Home

ପାକିସ୍ତାନ ସରକାରଙ୍କ ପୁଣି ପତନ ଆଶଙ୍କା, ମରିୟମ ନଓ୍ବାଜ ଶାହବାଜଙ୍କୁ କଲେ ବିରୋଧ…

ଇସଲାମାବାଦ,୧୮।୨ : ଅର୍ଥନୈତିକ ସଙ୍କଟର ସମ୍ମୁଖୀନ ହେଉଥିବା ପାକିସ୍ତାନରେ ସରକାରଙ୍କର ପୁଣି ଥରେ ପତନ ହେବାର ଆଶଙ୍କା ସୃଷ୍ଟି ହୋଇଛି। ସରିଫ ପରିବାରରେ ଏକ ବଡ଼ ମତଭେଦ ଥିବା ଜଣାପଡିଛି। ଶରିଫ ପରିବାରର ଶାସକ ଦଳ ପିଏମଏଲ (ଏନ) ରେ ବିଭାଜନ…

ଦିବ୍ୟାଙ୍ଗଙ୍କ ନିକଟରେ ଭତ୍ତା ପହଞ୍ଚାଇଲା ଡ୍ରୋନ୍‌

ନୂଆପଡ଼ା ଅଫିସ,୧୮ା୨: ନୂଆପଡ଼ା ସଦର ବ୍ଲକ ଭାଲେଶ୍ୱର ପଞ୍ଚାୟତରେ ଡ୍ରୋନ୍‌ ସାହାଯ୍ୟରେ ଦିବ୍ୟାଙ୍ଗଙ୍କ ନିକଟରେ ପହଞ୍ଚିଛି ଭତ୍ତା ଟଙ୍କା। ଜିଲାରେ ପ୍ରଥମ କରି ଡ୍ରୋନ୍‌ ଯୋଗେ ହିତାଧିକାରୀଙ୍କ ନିକଟକୁ ଭତ୍ତା ଟଙ୍କା ପଠାଇ ଇତିହାସ ସୃଷ୍ଟି କରିଛନ୍ତି ଭାଲେଶ୍ୱର ପଞ୍ଚାୟତ ସରପଞ୍ଚ…

ବାଇକ୍‌ ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର

ବୌଦ୍ଧ,୧୮ା୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ବ୍ରାହ୍ମଣଗାଁ ଛକଠାରେ ଶନିବାର ସନ୍ଧ୍ୟାରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ସୂଚନାନୁଯାୟୀ, ତିଳେଶ୍ୱର ପଟରୁ ଭେଜିଗୋରା…

ମୋଦି ସରକାର ଏତେ ଦୁର୍ବଳ ବୋଲି ମୁଁ ଜାଣି ନ ଥିଲି: ଚିଦାମ୍ବରମ…

ନୂଆଦିଲ୍ଲୀ,୧୮।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରୁଥିବା ଆମେରିକୀୟ ବିଲିୟନେୟାର ଜର୍ଜ ସୋରେସଙ୍କ ଉପରେ କଂଗ୍ରେସର ବରିଷ୍ଠ ନେତା ପି ଚିଦାମ୍ବରମ ମଧ୍ୟ ନିଜର ମତ ଦେଇଛନ୍ତି। ଚିଦାମ୍ବରମ ଟୁଇଟ କରି କହିଛନ୍ତି ଯେ ଜର୍ଜ ସୋରୋସ ଅତୀତରେ ଯାହା…

ବେଲଜ୍ଜା ଭାବରେ ମିଛ କହୁଛନ୍ତି କେଜରିଓ୍ବାଲ ସରକାର: ଭାଜପା…

ନୂଆଦିଲ୍ଲୀ,୧୮।୨ : ଭାରତୀୟ ଜନତା ପାର୍ଟି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ସରକାରଙ୍କୁ ଟାର୍ଗେଟ କରିଛି। ଶନିବାର ଭାଜପା ପକ୍ଷରୁ ଏକ ଗଣମାଧ୍ୟମ ସମ୍ମିଳନୀ ଆୟୋଜିତ ହୋଇଥିଲା। ଏଥିରେ ଦିଲ୍ଲୀ ଭାଜପା ଅଧ୍ୟକ୍ଷ ବିରେନ୍ଦ୍ର ସଚ୍ଚଦେବ, ଏମ୍‌ପି ପରଭେଶ ବର୍ମା ତଥା…

ଅକ୍ସଫୋର୍ଡ ୟୁନିଭର୍ସିଟି ହସ୍ପିଟାଲର ସିଇଓ ଭାବେ ନିଯୁକ୍ତ ହେଲେ ମେଘନା ପଣ୍ଡିତ

ଲଣ୍ଡନ,୧୮ା୨: ଅକ୍ସଫୋର୍ଡ ୟୁନିଭର୍ସିଟି ହସ୍ପିଟାଲ (OUH) ଏନ୍‌ଏଚ୍‌ଏସ୍‌ ଫାଉଣ୍ଡେଶନ ଟ୍ରଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବରେ ଭାରତୀୟ ବଂଶୋଭବ ପ୍ରଫେସର ମେଘନା ପଣ୍ଡିତଙ୍କୁ ନିଯୁକ୍ତ କରାଯାଇଛି। ଏହି ପଦବୀ ପାଇବାରେ ସେ ପ୍ରଥମ ମହିଳା। କୌଣସି ଜାତୀୟ ସ୍ବାସ୍ଥ୍ୟ ସେବା…

ମୋ ବିରୋଧରେ ସମସ୍ତ କ୍ଷମତା ଲଗାଇଛନ୍ତି ସରକାର: ସିସୋଡିଆ…

ନୂଆଦିଲ୍ଲୀ,୧୮।୨ : ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଶନିବାର କହିଛନ୍ତି ଯେ ମଦ ନୀତି ପ୍ରସଙ୍ଗରେ ତାଙ୍କୁ ପୁଣି ପଚରାଉଚରା ପାଇଁ ଡକାଯାଇଛି। ତାଙ୍କୁ ହଇରାଣ କରିବା ପାଇଁ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ଏଜେନ୍ସିଗୁଡିକର ପୂର୍ଣ୍ଣ କ୍ଷମତାର ଅପବ୍ୟବହାର କରୁଥିବା…

କରୋନା ମହାମାରୀ ପରେ ବଢୁଛି କର୍କଟ ମାମଲା: ରାମଦେବ…

ପଣଜୀ,୧୮।୨ : ଗୋଆରେ ଏକ ସମାବେଶକୁ ସମ୍ବୋଧିତ କରି ବାବା ରାମଦେବ ଶନିବାର ଦାବି କରିଛନ୍ତି ଯେ କରୋନା ମହାମାରୀ ପରେ ଦେଶରେ କର୍କଟ ମାମଲାରେ ବୃଦ୍ଧି ଘଟିଛି। ପତଞ୍ଜଳି ଯୋଗ ସମିତି ଶନିବାର ଠାରୁ ଗୋଆରେ ତିନି ଦିନିଆ ଯୋଗ…

ପ୍ରେସ୍‌ମିଟ୍‌ ବର୍ଜନ କଲେ ଗଣମାଧ୍ୟମ ପ୍ରତିନିଧି

ଆନନ୍ଦପୁର,୧୮ା୨(ସ୍ବ.ପ୍ର.): ଆନନ୍ଦପୁର ଜଳସମ୍ପଦ ବିଭାଗ ଅଧୀନରେ ନିର୍ମାଣାଧୀନ ପ୍ରକଳ୍ପ ପରିଦର୍ଶନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଥିଲା। ଏ ସମ୍ପର୍କରେ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଜିଲା ପ୍ରଶାସନ ସ୍ତରରେ ସୂଚନା ପ୍ରଦାନ କରାଯିବା ସହିତ ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ…

ଜୁନ୍‌ ସୁଦ୍ଧା କାର୍ଯ୍ୟକ୍ଷମ ହେବ ଆନନ୍ଦପୁର ବ୍ୟାରେଜ: ମୁଖ୍ୟ ଶାସନ ସଚିବ

ଆନନ୍ଦପୁର,୧୮ା୨(ସ୍ବ.ପ୍ର.): ୪୭୫ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପ ୨୦୨୦ ଜାନୁୟାରୀ ୩୧ରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା। ଲୋକର୍ପଣକୁ ଦୀର୍ଘ ୩ ବର୍ଷ ଅତିକ୍ରାନ୍ତ କରିଥିଲେ ବି ଅଦ୍ୟାବଧି ଏହା କାର୍ଯ୍ୟକ୍ଷମ ହୋଇପାରିନି।…

କାର୍ତ୍ତିକଙ୍କ ଚାଲାଣ କାଟିଲା ପୋଲିସ

ମୁମ୍ବାଇ: ଅଭିନେତା କାର୍ତ୍ତିକ ଆର୍ଯ୍ୟନ ତାଙ୍କ ଫିଲ୍ମ ‘ଶେହଜାଦା’କୁ ନେଇ ଖୁବ୍‌ ଚର୍ଚ୍ଚାରେ ଅଛନ୍ତି। କାର୍ତ୍ତିକ ଏବଂ କ୍ରୀତି ସାନନଙ୍କ ଏହି ଫିଲ୍ମ ରିଲିଜ ହେବା ପରଠାରୁ ଏହା ରେକର୍ଡ କରିଛି। ଉଭୟେ ‘ଶେହଜାଦା’କୁ ନେଇ ବହୁତ ଉତ୍ସାହିତ ଅଛନ୍ତି। କାର୍ତ୍ତିକ…

ଅଙ୍କିତ ନୁହନ୍ତି, ଷ୍ଟାନଙ୍କୁ ଡେଟ୍‌ କରିବାକୁ ଚାହାନ୍ତି ପ୍ରିୟଙ୍କା

ବମ୍ବେ: ବିଗ୍‌ବସ୍‌ ଜିତି ନାହାନ୍ତି ସତ, ହେଲେ ଦର୍ଶକଙ୍କ ହୃଦୟ ଜିତିବାରେ ସଫଳ ହୋଇଛନ୍ତି। ଆମେ କହୁଛୁ ବିବାଦୀୟ ରିଆଲିଟି ଶୋ’ରେ ଭାଗ ନେଇଥିବା ପ୍ରତିଯୋଗୀ ତଥା ଅଭିନେତ୍ରୀ ପ୍ରିୟଙ୍କା ଚାହର ଚୌଧୁରୀଙ୍କ କଥା। ଶୋ’ ଶେଷ ହେବା ପରେ ଅନେକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri