Home

‘ଦେଶ ନିର୍ମାଣରେ ଶ୍ରମିକମାନଙ୍କ କଠିନ ପରିଶ୍ରମ ଅତୁଳନୀୟ’

ଭୁବନେଶ୍ୱର,୧ା୫(ବ୍ୟୁରୋ): ଆଜି ହେଉଛି ବିଶ୍ୱ ଶ୍ରମିକ ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଶ୍ରମିକ ଭଉଣୀଭାଇଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଶ୍ରମିକ ଦିବସ ଅବସରରେ ସମସ୍ତ ଶ୍ରମିକ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ଦେଶ…

୧୪ ମୋବାଇଲ ଆପକୁ ଅବରୋଧ କଲେ ଭାରତ ସରକାର: ଆତଙ୍କବାଦୀଙ୍କ ଦ୍ୱାରା ହେଉଥିଲା ବ୍ୟବହାର…

ନୂଆଦିଲ୍ଲୀ,୧।୫ : ପାକିସ୍ତାନରେ ଆତଙ୍କବାଦୀମାନେ ବ୍ୟବହାର କରୁଥିବା ୧୪ ଟି ମେସେଞ୍ଜର ମୋବାଇଲ ଆପକୁ କେନ୍ଦ୍ର ସରକାର ଅବରୋଧ କରିଛନ୍ତି। କେତେକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି, ସରକାରଙ୍କ ଦ୍ୱାରା ଅବରୋଧିତ ହୋଇଥିବା ଆପଗୁଡ଼ିକ ମଧ୍ୟରେ କ୍ରିପଭାଇଜର, ଏନିଗମା, ସେଫସୱିସ, ୱିକର୍ମ, ମିଡିଆଫାୟାର,…

ଟ୍ରେନ୍‌ ଧକ୍କାରେ ବାଇକ୍‌ ଆରୋହୀଙ୍କ ଜୀବନ ଗଲା, ନ୍ୟାୟ ଦାବିରେ ରେଳରୋକୋ

ବାରିପଦା ଅଫିସ,୧ା୫: ସୋମବାର ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ କଷ୍ଣଚନ୍ଦ୍ରପୁର ରେଳଧାରଣା ପାର ବେଳେ ଟ୍ରେନ୍‌ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମତ୍ୟୁ ଘଟିଛି। ବ୍ୟକ୍ତି ଜଣକ ବାଇକ୍‌ରେ ରେଳ ଧାରଣା ଉପରେ ପାର୍‌ ହେବା ବେଳେ କୋଲକାତାରୁ ବାରିପଦା ଆସୁଥିବା…

ସକ୍ରିୟ ମାମଲା-ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ, ୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ…

ପ୍ରଧାନ ବିଚାରପତିଙ୍କୁ ପ୍ରଶଂସା କଲେ ଆଇନ ମନ୍ତ୍ରୀ…

ନୂଆଦିଲ୍ଲୀ,୧।୫ : କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ଦେଶର ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି। ପ୍ରକୃତରେ, ଜଣେ ଯୁବକ ଅସୁସ୍ଥତା ଯୋଗୁ ଲେଖିବାରେ ଅସୁବିଧା ଭୋଗୁଥିଲେ। ଏହା ଉପରେ ଯୁବକ ସୁପ୍ରିମକୋର୍ଟରେ ଏକ ଆବେଦନ କରିଥିଲେ…

ପାଠ ପଢ଼ାଇବେ ଜ୍ୟାକ୍‌ ମା

ଟୋକିଓ,୧ା୫: ‘ଆଲିବାବା ଗ୍ରୁପ୍‌ ହୋଲ୍ଡିଂ ଲିମିଟେଡ’ର ସହ-ପ୍ରତିଷ୍ଠାତା ତଥା ଚାଇନା ବିଲିୟନେୟାର୍‌ ଜ୍ୟାକ୍‌ ମା’ ‘ୟୁନିଭର୍ସିଟି ଅଫ୍‌ ଟୋକିଓ’ର ‘ଟୋକିଓ କଲେଜ’ରେ ଗବେଷଣା କରିବା ସହିତ ପିଲାଙ୍କୁ ଶିକ୍ଷାଦାନ କରିବେ ବୋଲି ବିଶ୍ବବିଦ୍ୟାଳୟ ଓ୍ବେବ୍‌ସାଇଟ୍‌ରୁ ଜଣାପଡ଼ିଛି। ଜ୍ୟାକ୍‌ ମା ଗବେଷଣା କ୍ଷେତ୍ରରେ…

ଛୁଟିରେ ରହିବେନି ନିୟୋଜିତ କର୍ମଚାରୀ

ଛତ୍ରପୁର,୧ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସୋମବାରଠାରୁ ପଛୁଆ ବର୍ଗର ଲୋକମାନଙ୍କର ସାମାଜିକ ଓ ଶିକ୍ଷାଗତ ସ୍ଥିତି ସମ୍ପର୍କରେ ସର୍ଭେ ଆରମ୍ଭ ହେବ । ସର୍ଭେ କାର୍ଯ୍ୟ ଯେପରି ସଠିକ ହେବ ସେଥି ନିମନ୍ତେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଓସ୍ବାନ ହଲ…

ମେ’ ୬ରେ ଚାଲର୍‌ସ ତୃତୀୟଙ୍କ ରାଜ୍ୟାଭିଷେକ, ଲୋକେ ନେବେ ରାଜପରିବାର ପ୍ରତି ନିଷ୍ଠାର ଶପଥ…

ଲଣ୍ଡନ,୧।୫ : କିଙ୍ଗ ଚାଲର୍‌ସ ତୃତୀୟଙ୍କର ଲଣ୍ଡନର ୱେଷ୍ଟମିନିଷ୍ଟର ଆବେରେ ମେ ୬ ରେ ରାଜ୍ୟାଭିଷେକ ହେବାକୁ ଯାଉଛି। ଏହା ପରେ ଚାଲର୍‌ସ ଆନୁଷ୍ଠାନିକ ଭାବରେ ବ୍ରିଟେନର ରାଜା ହେବେ।ରାଜ୍ୟାଭିଷେକକୁ ଦେଖୁଥିବା ଲୋକଙ୍କୁ ରାଜା ଏବଂ ତାଙ୍କ ଉତ୍ତରାଧିକାରୀମାନଙ୍କ ନିକଟରେ ଶପଥ…

ଏହି ଦାମୀ ଜିନିଷକୁ ଭଲପାଆନ୍ତି ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତଥା କ୍ରିକେଟର ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ଆଜି ଅର୍ଥାତ୍‌ ମେ’ ୧ରେ ହେଉଛି ଜନ୍ମଦିନ। ଆଜିର ଏହି ଖାସ୍‌ ଦିନରେ କେଉଁ ଜିନିଷ ପ୍ରତି ଅନୁଷ୍କାଙ୍କର ରୁଚି ରହିଛି ସେ ସମ୍ପର୍କରେ ଜାଣନ୍ତୁ… ଅନୁଷ୍କାଙ୍କ…

ବାଇକ୍‌ ମେକାନିକ ମାଷ୍ଟରମାଇଣ୍ଡ

ଭୁବନେଶ୍ୱର,୧।୫ (ବ୍ୟୁରୋ): ରାଜଧାନୀରେ କିଛି ମାସ ହେଲା ବାଇକ ଚୋରି ଘଟଣାରେ ଭୁବନେଶ୍ୱର ସହରାଞ୍ଚଳ ଜିଲା ପୋଲିସ ଏକ ଗ୍ୟାଙ୍ଗକୁ ଧରିଛି। କ୍ୟାପିଟାଲ ଥାନା ପୋଲିସ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ତଥା ମେକାନିକଙ୍କ ସହ ୩ଜଣ କବାଡିଆଙ୍କୁ ଗିରଫ କରିଛି। ମାଷ୍ଟରମାଇଣ୍ଡ ହେଲେ…

ଭୁବନେଶ୍ୱରରେ ୩ ନୂଆ ଅଗ୍ନିଶମ କେନ୍ଦ୍ର ଖୋଲିଲା

ଭୁବନେଶ୍ୱର,(ବ୍ୟୁରୋ)/ବାଲିଅନ୍ତା,୧।୫(ଡି.ଏନ୍‌.ଏ.): ଭୁବନେଶ୍ୱରର ପାହାଳ, ମଞ୍ଚେଶ୍ୱର ଓ ତମାଣ୍ଡୋଠାରେ ୩ଟି ନୂଆ ଅଗ୍ନିଶମ ଓ ଜରୁରିକାଳୀନ ସେବା କେନ୍ଦ୍ର ଖୋଲିଛି। ମୁଖ୍ୟ ଅତିଥି ଭାବେ ଅଗ୍ନିଶମ ଡିଜି ସନ୍ତୋଷ ଉପାଧ୍ୟାୟ ଯୋଗଦେଇ ଏହି କେନ୍ଦ୍ରଗୁଡ଼ିକୁ ଉଦ୍‌ଘାଟନ କରିଛନ୍ତି। ତେବେ ଷ୍ଟେଶନଗୁଡ଼ିକ ଏବେ ଅସ୍ଥାୟୀ…

କୁକୁର କାମୁଡ଼ିଲେ, ବାହାରେ ମଳତ୍ୟାଗ କଲେ ଜରିମାନା ଦେବେ ମାଲିକ

ଭୁବନେଶ୍ୱର,୧ା୫(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ କୁକୁର ପାଳନ ନେଇ ସ୍ବତନ୍ତ୍ର ନିୟମ କରାଯାଇଛି। ଶନିବାର କର୍ପୋରେଶନ ବୈଠକରେ ବିଧିବଦ୍ଧ ଭାବେ ପ୍ରସ୍ତୁତ ହୋଇଥିବା ଡଗ୍‌ ବାଇ-ଲ’ ପାରିତ ହୋଇଛି। ଏବେ ଦେଶୀ ହେଉକି ବିଦେଶୀ କୁକୁର ଘରେ ପୋଷିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?