Home

କାନାଡ଼ାର ନାଗରିକତ୍ୱ ଛାଡ଼ିବେ ଅକ୍ଷୟ, କହିଲେ ‘ଭାରତ ମୋ ପାଇଁ ସବୁକିଛି’

ବମ୍ବେ: ଭାରତରେ ଥାଇ ବି କାନାଡିୟ ନାଗରିକତ୍ୱ ଥିବାକୁ ନେଇ ଟ୍ରୋଲ ହୋଇ ଆସୁଛନ୍ତି ବଲିଉଡ୍‌ର ଖିଲାଡି କିଙ୍ଗ ଅକ୍ଷୟ କୁମାର। ଅନେକ ଥର ତାଙ୍କୁ ଏଥିଲାଗି କଟାକ୍ଷ କରାଯାଇଛି। ଲୋକଙ୍କ କଥା ତାଙ୍କୁ ଆଘାତ ଦେଉଥିବାରୁ ଏବେ ସେ ବଡ଼…

୨୦୨୩-୨୪ ରାଜ୍ୟ ବଜେଟ: କୃଷି ପାଇଁ ୨୪ ହଜାର ୮୨୯ କୋଟି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଆରମ୍ଭ ହୋଇଛି। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରୁଛନ୍ତି। ଏହି ଅବସରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସରକାରଙ୍କ ବିଭିନ୍ନ ସଫଳତା ବଖାଣିଛନ୍ତି। ବଜେଟରେ ଚାଷୀଙ୍କୁ ଅଧିକ…

ଗୁଜରାଟ ବିଧାନସଭା ଇତିହାସରେ ପ୍ରଥମ: ରହିବେ ନାହିଁ ବିରୋଧୀ ଦଳ ନେତା

ଗାନ୍ଧୀନଗର,୨୪।୨: ଗଣତାନ୍ତ୍ରିକ ବ୍ୟବସ୍ଥାରେ ଉଭୟ ଶାସକ  ଏବଂ ବିରୋଧୀ ଦଳର ଗୁରୁତ୍ୱ ସମାନ। ଯେଉଁଥିରେ କି ଶାସକ ଦଳ ନୀତି ଏବଂ ଯୋଜନା ମାଧ୍ୟମରେ ବିକାଶର ନୂତନ ଦିଗ ସୃଷ୍ଟି କରିବାକୁ ଆଲୋଚନା କରୁଥିବାବେଳେ ବିରୋଧୀ ତ୍ରୁଟି ଗଣନା କରି ସରକାରଙ୍କ…

ଋତୁସ୍ରାବ ସମୟରେ ଛୁଟି ସମ୍ବନ୍ଧୀୟ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪।୨: ମାସିକ ଋତୁସ୍ରାବ ସମୟରେ ସ୍କୁଲ ଏବଂ କାର୍ଯ୍ୟସ୍ଥଳରୁ ଛୁଟି ସମ୍ପର୍କରେ ଦାଖଲ ହୋଇଥିବା ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ୧୯୬୧ ମାତୃତ୍ୱ ସୁବିଧା ଆଇନକୁ ଦର୍ଶାଇ ଛାତ୍ରୀ ଏବଂ କାର୍ଯ୍ୟରତ ମହିଳାମାନଙ୍କୁ ନିଜ କର୍ମକ୍ଷେତ୍ରରେ ଛୁଟି ପ୍ରଦାନ…

ଶ୍ରୀଦେବୀଙ୍କୁ ମନେ ପକାଇ ଭାବବିହ୍ବଳ ହେଲେ ବୋନି

ମୁମ୍ବାଇ: ଆଜି ବଲିଉଡ୍‌ର ସୌନ୍ଦର୍ଯ୍ୟ ରାଣୀ ଶ୍ରୀଦେବୀଙ୍କ ୫ମ ମୃତ୍ୟୁ ବାର୍ଷିକୀ। ୨୪ ଫେବୃୟାରୀ ୨୦୧୮ରେ ଶ୍ରୀଦେବୀ ଦୁନିଆରୁ ବିଦାୟ ନେଇଥିଲେ। ଫିଲ୍ମ ଜଗତରେ ଶ୍ରୀଦେବୀଙ୍କର ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ତାଙ୍କର ଅନୁପସ୍ଥିତି କେବେ ବି ପୂରଣ ହୋଇପାରିବ ନାହିଁ।…

ମିଡିଆ ଉପରେ ଲାଗିପାରିବନି ରୋକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪।୨: ଆଦାନୀ ଗ୍ରୁପକୁ ନେଇ ହିଣ୍ଡେନବର୍ଗ ପକ୍ଷରୁ ପ୍ରକାଶିତ ରିପୋର୍ଟ ଉପରେ ମିଡିଆ କଭରେଜ ପ୍ରତିବନ୍ଧକ ଲଗାଇବାକୁ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଥିଲା। ଶୁକ୍ରବାର କୋର୍ଟ ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଭାରତର ପ୍ରଧାନ ବିଚାରପତି (ସିଜେଇ) ଡିଏ ଚନ୍ଦ୍ରଚୁଡ…

