Home

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ ଶୋଭାଯାତ୍ରା ସମୟରେ ହୋଇଥିବା ଦଳାଚକଟାରେ ପ୍ରାଣ ହରାଇଥିବା ଲୋକଙ୍କ ସ୍ମୃତିକୁ ସମ୍ମାନ ଜଣାଇବା…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ବୃଦ୍ଧି ଘୋଷଣା କରିଛି। କମ୍ପାନୀ ପେଟ୍ରୋଲ ମୂଲ୍ୟ ଲିଟର…

ଇଞ୍ଜିନିୟରିଂ ଛାଡ଼ି ଷ୍ଟ୍ରବେରି ଚାଷକୁ ଆପଣାଇଛନ୍ତି ସଫଳଚାଷୀ ଭାଗୀରଥି

କାଳିଆପାଣି,୨୬ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ପିଙ୍ଗଲ ପଞ୍ଚାୟତ ଅନ୍ତର୍ଗତ ରାଇଟିକର ଗ୍ରାମର ଭାଗୀରଥି ସ୍ବାଇଁ ଇଞ୍ଜିନିୟରିଂ ବୃତ୍ତି ଛାଡ଼ି ଷ୍ଟ୍ରବେରି ଚାଷ କରି ସଫଳ ହୋଇଛନ୍ତି। ଏକ୍‌ଜିକ୍ୟୁଟିଭ୍‌ ଇଞ୍ଜିନିୟର ଭାବେ କାର୍ଯ୍ୟ କରୁଥିବା ଭାଗୀରଥି କୋଭିଡ୍‌-୧୯ ମହାମାରୀ ସମୟରେ…

ଧରିତ୍ରୀର ପ୍ରଭାବ; ବୁଲା କୁକୁର ଉପରେ ମୁଖ୍ୟମନ୍ତ୍ରୀ ବସ୍ ଚଢ଼ାଇ ଦେବା ଘଟଣା, ଆକ୍ସନ ମୋଡରେ ବିଡିଓ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ): ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଘଟଣା । ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆକ୍ସନ ମୋଡରେ ପ୍ରଶାସନ । ଡ୍ରାଇଭରମାନଙ୍କୁ ଡକାଇ ତାଙ୍କ ସହ ଆଲୋଚନା କରି କଡା ତାଗିଦ କଲେ ଗଞ୍ଜାମ ବିଡିଓ…

କଲେଜ ଫେୟାରଓ୍ବେଲ୍‌ରେ ଯୋଗଦେଇଥିଲେ ତୃପ୍ତିମୟୀ, ଘରକୁ ଫେରିବା ସମୟରେ ଘଟିଲା…

ଜଗତ୍‌ସିଂହପୁର,୨୬ା୩ (ପ୍ରମୋଦ କୁମାର ନାୟକ): ମଙ୍ଗଳବାର ପରୀକ୍ଷା ସରିଲା। ବୁଧବାର ଥିଲା ବିଦାୟକାଳୀନ ଉତ୍ସବ (ଫେୟାର୍‌ଓ୍ବେଲ)। ତେଣୁ ମନରେ ଥିଲା ଅଫୁରନ୍ତ ଆନନ୍ଦ। ନୂଆ ଶାଢ଼ି ପିନ୍ଧି ସକାଳୁ କାଦୁଆପଡ଼ାସ୍ଥିତ ଗାଦିବ୍ରହ୍ମ ମହିଳା ମହାବିଦ୍ୟାଳୟକୁ ବାହାରି ଯାଇଥିଲେ ଜଗତ୍‌ସିଂହପୁର ନିକଟ ଅଳସୁଦା…

ଗଞ୍ଜାମ ସହରରେ ଗୁଟଖା ତମାଖୁ କଳାବଜାର, ଚଢ଼ା ଦରରେ ବିକ୍ରି ଅଭିଯୋଗ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ): ଗତ କିଛି ଦିନ ହେଲା ଗଞ୍ଜାମ ସହରରେ ଗୁଟଖା କଳା ବଜାର ହେଉଛି ।ପୂର୍ବରୁ ରାଧା ଖଇନି, ପାନ ମସଲା ବିମଳ, ସଫଳ ଆଦି ପାଞ୍ଚ ଟଙ୍କାରେ ବିକ୍ରି ହେଉଥିଲା ବର୍ତମାନ ଗୋଟେ ରାଧା ଖଇନି ଓ…

ମହାନଦୀରେ ଭାସୁଛନ୍ତି ମାଳମାଳ କୁମ୍ଭୀର: ସୋଲ ଭେଳାରେ ପାର ହୋଇ ମାଛ, କଙ୍କଡ଼ା ଧରି ପରିବାର ପୋଷଣ କରୁଛନ୍ତି ମହିଳା

ମହାକାଳପଡ଼ା,୨୬ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ନଦୀ ନାଳଘେରା ବତିଘର ଅଞ୍ଚଳ ମହାନଦୀ ଅବବାହିକା ଶାଖା ନାଳଗୁଡ଼ିକରେ କୁମ୍ଭୀର ମାଳ ମାଳ ଭାସୁଛନ୍ତି। ହେଲେ ସ୍ଥାନୀୟ ମତ୍ସ୍ୟଜୀବୀମାନେ ପରିବାର ପ୍ରତିପୋଷଣ ପାଇଁ ଦୈନନ୍ଦିନ ନିକଟସ୍ଥ ଜଙ୍ଗଲ…

ଭୟଭୀତ ଇରାନ: ଖୋଲାଖୋଲି କଥା ହେବାକୁ…

ଓ୍ବାଶିଂଟନ୍‌,୨୬।୩: ମଧ୍ୟପ୍ରାଚ୍ୟରେ ଆମେରିକା-ଇସ୍ରାଏଲ ମେଣ୍ଟ ଏବଂ ଇରାନ ମଧ୍ୟରେ ଶତ୍ରୁତା ଆରମ୍ଭ ହେବାର ୨୬ ଦିନ ବିତିଗଲାଣି ଏବଂ ଉଭୟ ପକ୍ଷରୁ ଆକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଛି। ଇରାନ ସହିତ ସଂଘର୍ଷ ସମ୍ପର୍କରେ ହ୍ବାଇଟ ହାଉସ ପ୍ରେସ ସଚିବ କାରିନ…

୪୦୦ଟଙ୍କା ପାଇଁ ପୁଅ ଭୁଲିଗଲା ରକ୍ତ ସମ୍ପର୍କ, ବାପାକୁ ପିଟିପିଟି ହତ୍ୟା

ମୋରଡା,୨୬।୩(ସ୍ମାରକ ମାଜୀ): ମାତ୍ର ୪୦୦ଟଙ୍କା ପାଇଁ ନିଜ ବାପାଙ୍କୁ ହତ୍ୟା କରିଲେ ପୁଅ । ଏଭଳି ଲୋମହର୍ଷକାରୀ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡା ଥାନା ତଥା ଚିତ୍ରଡା ଫାଣ୍ଡି ଅଞ୍ଚଳରେ। ସୂଚନା ଅନୁଯାୟୀ, ଉକ୍ତ ଫାଣ୍ଡି ଅଧୀନ ହଳଦୀପାଳ…

ଦିଲ୍ଲୀ ଦରବାରରେ ଗୌରବ ବଢ଼ାଇଲେ ବଲାଙ୍ଗୀରର ୨ ଯୁବ ଶିଳ୍ପୋଦ୍ୟୋଗୀ: ମିଳିଲା ସମ୍ବର୍ଦ୍ଧନା

ବଲାଙ୍ଗୀର,୨୬।୩(ସୁନିଲ କୁମାର ମହାନ୍ତି): ଓଡ଼ିଆ ସମାଜ ପକ୍ଷରୁ ଜବାହାରଲାଲ ନେହେରୁ ଷ୍ଟାଡିୟମ, ନୂଆଦିଲ୍ଲୀରେ ଆୟୋଜିତ ‘ଓଡିଶାପର୍ବ’ରେ ବଲାଙ୍ଗୀରର ଗୌରବ ବଢ଼ାଇଥିବା ସୋମନାଥ ସାହୁ ଓ ନକୁଳ ପଟ୍ଟନାୟକଙ୍କୁ ପବ୍ଲିକ ରିଭ୍ୟୁ କମିଟି, ବଲାଙ୍ଗୀର ପକ୍ଷରୁ ଗୁରୁବାର ସ୍ଥାନୀୟ ଦୈନିକ ବଜାର ପ୍ରାଙ୍ଗଣରେ…

ଝାଡ଼ୁ ଧରିଲେ ବିଡିଓ: ସ୍ବଚ୍ଛ ଦାରିଙ୍ଗବାଡି ପାଇଁ ପ୍ରୟାସ

ଦାରିଙ୍ଗବାଡି,୨୬।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ରକୁ ବିଶ୍ୱସ୍ତରୀୟ କରାଯିବା ପାଇଁ ପ୍ରଶାସନ ଅଣ୍ଟା ଭିଡିଛି। ଗୋଟିଏ ସପ୍ତାହରେ ପୁଣି ପ୍ରଶାସନ ପକ୍ଷରୁ ଦାରିଙ୍ଗବାଡିକୁ ସ୍ବଚ୍ଛ ଓ ସୁନ୍ଦର କରିବାକୁ ସଫେଇ କରାଯାଇଛି। ଏଥିପାଇଁ ବିଡ଼ିଓ ପ୍ରୀତିରଞ୍ଜନ ରଥ ନିଜେ ଝାଡୁ ଧରି…

ଖାମେନେଇଙ୍କ ମୃତ୍ୟୁ ପରେ ଟ୍ରମ୍ପଙ୍କୁ ବଡ଼ ଅଫର୍‌ ଦେଲା ଇରାନ? ଚମକାଇଲା…

ତେହରାନ,୨୬।୩: ଆଜି ମଧ୍ୟପ୍ରାଚ୍ୟରେ ସଂଘର୍ଷର ୨୭ତମ ଦିନ। ଇରାନର ସର୍ୱୋଚ୍ଚ ନେତା ଖାମେନେଇଙ୍କ ସମେତ ଅନେକ ବରିଷ୍ଠ ନେତାଙ୍କ ହତ୍ୟା ପରେ ମଧ୍ୟ, ଇରାନ ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ନିଜର ମତ ରଖିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri