Home

ଓଏଫ୍‌ସିକୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୫(ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ଫୁଟବଲ୍‌ କ୍ଲବ୍‌(ଓଏଫ୍‌ସି) ଦଳ ସୁପର୍‌ କପ୍‌ ୨୦୨୩ ଚାମ୍ପିୟନ ହୋଇ ଏହାର ପ୍ରଥମ ଜାତୀୟ ଟାଇଟଲ୍‌ ହାସଲ କରିଛି। ମଙ୍ଗଳବାର ସନ୍ଧ୍ୟାରେ ସୁପର୍‌ କପ୍‌ ଚାମ୍ପିୟନ୍‌ ତଥା ଏଏଫ୍‌ସି କପ୍‌ ପାଇଁ ଯୋଗ୍ୟତା ହାସଲ କରିଥିବା ଓଏଫ୍‌ସିକୁ…

କନ୍ଧମାଳ, ଢେଙ୍କାନାଳ, ଖୋର୍ଦ୍ଧା ବିଜୟୀ

ଭୁବନେଶ୍ୱର, ୩ା୫ (ସ୍ପୋଟର୍‌ସ ବ୍ୟୁରୋ): ୬୨ତମ ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ ଚାମ୍ପିୟନଶିପ୍‌ ସାହାଣୀ କପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚଗୁଡ଼ିକରେ କନ୍ଧମାଳ, ଢେଙ୍କାନାଳ, ଖୋର୍ଦ୍ଧା ବିଜୟ ଲାଭ କରିଛନ୍ତି। ସମ୍ବଲପୁର ଓ କଳାହାଣ୍ଡି ମଧ୍ୟରେ ଅନୁଷ୍ଠିତ ମ୍ୟାଚ ୧-୧ରେ ଅମୀମାଂସିତ…

ସମ୍ପୂର୍ଣ୍ଣ ମ୍ୟାଚ୍‌ ଫି ହରାଇଲେ ଗମ୍ଭୀର, କୋହଲି

ଲକ୍ଷ୍ନୌ,୩ା୫(ପି.ଟି.): ଭାରତୀୟ ଷ୍ଟାର ବ୍ୟାଟର ବିରାଟ କୋହଲି ଓ ପୂର୍ବତନ ଓପନିଙ୍ଗ ବ୍ୟାଟର ଗୌତମ ଗମ୍ଭୀରଙ୍କ ମଧ୍ୟରେ ଝଗଡା ଏକ ନୂଆ ରୂପ ନେଇଛି। ଆଇପିଏଲ ମ୍ୟାଚ୍‌ ସମୟରେ ଉଭୟ ଖେଳାଳିଙ୍କ କଜିଆ ପଦାରେ ପଡିଛି। ମ୍ୟାଚ୍‌ ପରେ ଉଭୟଙ୍କ ମଧ୍ୟରେ…

ସ୍ବାଗତିକା ରଥଙ୍କ ଅବସର

ଭୁବନେଶ୍ୱର,୩ା୫ (ସ୍ପୋଟର୍‌ସ ବ୍ୟୁରୋ): ଅନ୍ତର୍ଜାତୀୟ ମହିଳା କ୍ରିକେଟରେ ଭାରତର ପ୍ରତିନିଧିତ୍ୱ କରିଥିବା ଓଡ଼ିଶା ଖେଳାଳି ସ୍ବାଗତିକା ରଥ ଅବସର ଘୋଷଣା କରିଛନ୍ତି। ଓଡ଼ିଶା ଓ ରେଲଓ୍ବେଜ୍‌ ପକ୍ଷରୁ ଘରୋଇ କ୍ରିକେଟ ଖେଳିଥିବା ସ୍ବାଗତିକା ଭାରତ ପାଇଁ ଯଥାକ୍ରମେ ଦିନିକିଆ ଓ ଟି୨୦ରେ…

୪ ପଦକ ପକ୍କା କଲେ ଭାରତୀୟ ତୀରନ୍ଦାଜ

ତାଶକେଣ୍ଟ, ୩ା୫ (ପି.ଟି.): ଭାରତୀୟ ତୀରନ୍ଦାଜମାନେ ଏସିଆ କପ୍‌ ଷ୍ଟେଜ୍‌-୨ ବିଶ୍ୱ ର଼୍ୟାଙ୍କିଙ୍ଗ ଟୁର୍ନାମେଣ୍ଟରେ ଉତ୍ସାହଜନକ ଆରମ୍ଭ କରଛନ୍ତି। ମଙ୍ଗଳବାର ରିକର୍ଭ ଓ କମ୍ପାଉଣ୍ଡ ବିଭାଗର ୪ ଟିମ୍‌ ଇଭେଣ୍ଟରେ ଫାଇନାଲରେ ପ୍ରବେଶ କରି ପଦକ ପକ୍କା କରିଛନ୍ତି। ମୃଣାଳ ଚୌହାନ,…

ଆଥ୍‌ଲେଟଙ୍କୁ ନ୍ୟାୟ ମିଳିବା ଆବଶ୍ୟକ: ପ୍ରକାଶ

ନୂଆଦିଲ୍ଲୀ,୩ା୫(ପି.ଟି.): ଭାରତୀୟ ରେସ୍‌ଲିଂ ସଂଘ (ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ବିରୋଧରେ ଆସିଥିବା ଯୌନ ନିର୍ଯାତନା ମାମଲାରେ ଆଥ୍‌ଲେଟଙ୍କ ସମର୍ଥନରେ ବାହାରିଛନ୍ତି ଇଣ୍ଡିଆନ୍‌ ଅଲିମ୍ପିକ୍ସ ଆସୋସିଏଶନ (ଆଇଓଏ)ର ପ୍ରକାଶ କର୍ହାନା। ଆଥ୍‌ଲେଟ୍ସ କମିଶନ ସଦସ୍ୟ ରହିଥିବା କର୍ହାନା କହିଛନ୍ତି, ଅଧିକାର…

ଜଗଦୀଶ କାନାରା ବ୍ୟାଙ୍କ୍‌ ଭୁବନେଶ୍ୱର ଅଞ୍ଚଳ ମୁଖ୍ୟ

ଭୁବନେଶ୍ୱର,୩।୫: କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳର ନୂତନ ଅଞ୍ଚଳ ମୁଖ୍ୟ ଭାବେ ବରିଷ୍ଠ ବ୍ୟାଙ୍କର୍ସ ଜଗଦୀଶ ଚନ୍ଦର ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଜଗଦୀଶ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟରେ ‘ଚିଫ୍‌ ଗ୍ରୁପ୍‌ ରିସ୍କ ଅଫିସର’ମହାପ୍ରବନ୍ଧକ ଭାବେ କାର୍ଯ୍ୟ କରୁଥିଲେ।…

ୟୁକୋ ବ୍ୟାଙ୍କର ଫଳାଫଳ

ନୂଆଦିଲ୍ଲୀ,୩।୫ : ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୋମା ଶଙ୍କର ପ୍ରସାଦ ଭର୍ଚୁଆଲ ମୋଡ୍‌ରେ ଆର୍ଥିକ ବର୍ଷ ୨୦୨୨-୨୩ ପାଇଁ ବ୍ୟାଙ୍କର ଆର୍ଥିକ ଫଳାଫଳ ସମ୍ପର୍କରେ ଘୋଷଣା କରିଛନ୍ତି। ବ୍ୟାଙ୍କ ୧୦୦% ହାରରେ ଏତିହାସିକ ଭାବେ…

ସିବିଓଆଇର ନେଟ୍‌ ଲାଭ ୧୫୮୨ କୋଟି

ନୂଆଦିଲ୍ଲୀ,୩।୫: ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ସିବିଓଆଇ)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷର ବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ସେହିଭଳି ୨୦୨୩ ମାର୍ଚ୍ଚ ଶେଷ ସୁଦ୍ଧା ବ୍ୟାଙ୍କ ମୋଟ ୫୧.୩୮% ଅଭିବୃଦ୍ଧି ହାର ହାସଲକରି ୧୫୮୨ କୋଟି…

ଜାତୀୟ ପତାକା ସମାନତାର ପ୍ରତୀକ

ଭୁବନେଶ୍ୱର,୩।୫: ଦେଶର ପ୍ରମୁଖ ସାମାଜିକ ଅନୁଷ୍ଠାନ ଫ୍ଲାଗ୍‌ ଫାଉଣ୍ଡେଶନ ଅଫ୍‌ ଇଣ୍ଡିଆ (ଏଫ୍‌ଏଫ୍‌ଓଆଇ) ପକ୍ଷରୁ ପୁଣେସ୍ଥିତ ଆର୍ମଡ ଫୋର୍ସସେ ମେଡିକାଲ କଲେଜ (ଏଏଫ୍‌ଏମ୍‌ସି) ପରିସରରେ ଏକ ୧୦୮ ଫୁଟର ସ୍ମାରକୀ ଜାତୀୟ ପତାକା ସ୍ତମ୍ଭ ସ୍ଥାପନ କରାଯାଇଛି। ବିଶେଷକରି ଦେଶର ଗର୍ବ…

ମାରୁତି ସୁଜୁକି ଫ୍ରୋନକ୍ସର ଅନାବରଣ

ଭୁବନେଶ୍ୱର,୩।୫: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ (ଏମ୍‌ଏସ୍‌ଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିମିର୍ର୍ତ ନ୍ୟୁ ‘ଫ୍ରୋନକ୍ସ’ର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ହୋଇଯାଇଛି। ଏପରିକି ମାରୁତି ସୁଜୁକିର ପ୍ରିମିୟମ ରିଟେଲ ନେଟ୍‌ୱର୍କ…

ଟାଟା ଏଆଇଏ ଲାଇଫ୍‌ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୩।୫ : ଟାଟା ଏଆଇଏ ଲାଇଫ୍‌ ଇନ୍‌ସ୍ୟୁରାନ୍ସର ନୂତନ ଉତ୍ପାଦ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏହାର ପ୍ରମୁଖ ଆନୁଇଟି ପ୍ଲାନ୍‌ ‘ଟାଟା ଏଆଇଏ ଲାଇଫ୍‌ ଫର୍ଚୁନ୍‌ ଗ୍ୟାରେଟିଂ ପ୍ଲାନ୍‌ର ନୂଆ ଶକ୍ତିଶାଳୀ ଅପ୍‌ଗ୍ରେଡ୍‌ ଭର୍ସନକୁ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?