାରେ ଗୁଳି କରିଦେଇଛନ୍ତି ।…

ଆଇଟିଆର୍‌ ତଥ୍ୟ ଲିକ୍‌: ଅନ୍ତର୍ଜାତୀୟ ଲିଙ୍କ୍‌ ସନ୍ଦେହ: ଆନ୍ଧ୍ର ଗୋଇନ୍ଦା ବିଭାଗ, ବାୟୁସେନା ଟିମ୍‌ର ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ, ୨୮ା୨: ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍‌)ରୁ ତଥ୍ୟ ଲିକ୍‌ ଘଟଣାରେ ଅନ୍ତର୍ଜାତୀୟ ଲିଙ୍କ୍‌ ନେଇ ସନ୍ଦେହ ପ୍ରକାଶ ପାଇବା ପରେ ପୋଲିସ ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି। ଏଥିରେ ଏବେ ସାମିଲ ହୋଇଛନ୍ତି ଆନ୍ଧ୍ରପ୍ରଦେଶ ଗୋଇନ୍ଦା ବିଭାଗ…

ଦେବ୍ରିଗଡ଼, ଘଟଗାଁରେ ବୁଲୁଛି ମହାବଳ

ଭୁବନେଶ୍ୱର, ୨୮ା୨(ବ୍ୟୁରୋ):ଓଡ଼ିଶାର ଦୁଇଟି ସ୍ଥାନରେ ଏବେ ମହାବଳ ବାଘ ବୁଲୁଥିବା ଦେଖାଯାଇଛି। ଛତିଶଗଡ଼ର ଏକ ମହାବଳ ବାଘ ସମ୍ବଲପୁରର ଦେବ୍ରିଗଡ଼କୁ ନିୟମିତ ଆସୁଛି। ବର୍ତ୍ତମାନ ଏହି ବାଘ ଦେବ୍ରିଗଡ଼ ଜଙ୍ଗଲରେ ରହିଛି। ତାହାର ଫଟୋ କ୍ୟାମେରାରେ କଏଦ ହୋଇଛି। ଏଥିସହ ବାଘଟି…

ଗୋପାଳ ଭଲ

ଭୁବନେଶ୍ୱର,୨୮ା୨(ବ୍ୟୁରୋ):ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଅଭିଯୁକ୍ତ ପୋଲିସ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସ ନିଜର କାର୍ଯ୍ୟଦକ୍ଷତା ଯୋଗୁ ଚାକିରି କାଳ ମଧ୍ୟରେ ବହୁବାର ପୁରସ୍କୃତ ହେବା ସହ ପ୍ରଶଂସାପତ୍ର ପାଇଛନ୍ତି। ୧୯୯୩ରୁ ୨୦୨୦ ମଧ୍ୟରେ ଗୋପାଳ ଜିିଏସ୍‌ ମାର୍କ ୧୮ଥର…

ନାଗାଲାଣ୍ଡ-ତ୍ରିପୁରାରେ ଭାଜପା, ମେଘାଳୟରେ ଝୁଲା

ନୂଆଦିଲ୍ଲୀ, ୨୮ା୨:ତିନି ଉତ୍ତର ପୂର୍ବାଞ୍ଚଳ ରାଜ୍ୟ ତ୍ରିପୁରା, ମେଘାଳୟ ଓ ନାଗାଲାଣ୍ଡ ବିଧାନସଭା ନିର୍ବାଚନ ଲାଗି ମତଦାନ ଶେଷ ହେବା ସହ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏକ୍‌ଜିଟ୍‌ ପୋଲ୍‌ (ବୁଥ୍‌ଫେରନ୍ତା ଜନମତ ସର୍ଭେ) ରିପୋର୍ଟ ସୋମବାର ସନ୍ଧ୍ୟାରେ ପ୍ରକାଶ ପାଇଛି।…

ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଜଣେ ଅଟକ

ବଲାଙ୍ଗୀର ଅଫିସ, ୨୮ା୨:ବଲାଙ୍ଗୀର ଜିଲା ଅନୁସୂଚିତ ବିଭାଗ ଅଧିନ ଏକ ସ୍କୁଲ ହଷ୍ଟେଲରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ଜଣାପଡିଛି। ସୋମବାର ଏହି ଘଟଣା ଜଣାପଡିବା ପରେ ତାଙ୍କୁ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲ ନିଆଯାଇ…

ଗ୍ରାହକସେବାକୁ ଗୁରୁତ୍ୱ

ଗାଡ଼ି ସର୍ଭିସ୍‌ ସେଣ୍ଟରରୁ ଶୋ ରୁମ୍‌ ମାଲିକ ପର୍ଯ୍ୟନ୍ତ ଯାତ୍ରା ଯେତିକି କଷ୍ଟ ଥିଲା, ତାହା ବର୍ଣ୍ଣନା କରିବା ସହଜ ନୁହେଁ। ହେଲେ ବହୁ ଘାତପ୍ରତିଘାତ ପରେ ଅନେକ ସଫଳତା ମଧ୍ୟ ମିଳିଛି। ବିଶେଷ କରି ଗାଡି ସର୍ଭିସ ସେଣ୍ଟର ପରେ…

ଗୋପାଳଙ୍କ ପରିବାରକୁ ସୁରକ୍ଷା ଦେବା ମାମଲା ଖାରଜ

କଟକ ଅଫିସ,୨୮ା୨: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳ ଦାସ ଓ ତାଙ୍କ ପରିବାରକୁ ସୁରକ୍ଷା ଯୋଗାଇଦେବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ସୋମବାର ହୋଇଥିଲା। ଗୋପାଳଙ୍କ ପରିବାର ସଦସ୍ୟ ସୁରକ୍ଷା ଆବଶ୍ୟକ କଲେ…

ମୁମ୍ବାଇରେ ଶିଳ୍ପପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୮ା୨(ବ୍ୟୁରୋ):ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସୋମବାର ମୁମ୍ବାଇ ଗସ୍ତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜଣକ ପରେ ଜଣେ ବିଶିଷ୍ଟ ଶିଳ୍ପପତିଙ୍କ ସହ ଆଲୋଚନା କରିଛନ୍ତି।…

କରୋନା ପାଇଁ ବେଜିଂକୁ ଦାୟୀ କଲେ ନିକ୍କି ହେଲି

ୱାଶିଂଟନ,୨୮ ।୨: ଆମେରିକାନ ରିପ୍ଲିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ନିକ୍କି ହେଲି ମଙ୍ଗଳବାର କହିଛନ୍ତି କୋଭିଡ-୧୯ ସମ୍ଭବତଃ ଚାଇନାର ଲାବୋରୋଟୋରିରୁ ଆସିଛି, ସେଥିପାଇଁ ଚାଇନାକୁ ଦିଆଯାଉଥିବା ଆମେରିକା ସହାୟତାକୁ କମ କରିଦେବା ଦରକାର । ହେଲି ମଙ୍ଗଳବାର ଟୁଇଟ କରିଛନ୍ତି, କୋଭିଡ-୧୯…

ପ୍ରିୟଙ୍କାଙ୍କ ଜବରଦସ୍ତ ଆକ୍ସନ

ନିକଟରେ ବଲିଉଡର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ତାଙ୍କର ଆଗାମୀ ୱେବ ସିରିଜ ‘ସିଟାଡେଲ’ର ପ୍ରଥମ ଲୁକ ଶେୟାର କରିଛନ୍ତି। ଏହି ୱେବ ସିରିଜରେ ଅଭିନେତ୍ରୀ ଜଣେ ଗୁପ୍ତଚର ଭୂମିକାରେ ଅଭିନୟ କରୁଛନ୍ତି। ପ୍ରଥମ ଲୁକରେ ପ୍ରିୟଙ୍କା ଏକ ଲାଲ ରଙ୍ଗର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri