Home

ବିରୋଧୀ ଏକାଠି ହେଲେ ୨୦୨୪ରେ ଭାଜପା କଠିନ ସମୟର ସମ୍ମୁଖୀନ ହେବ: ଥରୁର

ନୂଆଦିଲ୍ଲୀ,୧୮ା୨(ପି.ଟି.): ୨୦୨୪ ଲୋକ ସଭା ନିର୍ବାଚନ ଉତ୍କଣ୍ଠାପୂର୍ଣ୍ଣ ହେବ ବୋଲି ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର ପୂର୍ବାନୁମାନ କରିଛନ୍ତି। ଭାଜପାକୁ ପରାସ୍ତ କରିବା ଲାଗି ଯଦି ବିରୋଧୀମାନେ ଏକାଠି ହୋଇ ପ୍ରତି ଆସନରେ ପ୍ରାର୍ଥୀ ଦିଅନ୍ତି ତେବେ ଶାସକ ଦଳକୁ…

କର୍ନାଟକ ଭାଜପା ମୁଖ୍ୟଙ୍କ ଟିପୁ ବିରୋଧୀ ମନ୍ତବ୍ୟକୁ ନେଇ ଦଳ ଦୁଇଭାଗ

ନୂଆଦିଲ୍ଲୀ,୧୮ା୨: କର୍ନାଟକରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଦଳୀୟ ରଣନୀତି ଚୂଡ଼ାନ୍ତ କରିବା ଉଦ୍ଦେଶ୍ୟରେ ରାଜ୍ୟ ଭାଜପା ମୁଖ୍ୟ ଟିମ୍‌ର ମାରାଥନ୍‌ ବୈଠକ ବାରମ୍ବାର ବସୁଛି। ଅନ୍ୟପକ୍ଷରେ ଦଳର ରାଜ୍ୟ ସଭାପତି ନଳିନ କୁମାର କାତିଲଙ୍କର ଟିପୁ ସୁଲ୍‌ତାନ ବନାମ ଭି.ଡି.…

ଅରୂପଙ୍କ ବିରୋଧରେ ଥାନାରେ ଏତଲା

ଭୁବନେଶ୍ବର, ୧୮ା୨(ବ୍ୟୁରୋ): ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଏବଂ ମହିଳା ଆଇଆଇସିଙ୍କ ମଧ୍ୟରେ ହାତାହାତି ପରିସ୍ଥିତି ନେଇ ଏବେ ରାଜ୍ୟ ରାଜନୀତି ଉଠୁଛି ପଡୁଛି। ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ମନ୍ତ୍ରୀ ନବ ଦାସଙ୍କୁ ସର୍ବସମ୍ମୁଖରେ ଜଣେ ଏଏସ୍‌ଆଇ…

ସୁପ୍ରିମକୋର୍ଟରେ ଏଏପିର ବଡ଼ ବିଜୟ

ନୂଆଦିଲ୍ଲୀ,୧୮ା୨: ମେୟର ନିର୍ବାଚନରେ ଦିଲ୍ଲୀ ମହାନଗର ନିଗମ (ଏମ୍‌ସିଡି)ର ମନୋନୀତ ସଦସ୍ୟମାନେ ଭୋଟ ଦେଇପାରିବେ ନାହିଁ ବୋଲି ଶୁକ୍ରବାର ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଏହି ରାୟ ଭାଜପାକୁ ଶକ୍ତ ଝଟକା ଦେଇଥିବାବେଳେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପାଇଁ ବଡ଼ ବିଜୟ…

କରାଚୀ ପୋଲିସ ମୁଖ୍ୟାଳୟରେ ଆକ୍ରମଣ: ୪ ନିହତ

କରାଚୀ,୧୮ା୨: ପାକିସ୍ତାନର କରାଚୀ ସହରରେ ଥିବା ପୋଲିସ ମୁଖ୍ୟାଳୟ ଉପରେ ଶୁକ୍ରବାର ତାଲିବାନ ଆତଙ୍କବାଦୀ ଆତ୍ମଘାତୀମାନେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। ବିସ୍ଫୋରଣ ଓ ଗୁଳି ଶବ୍ଦରେ ସହର ଥରିଉଠିଥିଲା।…

ଦଳିତ ଆଇଆଇଟି ଛାତ୍ରଙ୍କ ଆତ୍ମହତ୍ୟା: ନିର୍ଦ୍ଦେଶକଙ୍କ ଇସ୍ତଫା ଦାବିକଲେ ୩ ଛାତ୍ର ଗୋଷ୍ଠୀ

ମୁମ୍ବାଇ,୧୮ା୨: ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍‌ନୋଲୋଜି (ଆଇଆଇଟି) ବମ୍ବେର ଜଣେ ୧୮ ବର୍ଷୀୟ ଦଳିତ ଛାତ୍ର ଆତ୍ମହତ୍ୟା କରିଥିବାବେଳେ ଏଥିପାଇଁ ଶିକ୍ଷାନୁଷ୍ଠାନର ୩ ଛାତ୍ରଗୋଷ୍ଠୀ ନିର୍ଦ୍ଦେଶକଙ୍କୁ ଦାୟୀ କରି ତୁରନ୍ତ ତାଙ୍କର ଇସ୍ତଫା ଦାବି କରିଛନ୍ତି। ନିର୍ଦ୍ଦେଶକ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ସ୍ଥାନ…

