ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା ପ୍ରଶ୍ନ ଶୁଣି ଏମିତି ପ୍ରତିକ୍ରିୟା ଦେଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର,୧୩ା୫(ସୁନିତ୍ ମିଶ୍ର):ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ହେବା ଘଟଣାକୁ ନେଇ ଦେଶବ୍ୟାପୀ ଛାତ୍ରୀଛାତ୍ରମାନେ ଜୋର୍ଦାର ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାଦ୍ୱାରା ଦେଶର ୨୨ ଲକ୍ଷରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀଙ୍କ ପରିଶ୍ରମ ଏବଂ ଭବିଷ୍ୟତ ସହ ବିଶ୍ୱାସଘାତକତା ହୋଇଥିବା ଚର୍ଚ୍ଚା ହେଉଛି। ଚଳିତ ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ହେବା…
ମୁଲାୟମ ସିଂହ ଯାଦବଙ୍କ ସାନ ପୁଅର ଅକାଳ ମୃତ୍ୟୁ: ହଠାତ୍ ଘଟିଲା…
ଲକ୍ଷ୍ନୌ,୧୩।୫: ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ତଥା ଅପର୍ଣ୍ଣା ଯାଦବଙ୍କ ସ୍ବାମୀ ପ୍ରତୀକ ଯାଦବଙ୍କ ଦେହାନ୍ତ ହୋଇଛି। ସେ ଲକ୍ଷ୍ନୌର ଏକ ହସ୍ପିଟାଲରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ରିପୋର୍ଟ ଅନୁଯାୟୀ ତାଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍ ଖରାପ ହୋଇଯାଇଥିଲା। ଚିକିତ୍ସା ସତ୍ତ୍ୱେ…
ବିକ୍ରି ପରିମାଣ ନେଇ ଚାଷୀ ଅସନ୍ତୋଷ: ଲଖମରା ମଣ୍ଡିକୁ ଆସିଛି ୧୨୪ ପ୍ୟାକେଟ୍ ଧାନ
ପଦ୍ମପୁର,୧୩ା୫(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ସୋମବାରଠାରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଖଣ୍ଡର ମୋଟ ୫୯ଟି କେନ୍ଦ୍ରରେ ଧାନ ସଂଗ୍ରହ କରାଯିବ । ସେଥିମଧ୍ୟରୁ ୧୧ଟି ମୁଖ୍ୟ ବଜାର ପ୍ରାଙ୍ଗଣ ଓ ୨୫ଟି ସମବାୟ ସମିତିରେ ଧାନ…
ବାରକୋଟରେ ଚାଞ୍ଚଲ୍ୟ: ଲଜରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସାଥିରେ ରହୁଥିବା ଯୁବକ ଫେରାର
ଦେବଗଡ଼, ୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟସ୍ଥିତ ଏକ ଲଜରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଲେ ବାରକୋଟ ଥାନା ଅନ୍ତର୍ଗତ ଲାଲାପଶି ଗ୍ରାମର ଚନ୍ଦ୍ରମଣି ନାଏକଙ୍କ ପତ୍ନୀ ଭାରତୀ ନାଏକ (୪୭)।…
ଦିନରେ ଲୁଚୁଛି, ରାତିରେ ବୁଲୁଛି: ରତନେଇ ପାହାଡ଼ ଖୋଲରେ ଡେରା ପକାଇଛି କଲରାପତରିଆ,ଡ୍ରୋନ୍ କ୍ୟାମେରାରେ…
ଦିଗପହଣ୍ଡି,୧୨। ୫(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧିନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍ର ଜକର ଗ୍ରାମ ନିକଟ ମା ‘ ରତନେଇ ମନ୍ଦିର ପାଖରେ ବାଘ ବୁଲୁଥିବା ଫଟୋ ଭିଡ଼ିଓ ଭାଇରାଲ ହେବା…
ୟୁପିରେ ଆରମ୍ଭ ହୋଇପାରେ ଅନଲାଇନ କ୍ଲାସ ଓ ୱାର୍କ ଫ୍ରମ ହୋମ୍! ଆକ୍ସନରେ ଯୋଗୀ ସରକାର
ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ। ମଙ୍ଗଳବାର ଦିନ ‘୫ କାଳିଦାସ ମାର୍ଗ ’ ସ୍ଥିତ ନିଜ ସରକାରୀ ବାସଭବନରେ ଅଧିକାରୀମାନଙ୍କ ସହ ଏହି ବୈଠକ କରୁଛନ୍ତି। ଏହି ବୈଠକରେ ରାଜ୍ୟରେ ଅନଲାଇନ କ୍ଲାସ ଏବଂ…
ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ନର୍ସିଂ ଛାତ୍ରୀଙ୍କ ସାଇକଲ ଚୋରି, ସିସିଟିଭିରେ ରେକର୍ଡ
ବଲାଙ୍ଗୀର,୧୨।୫(ସୁନିଲ କୁମାର ମହାନ୍ତି): ହସ୍ପିଟାଲ ଭିତରେ ପୀଡିତ ରୋଗୀଙ୍କୁ ସେବା ଯୋଗାଉଥିବାବେଳେ ଜଣେ ନର୍ସିଂ ଛାତ୍ରୀଙ୍କ ସାଇକଲକୁ ହସ୍ପିଟାଲ ପରିସରରୁ ଜଣେ ଦୁର୍ବୃତ୍ତ ଚୋରି କରିଥିବା ଅଭିଯୋଗ ହୋଇଛି । ଚୋରି ବେଳର ଦୃଶ୍ୟ ସିସିଟିଭିରେ ରେକର୍ଡ ହୋଇଛି । ଦିନ…
NEET-UG ପରୀକ୍ଷା ବାତିଲ; ସମାଲୋଚନା କଲେ ନବୀନ, ପରୀକ୍ଷାର୍ଥୀଙ୍କ ପ୍ରତି ବିଶ୍ୱାସଘାତକତା…
ଭୁବନେଶ୍ବର,୧୨।୫: NEET- UG ୨୦୨୬ ପରୀକ୍ଷାକୁ NTA ବାତିଲ କରିଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ମେ ୩ ତାରିଖରେ ହୋଇଥିବା ପରୀକ୍ଷା ରଦ୍ଦ କରାଯାଇଛି । ଏହାକୁ ନେଇ ସାରା ଦେଶରେ ବିରୋଧ କରାଯାଉଥିବା ବେଳେ ବର୍ତ୍ତମାନ ବିରୋଧୀ ଦଳ…
ମତୁଆଳି ଗ୍ରାମରେ ଦନ୍ତା ହାତୀର ଜଳକ୍ରୀଡା, ଆତଙ୍କିତ ଗ୍ରାମବାସୀ
ଦେବଗଡ,୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲ୍ଲା ବାରକୋଟ ବ୍ଳକ ଦେବଗଡ ବନଖଣ୍ଡ ଦନ୍ତାରିବାହାଲ ଗ୍ରାମରେ ଦନ୍ତା ହାତୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଗାଁର ମତୁଆଳି ନାଳରେ ଦୀର୍ଘ ସମୟ ଧରି ଦନ୍ତା ହାତୀ ଜଳକ୍ରୀଡା କରୁଥିବା ଦେଖାଯାଇଛି । ଏହାକୁ…
NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….
ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ ଭାଜପା ନେତୃତ୍ୱାଧୀନ ବ୍ୟବସ୍ଥା ଦ୍ୱାରା ୨୨ ଲକ୍ଷରୁ ଅଧିକ ଛାତ୍ରୀଛାତ୍ରଙ୍କ କଠିନ ପରିଶ୍ରମ,…
ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…
ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ…
ଟ୍ରାକ୍ଟର-ଅଟୋ ମୁହାଁମୁହିଁ ଧକ୍କା; ନାବାଳକ ସମେତ ୩ ଗୁରୁତର, ଜଣେ ମୃତ
ଚିକିଟି,୧୨।୫(ପ୍ରକାଶଚନ୍ଦ୍ର ସାହୁ): କେ ନୂଆଗାଁ ଥାନା ଅନ୍ତର୍ଗତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିକଟରେ ମଙ୍ଗଳବାର ଟ୍ରାକ୍ଟର- ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନିଜଣ ଗୁରୁତର ହୋଇଥିବା ଜଣାପଡିଛି । ମୃତକ…

