Home

ରାଜ୍ୟର ବିଭିନ୍ନ ସ୍ଥାନରେ ହନୁମାନ ମନ୍ଦିର ନିର୍ମାଣ କରିବୁ: ଡି.କେ ଶିବକୁମାର

ବେଙ୍ଗାଲୁରୁ, ୪।୫:କର୍ନାଟକ ବିଧାନସଭା ନିର୍ବାଚନକୁ ଆଉ ସପ୍ତାହେ ବାକି ଥିବା ବେଳେ ଭାଜପା ଏବଂ କଂଗ୍ରେସ ମଧ୍ୟରେ ହନୁମାନଙ୍କୁ ନେଇ ରାଜନୀତି ଦେଖିବାକୁ ମିଳିଛି। ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଜାରି ଇସ୍ତାହାରରେ ବଜରଙ୍ଗ ଦଳ ଏବଂ ପପୁଲାର ଫ୍ରଣ୍ଟ ଅଫ୍‌…

ଡ୍ରୋନ୍‌ ଆକ୍ରମଣ ପଛରେ ଆମେରିକାର ହାତ ଥିବା କହିଲା ରୁଷିଆ

ମସ୍କୋ,୪ା୫: କ୍ରେମଲିନ ଉପରେ ଡ୍ରୋନ ଆକ୍ରମଣ ପଛରେ ଆମେରିକାର ହାତ ରହିଛି। କିଭ୍‌ ଆମେରିକାର ଆଦେଶରେ ଏହି ଆକ୍ରମଣ କରିଥିଲା। ରୁଷିଆ ଗୁରୁବାର ଏହି ବଡ ଅଭିଯୋଗ ଆଣିଛି। ପ୍ରକୃତରେ କିଭ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ହତ୍ୟା କରିବାକୁ ଚାହୁଁଥିବା ଅଭିଯୋଗ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ

ବେଗୁନିଆପଡ଼ା, ୪।୫(ଡି ଏନ ଏ) : ଗଞ୍ଜାମ ଜିଲା କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଡା. ବିଶ୍ବମ୍ବର ବେହେରା। ଡା. ବେହେରା ଗୁରୁବାର କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ୫ଟି ଅଧିନରେ ଚାଲିଥିବା ବିଭିନ୍ନ…

‘କେରଲା ଷ୍ଟୋରି’: ସୁପ୍ରିମକୋର୍ଟରେ ଆଉ ଏକ ପିଟିଶନ ଦାଖଲ, ଶୁଣାଣି କରିବାକୁ ମନା କଲେ ପ୍ରଧାନ ବିଚାରପତି

ଥିରୁଭାନନ୍ତପୁରମ୍‌,୪।୫: ଫିଲ୍ମ ‘କେରଲା ଷ୍ଟୋରି’ ଶୁକ୍ରବାର ରିଲିଜ ହେବାକୁ ଯାଉଛି। ତେବେ ଫିଲ୍ମକୁ ନେଇ ବିବାଦ ଜାରି ରହିଛି। ଜମିୟତ ଉଲେମା-ଏ-ହିନ୍ଦର ଆଇନଜୀବୀ ‘କେରଲା ଷ୍ଟୋରି’ ବିରୋଧରେ ପୁଣି ଥରେ ସୁପ୍ରିମକୋର୍ଟରେ ମାମଲା ଦାୟର କରିଛନ୍ତି। କିନ୍ତୁ ଜମିୟତ ଓକିଲଙ୍କ ଆବେଦନ…

ଗଞ୍ଜାମ ଜିଲା ମଙ୍ଗଳ ଅଧିକାରୀ ହେଲେ ମଧୁସ୍ମିତା ମହାପାତ୍ର

ଛତ୍ରପୁର,୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ମଙ୍ଗଳ ଅଧିକାରୀ ଭାବେ ମଧୁସ୍ମିତା ମହାପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ସମସ୍ତ ଅଧିକାରୀ ଓ କର୍ମଚାରୀ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ଏହା ପୂର୍ବରୁ ସେ କଟକ ଜିଲାରେ କାର୍ଯ୍ୟ କରୁଥିଲେ। ଏସି,…

ଜମିବାଡ଼ି ବିବାଦରୁ ବୃଦ୍ଧଙ୍କୁ ନିର୍ମମ ହତ୍ୟା: ୨ ଅଟକ

ବେଗୁନିଆପଡ଼ା,୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ଥାନା ଅନ୍ତର୍ଗତ ନୂଆପଲୀ ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଜଣେ ବୃଦ୍ଧଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ସୂଚନା ମିଳିଛି। ମୃତ ବୃଦ୍ଧ ଜଣକ ହେଲେ ନୂଆପଲୀ…

ଗ୍ୟାଙ୍ଗଷ୍ଟର ଅନିଲ ଦୁଜାନା ମିରଟ ପୋଲିସ ଏନକାଉଣ୍ଟରରେ ନିହତ

ମିରଟ,୪।୫: ଗ୍ୟାଙ୍ଗଷ୍ଟର ଅନିଲ ଦୁଜାନା ଗୁରୁବାର ଏସଟିଏଫର ଏନକାଉଣ୍ଟରେ ନିହତ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, କୁଖ୍ୟାତ ଅପରାଧୀ ଅନିଲ ଦୁଜାନା ମିରଟରେ ଭୋଲା ଝାଲରେ ସକ୍ରିୟ ଥିବା ସୂଚନା ମିଳିବା ପରେ ଏସଟିଏଫ ତାଙ୍କୁ ଚାରି ପଟରୁ…

୧୧ଟି ୱାର୍ଡର ଉପନିର୍ବାଚନ ଫଳାଫଳ ଘୋଷିତ

ପୁରୁଷୋତ୍ତମପୁର,୪।୫(ଡିଏନଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ୮ଟି ପଞ୍ଚାୟତର ୮ଟି ୱାର୍ଡରେ ହୋଇଥିବା ଉପନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ନିର୍ବାଚନ ଅଧିକାରୀ ତଥା ବିଡିଓ ବିଜୟ କୁମାର ବେହେରା ଗୁରବାର ଭୋଟ ଗଣତିକରି ଘୋଷଣା କରିଛନ୍ତି। ଭାଟକୁମରଡା ପଞ୍ଚାୟତ ୱାର୍ଡ ନଂ…

କୋଟିଏ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

ବ୍ରହ୍ମପୁର ଅଫିସ, ୪।୫: ଅବକାରୀ ଗୁଇନ୍ଦା ଟିମ୍‌ ଗୁରୁବାର ଗଞ୍ଜାମ ଜିଲା ଚିକିଟି ଧାନଘର ନିକଟରୁ କୋଟିଏ ଟଙ୍କାର ଗଞ୍ଜେଇ ଜବତ କରିଛି। ଏକ ଟ୍ରକରେ ଗଞ୍ଜେଇ ଭର୍ତ୍ତି କରାଯାଇ ଚାଲାଣ ହେଉଥିଲା। ଘଟଣାସ୍ଥଳରୁ ଗୋଟିଏ ଗଞ୍ଜେଇ ଭର୍ତ୍ତି ଟ୍ରକ, କାର,…

ଛାତ୍ରୀଙ୍କ ସହ ପାଦରେ ପାଦ ମିଶାଇ ଡ୍ୟାନ୍ସ କଲେ ଶିକ୍ଷକ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ଜଣେ ଶିକ୍ଷକ ସରକାରୀ ବିଦ୍ୟାଳୟର ଛାତ୍ରୀମାନଙ୍କ ସହିତ ଖୁବ୍‌ ସୁନ୍ଦର ଭାବରେ ଡ୍ୟାନ୍ସ କରୁଥିବାର ନଜର ଆସିଛନ୍ତି। javed_gurudeva ନାମକ ଏକ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଜଣେ ଶିକ୍ଷକ କ୍ଲାସ୍‌ରୁମ୍‌ରେ ଛାତ୍ରୀମାନଙ୍କ ସହିତ ଚମତ୍କାର ଡ୍ୟାନ୍ସ କରୁଥିବା ଦେଖିବାକୁ ମିଳଛି।…

ଗୋଆ ପହଞ୍ଚିଲେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋ

ପଣଜୀ,୪।୫: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋ ଭାରତ ଗସ୍ତରେ ଆସିଛନ୍ତି। ବିଲାଓ୍ବଲ ଗୁରୁବାର ଦିନ ଗୋଆରେ ପହଞ୍ଚିଛନ୍ତି। ଏଠାରେ ସେ ଚାଇନାର ଅନୁଗାମି ସାଂଘାଇ କୋଅପରେଶନ ଅର୍ଗାନାଇଜେଶନ(ଏସସିଓ)ର ବୈଦେଶିକ ମନ୍ତ୍ରୀଙ୍କ ବୈଠକରେ ଯୋଗଦେବେ। ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର…

ହାଇକୋର୍ଟରୁ ନୀତୀଶ ସରକାରଙ୍କୁ ବଡ ଝଟକା!

ପାଟନା,୪।୫: ଜାତୀୟ ଜନଗଣନା ଉପରେ ରୋକ ଲଗାଇବାକୁ ନେଇ ଦାୟର କରାଯାଇଥିବା ଆବେଦନ ଉପରେ ଗୁରୁବାର ପାଟନା ହାଇକୋର୍ଟ ନିଷ୍ପତ୍ତି ଶୁଣାଇଛନ୍ତି। ବିହାର ସରକାରଙ୍କ ନିଷ୍ପତ୍ତିକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ସୁପ୍ରିମକୋର୍ଟଙ୍କ ଆଦେଶରେ କୁହାଯାଇଥିଲା କି ୩ ଦିନରେ ଶୁଣାଣି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?