ବ୍ଲାଷ୍ଟିଂ ଅନୁମତି ନାହିଁ, ବଢୁଛି ଚୋରାଚାଲାଣ
ଖୋର୍ଦ୍ଧା ଅଫିସ,୧ା୫: ଖୋର୍ଦ୍ଧା ଜିଲାରେ ବେଆଇନ ଭାବେ ପଥର ଖନନ ଓ ମାଙ୍କଡ଼ା ପଥର ଚାଲାଣ ବଢିବାରେ ଲାଗିଛି। ପ୍ରଶାସନ ପକ୍ଷରୁ କେତେକ ପଥର ଖଣିକୁ ବ୍ଲାଷ୍ଟିଂ ଅନୁମତି ମିଳିନାହିଁ। ଏହାସତ୍ତ୍ୱେ କିପରି ବ୍ଲାଷ୍ଟିଂ ଚାଲିଛି ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି…
ଜବରଦଖଲରେ ଗୋଚର ଜମି
କଟକ ସଦର,୧ା୫(ଡି.ଏନ୍.ଏ.): କିଶନନଗର ତହସିଲ ଅନ୍ତର୍ଗତ କେଶନଗର ମୌଜାରେ ଷ୍ଟାଡିୟମ ନିର୍ମାଣ ପାଇଁ କଟକ ଜିଲାପାଳ ୨୫ ଡିସିମିଲ ଜାଗା ଲିଜ୍ ଆକାରରେ ପ୍ରଦାନ କରିଛନ୍ତି। ମାତ୍ର ଏହି ଜାଗା ପାର୍ଶ୍ୱରେ ଥିବା ୨ ଏକରରୁ ଊର୍ଦ୍ଧ୍ୱ ଜମିକୁ ଖେଳିବା ପାଇଁ…
ଗୋଇନ୍ଦା ଚିଠିକୁ ନେଇ ଜୋର୍ ଧରିଲା ରାଜନୀତି
ଭୁବନେଶ୍ବର,୧ା୫(ବ୍ୟୁରୋ): ହନୁମାନ ଜୟନ୍ତୀରେ ହିଂସା ଉପୁଜିପାରେ ବୋଲି ଗୋଇନ୍ଦା ବିଭାଗ ପୂର୍ବରୁ ରିପୋର୍ଟ ଦେଇଥିବା ଜଣାପଡ଼ିବା ପରେ ଏବେ ରାଜ୍ୟ ରାଜନୀତି ଜୋର୍ ଧରିଛି। ହନୁମାନ ଜୟନ୍ତୀରେ ସମ୍ବଲପୁରରେ ବ୍ୟାପକ ହିଂସାକାଣ୍ଡ ଘଟିଥିଲା। ତେବେ ଏହାର ଦିନକ ପୂର୍ବରୁ ଅର୍ଥାତ୍ ଗତ…
ବ୍ୟାସନଗର ତହସିଲରେ ପୌର ପରିଷଦର ଗାଡ଼ି ପାର୍କିଂ
ଯାଜପୁର ରୋଡ୍,୧ା୫(ଡି.ଏନ.ଏ.): ବ୍ୟାସନଗର ତହସିଲ କାର୍ଯ୍ୟାଳୟ ପରିସର ପାଲଟିଛି ପୌର ପରିଷଦର ଗାଡ଼ି ପାର୍କିଂ ସ୍ଥଳ। ଦୀର୍ଘଦିନ ଧରି ବେଆଇନ ଭାବେ ପୌର ପରିଷଦର ବିଭିନ୍ନ ଯାନବାହନ ତହସିଲ କାର୍ଯ୍ୟାଳୟ ପରିସରରେ ପାର୍କିଂ କରାଯାଉଛି। ଫଳରେ ତହସିଲ କାର୍ଯ୍ୟାଳୟକୁ ଆସୁଥିବା ଜନସାଧାରଣ…
ଅନିଶ୍ଚିତତା ମଧ୍ୟରେ ଅଣସଂଗଠିତ ଶ୍ରମିକଙ୍କ ଭାଗ୍ୟ
ପାରାଦୀପ,୧।୫(ସ୍ବ.ପ୍ର.): ଭାରତ ସମେତ ସମଗ୍ର ବିଶ୍ୱରେ ସୋମବାର ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳନ ହେବ। ଏହିକ୍ରମରେ ଓଡ଼ିଶାର ପ୍ରମୁଖ ବନ୍ଦରଭିତ୍ତିକ ପାରାଦୀପ ଶିଳ୍ପାଞ୍ଚଳରେ ମଧ୍ୟ ଏକାଧିକ ଶ୍ରମିକ ସଂଗଠନ ପକ୍ଷରୁ ଶ୍ରମିକ ଦିବସ ପାଳନ କରିବା ନିମନ୍ତେ ପ୍ରସ୍ତୁତି ଚାଲିଛି। କିନ୍ତୁ…
ସୋସିଆଲ ମିଡିଆରେ ଗୋପନୀୟ ତଥ୍ୟ ପ୍ରକାଶ କରିବେନି ବୀମା କମ୍ପାନୀ…
ନୂଆଦିଲ୍ଲୀ,୧।୫ : ବୀମା କମ୍ପାନୀଗୁଡିକର କର୍ମଚାରୀମାନେ ସୋସିଆଲ ମିଡିଆରେ ଗୋପନୀୟ ତଥ୍ୟ ପ୍ରକାଶ କରିବାକୁ ସମର୍ଥ ହେବେ ନାହିଁ। ବୀମା ନିୟାମକ ଇରଦାଇ କହିଛନ୍ତି ଯେ ବୀମା କମ୍ପାନୀଗୁଡିକ ଏ ବାବଦରେ ଏକ ଗାଇଡଲାଇନ ସ୍ଥିର କରିବା ଉଚିତ, ଯାହାଫଳରେ ଏହି…
ମେଡିକାଲରେ ମୃତ ଘୋଷିତ ଶିଶୁ ଘରେ ଜିଇଉଠିଲା
