କଂଗ୍ରେସର ମିନି ଘୋଷଣାପତ୍ର: ବିରୋଧୀଦଳଙ୍କ ସହିତ କ୍ଷମତାକୁ ଫେରିବା ପ୍ରୟାସ…
ରାୟପୁର,୨୫।୨ : ଛତିଶଗଡର ରାଜଧାନୀ ରାୟପୁରର ଅନୁଷ୍ଠିତ ୮୫ ତମ ଜାତୀୟ ସମ୍ମିଳନୀରେ କଂଗ୍ରେସ ଆଗାମୀ ଦିନର ଲଢ଼େଇର ରୂପରେଖ ସ୍ପଷ୍ଟ କରିଛି । ଦଳ ଦ୍ୱାରା ଜାରି କରାଯାଇଥିବା ‘ରାଜନୈତିକ ପ୍ରସଙ୍ଗ ଉପରେ ସଂକଳ୍ପ’ ଚଳିତ ବର୍ଷ ହେବାକୁ ଥିବା…
ଦୁଇ ଥର ଆଇସିସି ଟ୍ରଫି ଫାଇନାଲରେ ପହଞ୍ଚିଥିଲୁ, ତଥାପି ବିଫଳ ଅଧିନାୟକ କୁହାଯାଇଥିଲା: କୋହଲି
ନୂଆଦିଲ୍ଲୀ,୨୫।୨: ନିକଟରେ ଟି୨୦ ବିଶ୍ୱକପ୍ ୨୦୨୩ ଫାଇନାଲରେ ପହଞ୍ଚିବାର ସୁଯୋଗ ହାତଛଡ଼ା କରିଛି ଭାରତୀୟ ମହିଳା ଟିମ୍। ଫଳରେ ଦଳ ବିଶ୍ୱକପ୍ ଜିତିବା ସ୍ବପ୍ନ ଭାଙ୍ଗିଯାଇଛି। ତେବେ ମହିଳା ଦଳ ଭଳି ପୁରୁଷ ଟିମ୍ ମଧ୍ୟ ୧୦ ବର୍ଷ ହେଲାଣି ଆଇସିସି…
ପ୍ରଧାନଶିକ୍ଷୟିତ୍ରୀଙ୍କ ପୁଅଙ୍କ ମାଡ଼ରେ ଛାତ୍ରୀ ଗୁରୁତର, ଥାନାରେ ଅଭିଯୋଗ କଲେ ଅଭିଭାବକ
ବରଗଡ଼ ଅଫିସ,୨୫ା୨: ରାଜ୍ୟ ସରକାର ସ୍କୁଲ ପରିସରକୁ ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିଛନ୍ତି। ମାତ୍ର ସରକାରଙ୍କ ଏହି ଘୋଷଣା ବାଟବଣା ହୋଇପଡ଼ିଛି। ବରଗଡ଼ ସହରର ଖଜୁରଟିକ୍ରାସ୍ଥିତ ରାଧାମାଧବ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନଶିକ୍ଷୟିତ୍ରୀଙ୍କ ପୁଅଙ୍କ ମାଡ଼ରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀ ଆହତ…
ପୁଲଓ୍ବାମା ଭଳି ଆକ୍ରମଣ କରିବାକୁ ଷଡ଼ଯନ୍ତ୍ର ରଚିଥିଲେ ପାକିସ୍ତାନୀ ଆତଙ୍କବାଦୀ: ସେନା ଅଧିକାରୀଙ୍କ ପୁସ୍ତକରେ ଉଲ୍ଲେଖ…
ନୂଆଦିଲ୍ଲୀ,୨୫।୨ : ୧୪ ଫେବୃଆରୀ ୨୦୧୯ ରେ ଜମ୍ମୁ-କଶ୍ମୀରର ପୁଲୱାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଚାଳିଶ ଜଣ ସିଆରପିଏଫ୍ ଯବାନ ଶହୀଦ ହୋଇଥିଲେ। ଏହା ଦେଶର ଇତିହାସରେ ସବୁଠାରୁ ବଡ ଆତଙ୍କବାଦୀ ଆକ୍ରମଣ ଥିଲା। ବର୍ତ୍ତମାନ ଏକ ପୁସ୍ତକରେ ପୂର୍ବତନ ସେନା…
ଅଲିଭ୍ ରିଡ୍ଲେଙ୍କ ଅଣ୍ଡାଦାନ ଜାରି: ୩ ଦିନରେ ୩ ଲକ୍ଷ ୨୪ ହଜାର ୪୨୮ ଅଣ୍ଡାଦାନ
ଗଞ୍ଜାମ,୨୫ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଡ଼ମପେଟା ଓ ପୁରୁଣାବନ୍ଧ ନିକଟସ୍ଥ ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ଅଲିଭ୍ ରିଡ୍ଲେଙ୍କ ସାମୂହିକ ଅଣ୍ଡାଦାନ ଜାରି ରହିଛି। ଗୁରବାର ସକାଳୁ ଶନିବାର ପର୍ଯ୍ୟନ୍ତ ୩ ଲକ୍ଷ ୨୪ ହଜାର ୪୨୮ ଅଲିଭ୍ ରିଡ୍ଲେ…
‘ଓ୍ବେଲକମ୍ ୩’ରେ ଅକ୍ଷୟ କୁମାରଙ୍କ ସହ ନଜର ଆସିବେ ଏହି ବ୍ଲକବଷ୍ଟର ଯୋଡ଼ି !
ବମ୍ବେ: ଖିଲାଡି କିଙ୍ଗ୍ ଅକ୍ଷୟ କୁମାରଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। ‘ହେରା ଫେରି ୩’ ପରେ ଏବେ ‘ଓ୍ବେଲ୍କମ୍’ ଏବଂ ‘ଆଓ୍ବାରା ପାଗଲ୍ ଦିଓ୍ବାନା’ର ସିକୁଏଲ୍ରେ ସେ ନଜର ଆସିବେ। ଫିଲ୍ମରେ ତାଙ୍କ ସହ ପରେଶ ରାଓ୍ବଲ, ସୁନୀଲ ସେଟ୍ଟୀଙ୍କ…
ମେଘାଳୟ-ନାଗାଲାଣ୍ଡରେ ପ୍ରଚାର ଶେଷ: ସୋମବାର ୫୫୮ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା…
ଶିଲଂ/କୋହିମା,୨୫।୨ : ମେଘାଳୟ ଏବଂ ନାଗାଲାଣ୍ଡରେ ବିଧାନସଭା ପାଇଁ ନିର୍ବାଚନର ପ୍ରଚାର ଶନିବାର ଅପରାହ୍ନ ୪ ଟାରେ ଶେଷ ହୋଇଛି। ସୋମବାର ଉଭୟ ରାଜ୍ୟର ୫୫୮ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ଭୋଟର କରିବେ। ଉଭୟ ରାଜ୍ୟରେ ଭାଜପାର ମିଳିତ ସରକାର ରହିଛି।…
ମନ୍ତ୍ରୀ ଟୁକୁନି ସାହୁଙ୍କ ଅଚାନକ ବାଲିମେଳା ଗସ୍ତ
କୋରୁକୋଣ୍ଡା,୨୫ା୨(ଡି.ଏନ୍.ଏ.): ମାଲକାନଗିରି ଜିଲା ବାଲିମେଳା ପୋଟେରୁ ଜଳସେଚନ ପ୍ରକଳ୍ପର ସୋଲୁକୋଣ୍ଡା ବ୍ୟାରେଜ ଓ ମେଗା ଲିଫ୍ଟକୁ ଅଚାନକ ଗସ୍ତ କରିଛନ୍ତି ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ। ଶନିବାର ପୋଟେରୁ ଜଳସେଚନର ସୋଲକୋଣ୍ଡା ବ୍ୟାରେଜକୁ ଯାଇ ସେଠାରେ ଥିବା…
