‘ସକ୍ରିୟ ଭୂମିକା ଗ୍ରହଣ କରିବାକୁ ଆହ୍ବାନ’
ଭୁବନେଶ୍ୱର,୫।୪ ଓଡ଼ିଶା ରିଅଲ ଇଷ୍ଟେଟ ରେଗୁଲେଟୋରି ଅଥରିଟି (ଓରେରା)ର ବିଭିନ୍ନ ପ୍ରକାର ଆଇନ କାର୍ଯ୍ୟକାରୀ କରିବା କ୍ଷେତ୍ରରେ କମ୍ପାନୀ ସେକ୍ରେଟାରିମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିପାରିବେ ବୋଲି ଓରେରାର ପ୍ରଶାସନିକ ସଦସ୍ୟ ପ୍ରଦୀପ କୁମାର ବିଶ୍ବାଳ ମତପ୍ରକାଶ କରିଛନ୍ତି। ଏପରିକି ଭାରତୀୟ…
ରେମୁଣା,ସୋର ବଜାରରେ ଟ୍ରେଣ୍ଡ୍ସର ନୂଆ ଷ୍ଟୋର
ଭୁବନେଶ୍ୱର,୫।୪: ରିଲାଏନ୍ସ ରିଟେଲ୍ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍ସର ଆଉ ୨ଟି ଏକ୍ସକ୍ଲୁସିଭ ଷ୍ଟୋର ନିକଟରେ ଉଦ୍ଘାଟିତ ହୋଇଯାଇଛି। ବିଶେଷକରି ବାଲେଶ୍ୱର ଜିଲାର ରେମୁଣା ଏବଂ ସୋର ବଜାରରେ ଉକ୍ତ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ଗ୍ରାହକମାନଙ୍କ ଲାଗି…
ଗୃହ ଋଣକୁ ଗୁରୁତ୍ୱାରୋପ
ନୂଆଦିଲ୍ଲୀ,୫।୪: ଆକ୍ସିସ୍ ବ୍ୟାଙ୍କ୍ ଏବଂ ଶ୍ରୀରାମ ହାଉସିଂ ଫାଇନାନ୍ସ ଲିମିଟେଡ୍ (ଏସ୍ଏଚ୍ଏଫ୍ଏଲ୍) ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ସହଭାଗିତା ସମ୍ପର୍କରେ ଘୋଷଣା କରାଯାଇଛି। ୟୁବି କୋ ଡଟ୍ ଲେଣ୍ଡ୍ ପ୍ଲାଟ୍ଫର୍ମ ଜରିଆରେ କୋ-ଲେଣ୍ଡିଂ ମଡେଲକୁ ନେଇ ଉକ୍ତ ସହଭାଗିତା ହୋଇଥିବା ଜଣାପଡ଼ିଛି।…
ମିଷ୍ଟର ଇଣ୍ଡିଆ ପ୍ରତିଯୋଗିତାରେ ସୁରେନ୍ଦ୍ରଙ୍କୁ ସ୍ବର୍ଣ୍ଣ
ଭଣ୍ଡାରିପୋଖରୀ, ୫ା୪(ସ୍ବ.ପ୍ର.): କ୍ରୀଡ଼ା କ୍ଷେତ୍ରରେ ଭଦ୍ରକ ଜିଲା ସମେତ ଓଡ଼ିଶାକୁ ଗୌରବାନ୍ବିତ କରିଥିବା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ଗ୍ରାମର ଯୁବ ପ୍ରତିଭା ସୁରେନ୍ଦ୍ର ଦାସ ଏବେ ମିଷ୍ଟର ଇଣ୍ଡିଆ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣ ପଦକ ପାଇଛନ୍ତି। ଚଳିତ…
ଭାରତର ଅଭିବୃଦ୍ଧି ୬.୩% ଆକଳନ
ନୂଆଦିଲ୍ଲୀ,୫।୪: ଗତ କିଛି ମାସ ହେବ ସାରା ବିଶ୍ୱରେ ମାନ୍ଦାବସ୍ଥା ଜାରି ରହିଛି। ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ଏବଂ ଭୌଗୋଳିକ ସ୍ଥିତ ଯୋଗୁ ଚଳିତ ଆର୍ଥକ ବର୍ଷରେ ଭାରତର ଅଭିବୃଦ୍ଧି ହାର ପୂର୍ବାପେକ୍ଷା ବୃଦ୍ଧିହେବ ବୋଲି ମଙ୍ଗଳବାର ବିଶ୍ବ ବ୍ୟାଙ୍କ…
କର୍ନାଟକରେ ଭାଜପା ବୁଡ଼ିଯାଉଥିବା ଜାହାଜ: କଂଗ୍ରେସ
ନୂଆଦିଲ୍ଲୀ, ୫ା୪ (ପି.ଟି.): କର୍ନାଟକରେ ଭାଜପା ଏକ ବୁଡ଼ିଯାଉଥିବା ଜାହାଜ। ଏପରିକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହାକୁ ରକ୍ଷା କରିପାରିବେ ନାହିଁ ବୋଲି କଂଗ୍ରେସ ନେତା ମଙ୍ଗଳବାର କହିଛନ୍ତି। ଅନ୍ୟପକ୍ଷରେ ଦକ୍ଷିଣ ଭାରତୀୟ ରାଜ୍ୟରେ କଂଗ୍ରେସ ଏକ ମିଳିତ ଶକ୍ତି।…
ସବୁ ଦୋଷ ପ୍ରମାଣିତ ହେଲେ ୧୩୬ ବର୍ଷ ଜେଲ
ନ୍ୟୁୟର୍କ/ଓ୍ବାଶିଂଟନ୍,୫ା୪: ପର୍ନ ଷ୍ଟାର ଷ୍ଟର୍ମି ଡାନିଏଲ୍ସଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଓ ତାଙ୍କ ମୁହଁ ବନ୍ଦ ପାଇଁ ୧୩୦,୦୦୦ ଡଲାର ଲାଞ୍ଚ ଦେବା ମାମଲାରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ମଙ୍ଗଳବାର ନ୍ୟୁୟର୍କସ୍ଥିତ ମାନ୍ହାଟ୍ଟନ୍ କୋର୍ଟହାଉସ୍ରେ ଆମତ୍ସମର୍ପଣ କରିଛନ୍ତି।…
ଅମ୍ବାନୀ ପୁଣି ଏସିଆର ଶ୍ରେଷ୍ଠ ଧନୀ
ଓ୍ବାଶିଂଟନ୍, ୫ା୪: ରିଲାଏନ୍ସ ଗ୍ରୁପ୍ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ପୁଣିଥରେ ଏସିଆର ସବୁଠୁ ଧନୀ ବ୍ୟକ୍ତି ପରିଚୟ ହାସଲ କରିଛନ୍ତି। ମଙ୍ଗଳବାର ଆମେରିକୀୟ ବ୍ୟବସାୟିକ ମାଗାଜିନ୍ ଫୋର୍ବସ୍ ପକ୍ଷରୁ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିଙ୍କ ନାମ ତାଲିକା ପ୍ରକାଶ ପାଇଛି। ଏହି…
ଭିଟାମାଟି ହରାଇ ବିସ୍ଥାପିତ ନିରାଶ୍ରୟ
ଯୋଡ଼ା,୫ା୪(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ ବାସୁଦେବପୁରଠାରେ ନିର୍ମାଣାଧୀନ କାନପୁର ବୃହତ ଜଳସେଚନ ପ୍ରକଳ୍ପର ବୁଡ଼ି ଅଞ୍ଚଳ ଭାବେ ଚିହ୍ନଟ କରାଯାଇଥିବା ବିଲେଇ ପଦା ଗ୍ରାମର ୨୨ଟି ଘରକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଉଚ୍ଛେଦ କରାଯାଇଛି। ତେବେ ଘର ନିର୍ମାଣ…
ତାଇଓ୍ବାନ୍ରେ ଚାଇନାର ୫ ଯୁଦ୍ଧବିମାନ, ୪ ଜାହାଜ
ତାଇପେଇ,୫ା୪: ତାଇଓ୍ବାନ୍କୁ ବଳପୂର୍ବକ ଦଖଲ ଉଦ୍ୟମ ଜାରି ରଖିଥିବା ଚାଇନା ଏହି ସ୍ବାଧୀନ ଦ୍ୱୀପରାଷ୍ଟ୍ରକୁ ୫ଟି ଯୁଦ୍ଧବିମାନ ଓ ୫ ନୌସେନା ଜାହାଜ ପଠାଇଛି। ରବିବାର ପୂର୍ବାହ୍ନ ୬ଟାରୁ ସୋମବାର ପୂର୍ବାହ୍ନ ୬ଟା ମଧ୍ୟରେ ସେଗୁଡ଼ିକୁ ଦେଖିବାକୁ ମିଳିଥିବା ତାଇଓ୍ବାନ୍ ପ୍ରତିରକ୍ଷା…
ଗ୍ୟାଙ୍ଗ୍ଷ୍ଟର ଦୀପକ ବକ୍ସର ମେକ୍ସିକୋରୁ ଗିରଫ
ନୂଆଦିଲ୍ଲୀ, ୫ା୪ : ଦିଲ୍ଲୀର ଅନ୍ୟତମ ମୋଷ୍ଟ ଓ୍ବାଣ୍ଟେଡ୍ ଗ୍ୟାଙ୍ଗ୍ଷ୍ଟର ଦୀପକ ବକ୍ସରଙ୍କୁ ମେକ୍ସିକୋରେ ଗିରଫ କରାଯାଇଛି ଓ ଆସନ୍ତା ସପ୍ତାହରେ ଭାରତ ଅଣାଯିବ। ଫେଡେରାଲ ବ୍ୟୁରୋ ଅଫ୍ ଇନ୍ଭେଷ୍ଟିଗେଶନ (ଏଫ୍ବିଆଇ) ସହାୟତାରେ ଦିଲ୍ଲୀ ପୋଲିସର ଏକ ସ୍ବତନ୍ତ୍ର ଟିମ୍ ବକ୍ସରଙ୍କୁ…
ଆମ୍ବୁଲାନ୍ସକୁ ଅବରୋଧ କଲା ଭାଜପା ନେତାଙ୍କ କାର୍
ଲକ୍ଷ୍ନୌ, ୫ା୪: ଉତ୍ତରପ୍ରଦେଶର ସୀତାପୁର ଜିଲାରେ ଭାଜପା ନେତା ଉମେଶ ମିଶ୍ରାଙ୍କ କାର୍ ରାସ୍ତା ଅବରୋଧ କରିବାରୁ ଆମ୍ବୁଲାନ୍ସ ହସ୍ପିଟାଲ ଯାଇ ନ ପାରି ରୋଗୀଙ୍କ ମୃତ୍ୟୁ ଘଟିଛି। ନେତାଙ୍କ ଅବହେଳା ପାଇଁ ରୋଗୀଙ୍କ ମୃତ୍ୟୁ ଘଟିଲା ବୋଲି ପରିବାର ପକ୍ଷରୁ…
Archives