ଢେଙ୍କାନାଳ ଅଫିସ,୧।୫: ଡାକ୍ତରଖାନାରେ ମୃତ ଘୋଷିତ ନବଜାତକ ଘରେ ଜିଇଉଠିଲା। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ପୌରାଞ୍ଚଳରେ। ବଞ୍ଚତ୍ଥିବା ଶିଶୁକୁ ମୃତ ଘୋଷଣା କରିବା ଡାକ୍ତରଙ୍କ ଚରମ ଅବହେଳା ବୋଲି ପରିବାର ଲୋକେ କହୁଥିବା ବେଳେ ଅଭିଯୋଗକୁ ଖଣ୍ଡନ…
ଅଭ୍ୟାସଗତ ମଦ୍ୟପ ପୋଲିସକୁ ସେୱଚ୍ଛାକୃତ ଅବସର : ମୁଖ୍ୟମନ୍ତ୍ରୀଙ୍କ ଘୋଷଣା…
ଗୁଆହାଟୀ,୧।୫ : ଆସାମ ସରକାର ବର୍ତ୍ତମାନ ମଦ୍ୟପ ପୋଲିସ ପାଇଁ ଏକ ନୂତନ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହା ଅନ୍ତର୍ଗତ ଅଭ୍ୟାସଗତ ମଦ୍ୟପ ପୋଲିସ କର୍ମଚାରୀ ଏବଂ ଅଧିକାରୀଙ୍କୁ ସରକାର ସେୱଚ୍ଛାକୃତ ଅବସର ଦେବେ। ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା…
ବ୍ୟବସାୟିକ ଏଲପିଜି ସିଲିଣ୍ଡର ଦାମ ଶସ୍ତା ହେଲା…
ନୂଆଦିଲ୍ଲୀ,୧।୫ : ମେ’ ୧ରେ ଶ୍ରମିକ ଦିବସରେ ସରକାର ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ କରିଛନ୍ତି। ଫଳରେ ଅନେକ ସହରରେ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବଦଳି ଯାଇଛି। ତେବେ କେବଳ ବ୍ୟବସାୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ କରାଯାଇଛି। ବର୍ତ୍ତମାନ ୧୪.୨…
ଚିକିତ୍ସାରେ ଅବହେଳାରୁ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ
ନୟାଗଡ଼ ଅଫିସ,୧।୫: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୟାଗଡ଼ ବ୍ଳକ ଜୟପୁର ଗାଁର ମଞ୍ଜୁ ମହାରଣା(୬୦) ନାମକ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ରବିବାର ପୂର୍ବାହ୍ନରେ ଉତ୍ତେଜନା ପ୍ରକାଶ ପାଇଥିଲା। ଚିକିତ୍ସାରେ ଅବହେଳା ଯୋଗୁ ଏପରି ଘଟିଲା ବୋଲି…
ବିକାଶ ପ୍ରକଳ୍ପରେ ମଣିଖମ୍ବ, ଶୌଚାଳୟ ନିର୍ମାଣ ଦାବି
ଖଣ୍ଡପଡ଼ା,୧ା୫(ସ୍ବ.ପ୍ର.): ଶ୍ରୀ ନୀଳମାଧବ ପୀଠର ବିକାଶ ପାଇଁ ରାଜ୍ୟ ସରକାର ୧୦୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି। ଇତିମଧ୍ୟରେ ଠାକୁରଙ୍କ ଚନ୍ଦନ ପୋଖରୀର ପୁନରୁଦ୍ଧାର ଚାଲିଛି। ତେବେ ପୁଷ୍କରିଣୀର ମଧ୍ୟ ଭାଗରେ ଥିବା ଏକ ଅନ୍ନ ଖମ୍ବ(ମଣିଖମ୍ବ) ଦୀର୍ଘବର୍ଷ ପୂର୍ବରୁ…
ଏକ ଭାରତ ଶ୍ରେଷ୍ଠ ଭାରତ : ମହାରାଷ୍ଟ୍ର-ଗୁଜରାଟ ପ୍ରତିଷ୍ଠା ଦିବସ ପାଳନ କଲେ ସମସ୍ତ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳ…
ନୂଆଦିଲ୍ଲୀ,୧।୫ : ଏକ ଭାରତ ଶ୍ରେଷ୍ଠ ଭାରତ ଅଭିଯାନ ଅନ୍ତର୍ଗତ ମେ‘୧ରେ ମହାରାଷ୍ଟ୍ର ଏବଂ ଗୁଜରାଟ ପ୍ରତିଷ୍ଠା ଦିବସ ଦେଶର ସମସ୍ତ ରାଜ୍ୟ ଏବଂ ପାଳନ କରିଛନ୍ତି। କେନ୍ଦ୍ରର ଭାରତୀୟ ଜନତା ପାର୍ଟି ସରକାର ଏନ୍ନେଇ ଏକ ବଡ଼ ଐତିହାସିକ ନିଷ୍ପତ୍ତି…