୩୬୫ ଦିନରେ ଯୁଦ୍ଧ

ୟୁକ୍ରେନ୍‌ ବିରୋଧୀ ଯୁଦ୍ଧରେ ମସ୍କୋ ବିପୁଳ ଅର୍ଥ ଖର୍ଚ୍ଚ କରୁଛି। ସୀମାକୁ ପର୍ଯ୍ୟାପ୍ତ ସୈନ୍ୟ ଓ ସାମରିକ ଉପକରଣ ପଠାଉଛି। ଅନ୍ତର୍ଜାତୀୟ ସମୁଦାୟର କଟକଣା ଯୋଗୁ ରୁଷିଆର ଆର୍ଥତ୍କ ମେରୁଦଣ୍ଡ ଦୋହଲି ଯାଇଥିବାବେଳେ ତୈଳ ଓ ଗ୍ୟାସ୍‌ ରପ୍ତାନି ଭଳି ରାଜସ୍ବର…

ନିଜ ରିସେପ୍‌ଶନରେ ପହଞ୍ଚି ପାରିଲେନି ବରକନ୍ୟା, କାରଣ ଜାଣିଲେ…

ବିବାହ ସମୟରେ, ଅନେକ ଛୋଟ ଏବଂ ବଡ଼ ଭୁଲ୍‌ ପ୍ରାୟତଃ ହୋଇଥାଏ। ଏସବୁ ଅତି ସାଧାରଣ କଥା। କିନ୍ତୁ ଯେତେବେଳେ କିଛି ଅଦ୍ଭୁତ ଏବଂ ଭିନ୍ନ ଘଟଣା ଘଟେ, ସେତେବେଳେ ଉତ୍ତେଜନା ଦେଖାଦେଇଥାଏ। ଆମେରିକାରେ ଏକ ଦମ୍ପତିଙ୍କ ବିବାହ ରିସେପ୍‌ଶନରେ ଏକ…

ଫୁଟ୍‌ବଲ ବିକାଶରେ ଓଡ଼ିଶା ଏଫ୍‌ସି

ଓଡ଼ିଶା ଫୁଟ୍‌ବଲରେ ଅନେକାଂଶରେ ପରିବର୍ତ୍ତନ ଆଣିଛି ଓଡ଼ିଶା ଏଫ୍‌ସି (ଓଏଫ୍‌ସି)। ୨୦୧୪ରୁ ଦିଲ୍ଲୀ ଡାଇନାମୋସ୍‌ ନାମରେ ପରିଚିତ ଏହି କ୍ଲବ କଳିଙ୍ଗ ଷ୍ଟାଡିୟମକୁ ନିଜର ହୋମ୍‌ ଟର୍ଫ ଭାବେ ବାଛିବା ପରେ ଦଳର ନାମ ୨୦୧୯ରୁ ଓଡ଼ିଶା ଫୁଟ୍‌ବଲ କ୍ଲବ୍‌ (ଓଏଫ୍‌ସି)…

ଭାରତର ଏକମାତ୍ର ହକି-କ୍ରିକେଟ୍‌ ଅନ୍ତର୍ଜାତୀୟ ଖେଳାଳି

ଜଣେ କ୍ରୀଡ଼ାବିତ୍‌ ଯେତେବେଳେ ଏକାଧିକ ଲୋକପ୍ରିୟ କ୍ରୀଡ଼ାରେ ଅନ୍ତର୍ଜାତୀୟ ସ୍ତରରେ ଦେଶକୁ ପ୍ରତିନିଧିତ୍ୱ କରନ୍ତି ସେତେବେଳେ ତାଙ୍କର ଅସାଧାରଣ କ୍ରୀଡ଼ା ପ୍ରତିଭାର ପରିଚୟ ମିଳିଥାଏ। ଭାରତୀୟ କ୍ରୀଡ଼ାବିତ୍‌ଙ୍କ ମଧ୍ୟରେ ଆଜି ପର୍ଯ୍ୟନ୍ତ ଜଣେମାତ୍ର ବିରଳ କୀର୍ତ୍ତିମାନର ଅଧିକାରୀ ଭାବେ ଦେଶକୁ କ୍ରିକେଟ୍‌…

ଧାନ କିଣିବାକୁ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଚାଷୀଙ୍କ ଧାରଣା

ଛତ୍ରପୁର,୨୪ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ପଞ୍ଜୀକୃତ ସମସ୍ତ ଚାଷୀଙ୍କ ଧାନ କିଣିବାକୁ ଦାବି ହୋଇଛି। ଏନେଇ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ସ୍ଥାନୀୟ ଜିଲାପାଳଙ୍କ ଅଫିସ ଆଗରେ ଶୁକ୍ରବାର ଗଣଧାରଣା ଦିଆଯାଇଛି। ଚାଷୀ ଓ ଭାଗ ଚାଷୀଙ୍କୁ କୁଇଣ୍ଟାଲ…

ସକ୍ରିୟ ରାଜନୀତିରୁ ଅବସର ନେଲେ ୟେଦୁରପ୍ପା

ବେଙ୍ଗାଲୁରୁ,୨୪।୨: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ବିଏସ ୟେଦୁୟୋରପ୍ପା ସକ୍ରିୟ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ସେ ଶୁକ୍ରବାର ବିଧାନସଭାରେ ତାଙ୍କର ଶେଷ ଭାଷଣ ଦେଇଥିଲେ। ୟେଦୁରପ୍ପା କହିଛନ୍ତି, ମୁଁ ସକ୍ରିୟ ରାଜନୀତିରୁ ଅବସର ନେବାକୁ ନିଷ୍ପତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri