Home

ଜାଲ୍‌ ସାର୍ଟିଫିକେଟରେ ଚାକିରି: ଶିକ୍ଷୟିତ୍ରୀଙ୍କ ବିରୋଧରେ ଏତଲା ଦେଲେ ବିଇଓ

ଚଣ୍ଡିଖୋଲ,୨୮ା୪(ଡି.ଏନ.ଏ.): ବଡ଼ଚଣା ଶିକ୍ଷା ମଣ୍ଡଳ ଅଧୀନ ରଇପୁର ପଞ୍ଚାୟତ ପାଥପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଜଣାପଡ଼ିବା ପରେ ତାଙ୍କ ନାମରେ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ସବିତା ସାହୁ ବଡ଼ଚଣା ଥାନାରେ ଏତଲା ଦେଇଛନ୍ତି। ସୂଚନା…

ଅସଲି ଟ୍ରାନ୍‌ଜିଟ୍‌ ପାସ୍‌ ଖୋଜୁଛି ନିର୍ମାଣ ବିଭାଗ

ଯାଜପୁର ଅଫିସ,୨୮ା୪: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରୁ ଯୋଗାଣ ହୋଇଥିବା ପଥର ସାମଗ୍ରୀର ୱାଇ ଫର୍ମ ବା ଟ୍ରାନ୍‌ଜିଟ୍‌ ପାସ୍‌(ଟିିପି)ର ଅସଲି ତଥା ଯର୍ଥାଥତା ଖୋଜୁଛି କେନ୍ଦୁଝର ଗ୍ରାମ୍ୟ ନିର୍ମାଣ ଡିଭିଜନ। ପ୍ରାୟ ୪ ବର୍ଷ ହେବ କେନ୍ଦୁଝର ଗ୍ରାମ୍ୟ…

ଦାବି ଶୁଣିଲନି, ନୂଆ ଜିଲା ଦିଅ

ଯାଜପୁର ଅଫିସ,୨୮ା୪: ବ୍ୟାସନଗର ନାଗରିକ କମିଟି ଏବଂ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୫ ଦଫା ଦାବି ନେଇ ବିଭିନ୍ନ ସମୟରେ ଆନ୍ଦୋଳନ, ବନ୍ଦ ଆଦି ପାଳନ କରାଯାଉଛି। ଏହି ଆନ୍ଦୋଳନକୁ ଜିଲାର ବହୁ ସଙ୍ଗଠନ ଏବଂ ରାଜନୈତିକ ଦଳଗୁଡିକ ପ୍ରତ୍ୟକ୍ଷ…

ମହ୍ଲାରଙ୍କ ଭାଗ୍ୟ ବଦଳୁନାହିଁ

କାଳିଆପାଣି,୨୮ା୪(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ୍‌ ଅଧୀନ କାଳିଆପାଣି ଖଣି ଅଞ୍ଚଳ କଅଁସ ପଞ୍ଚାୟତ ବିଟସାହି ଉପରମୁଣ୍ଡ ବୁଦୁବୁଦିଆ ଜଙ୍ଗଲ କଡ଼ରେ ଚାଳଛପର, ଛିଣ୍ଡା ଜରିପାଲରେ ଝୁମ୍ପୁଡ଼ି କରି ବସବାସ କରୁଛନ୍ତି ମହ୍ଲାର ସମ୍ପ୍ରଦାୟ। ହେଲେ ସେମାନଙ୍କ ଭାଗ୍ୟ ବଦଳୁନାହିଁ। ସେମାନଙ୍କ…

ଭିନ୍ନ ରୂପ ନେଲା ଆବାସ ଚୋରି ଘଟଣା: ୪ ହିତାଧିକାରୀଙ୍କ ନାଁରେ ଥାନାରେ ଅଭିଯୋଗ

ବିଞ୍ଝାରପୁର,୨୮ା୪(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଧୀନ କଏଣା-ରଘୁନାଥପୁର ପଞ୍ଚାୟତରେ ଆବାସ ଚୋରି ଘଟଣା ଭିନ୍ନରୂପ ନେଇଛି। ଆବାସ ପାଇଥିବା ୪ ହିତାଧିକାରୀଙ୍କ ନାଁରେ ବିଡିଓ ବିଞ୍ଝାରପୁର ଥାନାରେ ଅଭିଯୋଗ କରିଥିବାବେଳେ ହିତାଧିକାରୀମାନେ ବିଜେଡିର ପଞ୍ଚାୟତ ସଭାପତିଙ୍କ ନାଁରେ ପୃଥକ୍‌ଭାବେ ୩ଟି…

ପୁଟିନ୍‌ଙ୍କୁ ହତ୍ୟା ଉଦ୍ୟମ କରିଥିଲା ୟୁକ୍ରେନ୍‌

ଲଣ୍ଡନ,୨୮ା୪: ୟୁକ୍ରେନୀୟ ସିକ୍ରେଟ୍‌ ସର୍ଭିସ ଏଜେଣ୍ଟମାନେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ହତ୍ୟା ପାଇଁ ଉଦ୍ୟମ କରିଥିଲେ। ବିସ୍ଫୋରକ ଭର୍ତ୍ତି ଏକ କାମିକାଜି ଡ୍ରୋନ୍‌ରେ ପୁଟିନ୍‌ଙ୍କୁ ଉଡ଼ାଇଦେବାକୁ ଯୋଜନା ହୋଇଥିଲା। କିନ୍ତୁ ମାନବବିହୀନ ଏରିଆଲ ଭେହିକିଲ୍‌ (ୟୁଏଭି) ଲକ୍ଷ୍ୟ ଭେଦ କରିବା…

ଚେନ୍ନାଇକୁ ହରାଇ ରାଜସ୍ଥାନ ଶୀର୍ଷରେ

ଜୟପୁର,୨୭।୪: ଜୟପୁରର ସାଓ୍ବାଇ ମାନ୍‌ସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ର ୩୭ ତମ ହାଇସ୍କୋରିଂ ମ୍ୟାଚ୍‌ରେ ଅଧିନାୟକ ସଞ୍ଜୁ ସାମ୍‌ସନଙ୍କ ନେତୃତ୍ୱାଧୀନ ରାଜସ୍ଥାନ ୩୨ ରନ୍‌ରେ ବିଜୟୀ ହୋଇଛି। ଏହି ବିଜୟ ସହ ରାଜସ୍ଥାନ ୧୦ ପଏଣ୍ଟ ପାଇ ଟେବୁଲର ଶୀର୍ଷରେ…

ଯୁବତୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରୁଥିଲେ ଯୁବକ, ସୁରଟରୁ ହେଲେ ଗିରଫ

ହିଞ୍ଜିଳିକାଟୁ,୨୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ଯୁବତୀଙ୍କ ଅଶ୍ଲୀଳ ଭିଡିଓ ଭାଇରାଲ ଅଭିଯୋଗରେ କୋଦଳା ଥାନା ଅନ୍ତର୍ଗତ ସଚିନା ଗାଁର ନରେଶ ପ୍ରଧାନଙ୍କୁ ଗୁରୁବାର ହିଞ୍ଜିଳି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ପ୍ରକାଶ…

ବଲିଉଡ୍‌ର ଏହି ବ୍ୟକ୍ତିଙ୍କୁ ଗଡ୍‌ଫାଦର ଭାବନ୍ତି ସଲମାନ

ମୁମ୍ବାଇ: କୁହାଯାଏ, ସମସ୍ତଙ୍କ ଜୀବନରେ କେହି ନା କେହି ଗଡ୍‌ଫାଦର ଅଛନ୍ତି। ଆମକୁ କେବଳ ଏହା ହୃଦୟଙ୍ଗମ କରିବାକୁ ପଡ଼ିବ। ସେହି ଗଡ୍‌ଫାଦର ଯେକୌଣସି ରୂପରେ ହୋଇପାରନ୍ତି। ଜାଣି ଆଶ୍ଚର୍ଯ୍ୟ ହେବେ ଯେ, ଦବଙ୍ଗ ଖାନ୍‌ ସଲମାନଙ୍କ ଜୀବନରେ ମଧ୍ୟ ଜଣେ…

ଚେନ୍ନାଇ ଆଗରେ ୨୦୩ ରନ୍‌ର ବିଜୟ ଟାର୍ଗେଟ୍‌

ଜୟପୁର,୨୭।୪: ଜୟପୁରର ସାଓ୍ବାଇ ମାନ୍‌ସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ର ୩୭ତମ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମ୍‌ସନ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଯଶସ୍ବୀ ଜୟସ୍ବାଲଙ୍କ ୭୭ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଅର୍ଦ୍ଧଶତକ ବଳରେ ରାଜସ୍ଥାନ ନିର୍ଦ୍ଧାରିତ ୨୦…

ସୀମାନ୍ତରେ ଆଜି ପୁଣି ମାଓବାଦୀଙ୍କ ତାଣ୍ଡବ

ମାଲକାନଗିରି,୨୭ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡା ଜିଲାରେ ବୁଧବାର ମାଓବାଦୀମାନେ ଏକ ବଡ଼ ଧରଣର ଅଘଟଣ ଘଟାଇଥିବା ବେଳେ ବେଲେ ଆଜି ପୁଣିଥରେ ପୁଣିଥରେ ଦାନ୍ତଓ୍ବୋଡା ଜିଲା ଓରଛା ଗ୍ରାମର ମୁଖ୍ୟ ରାସ୍ତାର ବିଭିନ୍ନ ସ୍ଥାନରେ ଖୋଳି ପଥର ଓ…

‘ଦେଶର ୬ ଜଣ ଲୋକ ହିଁ ମୋତେ ହତ୍ୟା କରିବାକୁ ରଚିଥିଲେ ଷଡ଼ଯନ୍ତ୍ର’

ଇସଲାମାବାଦ,୨୭ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଗୁରୁବାର ସରକାରଙ୍କ ଦାବିକୁ ପ୍ରତ୍ୟାଖ୍ୟାନ କରି କହିଛନ୍ତି ଯେ, ତାଙ୍କ ଜୀବନ ପ୍ରତି ବିପଦ ରହିଛି। ଏଥି ସହ ଇମ୍ରାନ କହିଛନ୍ତି, ଦେଶର ୬ ଜଣ ଲୋକ ହିଁ ମୋତେ ହତ୍ୟା କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?