Home

ଶନିବାର କିଙ୍ଗ ଚାଲର୍‌ସ ତୃତୀୟଙ୍କ ରାଜ୍ୟାଭିଷେକ: ଖର୍ଚ୍ଚ ହେବ ୧୦୨୧ କୋଟି…

ଲଣ୍ଡନ,୪।୫ : ବ୍ରିଟେନରେ ରାଜା ଚାଲର୍‌ସ ତୃତୀୟଙ୍କ ରାଜ୍ୟାଭିଷେକ ପାଇଁ ପ୍ରସ୍ତୁତି ଚାଲିଛି। କିଙ୍ଗ ଚାଲର୍‌ସ ତୃତୀୟଙ୍କର ଲଣ୍ଡନରେ ୬ ମେ ଶନିବାରରେ ରାଜ୍ୟାଭିଷେକହେବ। ରାଣୀ ଏଲିଜାବେଥଙ୍କ ମୃତ୍ୟୁ ପରଠାରୁ ରାଜା ଚାଲର୍‌ସଙ୍କ ରାଜ୍ୟାଭିଷେକ ପାଇଁ ପ୍ରସ୍ତୁତି ଚାଲିଛି। ଏହି ସମୟରେ,…

ଜିହାଦ ପାଇଁ ପାକିସ୍ତାନରେ ପାଣ୍ଠି ସଂଗ୍ରହ କରୁଛି ଜୈଶ ଆତଙ୍କବାଦୀ ସଂଗଠନ…

ଇସଲାମାବାଦ,୪।୫ : ଜାତିସଂଘ ଦ୍ୱାରା ବିଶ୍ୱ ଆତଙ୍କବାଦୀ ସଂଗଠନ ଘୋଷଣା କରାଯାଇଥିବା ଜୈଶ-ଇ-ମହମ୍ମଦ ପେଶୱାର ଏବଂ ଅନ୍ୟାନ୍ୟ ସହରରେ ଜିହାଦ ପାଇଁ ପାଣ୍ଠି ସଂଗ୍ରହ କରିଛି। ୟୁରୋପୀୟ ଟାଇମ୍ସ ରିପୋର୍ଟ କରିଛି, ଜୈଶ ସଦସ୍ୟମାନେ ଚଳିତ ବର୍ଷ ଏପ୍ରିଲରେ ଖାଇବର ପସ୍ତୁନଖ୍ବା…

ୟୁକ୍ରେନ ପାଇଁ ୩୦୦ ନିୟୁତ ଡଲାରର ସାମରିକ ସହାୟତା ପ୍ୟାକେଜ ଘୋଷଣା କଲା ଆମେରିକା…

ଓ୍ବାଶିଂଟନ,୪।୫ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଏକ ବର୍ଷରୁ ଅଧିକ ସମୟ ବିତିଗଲାଣି। ଭାରୀ ଅସ୍ତ୍ରଶସ୍ତ୍ର ଯୋଗାଇ ଶକ୍ତିଶାଳୀ ରୁଷିଆ ସାମନାରେ ଆମେରିକା ଦୁର୍ବଳ ୟୁକ୍ରେନକୁ ସାହାଯ୍ୟ କରୁଛି। ରାଷ୍ଟ୍ରପତି ଜୋ ବାଇଡେନ ପ୍ରଶାସନ ବୁଧବାର ପୁଣି…

ଜେଲେନସ୍କିଙ୍କୁ ହତ୍ୟା କରିବା ଛଡା ଅନ୍ୟ କିଛି ବିକଳ୍ପ ନାହିଁ: ଧମକ ଦେଲା ରୁଷିଆ…

ମସ୍କୋ,୪।୫ : ରୁଷିଆ ରାଷ୍ଟ୍ରପତିଙ୍କ ସରକାରୀ ବାସଭବନ କ୍ରେମଲିନ ଉପରେ ଡ୍ରୋନ ଆକ୍ରମଣ ପରେ ରୁଷି ଅତ୍ୟନ୍ତ କ୍ରୋଧିତ ହୋଇଛି। ରୁଷିଆର ପୂର୍ବତନ ରାଷ୍ଟ୍ରପତି ଦିମିତ୍ରୀ ମେଡଭେଡେଭ ୟୁକ୍ରେନ ଉପରେ ଏତେ ରାଗିଛନ୍ତି, ସେ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ହତ୍ୟା କରିବାକୁ…

୨୮ ଜଣିଆ ଓଡ଼ିଶା ଦଳ ଘୋଷିତ

ଭୁବନେଶ୍ୱର,୪ା୫(ସ୍ପୋଟର୍‌ସ ବ୍ୟୁରୋ): ଜାତୀୟ ସବ୍‌ ଜୁନିୟର ମହିଳା ହକି ଟୁର୍ନାମେଣ୍ଟ ପାଇଁ ବୁଧବାର ୨୮ ଜଣିଆ ଓଡ଼ିଶା ଦଳ ଘୋଷଣା କରାଯାଇଛି। ଅମୀଷା କୁଲ୍ଲୁଙ୍କୁ ଏହି ଦଳର ଅଧିନାୟିକା ରଖାଯାଇଥିବା ବେଳେ ତନୁଜା ଟପ୍ପୋ ଉପ ଅଧିନାୟିକା ରହିଛନ୍ତି। ଖେଲୋ ଇଣ୍ଡିଆ…

ସୁନୀଲଙ୍କୁ ସଂଯୋଜକ ଦାୟିତ୍ୱ

ଭୁବନେଶ୍ୱର, ୪ା୫ (ସ୍ପୋଟର୍‌ସ ବ୍ୟୁରୋ): ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ୨୦୨୩ ଲାଗି ପ୍ରସ୍ତୁତି ସକାଶେ ଆୟୋଜିତ ଜାତୀୟ ଫୁଟ୍‌ବଲ ଦଳର କୋଚିଂ କ୍ୟାମ୍ପ ପାଇଁ ସୁନୀଲ ମିତ୍ରଙ୍କୁ ସଂଯୋଜକ ଭାବେ ନିଯୁକ୍ତି ମିଳିଛି। ସୁନୀଲ ହେଉଛନ୍ତି ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ)ର…

କଟକ, ଆରଏସ୍‌ପି, ସୁବର୍ଣ୍ଣପୁର, ଦେବଗଡ଼ ବିଜୟୀ

ଭୁବନେଶ୍ୱର, ୪ା୫ (ସ୍ପୋଟର୍‌ସ ବ୍ୟୁରୋ): ୬୨ତମ ସିନିୟର ପୁରୁଷ ଆନ୍ତଃଜିଲା ଫୁଟ୍‌ବଲ ଚାମ୍ପିୟନଶିପ୍‌ ସାହାଣୀ କପ୍‌ରେ ବୁଧବାର ବିଭିନ୍ନ ଗ୍ରାଉଣ୍ଡରେ ଖେଳାଯାଇଥିବା ୪ଟି ମ୍ୟାଚରେ କଟକ, ଆରଏସ୍‌ପି, ସୁବର୍ଣ୍ଣପୁର ଓ ଦେବଗଡ଼ ବିଜୟୀ ହୋଇଛନ୍ତି। କଟକର ଓଟିଏମ୍‌ ଗ୍ରାଉଣ୍ଡରେ କଟକ ୧-୦…

ଓଏଫ୍‌ସିର ଦ୍ୱିତୀୟ ବିଜୟ

ଭୁବନେଶ୍ୱର,୪ା୫(ସ୍ପୋଟର୍‌ସ ବ୍ୟୁରୋ): ଗୁଜରାଟରେ ଅନୁଷ୍ଠିତ ଇଣ୍ଡିଆନ୍‌ ଓମେନ୍ସ ଲିଗ୍‌ରେ ଦ୍ୱିତୀୟ ବିଜୟ ହାସଲ କରିଛି ଓଡ଼ିଶା ଏଫ୍‌ସି(ଓଏଫ୍‌ସି)। ପ୍ରଥମ ସଂସ୍କରଣ ଚାମ୍ପିୟନ ଇଷ୍ଟର୍ନ ସ୍ପୋର୍ଟିଂ ୟୁନିୟନକୁ ବୁଧବାର ୪-୦ରେ ପରାସ୍ତ କରିଛି ଓଡିଶା। ଦଳ ପକ୍ଷରୁ ଯଶୋଦା ମୁଣ୍ଡା, ଅଞ୍ଜୁ ତମାଙ୍ଗ,…

ନ୍ୟୁ ଏଜ୍‌ ଏନର୍ଜି ମିନେରାଲ୍ସ ରିପୋର୍ଟ ଉନ୍ମୋଚିତ

ନୂଆଦିଲ୍ଲୀ,୪।୫: ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କର୍ମସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ଏକ ବିଶେଷଜ୍ଞ କମିଟି ଦ୍ୱାରା ପ୍ରସ୍ତୁତ ‘ନ୍ୟୁ ଏଜ୍‌ ଏନର୍ଜି ମିନେରାଲ୍ସ’ ରିପୋର୍ଟ ନିକଟରେ ଉନ୍ମୋଚିତ ହୋଇଯାଇଛି। ନୂଆଦିଲ୍ଲୀଠାରେ ଏକ ସ୍ବତନ୍ତ୍ର ସମାରୋହର ଆୟୋଜନ କରାଯାଇଥିଲା। ଏହି…

ଡା. ଅର୍ଥୋ ଭାରତର ଶ୍ରେଷ୍ଠ ବ୍ରାଣ୍ଡ୍‌

ନୂଆଦିଲ୍ଲୀ,୪।୫: ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ଲୋକପ୍ରିୟ ବ୍ରାଣ୍ଡ୍‌ ଡା. ଅର୍ଥୋକୁ ନିକଟରେ ଭାରତର ଶ୍ରେଷ୍ଠ ବ୍ରାଣ୍ଡ୍‌ ସମ୍ମାନରେ ସମ୍ମାନିତ କରାଯାଇଛି। ଏପରିକି ଡା. ଅର୍ଥୋକୁ ମୋଷ୍ଟ ଟ୍ରଷ୍ଟେଡ୍‌ ବ୍ରାଣ୍ଡ୍‌ ଅଫ୍‌ ଇଣ୍ଡିଆ-୨୦୨୩ ସମ୍ମାନ ପ୍ରଦାନ…

ବିଓଏମ୍‌ର ନୂତନ ଅଞ୍ଚଳ ମୁଖ୍ୟ

ଭୁବନେଶ୍ୱର,୪।୫: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌), ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ଅଞ୍ଚଳ ମୁଖ୍ୟ ଭାବେ ଆଲୋକ କୁମାର ମିଶ୍ର ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ମୁମ୍ବାଇସ୍ଥିତ ଫୋର୍ଟ ଶାଖାରେ ଶାଖା ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ।…

ଆଇଓବିର ପୁରୀ ଶାଖା ଗୃହ ଉଦ୍‌ଘାଟିତ

ଭୁବନେଶ୍ୱର,୪।୫: ଇଣ୍ଡିଆନ୍‌ ଓଭରସିଜ୍‌ ବ୍ୟାଙ୍କ (ଆଇଓବି) ର ପୁରୀ ଶାଖା ପରିସରରେ ଏକ ନୂତନ ଗୃହ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଆଇଓବିର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଜୟ କୁମାର ଶ୍ରୀବାସ୍ତବ ସମ୍ମାନିତ ଅତିଥି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?