Home

ରାଜଧାନୀରେ ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର, ରୁମକୁ ଡାକି ପୁରୁଷ ବନ୍ଧୁ…..

ଭୁବନେଶ୍ବର,୧୩ା୫ : ରାଜଧାନୀ ଭୁବନେଶ୍ବରରୁ ପୁଣି ଥରେ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଘରୋଇ ଇଞ୍ଜେନିୟରିଂ କଲେଜ ଛାତ୍ରୀଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି। ଇନଫୋଭାଲି ଥାନା ଅଞ୍ଚଳ ଏକ ଘରୋଇ ମେସରେ ଏହି ଅଭାବନୀୟ ଘଟଣା…

ସରକାରୀ ଓଜନ କଣ୍ଟାରେ ଲାଗିଲା ନିଆଁ: ଜଳିଗଲା ଗୁରୁତ୍ୱପୂର୍ଣ୍ଣ ନଥିପତ୍ର

କେନ୍ଦୁଝର,୧୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଡ଼କାଳିମାଟିତଠାରେ ଥିବା ସରକାରୀ ଓଜନ କଣ୍ଟାରେ ବୁଧବାର ନିଆଁ ଲାଗିଯିବାରୁ ଏହା ଭିତରେ ଥିବା ବହୁ କାଗଜପତ୍ର ଓ ଅନ୍ୟାନ୍ୟ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ରାସ୍ତା ଜାମ୍‌ ଯୋଗୁ ଦମକଳ ଗାଡ଼ି…

ସ୍ବାସ୍ଥ୍ୟକେନ୍ଦ୍ରରେ ଅଭାବନୀୟ ଘଟଣା, ଛାତି ବିନ୍ଧୁଥିବା ବ୍ୟକ୍ତିଙ୍କୁ କୁକୁର କାମୁଡ଼ା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ

କେନ୍ଦ୍ରାପଡ଼ା,୧୩ା୫(ଜଗନ୍ନାଥ ଧଳ): କୁକୁର କାମୁଡା ରୋଗୀ ବଦଳରେ ଅନ୍ୟଜଣେ ଯୁବକଙ୍କୁ କୁକୁର କାମୁଡା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ । କେନ୍ଦ୍ରାପଡା ଜିଲା କୁଦାନଗରୀ ଥାନା ଅନ୍ତର୍ଗତ କରିଲୋପାଟଣା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଅଭିଯୋଗ…

ବୃଦ୍ଧ କାଳେ ଯୌନ ପୀପାସୁ ହେଲା କାଳ, ନାବାଳିକାଙ୍କୁ ବଳାତ୍କାର କରି…

କଟକ,୧୩ା୫(ପ୍ରଭୁକଲ୍ୟାଣ ପାଲ୍‌): ବୃଦ୍ଧ କାଳେ ଯୌନ ପୀପାସୁ ହେବା କାଳ। ଚକୋଲେଟ୍‌ ଦେଇ କରିଥିଲେ ନୃଶଂସତା। ନାବାଳିକାଙ୍କୁ ବଳାତ୍କାର ମାମଲାରେ ୬୧ ବର୍ଷୀୟ ଆସମୀକୁ ସଜା ଶୁଣାଇଲେ କଟକ ସ୍ବତନ୍ତ୍ର ଫାଷ୍ଟଟ୍ରାକ୍‌-୨ ଅଦାଲତ। ଅଭିଯୁକ୍ତ ଅଶୋକ କୁମାର ବେହେରାଙ୍କୁ ୨୦ ବର୍ଷ…

ଆରଡି ଛକରୁ ହଟିଲା ଜବରଦଖଲ: ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ…

ଭଦ୍ରକ, ୧୩।୫(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥ ସର୍ଭିସ ରୋଡ଼ର ଭଦ୍ରକ ଆରଡ଼ି ଛକରୁ ହଟିଲା ଜବରଦଖଲ। ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ ଜିଲା ପ୍ରଶାସନ ପକ୍ଷରୁ ବୁଧବାର ସରକାରୀ ଜାଗା ଉଚ୍ଛେଦ କରାଯାଇଛି l ଏହି ଜବରଦଖଲ ଯୋଗୁ…

ବଢିବ ପେଟ୍ରୋଲ ଦାମ୍‌! RBI ଗଭର୍ନର ଦେଲେ ବଡ଼ ସଙ୍କେତ

ନୂଆଦିଲ୍ଲୀ,୧୩।୫: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ଭାରତର ଅର୍ଥନୀତି ଉପରେ ମଧ୍ୟ ଦେଖାଯାଉଛି। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଗଭର୍ନର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯଦି ଏହି ଉତ୍ତେଜନା ଦୀର୍ଘ ସମୟ ପାଇଁ ଜାରି ରହେ, ତେବେ…

ପୁଣି ଛିଣ୍ଡିଗଲା ଗାନ୍ଧୀଛକରେ ତ୍ରିରଙ୍ଗା, ଦେଖନ୍ତୁ ଭିଡିଓ..

