୫ଶହ ବର୍ଷର ପରମ୍ପରା ମୁଣ୍ଡ ରାମଲୀଳା
ଶରଣକୁଳ,୧ା୫(ଡି.ଏନ.ଏ.): ନୟାଗଡ଼ ଜିଲା ତା’ର ଅନନ୍ୟ ଲୋକକଳା ପାଇଁ ବିଖ୍ୟାତ। ନୟାଗଡ଼ର ଢ଼େଣୁକୋଇଲା, ବାଉଁଶରାଣୀ ଖେଳ, ଢ଼ୁମ୍ପା, ଦଣ୍ଡନୃତ୍ୟ, ମୁଣ୍ଡପୋତା କେଳା ଅଭିନୟ, ଯୋଗୀ କେନ୍ଦେରା ଗୀତ, କଣ୍ଢେଇ ନାଚ, ଏକକ ନୃତ୍ୟାଭିନୟ, ଦାସକାଠିଆ ଓ ଘୁଡ଼ୁକୀ ନୃତ୍ୟ ସାରା ରାଜ୍ୟରେ…
ରୋନିତ ଚାମ୍ପିୟନ
ଭୁବନେଶ୍ୱର, ୧।୫(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ରାଜ୍ୟ ଚେସ୍ ଆସୋସିଏଶନ ଆନୁକୂଲ୍ୟରେ ଟଙ୍କପାଣି ରୋଡ୍ସ୍ଥିତ ସାଇ ବୀଣାପାଣି ଜ୍ଞାନମନ୍ଦିର ପରିସରରେ ରବିବାର ୨ୟ ଶ୍ୟାମଳୀ ଦେ ମେମୋରିଆଲ ସ୍କୁଲ୍ସ ଓପନ ଚେସ୍ ଚାମ୍ପିୟନଶିପ୍ ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ ଟୁର୍ନାମେଣ୍ଟରେ ଜଟଣୀର…
ଦ୍ୱିତୀୟ ପର୍ଯ୍ୟାୟରେ ଭାଗନେଲେ ୯୩ ଖେଳାଳି
ଭୁବନେଶ୍ୱର, ୧।୫ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ସ୍ପିନ୍ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟ ରବିବାର ସ୍ଥାନୀୟ ବିଜେବି ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନୟାଗଡ଼, ଖୋର୍ଦ୍ଧା, ମାଲକାନଗିରି, ନବରଙ୍ଗପୁର, ଗଜପତି, କୋରାପୁଟ, ଗଞ୍ଜାମ, କନ୍ଧମାଳ…
ମରଣଯନ୍ତା ସାଜିଛି ବାରିକପୁର-ଅସୁରାଳି ରାସ୍ତା
ବାରିକପୁର,୧।୫(ସ୍ବ.ପ୍ର.): ଭଦ୍ରକ ଜିଲା ବାରିକପୁରଠାରୁ ଅସୁରାଳି ପର୍ଯ୍ୟନ୍ତ ଗ୍ରାମ୍ୟ ଉନ୍ନୟନ ରାସ୍ତା ଏବେ ମରଣଯନ୍ତା ସାଜିଛି। ଜିଲାର ଦୁଇଟି ନିର୍ବାଚନମଣ୍ଡଳୀ ଭଣ୍ଡାରିପୋଖରୀ ଓ ଧାମନଗର ଅଧୀନ ୩ ବ୍ଲକ ବନ୍ତ, ଭଣ୍ଡାରିପୋଖରୀ ଓ ଧାମନଗରର ମୋଟ ୩୧ ଗ୍ରାମର ହଜାର ହଜାର…
ବାପି ହାଁସଦାଙ୍କୁ ରୌପ୍ୟ ପଦକ
ଭୁବନେଶ୍ୱର, ୧।୫ (କ୍ରୀଡ଼ା ପ୍ରତିନିଧି): ଉଜ୍ବେକିସ୍ତାନରଉଜ୍ବେକିସ୍ତାନର ତାସ୍କେଣ୍ଟଠାରେ ଚାଲିଥିବା ୫ମ ଏସିଆନ ୟୁଥ୍ ଆଥ୍ଲେଟିକ୍ସ ଚାମ୍ପିୟନଶିପ୍ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ଓଡ଼ିଶାର ବାପି ହାଁସଦା ରୌପ୍ୟ ପଦକ ହାସଲ କରିଛନ୍ତି। ବାଲେଶ୍ୱର ଜିଲା ବସ୍ତା ଅଞ୍ଚଳର ବାପି ରବିବାର ଅନୁଷ୍ଠିତ…
ସାତ୍ତ୍ୱିକ-ଚିରାଗ ନୂଆ ଏସିଆ ଚାମ୍ପିୟନ
ଦୁବାଇ, ୧ା୫ (ପି.ଟି.): ଦୀର୍ଘ ୫୮ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀନେଶ ଖାନ୍ନାଙ୍କ ପରେ ଷ୍ଟାର ଡବଲ୍ସ ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ପ୍ରଥମ ଭାରତୀୟ ଯୋଡ଼ି ଭାବେ ଏଠାରେ ଚାଲିଥିବା ଏସିଆ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍ରେ ଚାମ୍ପିୟନ…
ମୋ ଚାରିପଟେ ଅନେକ ବନ୍ଧୁକ: ସଲମାନ୍
ମୁମ୍ବାଇ,୧ା୫: ଗ୍ୟାଙ୍ଗ୍ଷ୍ଟରମାନଙ୍କ ଟାର୍ଗେଟ ଲିଷ୍ଟରେ ଥିବା ‘ଟାଇଗର ଜିନ୍ଦା ହୈ’ ଅଭିନେତା ସଲମାନ୍ ଖାନ୍ ଏକାଧିକ ଧମକ ପାଇଲେଣି। ଶେଷରେ ସେ ଏହାକୁ କିପରି ହ୍ୟାଣ୍ଡେଲ କରିବେ ସେନେଇ ଗଣମାଧ୍ୟମରେ ଶେୟାର କରିଛନ୍ତି। ସଲମାନ୍ଙ୍କୁ ବାରମ୍ବାର ହତ୍ୟା ଧମକ ମିଳୁଥିବାରୁ ମୁମ୍ବାଇ…
ଆଜିଠୁ ୩ ମାସ ପର୍ଯ୍ୟନ୍ତ ଭିତରକନିକା ବନ୍ଦ
କେନ୍ଦ୍ରାପଡ଼ା ଅଫିସ,୧ା୫: ମେ’ ପହିଲାରୁ ଜୁଲାଇ ୩୧ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ କରାଯାଇଛି। ବଉଳା…
ଉଡାନ୍ ସହ ଆର୍ସିପିଏଲ୍ର ବୁଝାମଣା
ଭୁବନେଶ୍ୱର,୧।୫: ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟ ଲିମିଟେଡ (ଆରସିପିଏଲ) ଏବଂ ଉଡାନ ମଧ୍ୟରେ ଏକ ଦ୍ୱିପାକ୍ଷିକ ବ୍ୟବସାୟିକ ବୁଝାମଣା ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ଉଭୟ ସଂସ୍ଥା ମଧ୍ୟରେ ଏକ ସର୍ବଭାରତୀୟ ବିତରଣ ଭାଗୀଦାରି ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ବିଶେଷକରି ପ୍ରାରମ୍ଭିକ…
ବ୍ୟାପାର ଓଡ଼ିଶାର ପ୍ରଥମ ସଂସ୍କରଣ ଉଦଯାପିତ
ନୂଆଦିଲ୍ଲୀ,୩୦।୪: ଫେଡେରେସନ ଅଫ ଅଟୋମୋବାଇଲ ଡିଲର୍ସ ଆସୋସିଏସନସ (ଏଫଏଡିଏ)ର ଓଡିଶା ଶାଖା ପକ୍ଷରୁ ନିକଟରେ ବ୍ୟାପାର ଓଡ଼ିଶାର ପ୍ରଥମ ସଂସ୍କରଣ ର ଆୟୋଜନ କରାଯାଇଥିଲା। ଏପରିକି ଫାଡାର ବାର୍ଷିକ ଅଟୋମୋବାଇଲ ଡିଲରମାନଙ୍କର ବୈଠକ ‘ବ୍ୟାପାର’ର ଚତୁର୍ଦ୍ଦଶ ସଂସ୍କରଣ ମଧ୍ୟ ଓଡିଶାରେ ଆୟୋଜିତ…
ଫଳକରେ ବିପଦସଙ୍କୁଳ ଲେଖି ଭୁଲିଗଲେ
ନୟାଗଡ଼ ଅଫିସ,୧।୫: ଆବଶ୍ୟକ ସ୍ଥାନରେ ସେତୁ ନିର୍ମାଣ ନ କରିବା ଓ ବିପଦସଙ୍କୁଳ ସେତୁକୁ ଭାଙ୍ଗି ନୂଆ ସେତୁ ନିର୍ମାଣ କରିବାକୁ ସରକାର ଭୁଲି ଯାଇଛନ୍ତି। ଯେତେ ଅଭିଯୋଗ କଲେ ମଧ୍ୟ କେହି ଶୁଣୁ ନାହାନ୍ତି। ଏହାକୁ ବିରୋଧ କରି ହାଇକୋର୍ଟରେ…
ଆଇଡିଏଫସି ଫାଷ୍ଟ ବ୍ୟାଙ୍କର ବାର୍ଷିକ ଫଳାଫଳ
ନୂଆଦିଲ୍ଲୀ,୩୦।୪: ଆଇଡିଏଫସି ଫାଷ୍ଟ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଉକ୍ତ ବୈଠକରେ ବ୍ୟାଙ୍କର ବାର୍ଷିକ ଫଳାଫଳ ସହ ୨୦୨୨-୨୩ ଆର୍ଥିକ ବର୍ଷ ଶେଷ ତ୍ରୈ ମାସିକ ଫଳାଫଳା ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଅପରପକ୍ଷରେ ୨୦୨୨-୨୩…

