ସୁଦାନରୁ ଭାରତୀୟଙ୍କୁ ସୁରକ୍ଷିତ ଫେରାଉଛନ୍ତି କେନ୍ଦ୍ର ସରକାର: ଧର୍ମେନ୍ଦ୍ର
ଭୁବନେଶ୍ବର, ୬ା୫(ବ୍ୟୁରୋ): ସୁଦାନରେ ହିଂସା ଦ୍ୱାରା ପ୍ରଭାବିତ ହୋଇଥିବା ଓଡ଼ିଆଙ୍କ ସମେତ ଭାରତୀୟଙ୍କୁ ସୁରକ୍ଷିତ ଭାବେ କେନ୍ଦ୍ର ସରକାର ଉଦ୍ଧାର କରୁଛନ୍ତି। ଆକସନ୍ ମୋଡ୍ରେ କେନ୍ଦ୍ର ସରକାର ଏହି କାର୍ଯ୍ୟ ଚଳାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଥିଲେ ଏସବୁ ସମ୍ଭବ ବୋଲି…
ମରାମତି ଅଭାବରୁ ନଷ୍ଟ ହେଲାଣି ୪ ସରକାରୀ ବସ୍
ରାୟଗଡ଼ା, ୬।୫ (ସ୍ବ.ପ୍ର.) ଓଡ଼ିଶା ରାଜ୍ୟ ପରିବହନ ନିଗମ (ଓଏସ୍ଆର୍ଟିସି)ର ରାୟଗଡ଼ା ଜୋନ୍ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୂରଦୃଷ୍ଟି ଅଭାବ ଯୋଗୁ ପୁଣି ବନ୍ଦ ସ୍ଥିତିକୁ ଆସିଗଲାଣି। ଏହି ଜୋନ୍ରେ ଥିବା ୧୧ଟି ବସ୍ରୁ ବର୍ତ୍ତମାନ ମାତ୍ର ୭ଟି ଚାଲୁ ରହିଛି। ଅନ୍ୟ…
‘ଧରଣୀଧରଙ୍କ ନୀତିଆଦର୍ଶର ପ୍ରାସଙ୍ଗିକତା ରହିଛି’
ଭୁବନେଶ୍ୱର,୬ା୫(ବ୍ୟୁରୋ): କେନ୍ଦୁଝର ଭୂୟାଁ ସମ୍ପ୍ରଦାୟର ଲୋକେ ଅତ୍ୟାଚାରୀ ଇଂରେଜ ଓ ରାଜତନ୍ତ୍ର ବିରୋଧରେ ବହୁବାର ବିଦ୍ରୋହ କରିଥିଲେ। ସେଥିମଧ୍ୟରୁ ପ୍ରମୁଖ ବିଦ୍ରୋହ ଥିଲା ଧରଣୀଧରଙ୍କ ନେତୃତ୍ୱାଧୀନ ଧରଣୀମେଳି, ଯାହା ଅତ୍ୟାଚାରୀଙ୍କ ଆଖିରୁ ନିଦ ହଜାଇ ଦେଇଥିଲା। ଏହି ସଂଗ୍ରାମ ଓଡ଼ିଶା ଇତିହାସରେ…
କାଗଜପତ୍ରରେ ରୋଗୀ ସେବା
ସୁନାବେଡ଼ା, ୬।୫ (ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ା ପୌର ପରିଷଦ ଅଞ୍ଚଳରେ କାଗଜପତ୍ରରେ ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର। ୨୦୧୫-୧୬ରେ ୧୭ଲକ୍ଷ ୬୪ହଜାର ଟଙ୍କା ଖର୍ଚ୍ଚ କରି ଏଇଏଫ୍ ମାର୍କେଟ-ହାଉସିଂ ରାସ୍ତା ପାର୍ଶ୍ୱରେ ପୌର ପରିଷଦ ଏକ ମିନି କଲ୍ୟାଣ ମଣ୍ଡପ ନିର୍ମାଣ କରିଥିଲା।…
ସୌନ୍ଦର୍ଯ୍ୟ ହରାଉଛି ଜଗୁସାଗର
ଧାମନଗର, ୬।୫ (ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବଜାରର ମଧ୍ୟଭାଗରେ ରହିଛି ବହୁ ପୁରାତନ ତଥା ଐତିହାସିକ ଜଗୁସାଗର ପୋଖରୀ। ଏହି ପୋଖରୀର ପୁନରୁଦ୍ଧାର ପାଇଁ ବିଭିନ୍ନ ମହଲରେ ଦାବି ହୋଇଆସୁଥିଲେ ମଧ୍ୟ ପ୍ରଶାସନ ଦୃଷ୍ଟି ଆଢ଼ୁଆଳରେ ରହି ଆସିଛି। ସରକାର…
ବନ୍ଦ ହେଲା ବସ୍ ଚଳାଚଳ
ବୈଶିଙ୍ଗା,୬।୫ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅଧୀନ ୧୮ନଂ. ଜାତୀୟ ରାଜପଥର ବିଶ୍ରାମପୁରଠାରୁ ବୈଶିଙ୍ଗା-ବଡ଼ସାହି ରାସ୍ତାର ଦାରିହା ପର୍ଯ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରଧାନମନ୍ତ୍ରୀ ସଡ଼କ ଶୋଚନୀୟ ହୋଇପଡ଼ିଛି। ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୪ କୋଟି…