ବରଗଡ,୧୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ଗାନ୍ଧିଛକରେ ସୁଉଚ୍ଛରେ ଜାତୀୟ ପତାକା ତ୍ରିରଙ୍ଗା ଉଡାଯାଇଛି। ତେବେ ଜିଲାର ଉଚ୍ଚତମ ଏହି ତ୍ରିରଙ୍ଗାର କିଛି ଅଂଶ ଦ୍ବିତୀୟଥର ପାଇଁ ପୁଣି ଛିଣ୍ଡିଯାଇଛି। ରବିବାରରୁ ତ୍ରିରଙ୍ଗା ଏଭଳି ଛିଣ୍ଡିଥିଲେ ସୁଦ୍ଧା ତାକୁ…

ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ ସ୍ନାତକ ପରୀକ୍ଷା ଫଳ ପ୍ରକାଶ: ମୋନାଲିସା ଟପ୍ପର

ଖୋର୍ଦ୍ଧା,୧୩ା୫(ପ୍ରଭାତ ପାଣିଗ୍ରାହୀ): ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ଅଷ୍ଟାଦଶ ତମ ଶେଷବର୍ଷ ସ୍ନାତକ ପାଠ୍ୟକ୍ରମର କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏହି ପରୀକ୍ଷାରେ ଛାତ୍ରୀଛାତ୍ରମାନଙ୍କ ମୋଟ୍‌ ପାସ ହାର ଶତକଡ଼ା ୯୦.୦୬ ପ୍ରତିଶତ ରହିଛି। ଚଳିତ ବର୍ଷ…

ଉଚ୍ଛେଦ କରିବାକୁ ଆସିଥିଲେ ତହସିଲ କର୍ମଚାରୀ, ଦେହରେ ପେଟ୍ରୋଲ ଢାଳି ପ୍ରତିବାଦ କଲେ ବ୍ୟବସାୟୀ, ଆଉ ତା’ ପରେ…

ତିହିଡ଼ି,୧୩ା୫(ସଞ୍ଜିତ ବଳ): ଆମର ଯଦି ଦୋକାନ ଭାଙ୍ଗିବ ସମସ୍ତଙ୍କର ଭାଙ୍ଗ, ନ ହେଲେ ଫେରିଯାଅ। ଭଦ୍ରକ ଜିଲା ତିହିଡ଼ି ତହସିଲ ପୀରହାଟ ଥାନା ଅଧୀନ ଗଦି ବଜାରର ବ୍ୟବସାୟୀମାନେ ବୁଧବାର ପୂର୍ବାହ୍ନରେ ଉଚ୍ଛେଦ ସମୟରେ ଏହି ଦାବି କରିଛନ୍ତି। ଏପରିକି ଜଣେ…

ସ୍ବାସ୍ଥ୍ୟ ପାଇଁ ହିତକର ମାଣ୍ଡିଆ: ଲଘୁ ବନଜାତ ଦ୍ରବ୍ୟ ପ୍ରଚାରପ୍ରସାର ପାଇଁ ବଡ଼ ପଦକ୍ଷେପ ନେଲେ ବିଧାୟକ

ଭଞ୍ଜନଗର,୧୩।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ, ବନ ସୁରକ୍ଷା ସମିତି ଗୁଡ଼ିକର ବିକାଶ ପାଇଁ ଅନେକ ଯୋଜନା ହାତକୁ ନିଆଯାଇଛି। ଫଳରେ ବହୁ ମହିଳା ଆତ୍ମନିର୍ଭରଶୀଳ ହୋଇପାରିଛନ୍ତି। ଏଥିସହ ବନ ସୁରକ୍ଷା…

ନଳକୂପ,ସୌରଚାଳିତ ପ୍ରକଳ୍ପ ଅଚଳ: ଚୁଆପାଣି ଭରସାରେ ଗ୍ରାମବାସୀ

ନନ୍ଦପୁର/ପାଡୁଆ,୧୩ା୫(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): ଗ୍ରାମରେ ବସବାସ କରୁଥିବା ୪୮ ପରିବାର ପାଇଁ ଥିବା ୨ଟି ନଳକୂପ ମଧ୍ୟରୁ ଗୋଟିଏ ଅଚଳ ରହିଛି। ଅନ୍ୟଟିରୁ ଗୋଳିଆ ପାଣି ବାହାରୁଛି। ସୌରଚାଳିତ ପ୍ରକଳ୍ପ ଯାନ୍ତ୍ରିକ ତ୍ରୁଟିରେ ପଡ଼ି ଦୀର୍ଘଦିନ ହେଲା ଅଚଳ ହୋଇପଡ଼ିଛି। ଗ୍ରାମବାସୀ…

ପୁଣି ଅସୁସ୍ଥ ସୋନିଆ ଗାନ୍ଧୀ: ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୩।୫: ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୋନିଆ ଗାନ୍ଧୀଙ୍କ ସହିତ ତାଙ୍କ ପୁଅ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ ଝିଅ ପ୍ରିୟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?