Home

କନକ ଜୁଏଲେରିରୁ ସୁନା କିଣି ଇ-ବାଇକ୍‌ ପାଇଲେ ଗ୍ରାହକ

କେନ୍ଦୁଝର,୪ା୫(ସ୍ବ.ପ୍ର.): କେନ୍ଦୁଝର ଜିଲାର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ କନକ ଜୁଏଲାରୀରୁ ସୁନା କିଣି ଇ-ବାଇକ୍‌ ପାଇଲେ ଗ୍ରାହକ। ଏପରିକି ୨୦୨୩ ଏପ୍ରିଲଠାରୁ ଅକ୍ଷୟ ତୃତୀୟା ପର୍ଯ୍ୟନ୍ତ ସୁନା ଅଳଙ୍କାର କ୍ରୟ ଉପରେ ସ୍ବତନ୍ତ୍ର ରିହାତି ବ୍ୟବସ୍ଥା କରାଯାଇଥିଲା। ଏଥିସହ ୫ ହଜାର…

ଟାଟା ଷ୍ଟିଲ୍‌ର ଫଳାଫଳ

ଭୁବନେଶ୍ୱର,୪।୫: ଟାଟା ଷ୍ଟିଲ୍‌ ପକ୍ଷରୁ ୨୦୨୩ ମାର୍ଚ୍ଚ ୩୧ ସୁଦ୍ଧା ଶେଷ ହୋଇଥିବା ଆର୍ଥିକ ବର୍ଷ ଏବଂ ୪ର୍ଥ ତ୍ରୈମାସିକର ଆର୍ଥିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଅସ୍ଥିର ପରିଚାଳନା ପରିବେଶ ସତ୍ତ୍ୱେ ୨୦୨୨-୨୩ ଆର୍ଥିକ ବର୍ଷରେ କମ୍ପାନୀର ରାଜସ୍ବ…

ରାଉରକେଲା ଅରୁନ୍ଧତୀ ଜୁଏଲର୍ସର ପ୍ରଥମ ବାର୍ଷିକୀ

ଭୁବନେଶ୍ୱର,୪।୫: ଅରୁନ୍ଧତୀ ଜୁଏଲର୍ସର ରାଉରକେଲାସ୍ଥିତ ଏକ୍ସକ୍ଲୁସିଭ ଶୋ’ରୁମ୍‌ର ପ୍ରଥମ ବାର୍ଷିକ ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଅରୁନ୍ଧତୀ ଜୁଏଲସର୍ର୍ର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ଅରୁନ୍ଧତୀର ଏହି ସଫଳ ଯାତ୍ରାରେ ସାଥ୍‌ ଦେଇଥିବା ସମସ୍ତ ଗ୍ରାହକ ବନ୍ଧୁ…

କାଜାରିଆର ନୂତନ ଆଉଟ୍‌ଲେଟ୍‌

କେନ୍ଦୁଝର,୪ା୫(ସ୍ବ.ପ୍ର.): କେନ୍ଦୁଝର ସହର କରଞ୍ଜିଆ ବସ୍‌ଷ୍ଟାଣ୍ଡ ନିକଟରେ କାଜାରିଆର ନୂତନ ଆଉଟ୍‌ଲେଟ୍‌ ବୁଧବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି କମ୍ପାନୀର ସ୍ବିକୃତୀପ୍ରାପ୍ତ ଡିଲର ଓମ୍‌କାର ଟ୍ରେଡର୍ସ ଆନୁକୂଲ୍ୟରେ ଏହାର ଶୁଭାରମ୍ଭ କରାଯାଇଛି। ଏଠାରେ କମ୍ପାନୀର ସମସ୍ତ ବର୍ଗର ଫ୍ଲୋର ଟାଇଲ୍ସ,…

ବୈଷୟିକ ନିରାପତ୍ତା ବ୍ୟବସ୍ଥାକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୪।୫: ବେଦାନ୍ତ ଆଲୁମିନିୟମ ପକ୍ଷରୁ କାର୍ଯ୍ୟସ୍ଥଳରେ ‘ଓ୍ବାଲର୍ଡ ଡେ ଫର ସେଫ୍ଟି ଆଣ୍ଡ ହେଲଥ ଆର୍ଟ ଓ୍ବାର୍କ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ୟୁନିଟ୍‌ ଝାରସୁଗୁଡ଼ାଠାରେ ଏକ ଅଗ୍ନି ନିରାପତ୍ତା ତାଲିମ ପାର୍କର ମଧ୍ୟ ଉଦ୍‌ଘାଟନ କରାଯାଇଛି। ଉକ୍ତ…

ଆଜି ହନୁମାନ ଚାଳିଶା ଆବୃତ୍ତି କରିବ ବଜରଙ୍ଗ ଦଳ

ବେଙ୍ଗାଲୁରୁ/ଆଙ୍କୋଲା,୪ା୫ : କଂଗ୍ରେସ କ୍ଷମତାକୁ ଆସିଲେ ବଜରଙ୍ଗ ଦଳକୁ ବେଆଇନ ଘୋଷଣା କରିବ ବୋଲି ନିର୍ବାଚନୀ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଛି। ଏହାର ପ୍ରତିବାଦରେ ବଜରଙ୍ଗ ଦଳ ସାରା କର୍ନାଟକରେ ଗୁରୁବାର ହନୁମାନ ଚାଳିଶା ଆବୃତ୍ତି କାର୍ଯ୍ୟକ୍ରମ କରିବାକୁ ନିଷ୍ପତ୍ତି ନେଇଛି। ମେ’…

ଲୁଟ୍‌ ପ୍ରତି ମୋଦି ଆଖି ବୁଜିଦେଇଛନ୍ତି: ପ୍ରିୟଙ୍କା

ଇନ୍ଦି(କର୍ନାଟକ),୪ା୫ : କର୍ନାଟକରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରୁଥିବା କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ରାଜ୍ୟରେ ଭାଜପାର ୪୦ ପ୍ରତିଶତ କମିଶନ ସରକାର ଚାଲିଛି। ଭାଜପା…

ନିଷ୍ପତ୍ତି ବଦଳାଇବାକୁ ପାଓ୍ବାର ଅମଙ୍ଗ

ମୁମ୍ବାଇ,୪ା୫: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ଅଧ୍ୟକ୍ଷ ପଦରୁ ଇସ୍ତଫା ଘୋଷଣା କରିଥିବା ବର୍ଷୀୟାନ୍‌ ରାଜନେତା ଶରଦ ପାଓ୍ବାର ନିଜ ନିଷ୍ପତ୍ତିରେ ଅଟଳ ରହିଛନ୍ତି। ପାଓ୍ବାର ଦୁଇ ତିନିଦିନ ମଧ୍ୟରେ ନିଷ୍ପତ୍ତିର ପୁନର୍ବିଚାର କରିବେ ବୋଲି ତାଙ୍କ ପୁତୁରା ତଥା ମହାରାଷ୍ଟ୍ର…

ଗୋଆ ବିମାନବନ୍ଦରରେ ୧୪୪ ଧାରା

ପଣଜୀ,୪ା୫ : ବିମାନବନ୍ଦର ପ୍ରକଳ୍ପ ଲାଗି ଜମି ହରାଇଥିବା ଲୋକେ ରାସ୍ତା ଅବରୋଧ କରିବାକୁ ଆହ୍ବାନ ଦେଇଥିବାରୁ ଏହାକୁ ଦୃଷ୍ଟିରେ ରଖି ଉତ୍ତର ଗୋଆ ଜିଲା ପ୍ରଶାସନ ମନୋହର ଅନ୍ତର୍ଜାତୀୟ ବିମାନବନ୍ଦର ଓ ଏହାର ଆଖପାଖ ଗାଁରେ ଦୁଇମାସ ପାଇଁ ୧୪୪…

ମହାନଦୀରେ ବ୍ୟାରେଜ କରି ୧୯୪୭ ବ୍ୟବସ୍ଥାର ଉଲ୍ଲଂଘନ କରିଛି ଛତିଶଗଡ଼

ନୂଆଦିଲ୍ଲୀ, ୪ା୫ : ଛତିଶଗଡ଼ ସରକାର ମହାନଦୀ ଉପର ମୁଣ୍ଡରେ ବ୍ୟାରେଜ ନିର୍ମାଣ କରି ୧୧ ନିୟୁତ ଏକର ଫୁଟ୍‌ (ଏମ୍‌ଏଏଫ୍‌) ଜଳ ଧରି ରଖିଛି, ଯାହାକି ଉକ୍ତ ରାଜ୍ୟ ପାଇବାକୁ ଥିବା ଭାଗଠାରୁ ଅଧିକ। ଫଳରେ ତଳ ମୁଣ୍ଡରେ ଥିବା…

ବୋଲସୋନାରୋଙ୍କ ଘରେ ପୋଲିସ ଚଢ଼ାଉ

ବ୍ରାସିଲିଆ,୪ା୫: ବ୍ରାଜିଲର ଫେଡେରାଲ ପୋଲିସ ବୁଧବାର ପୂର୍ବତନ ରାଷ୍ଟ୍ରପତି ଜୈର ବୋଲସୋନାରୋଙ୍କ ଘରେ ଚଢ଼ାଉ କରିବା ସହ ତାଙ୍କ ଫୋନ୍‌କୁ ଜବତ କରିଛି। ଏଥିସହିତ ତାଙ୍କର ଘନିଷ୍ଠ କୁହାଯାଉଥିବା ମୁାଉରୋ ସିଡ୍‌ଙ୍କୁ ଗିରଫ କରାଯାଇଛି। ବୋଲସୋନାରୋଙ୍କୁ ଫେଡେରାଲ ପୋଲିସ ମୁଖ୍ୟାଳୟରେ ହାଜର…

ଅଜୟ ବଙ୍ଗା ବିଶ୍ୱବ୍ୟାଙ୍କ ଅଧ୍ୟକ୍ଷ

ଓ୍ବାଶିଂଟନ୍‌,୪ା୫: ଭାରତୀୟ-ଆମେରିକୀୟ ବିଜ୍‌ନେସ୍‌ ଲିଡର ଅଜୟ ବଙ୍ଗାଙ୍କୁ ବୁଧବାର ବିଶ୍ୱବ୍ୟାଙ୍କର ନୂଆ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ସେ ଏହି ପଦରେ ୫ ବର୍ଷ କାର୍ଯ୍ୟ କରିବେ। ଉକ୍ତ ବୈଶ୍ୱିକ ଆର୍ଥିକ ସଂସ୍ଥାର ନେତୃତ୍ୱ ନେବାରେ ବଙ୍ଗା ହେଉଛନ୍ତି ପ୍ରଥମ ଭାରତୀୟ ବଂଶୋଦ୍ଭବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?