ବନ୍ଦ ଲଫାପାରେ କେନ୍ଦ୍ରର ପ୍ରସ୍ତାବ ଅଗ୍ରାହ୍ୟ

ନୂଆଦିଲ୍ଲୀ,୧୮ା୨: ଆମେରିକୀୟ ଶର୍ଟ ସେଲର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ପକ୍ଷରୁ ଆଦାନୀ ଗ୍ରୁପ୍‌ ବିରୋଧରେ ଅଭିଯୋଗ ଆସିବା ପରେ ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀଗୁଡ଼ିକର ଶେୟାର ମୂଲ୍ୟ ଖସିବାରେ ଲାଗିଛି। ନିବେଶକମାନଙ୍କୁ କ୍ଷତିରୁ ବଞ୍ଚାଇବା ପାଇଁ ନିୟାମକ ପଦକ୍ଷେପ ନେବା ସକାଶେ ଏକ…

‘ଟିଟିପି, ହିଜବୁଲ୍‌ ବୈଶ୍ୱିକ ଆତଙ୍କବାଦୀ ସଂଗଠନ’

ଓ୍ବାଶିଂଟନ,୧୮ା୨(ପି.ଟି.): ପାକିସ୍ତାନର କଶ୍ମୀର କୈନ୍ଦ୍ରିକ ହିଜବୁଲ୍‌ ମୁଜାହିଦ୍ଦିନ ଏବଂ ତେହରିକ୍‌-ଇ-ତାଲିବାନ ପାକିସ୍ତାନ (ଟିଟିପି) ବୈଶ୍ୱିକ ଆତଙ୍କବାଦୀ ସଂଗଠନ ରହିଛି। ଏହାର ପଦବୀରେ କୌଣସି ପରିବର୍ତ୍ତନ ହେବାର କାରଣ ନାହିଁ ବୋଲି ସମୀକ୍ଷା ପରେ ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ କହିଛନ୍ତି।…

ଭାରତ ଗସ୍ତ ବାତିଲ କଲେ ଇରାନ ମନ୍ତ୍ରୀ

ନୂଆଦିଲ୍ଲୀ,୧୮ା୨: ଇରାନର ବହିର୍ବ୍ୟାପାର ମନ୍ତ୍ରୀ ହୋସେନ ଅମିର ଅବ୍‌ଦୋଲ୍ଲାହିଆନ୍‌ ରାଇସିନା ଡାଇଲଗ୍‌ରେ ଯୋଗଦେବା ପାଇଁ ଭାରତ ଆସିବାର ଥିଲା। ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ଓ ଅବ୍‌ଜର୍ଭର ରିସର୍ଚ୍ଚ ଫାଉଣ୍ଡେଶନ୍‌ର ମିଳିତ ଆନୁକୂଲ୍ୟରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଯୋଗଦେବେ ନାହିଁ ବୋଲି…

ଜମ୍ମୁ-କଶ୍ମୀର ଗଜନଭି ଫୋର୍ସ ବେଆଇନ ଘୋଷିତ

ନୂଆଦିଲ୍ଲୀ,୧୮ା୨: ଆତଙ୍କବାଦ ନିରୋଧୀ ଆଇନ ଅନୁଯାୟୀ ଜମ୍ମୁ-କଶ୍ମୀର ଗଜନଭି ଫୋର୍ସ (ଜେକେଜିଏଫ୍‌)କୁ ଶୁକ୍ରବାର ବେଆଇନ ଘୋଷଣା କରାଯାଇଛି। ଲଶ୍ମର-ଇ-ତୋଇବା, ଜୈଶ-ଇ-ମହମ୍ମଦ ଭଳି ଆତଙ୍କବାଦୀ ସଂଗଠନର କ୍ୟାଡରମାନଙ୍କୁ ନେଇ ଜେକେଜିଏଫ୍‌ ଗଠିତ ହୋଇଥିଲା। ଏହା ଜମ୍ମୁ-କଶ୍ମୀରରେ ଅନୁପ୍ରବେଶ, ବେଆଇନ ନିଶାଦ୍ରବ୍ୟ କାରବାର, ଅସ୍ତ୍ର…

ଜର୍ମାନୀରେ ୨,୩୪୦ ବିମାନ ବାତିଲ

ବର୍ଲିନ,୧୮ା୨: ଜର୍ମାନୀର ୮ଟି ବିମାନବନ୍ଦରର କର୍ମଚାରୀମାନେ ଅଧିକ ବେତନ ଦାବିରେ ଧର୍ମଘଟରେ ସାମିଲ ହୋଇଥିବାରୁ ଶୁକ୍ରବାର ୨,୩୪୦ ବିମାନ ଉଡ଼ାଣ ବାତିଲ ହୋଇଛି। ଫଳରେ ପ୍ରାୟ ୨,୯୫,୦୦୦ ଯାତ୍ରୀ ପ୍ରଭାବିତ ହୋଇଛନ୍ତି। ଧର୍ମଘଟ ଗ୍ରହଣୀୟ ନୁହେଁ ବୋଲି ଜର୍ମାନ ବିମାନବନ୍ଦର ସଂଘ…

ଭୂକମ୍ପରୁ ବର୍ତ୍ତିଥିବା ସିରିଆ ପରିବାର ଦଗ୍ଧ

ଇସ୍ତାନବୁଲ୍‌,୧୮ା୨: ଗତ ସପ୍ତାହର ଭୂକମ୍ପରୁ ବର୍ତ୍ତିଯାଇଥିବା ସିରିଆର ୫ ଜଣ ପିଲା ଓ ସେମାନଙ୍କ ମାଆବାପା ତୁର୍କୀର ଏକ ଘରେ ଆଶ୍ରୟ ନେଇଥିବାବେଳେ ଶୁକ୍ରବାର ସେଥିରେ ନିଆଁ ଲାଗିଯିବାରୁ ସେମାନେ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଗତ ୬ ତାରିଖ ଭୂକମ୍ପରେ ତୁର୍କୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri