Home

ବୁଲାକୁକୁର ରହିବେ କେଉଁଠି

ବାରିପଦା ଅଫିସ,୨୪ା୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ବୁଲା କୁକୁରଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଛକ, ବଜାର, ଗଳିକନ୍ଦି ଓ ମୁଖ୍ୟ ରାସ୍ତାରେ ବୁଲାକୁକୁର ଖାଇବାକୁ ନ ପାଇ ହିଂସ୍ର ହୋଇପଡ଼ୁଛନ୍ତି। ହାଇଦ୍ରାବାଦରେ ୪ବର୍ଷର ଶିଶୁପୁତ୍ରଙ୍କୁୁ ବୁଲାକୁକୁର ଝୁଣି…

ଚନ୍ଦନ ବଣ ଛାରଖାର

ଯୋଡ଼ା,୨୪ା୨(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଅନ୍ତର୍ଗତ ବିରିକଳା ପଞ୍ଚାୟତ କାର୍ଯ୍ୟାଳୟ ପଛ ପାର୍ଶ୍ୱରେ ଥିବା ଚନ୍ଦନ ଗଛ ବଣରେ ନିଆଁ ଲାଗି ଛାରଖାର ହୋଇଯାଇଛି। କେହି ଦୁର୍ବୃତ୍ତ ନିଆଁ ଲଗାଇ ଚାଲି ଯାଇଥିବା ବେଳେ ସ୍ଥାନୀୟ ବାସିନ୍ଦା ପୁରୁଷୋତ୍ତମ ସାହୁ,…

ୟୁକ୍ରେନକୁ ଆଉ ୨ ବିଲିୟନ ଡଲାର ସହାୟତା ଦେଲା ଆମେରିକା

କିଭ୍‌,୨୪।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ହେବାର ଗୋଟିଏ ବର୍ଷ ବିତିଗଲାଣି। ଗୋଟିଏ ପଟେ ଆମେରିକାର ନେତୃତ୍ୱରେ ପାଶ୍ଚାତ୍ୟ ଦେଶଗୁଡ଼ିକ ୟୁକ୍ରେନକୁ ସାହାଯ୍ୟ କରୁଛନ୍ତି। ଏଥି ସହିତ ରୁଷିଆ ନିଜର ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରୁଛି। ଏହି ସମୟରେ ଆମେରିକା…

ଜଳୁଛି ଜଙ୍ଗଲ

ଜଳେଶ୍ୱର, ୨୪ା୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆର ରଙ୍ଗାମାଟିଆ ଜଙ୍ଗଲରେ ଗୁରୁବାର ମଧ୍ୟାହ୍ନରୁ ନିଆଁ ଲାଗିଛି। ବିସ୍ତୀର୍ଣ୍ଣ ଅଞ୍ଚଳକୁ ନିଆଁ ବ୍ୟାପିଥିଲେ ମଧ୍ୟ ବନବିଭାଗ ଲିଭାଇବାରେ ସଫଳ ହୋଇ ହୋଇପାରିନାହିଁ। ୧୦୦ ଏକରରୁ ଅଧିକ ଜଙ୍ଗଲରୁ ସନ୍ଧ୍ୟା ସୁଦ୍ଧା ପ୍ରାୟ…

ଖୁବ୍‌ଶୀଘ୍ର ଆସିବ ପେଟ୍‌ ଆନିମଲ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨୪।୨ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଖୁବ୍‌ଶୀଘ୍ର ପେଟ୍‌ ଆନିମଲ ଗାଇଡ୍‌ଲାଇନ ଆଣିବାକୁ ଯାଉଛି। ଏନେଇ ଡ୍ରାଫ୍ଟ ପ୍ରସ୍ତୁତ ସରିଥିବାବେଳେ ମାର୍ଚ୍ଚ ପ୍ରଥମ ସପ୍ତାହରେ ଏକ ସ୍ବତନ୍ତ୍ର ବୈଠକ ବସିବ। ଏଥିରେ ପ୍ରାଣୀପ୍ରେମୀ, ସମସ୍ତ କର୍ପୋରେଟର ଏବଂ ବିଏମ୍‌ସି ଅଧିକାରୀମାନେ…

ଆମ ଆଦମୀ ପାର୍ଟିକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୪।୨: ମେୟର ତଥା ଡେପୁଟି ମେୟର ନିର୍ବାଚନରେ ଜିତିବା ପରେ ଷ୍ଟାଣ୍ଡିଂ କମିଟିରେ ସଂଖ୍ୟାଗରିଷ୍ଠତା ହାସଲ କରିବାକୁ ସଂଘର୍ଷ କରୁଥିବା ଆମ ଆଦମୀ ପାର୍ଟିକୁ ଝଟ୍‌କା ଲାଗିଛି। ସ୍ଥାୟୀ କମିଟି ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟିର ଜଣେ କାଉନସିଲର ଶୁକ୍ରବାର…

୪୧ ପଞ୍ଚାୟତରେ ୨୪ କାର୍ଯ୍ୟନିର୍ବାହୀ ଅଧିକାରୀ

ନିଶ୍ଚିନ୍ତକୋଇଲି,୨୪ା୨(ସ୍ବ.ପ୍ର.): ପଞ୍ଚାୟତ ଓ ବ୍ଲକ ସ୍ତରରେ ଗ୍ରାମାଞ୍ଚଳର ବିକାଶ ପାଇଁ ପ୍ରକଳ୍ପ ଏବଂ ଯୋଜନାଗୁଡ଼ିକର ସଫଳ ରୂପାୟନ ହୋଇଥାଏ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନାକୁ କାର୍ଯ୍ୟକାରୀ କରିବାକୁ ଦକ୍ଷ ପ୍ରଶାସନିକ ଅଧିକାରୀ ଏବଂ କର୍ମଚାରୀଙ୍କ ଆବଶ୍ୟକତା ରହିଛି।…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ଭାବେ ନାମିତ କରାଯାଉ

ଭୁବନେଶ୍ବର,୨୪ା୨(ବ୍ୟୁରୋ): ଝାରସୁଗୁଡ଼ା ଜିଲା ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ଭାବେ ନାମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଧର୍ମେନ୍ଦ୍ର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି,…

ସତ୍ୟପାଠ ଦାଖଲ ପାଇଁ ରାଜ୍ୟ ସରକାର ସମୟ ନେଲେ

କଟକ ଅଫିସ,୨୪ା୨: ଅନୁସୂଚିତ ଜାତି(ଏସ୍‌ସି) ଓ ଅନୁସୂଚିତ ଜନଜାତି(ଏସ୍‌ଟି) ଛାତ୍ରୀଛାତ୍ରଙ୍କୁ ତୁରନ୍ତ ଷ୍ଟାଇପେଣ୍ଡ୍‌ ପ୍ରଦାନ ସମ୍ପର୍କିତ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଏଠାରେ ସତ୍ୟପାଠ ଦାଖଲ ପାଇଁ ରାଜ୍ୟ ସରକାର ସମୟ ନେଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଗୁରୁବାର ଶୁଣାଣିବେଳେ…

ଓଡ଼ିଶାରେ ଜିଏସ୍‌ଟି ଆଦାୟ ୫୦ ହଜାର କୋଟି ଛୁଇଁବ

ଭାରତରେ ୨୦୧୭ ଜୁଲାଇ ୧ ତାରିଖରୁ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଲାଗୁ ହେବା ପରେ ଦେଶରେ ପୂର୍ବରୁ ପ୍ରଚଳିତ ବହୁମୁଖୀ ଟିକସ ବ୍ୟବସ୍ଥାକୁ ହଟାଇ ଦିଆଯାଇଛି। କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ କେବଳ ପେଟ୍ରୋଲଜାତ ଦ୍ରବ୍ୟ ଓ ଟବାକୋ ଜାତୀୟ ସାମଗ୍ରୀରେ…

ସେଣ୍ଟ୍ରାଲ୍‌ ଏକ୍ସାଇଜ ଡେ’

୧୯୪୪ ଫେବୃୟାରୀ ୨୪ରେ ଲାଗୁ ହୋଇଥିବା ସେଣ୍ଟ୍ରାଲ ଏକ୍ସାଇଜ୍‌ ବା କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ଏବଂ ଲୁଣ ଆଇନକୁ ସ୍ମରଣୀୟ କରିବା ଉଦ୍ଦେଶ୍ୟରେ ଫେବୃୟାରୀ ୨୪କୁ ସେଣ୍ଟ୍ରାଲ୍‌ ଏକ୍ସାଇଜ୍‌ ଡେ ଭାବେ ପାଳନ କରାଯାଉଛି। ଦେଶ ପାଇଁ ସେଣ୍ଟ୍ରାଲ ବୋର୍ଡ ଅଫ୍‌…

ବାହ୍ୟ ମଳମୁକ୍ତ ଯୋଜନା ପ୍ରହସନ

ପଟ୍ଟାମୁଣ୍ଡାଇ,୨୪ା୨(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ସ୍ବଚ୍ଛ ଭାରତ ଅଭିଯାନ ଯୋଜନା ଫେଲ୍‌ ମାରିଛି। ଅଧିକାଂଶ ଗଁା ଅଳିଆ ଆବର୍ଜନାରେ ପୁରି ରହିଛି। ଲୋକେ ବାହାରେ ମଳତ୍ୟାଗ କରୁଛନ୍ତି। କେତେଜଣ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଖାମଖିଆଲ ନୀତି ଯୋଗୁ ଏହି ଯୋଜନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri