ଦୈନିକ ସଂକ୍ରମଣ ୨ ଶହ ଟପିଲା…
ନୂଆଦିଲ୍ଲୀ, ୨୬।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ…
ମେଳା ମିଳନର ମହାପର୍ବ
ଭୁବନେଶ୍ୱର,୨୬।୨: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ସ୍ଥାନୀୟ ଜନତା ମଇଦାନଠାରେ କ୍ରେଡାଇ ଭୁବନେଶ୍ୱର ପକ୍ଷରୁ ୧୮ ତମ ହୋମ୍ ଆଣ୍ଡ ଡେକୋର-୨୦୨୩ ରିୟଲ ଇଷ୍ଟେଟ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ସେହିଭଳି ବେଙ୍ଗଲ ଚ୍ୟାମ୍ବର ଅଫ୍ କର୍ମସ ଆଣ୍ଡ ଇଣ୍ଡଷ୍ଟ୍ରି ସହ ଜିଏସ୍…
ପିଏନ୍ବି ଗୃହଋଣ ଷ୍ଟଲ୍ ଉଦ୍ଘାଟିତ
ଭୁବନେଶ୍ୱର,୨୬।୨: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ଏକ ସ୍ବତନ୍ତ୍ର ଋଣମେଳା ଷ୍ଟଲ୍ର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ମେଗା ହୋମ୍ ଆଣ୍ଡ୍ ଡେକୋର ମେଳାରେ ପିଏନ୍ବି ଗୃହଋଣ ଷ୍ଟଲ୍ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ…
ଯାତ୍ରୀଙ୍କ ପାଖରେ ସୁନା କ୍ୟାପସୁଲ: ପୋଲିସ କଲା ଗିରଫ, ଆନୁମାନିକ ମୂଲ୍ୟ ୫୩ ଲକ୍ଷ…
ଥିରୁଭାନନ୍ତପୁରମ,୨୬।୨ : କେରଳର କଷ୍ଟମ ବିଭାଗର ଏୟାର ଇଣ୍ଟେଲିଜେନ୍ସ ୟୁନିଟ ରବିବାର କୋଚି ବିମାନବନ୍ଦରରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଦୁବାଇରୁ ଆସୁଥିବା ଯାତ୍ରୀଙ୍କଠାରୁ ଅଧିକାରୀମାନେ ଚାରିଟି ସୁନା କ୍ୟାପସୁଲ ଜବତ କରିଛନ୍ତି। ଅଧିକାରୀ କହିଛନ୍ତି ଯେ ଯାତ୍ରୀ ଏହାକୁ…
ଆଜି ଜୀ ସାର୍ଥକର ଦମ୍ଦାର ରବିବାର
ଭୁବନେଶ୍ୱର,୨୬।୨: ରାଜ୍ୟର ପ୍ରମୁଖ ଘରୋଇ ମନୋରଞ୍ଜନଭତ୍ତିକ ଓଡ଼ିଆ ଚ୍ୟାନେଲ ଜୀ ସାର୍ଥକରେ ରବିବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଦମ୍ଦାର ରବିବାର’ ଶୀର୍ଷକ ବିଶେଷ ଏପିସୋଡ୍ ପ୍ରସାରିତ ହେବ। ବିଶେଷକରି କେତେକ ଅନାବଶ୍ୟକ ପରିସ୍ଥିତି ଯୋଗୁ ଚଳିତ ସପ୍ତାହରେ ଦର୍ଶକଙ୍କ ସହ ସମ୍ପୂର୍ଣ୍ଣ…
ମାଲକାନଗିରିରେ ଟ୍ରେଣ୍ଡ୍ସର ଏକ୍ସକ୍ଲୁସିଭ ଆଉଟ୍ଲେଟ୍
ଭୁବନେଶ୍ୱର,୨୬।୨: ରିଲାଏନ୍ସ ରିଟେଲ୍ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍ସର ଆଉ ଏକ ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ନିକଟରେ ଉଦ୍ଘାଟିତ ହୋଇଯାଇଛି। ଏପରିକି କମ୍ପାନୀ ଓଡ଼ିଶା ବଜାରର ମାଲକାନଗିରି ସହରଠାରେ ଉକ୍ତ ଆଉଟ୍ଲେଟ୍ର ଶୁଭାରମ୍ଭ କରାଯାଇଛି। ବିଶେଷକରି ୧୩,୦୦୦ ବର୍ଗଫୁଟ ଅଞ୍ଚଳରେ…
ପାଇପରୁ ଝରୁଥିଲା ପାଣି, ବିଲ ଆସିଲା ୧୫ ଲକ୍ଷ…