ବାଷ୍ଟିଲେ ଡେ’ ପରେଡ୍ର ସମ୍ମାନିତ ଅତିଥି ମୋଦି
ନୂଆଦିଲ୍ଲୀ, ୬ା୫: ଚଳିତବର୍ଷ ପ୍ୟାରିସ୍ରେ ଅନୁଷ୍ଠିତ ହେବାକୁ ଥିବା ବାଷ୍ଟିଲେ ପରେଡ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ମାନିତ ଅତିଥି ଭାବେ ଯୋଗଦେବେ। ବାଷ୍ଟିଲେ ପରେଡ୍ ଜୁଲାଇ ୧୪ରେ ଅନୁଷ୍ଠିତ ହେବ। ଭାରତ- ଫ୍ରାନ୍ସ ଷ୍ଟ୍ରାଟେଜିକ୍ ପାର୍ଟନର୍ଶିପ୍କୁ ୨୫ ବର୍ଷ ପୂର୍ତ୍ତି ଅବସରରେ…
ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଲୋଗୋ ଉନ୍ମୋଚିତ
ଲକ୍ଷ୍ନୌ, ୬ା୫: ଉତ୍ତର ପ୍ରଦେଶ ଲକ୍ଷ୍ନୌଠାରେ ଶୁକ୍ରବାର କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂ ଠାକୁର ‘ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଉତ୍ତରପ୍ରଦେଶ ୨୦୨୨’ର ଅଫିସିଆଲ ଲୋଗୋ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ…
ବିଲାଓ୍ବଲ ଆତଙ୍କ ଶିଳ୍ପର ମୁଖପାତ୍ର: ଜୟଶଙ୍କର
ପାଣଜୀ, ୬ା୫: ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋ ଆତଙ୍କ ଶିଳ୍ପର ମୁଖପାତ୍ର ବୋଲି ଶୁକ୍ରବାର ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର କହିଛନ୍ତି। ଆତଙ୍କ ଭିଆଉଥିବା ଅପରାଧୀ ଓ ପୀଡ଼ିତ କେବେ ହେଲେ ଆତଙ୍କବାଦ ରୋକିବା ନେଇ କରାଯାଉଥିବା ଆଲୋଚନାରେ ଏକାଠି…
ଆମେରିକାରେ ୪୦ ବିଲିୟନ ଡଲାର ନିବେଶ କରିଛନ୍ତି ଭାରତୀୟ କମ୍ପାନୀ
ଓ୍ବାଶିଂଟନ, ୬ା୫: ଆମେରିକାରେ ୧୬୩ ଭାରତୀୟ କମ୍ପାନୀ ବର୍ତ୍ତମାନ ସୁଦ୍ଧା ୪୦ ବିଲିୟନ ଡଲାରରୁ ଊର୍ଦ୍ଧ୍ୱ ପୁଞ୍ଜିନିବେଶ କରିଛନ୍ତି। ଏହାଦ୍ୱାରା ସେଠାରେ ୪,୨୫,୦୦୦ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଥିବା ଏକ ସର୍ଭେରେ କୁହାଯାଇଛି। କନ୍ଫେଡେରେଶନ ଅଫ୍ ଇଣ୍ଡିଆନ ଇଣ୍ଡଷ୍ଟ୍ରି (ସିଆଇଆଇ) ପକ୍ଷରୁ…
ଆଜି କିଙ୍ଗ୍ ଚାଲର୍ସଙ୍କ ରାଜ୍ୟାଭିଷେକ
ଲଣ୍ଡନ, ୬ା୫: ବ୍ରିଟେନ୍ ରାଜା ଚାଲର୍ସ ତୃତୀୟ ଏବଂ କୁଇନ୍ ଅଫ୍ କନ୍ଶର୍ଟ କାମିଲାଙ୍କ ରାଜ୍ୟାଭିଷେକ ଶନିବାର ଖୁବ୍ ଆଡମ୍ବର ସହକାରେ ପାଳନ ହେବାକୁ ଯାଉଛି। ସ୍ଥାନୀୟ ସମୟ ୧୦ଟା ୨୦ ମିନିଟ୍ରେ ଚାଲର୍ସଙ୍କ ପ୍ରଶେସନ ସେଣ୍ଟ୍ରାଲ ଲଣ୍ଡନସ୍ଥିତ ବକିଂହାମ ପ୍ୟାଲେସ୍ରୁ…
ମଣିପୁରର ସବୁ ଜିଲାରେ ହାଇ ଆଲର୍ଟ
ଇମ୍ଫାଲ/ନୂଆଦିଲ୍ଲୀ,୬ା୫: ମଣିପୁର ରାଜଧାନୀ ଇମ୍ଫାଲରେ ବୁଧବାର ନାଗା ଓ କୁକି ସମ୍ପ୍ରଦାୟର ଲୋକେ ‘ଆଦିବାସୀ ଏକତା ଶୋଭାଯାତ୍ରା’ କରୁଥିବାବେଳେ ସଂଖ୍ୟାବହୁଳ ମେଇତି ଅଣଆଦିବାସୀଙ୍କ ପକ୍ଷରୁ ଟାର୍ଗେଟ କରାଯାଇଥିଲା। ଏହାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଯୋଗୁ ସ୍ଥିତି ଅଣାୟତ୍ତ ହୋଇଥିଲା।…