୩ ଗାଡ଼ି ଧକ୍କା: ୧୩ ମୃତ-୨୦ ଆହତ…
ଇସଲାମାବାଦ,୨୫।୨ : ପାକିସ୍ତାନର ପଞ୍ଜାବ ପ୍ରଦେଶର ମୁଲତାନ-ସୁକୁର ମୋଟରୱେରେ ତିନି ଗାଡି ଧକ୍କାରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଥିବା ଖବର ମିଳିଛି। ଶନିବାର ଉଦ୍ଧାର ଅଧିକାରୀ ଏହି ସୂଚନା ଦେଇଛନ୍ତି। ଅଧିକାରୀ କହିଛନ୍ତି…
ଘରୋଇ ହିଂସା ନେଇ ସୁପ୍ରିମ୍କୋର୍ଟଙ୍କ କଠୋର ଆଭିମୁଖ୍ୟ, ମୁଖ୍ୟ ସଚିବଙ୍କ ବୈଠକ ଡକାଇବାକୁ କେନ୍ଦ୍ରକୁ ନିର୍ଦ୍ଦେଶ…
ନୂଆଦିଲ୍ଲୀ,୨୫।୨ : ମହିଳାଙ୍କ ପ୍ରତି ଘରୋଇ ହିଂସା ଘଟଣାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଘରୋଇ ହିଂସା ପ୍ରସଙ୍ଗରେ ସମସ୍ତ ରାଜ୍ୟର ମୁଖ୍ୟ ସଚିବଙ୍କ ବୈଠକ ଡାକିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ମହିଳାଙ୍କୁ ଘରୋଇ ହିଂସାରୁ…
ଆଇପିଏଲ୍ ପ୍ରସ୍ତୁତି ଆରମ୍ଭ କଲା ଲକ୍ଷ୍ନୌ ଟିମ୍, ଗମ୍ଭୀରଙ୍କ ସହ ନଜର ଆସିଲେ…
ନୂଆଦିଲ୍ଲୀ,୨୫।୨: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ରେ ଦ୍ୱିତୀୟ ସିଜନ ଖେଳିବାକୁ ଯାଉଛି ଲକ୍ଷ୍ନୌ ସୁପର ଜିଆଣ୍ଟସ୍। ଏହାକୁ ନେଇ ଦଳ ପ୍ରସ୍ତୁତି ଆରମ୍ଭ କରିଛି। ଫ୍ରାଞ୍ଚାଇଜ୍ର ଟୁଇଟର ହ୍ୟାଣ୍ଡେଲରୁ ଏକ ଫଟୋ ଶେୟାର କରାଯାଇଛି। ଫଟୋରେ ଦଳର ପରାମର୍ଶଦାତା(ମେଣ୍ଟର) ଗୌତମ ଗମ୍ଭୀର, ଅଲରାଉଣ୍ଡର…
ଏସ୍ଏଚ୍ଜି ଗ୍ରୁପ୍ର ସମସ୍ତ କାଗଜପତ୍ର ଚିରି ଜାଳିଦେଲେ ସଦସ୍ୟାଙ୍କ ଝିଅ, ଥାନାରେ ପହଞ୍ଚିଲା ମାମଲା
କୋରୁକୋଣ୍ଡା,୨୫ା୨(ଡି.ଏନ୍.ଏ.): ମାଲକାନଗିରି ଜିଲା ଓର୍କେଲ ଥାନା ଅନ୍ତର୍ଗତ ତାରଲାକୋଟା ପଞ୍ଚାୟତ ଅଧିନସ୍ଥ ତାରଲାକୋଟା-ବି ଗ୍ରାମରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ତାରଲାକୋଟା-ବି ଗ୍ରାମରେ ଥିବା ୧୦ ଜଣ ମହିଳା ମିଳିତ ଭାବେ ମା’ ତାରାତାରିଣୀ ନାମକ ଏକ ମହିଳା…
Archives