କାର୍ଡିଫ୍,୨୬।୨ : ୱେଲ୍ସର ଜଣେ ମହିଳା ତାଙ୍କ ପାଣି ବିଲ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଯଦିଓ ସେ ଭାବିଥିଲେ ଯେ ଏହି ବିଲ ନିଶ୍ଚିତ ଭାବରେ ଭୁଲ ଭାବରେ ଆସିଛି କିନ୍ତୁ ବିଲ ସଠିକ ଥିଲା। ପ୍ରକୃତରେ ଅଜଣା ଭାବେ ପାଇପରୁ…
ପୌଡେଲ ହେବେ ନେପାଳ ରାଷ୍ଟ୍ରପତି
କାଠମାଣ୍ଡୁ,୨୬।୨(ପି.ଟି.): ନେପାଳୀ କଂଗ୍ରେସର ବରିଷ୍ଠ ନେତା ରାମଚନ୍ଦ୍ର ପୌଡେଲ୍ ନେପାଳର ପରବର୍ତ୍ତୀ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ଙ୍କ ସିପିଏନ୍-ମାଓଇଷ୍ଟ ସେଣ୍ଟର ସମେତ ୮ଟି ଦଳ ତାଙ୍କ ପ୍ରାର୍ଥତ୍ତ୍ୱକୁ ସମର୍ଥନ କରିଛନ୍ତି। ମାର୍ଚ୍ଚ ୯ରେ ହେବାକୁ ଥିବା…
ଶିକ୍ଷାନୁଷ୍ଠାନରେ ଆତ୍ମହତ୍ୟା ଘଟଣା: ସିଜେଆଇଙ୍କ ଉଦ୍ବେଗ
ହାଇଦ୍ରାବାଦ,୨୬।୨: ଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ଘଟଣା ବଢ଼ୁଥିବାରୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଶନିବାର ଉଦ୍ବେଗ ପ୍ରକାଶ କରିଛନ୍ତି। ଜୀବନ ହାରୁଥିବା ପିଲାମାନଙ୍କ ପାଇଁ ସେ ବିଚଳିତ ବୋଲି କହିଛନ୍ତି। ଶିକ୍ଷାନୁଷ୍ଠାନରେ କ’ଣ ତ୍ରୁଟି ରହୁଛି, ଯେଉଁଥିପାଇଁ ଛାତ୍ରୀଛାତ୍ର…
ଏମ୍ସିଡି ଷ୍ଟାଣ୍ଡିଂ କମିଟି ପୁନଃ ନିର୍ବାଚନ ଅଟକିଲା
ନୂଆଦିଲ୍ଲୀ,୨୬।୨: ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ (ଏମ୍ସିଡି) ଷ୍ଟାଣ୍ଡିଂ କମିଟିର ୬ ସଦସ୍ୟଙ୍କ ପୁନଃ ନିର୍ବାଚନ ଉପରେ ଦିଲ୍ଲୀ ହାଇକୋର୍ଟ ଶନିବାର ସ୍ଥଗିତାଦେଶ ଲଗାଇଛନ୍ତି। ଫଳରେ ଶାସକ ଏଏପିକୁ ଶକ୍ତ ଝଟକା ଲାଗିଛି। ନିର୍ବାଚନ ନିୟମାବଳୀ ୫୧ରେ ଷ୍ଟାଣ୍ଡିଂ କମିଟି ନିର୍ବାଚନକୁ ବାତିଲ…
୧୯୬୫ ଯୁଦ୍ଧ ଯବାନ ଓଡ଼ିଶାର ଆନନ୍ଦ ପତ୍ରୀ ପାକିସ୍ତାନ ଜେଲରେ, ମୁକ୍ତି ପାଇଁ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ପୁଅ…
ନୂଆଦିଲ୍ଲୀ/ଭୁବନେଶ୍ୱର,୨୬।୨ : ୧୯୬୫ ଭାରତ-ପାକିସ୍ଥାନ ଯୁଦ୍ଧରେ ଭାରତୀୟ ସେନାର ଅନେକ ଯବାନ ଶହୀଦ ହୋଇଥିଲେ ଏବଂ ଅନେକ ନିଖୋଜ ହୋଇଯାଇଥିଲେ। ଏହି ଯୁଦ୍ଧରେ ଭାରତୀୟ ସେନାର ଜଣେ ଯବାନ ଆନନ୍ଦ ପତ୍ରୀ ଏବେ ମଧ୍ୟ ପାକିସ୍ତାନର ଲାହୋର ଜେଲରେ ରହିଛନ୍ତି। ଏହି…
ଶିବସେନା ବିଦ୍ରୋହ ପରେ ମୁଖ୍ୟମନ୍ତ୍ରୀ ହେବାକୁ ମତେ କହିଥିଲେ ଉଦ୍ଧବ: ଫଡନାଭିସ…
ମୁମ୍ବାଇ,୨୬।୨ : ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଦାବି କରିଛନ୍ତି ଯେ ଶିବସେନାରେ ବିଦ୍ରୋହ ପରେ ଉଦ୍ଧବ ଠାକରେ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ପ୍ରଦାନ କରିଥିଲେ। ଏବେ ଏହାକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ମନ୍ତବ୍ୟ ବିରୋଧରେ…
Archives


