୯୧ ଏଫ୍ଏମ ଟ୍ରାନ୍ସମିଟର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଶୁକ୍ରବାର ୧୮ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୮୪ଟି ଜିଲାରେ ୯୧ ଏଫ୍ଏମ ଟ୍ରାନ୍ସମିଟରର ଉଦ୍ଘାଟନ କରିଛନ୍ତି। ଏହା ସୀମା ଅଞ୍ଚଳ ଏବଂ ଆକାଂକ୍ଷା ଜିଲାଗୁଡିକର ଏଫ୍ଏମ ଟ୍ରାନ୍ସମିଟରର ସେବାକୁ…
ଗିରଫଦାରି ଭୟରେ କହ୍ନେଇପୁର ଜନଶୂନ୍ୟ
କୃଷ୍ଣପ୍ରସାଦ,୨୮ା୪(ଡି.ଏନ୍.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ କହ୍ନେଇପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ଘଟି ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ଏମ୍କେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ଗ୍ରାମରେ ଚାପା ଉତ୍ତେଜନା…
ଅଲୋଡ଼ା ମଧୁସୂଦନ ସଂଗ୍ରହାଳୟ
କଟକ ଅଫିସ,୨୮ା୪: ଶୁକ୍ରବାର ମଧୁବାବୁଙ୍କ ଜୟନ୍ତୀ। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ହେଲେ ତାଙ୍କ ସ୍ମୃତିରେ ନିର୍ମାଣ କରାଯାଇଥିବା କଟକ ଚଣ୍ଡୀଛକସ୍ଥିତ ମଧୁସୂଦନ ସଂଗ୍ରହାଳୟ ଏବେ ଅସ୍ଥିତ୍ୱ ହରାଇବାରେ ଲାଗିଛି। ରାତି ପାହିଲେ ଜୟନ୍ତୀ, ହେଲେ ଗୁରୁବାର ସଂଗ୍ରହାଳୟ…
କାଓନୋମିକ୍ସ ଟେକ୍ନୋଲୋଜିରେ ପୁନରୁଦ୍ଧାର ହେବ ଜଳାଶୟ
କଟକ ଅଫିସ,୨୮ା୪: କଟକ ସହରରେ ଅଧିକାଂଶ ଜଳାଶୟ ପରିତ୍ୟକ୍ତ ଅବସ୍ଥାରେ ଥିବାରୁ ମଶାବଂଶ ବୃଦ୍ଧି ପାଉଛି। ଫଳରେ କଟକ ମହାନଗର ନିଗମ (ସିଏମ୍ସି) ପକ୍ଷରୁ ଏକ ଅଭିନବ ଉପାୟରେ ଜଳାଶୟଗୁଡିକୁ ବିଶୋଧନ କରି ବ୍ୟବହାର ଉପଯୋଗୀ ପାଇଁ ଯୋଜନା କରାଯାଇଛି। ଏନେଇ…
ବାଉଁଶ ଖୁଣ୍ଟରେ ୧୧କେଭି ବିଦ୍ୟୁତ୍ ତାର
ଯୋଡ଼ା/ଚମ୍ପୁଆ,୨୮ା୪(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍ ଆସେଇଁକଳା ଗ୍ରାମରେ ଏକ ବାଉଁଶ ଖୁଣ୍ଟରେ ୧୧ କେଭି ବିଦ୍ୟୁତ୍ ତାର ଟଣାଯାଇଛି। ଗ୍ରାମବାସୀ ବିପଦସଙ୍କୁଳ ଅବସ୍ଥାରେ ରହିଛନ୍ତି। ଏନେଇ ବାରମ୍ବାର ଅଭିଯୋଗ ପରେ ମଧ୍ୟ ଖୁଣ୍ଟ ପରିବର୍ତ୍ତନ ହେଉନାହିଁ। କିଛି ଅଘଟଣ ପରେ…
ମୋ ଝିଅ ହିଁ ସୁନକଙ୍କୁ କରିଛନ୍ତି ପ୍ରଧାନମନ୍ତ୍ରୀ: ସୁଧା ମୂର୍ତ୍ତି
ଲଣ୍ଡନ/ନୂଆଦିଲ୍ଲୀ,୨୮।୪: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ କିଛି ନା କିଛି କାରଣ ପାଇଁ ରହିଥାଆନ୍ତି ଚର୍ଚ୍ଚାରେ। ଏବେ ଏମିତି ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ କୁହାଯାଇଛି କି ଋଷି ସୁନକ ପ୍ରଧାନମନ୍ତ୍ରୀ ହେବା ପଛରେ କାହାର ହାତ ରହିଛି। ପ୍ରକୃତରେ…
ଖାଦ୍ୟ ପରଷିବାରେ ବିଳମ୍ବ ପାଇଁ ପିଅନ ନିଲମ୍ବିତ
ବାସୁଦେବପୁର,୨୮।୪ (ଡି.ଏନ.ଏ.): ତହସିଲ ପରିସରରେ ଥିବା ଡାକବଙ୍ଗଳାରେ ଖାଦ୍ୟ ପରଷିବାରେ ବିଳମ୍ବ ହେଲା। ଏଣୁ କାର୍ଯ୍ୟରେ ଅବହେଳା କରିଥିବାରୁ ନିଲମ୍ବିତ ହୋଇଛନ୍ତି ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଫିସ୍ ପିଅନ ପ୍ରଶାନ୍ତ ବାଗ। ସୂଚନା ଅନୁଯାୟୀ, ଜିଲା ପରିଷଦ ସିଡିଓ (ମୁଖ୍ୟ…
ଦୁଇ ସେନା ହେଲିକପ୍ଟର ଦୁର୍ଘଟଣା, ୩ ପାଇଲଟ ମୃତ
ଓ୍ବାଶିଂଟନ,୨୮ା୪: ଟ୍ରେନିଂରୁ ଫେରୁଥିବା ଆମେରିକାର ଦୁଇଟି ସାମରିକ ହେଲିକପ୍ଟର ଗୁରୁବାର ଆଲାସ୍କାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ୩ ପାଇଲଟଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ନିଖୋଜ ଥିବା ଶୁକ୍ରବାର ସୂଚନା ମିଳିଛି। ତେବେ ଚଳିତ ବର୍ଷ ରାଜ୍ୟରେ ସାମରିକ ହେଲିକପ୍ଟର…
ବଢ଼ୁଛି ୨ ନଦୀବନ୍ଧ ବିସ୍ଥାପିତଙ୍କ ଦୁଃଖ
ନୟାଗଡ଼ ଅଫିସ,୨୮।୪: ନୟାଗଡ଼ ଜିଲାର ବିଭିନ୍ନ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ସ୍ଥାନୀୟ ଆଦିବାସୀଙ୍କୁ ଲୋଭ ଦେଖାଇ ଭୋଗ ଦଖଲ ଜମିରେ କାଜୁ କର୍ପୋରେଶନ କାଜୁ ଗଛ ଲଗାଇଲେ। କାଜୁ ଗଛକୁ ଆଦିବାସୀଙ୍କ ଦ୍ୱାରା ରକ୍ଷଣାବେକ୍ଷଣ କରାଗଲା । ହେଲେ ଫଳ ଧରିବା…
ବିନା ପରିବେଶ ମଞ୍ଜୁରୀରେ ଖଣି ଖନନ ଅଭିଯୋଗ
ଛତ୍ରପୁର,୨୮ା୪(ଡି.ଏନ୍.ଏ.): ଛତ୍ରପୁର ନିକଟ ମାଟିଖାଲସ୍ଥିତ ଭାରତୀୟ ବିରଳ ମୂର୍ତ୍ତିକା ଲିଃ (ଆଇଆରଇ)ରେ ବିଭିନ୍ନ ବେନିୟମ କାର୍ଯ୍ୟ ଓ ଦୁର୍ନୀତି ହେଉଥିବା ଅଭିଯୋଗ କରିଛି ଭାରତୀୟ ବିକାଶ ପରିଷଦ। ଛତ୍ରପୁର ଠାରେ ଏକ ଖବରଦାତା ସମ୍ମିଳନୀରେ ଅଭିଯୋଗ କରାଯାଇଛି ଯେ, କାରଖାନା ପକ୍ଷରୁ…
ତାଇଓ୍ବାନକୁ କବ୍ଜା କରିବା ପାଇଁ ଚାଇନାର ଜୋର୍ଦାର ପ୍ରୟାସ: ୩୮ ଯୁଦ୍ଧ ବିମାନ ଉଡ଼ାଇଲା
ତାଇପେ,୨୮ା୪ ତାଇଓ୍ବାନକୁ କବ୍ଜା କରିବା ପାଇଁ ଚାଇନା କ୍ରମାଗତ ଭାବରେ ବିଭିନ୍ନ ପନ୍ଥା ଆପଣାଉଛି। ବର୍ତ୍ତମାନ ତାଇଓ୍ବାନର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତ୍ତି ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, ଚାଇନା ସେନା ତାଇଓ୍ବାନ ନିକଟରେ ପ୍ରାୟ ୩୮ ଯୁଦ୍ଧ…
ବ୍ୟାଙ୍କ ଆକାଉଣ୍ଟକୁ ଆସୁନି ଭତ୍ତା ଟଙ୍କା, ହିତାଧିକାରୀ ହଟହଟା
ନାଉଗାଁ,୨୮।୪(ସ୍ବ.ପ୍ର.): ଭତ୍ତା ଟଙ୍କା ପ୍ରଦାନରେ ସ୍ବଚ୍ଛତା ଆଣିବା ପାଇଁ ସରକାରଙ୍କ ପକ୍ଷରୁ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଭତ୍ତା ଟଙ୍କା ପଠାଯିବା ପାଇଁ ବ୍ୟବସ୍ଥା କରାଯାଇଛି। ଫଳରେ ହିତାଧିକାରୀମାନେ ଭତ୍ତା ଟଙ୍କା ପାଇବା ପାଇଁ ବ୍ୟାଙ୍କ ଆକାଉଣ୍ଟ ଦେବା ବାଧ୍ୟତାମୂଳକ କରାଯାଇଛି। ଏଥିସହ…

