ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ, ଯୁବକଙ୍କୁ ଗଛରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଗ୍ରାମବାସୀ
ଉଦଳା,୧୨ା୫(ସନ୍ତୋଷ କୁମାର ବାଚ୍ଛିନୀ): ରାତିରେ ଗ୍ରାମରେ ପଶି ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା। ଯୁବକଙ୍କୁ ଗଛରେ ବାନ୍ଧି ଗ୍ରାମବାସୀ ଦେଲେ ଉତ୍ତମ ମଧ୍ୟମ। ଉଦଳା ଥାନା ପାଟଶାଣିପୁର ପଞ୍ଚାୟତ ବରହମପୁର ଗ୍ରାମରେ ଘଟିଛି ଏଭଳି ଘଟଣା। ସୂଚନା ଅନୁସାରେ,…
କଲରାପତରିଆ ବାଘର ମୃତଦେହ ଠାବ: ଶିମିଳିପାଳ ଅଭୟାରଣ୍ୟରୁ ଖସି ଆସି…
ନୀଳଗିରି,୧୨।୫(ପ୍ରଶାନ୍ତ କୁମାର ବିଶ୍ବାଳ)ବାଲେଶ୍ୱର ଜିଲା ନୀଳଗିରି ରେଞ୍ଜ ଅଧୀନ କାଠଗୋଛି ଜଙ୍ଗଲରେ ଏକ କଲରାପତରିଆ ବାଘ ମୃତଦେହ ଠାବ। ସୋମବାର ବିଳମ୍ବିତ ରାତିରେ ବାଘଟି କୁଳଡିହା କିମ୍ବା ଶିମିଳିପାଳ ଅଭୟାରଣ୍ୟରୁ ଖସି ଆସି ନୀଳଗିରି ରେଞ୍ଜରେ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି।…
୮,୦୦୦ କର୍ମଚାରୀଙ୍କୁ ଛଟେଇ କଲା ମେଟା: AI ଉପରେ ଫୋକସ, ରେକର୍ଡ ଖର୍ଚ୍ଚ ଉପରେ ଧ୍ୟାନ ମଧ୍ୟରେ ମାର୍କ ଜୁକରବର୍ଗଙ୍କ କଠିନ ପଦକ୍ଷେପ
ଓ୍ବାଶିଂଟନ,୧୨।୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ଯୋଗୁ ବିଶ୍ୱବ୍ୟାପୀ ଭୂରାଜନୈତିକ ଉତ୍ତେଜନା ଶୀର୍ଷରେ ପହଞ୍ଚିଛି। ଅନ୍ୟପକ୍ଷରେ, ବିଶ୍ୱବ୍ୟାପୀ ଟେକ୍ନୋଲୋଜି କ୍ଷେତ୍ରରେ AI ଦ୍ୱାରା ପରିଚାଳିତ ଚାକିରି ହରାଇବାର ଏକ ଲହରୀ ଆରମ୍ଭ ହୋଇସାରିଛି। Facebookର ମୂଳ କମ୍ପାନୀ Meta, ମେ ୨୦ରେ…
ବିଜୟ ପରେ DCକୁ ଝଟକା, ଅକ୍ଷର ପଟେଲଙ୍କୁ ଏତେ ଲକ୍ଷର ଜରିମାନା ଲଗାଇଲା BCCI
ନୂଆଦିଲ୍ଲୀ,୧୨।୫: IPL ୨୦୨୬ରେ, ଦିଲ୍ଲୀ କ୍ୟାପିଟାଲ୍ସ ପଞ୍ଜାବ କିଙ୍ଗସ୍ ବିପକ୍ଷରେ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଥିଲା। ଡିସି ପାଇଁ ସିଜିନ୍ ଏକ ଚମତ୍କାର ଆରମ୍ଭ କରିଥିଲା । ତଥାପି, ପରବର୍ତ୍ତୀ ସମୟରେ ଲଗାତାର ପରାଜୟ ସେମାନଙ୍କୁ ପ୍ଲେଅଫ୍ ଦୌଡ଼ରେ ପଛରେ…
ପୁଣି ଲଘୁଚାପ ସୃଷ୍ଟି: ଜାରି ରହିବ କାଳବୈଶାଖୀ ବର୍ଷା
ଭୁବନେଶ୍ୱର, ୧୨।୫ (ବନ୍ଦନା ସେଠୀ)- ଭାରତ ମହାସାଗରର ମନ୍ନାର ଉପସାଗର ଏବଂ ସଂଲଗ୍ନ ଶ୍ରୀଲଙ୍କା ଉପରେ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ପ୍ରାୟ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…
ହରିପୁରରେ ମହିଳାଙ୍କୁ କୋଦାଳରେ ହାଣି ହତ୍ୟା: ମୃତଶରୀରକୁ ସାଇକେଲରେ ରଖି ଥାନାକୁ ଆଣିଲେ ପରିବାର
ଖଇରା,୧୨।୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ବର ଜିଲା ଖଇରା ଥାନା ଅଧିନ ହରିପୁର ଗ୍ରାମରେ ଛାତ ସେଣ୍ଟରିଂକୁ କେନ୍ଦ୍ର କରି ସୁରେନ୍ଦ୍ର ସେଠୀଙ୍କ ଭଉଣୀ କମଳା(୩୯)ଙ୍କୁ କୋଦାଳରେ ହାଣି ହତ୍ୟା କରିବା ଘଟଣା ବିସ୍ଫୋରକ ରୂପ ଧାରଣ କରିଛି। କମଳାଙ୍କ ମୃତଶରୀର କଟକ ବଡ ମେଡିକାଲରୁ…
ହିମନ୍ତଙ୍କ ଐତିହାସିକ ରାଜତିଳକ
ଗୁଆହାଟି,୧୨।୫: ଆସାମର କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ମଙ୍ଗଳବାର, ମେ ୧୨ରେ ଦ୍ୱିତୀୟ ଥର ଲାଗି ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦି ଉପସ୍ଥିତ ଥିଲେ। ବିସିସିଆଇ ସଚିବ ଦେବଜିତ ସାଇକିଆ କହିଛନ୍ତି, ‘ପ୍ରଧାନମନ୍ତ୍ରୀ…
ନିଶା ସେବନକୁ ବିରୋଧ କଲେ ପୁଅ, କୀଟନାଶକ ପିଇଦେଲେ ବାପା: ଆଉ ତା’ପରେ…
ଦାରିଙ୍ଗବାଡି, ୧୨।୫ (ଅରୁଣ ସାହୁ):ନିଶା ସେବନ କରି ଘରକୁ ଫେରିଥିଲେ ଜଣେ ବୃଦ୍ଧ। ଆଉ ନିଶା ସେବନକୁ ପୁଅ ବିରୋଧ କରିବାରୁ ବୃଦ୍ଧ ବାପା କୀଟନାଶକ ପିଇଦେଇ ଆତ୍ମହତ୍ୟା କରିବା ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ଏଭଳି ଘଟଣା…
ମୋଦି କହୁଛନ୍ତି ସୁନା କିଣ ନାହିଁ, ତେଲ କମ ଖର୍ଚ୍ଚ କର, ମାୟାବତୀ କହିଲେ ‘ହରାଇବା ପାଇଁ ଆଉ କିଛି ବାକି ନାହିଁ’
ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପେଟ୍ରୋଲ ଏବଂ ଡିଜେଲ ବ୍ୟବହାର ହ୍ରାସ କରିବା, ସାଧାରଣ ପରିବହନ ଗ୍ରହଣ କରିବା ଏବଂ ସୁନା କିଣିବା ବନ୍ଦ କରିବା ପାଇଁ କରିଥିବା ଆହ୍ବାନର ଜବାବ ଦେଇଛନ୍ତି ବହୁଜନ ସମାଜ ପାର୍ଟି (BSP) ସୁପ୍ରିମୋ ଏବଂ…
ଗ୍ଲାମର ଇଣ୍ଡଷ୍ଟ୍ରିରେ ପୁଣି ଏକ ଛାଡ଼ପତ୍ର: ବିବାହର ୪ ବର୍ଷ ପରେ ଅଲଗା ହେବେ ଏହି ଯୋଡ଼ି
ଗ୍ଲାମର ଇଣ୍ଡଷ୍ଟ୍ରିରେ ସମ୍ପର୍କ ଗଢ଼ିବା ଏବଂ ଭାଙ୍ଗିବା ଏକ ସାଧାରଣ ଘଟଣା। ଏବେ ଆଉ ଏକ ଦମ୍ପତିଙ୍କ ବିଚ୍ଛେଦକୁ ନେଇ ଗୁଜବ ଘୁରି ବୁଲୁଛି। ଅଭିନେତ୍ରୀ ମୌନି ରୟ ଏବଂ ସୂରଜ ନାମ୍ବିଆର ସୋସିଆଲ ମିଡିଆରେ ପରସ୍ପରକୁ ଅନଫଲୋ କରିଛନ୍ତି। ସୂରଜ…
‘ଲାଇଫ ସପୋର୍ଟ ସିଷ୍ଟମରେ ଯୁଦ୍ଧବିରତି’: ରାଗିଲେ ଟ୍ରମ୍ପ, ସମୁଦ୍ରରେ ମୁତୟନ କଲେ ପରମାଣୁ ବୁଡ଼ାଜାହାଜ
ତେହରାନ,୧୨।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧବିରତି ମଧ୍ୟରେ, ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବା ପରି ମନେ ହେଉଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏହି ଦାବିକୁ ତୀବ୍ର…
ପୋଲିସ ଏନକାଉଣ୍ଟରରେ ୨ ଅଭିଯୁକ୍ତ ଆହତ
ଝାରସୁଗୁଡା/ବେଲପାହାଡ,୧୨।୫(ଆଶିଷ ରଞ୍ଜନ ଦାଶ/ସୁବାସ ପ୍ରଧାନ): ବେଲପାହାଡ଼ ଥାନା ଅନ୍ତର୍ଗତ ସୁଲଦିଆ କୋଇଲା ଖଣି ଅଞ୍ଚଳରେ ଥିବା ଅଇଲାଝରନ ଜଙ୍ଗଲରେ ଆଜି ବ୍ରଜରାଜନଗର ଓ ବନହରପାଲି ଥାନା ପୋଲିସ ଦୁଇ ଅଭିଯୁକ୍ତକୁ ଏନକାଉଣ୍ଟର କରିଛି। ଅଭିଯୁକ୍ତ ଚାନ୍ଦ ନଛୋର୍ ଓ ସୁନିଲ ମହାନନ୍ଦଙ୍କ…

