Home

ମୋଦିଙ୍କୁ ଉତ୍ତର ଦେବାକୁ ପଡ଼ିବ

ନୂଆଦିଲ୍ଲୀ,୧୮ା୨: ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ବ୍ୟବସାୟିକ ସାମ୍ରାଜ୍ୟକୁ ନେଇ ଚାଲିଥିବା କୋଳାହଳ ଭାରତ ସରକାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦଖଲକୁ ଦୁର୍ବଳ କରିଦେବ ବୋଲି ଶୁକ୍ରବାର ବିଲିୟନେୟାର ଫିଲାନ୍‌ଥ୍ରୋପିଷ୍ଟ ଜର୍ଜ ସୋରୋସ୍‌ କହିଛନ୍ତି। ଅନ୍ୟପକ୍ଷେ ସୋରୋସ୍‌ଙ୍କ ମନ୍ତବ୍ୟ ଭାରତୀୟ ଗଣତନ୍ତ୍ରକୁ…

ଆଜି ମହାଶିବରାତ୍ରି: ସୁନାବେଶରେ ଦର୍ଶନ ଦେବେ ଆଖଣ୍ଡଳମଣି

ଆରଡି,୧୮।୨( ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡି ମହାଶିବରାତ୍ରି ପାଇଁ ଉତ୍ସବମୁଖର ହୋଇଉଠିଛି । ଭୋର ୪ଟାରୁ ବାବାଙ୍କୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି । ହରିବୋଲ, ହୁଳହୁଳି, ଓଁନମୋ ଶିବାୟ ଧ୍ବନିରେ ମନ୍ଦିର ପରିସର ପ୍ରକମ୍ପିତ…

ସମସ୍ତ ଭିଜିଲାନ୍ସ କର୍ମଚାରୀଙ୍କ ହେବ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ସମସ୍ତ ଭିଜିଲାନ୍ସ କର୍ମଚାରୀ ଓ ସେମାନଙ୍କ ସହିତ ରହୁଥିବା ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ପରୀକ୍ଷା ହେବ। ଓଡ଼ିଶା ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ଅନୁରୋଧକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। ଏ ନେଇ…

କରାଚି ପୋଲିସ ମୁଖ୍ୟାଳୟରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ

କରାଚି,୧୭।୨: ପାକିସ୍ତାନର କରାଚିରେ ଶୁକ୍ରବାର ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଆଠରୁ ଦଶ ଜଣ ଆତଙ୍କବାଦୀ କରାଚି ପୋଲିସ ମୁଖ୍ୟାଳୟ(କେପିଓ)ରେ ପ୍ରବେଶ କରି ଅତର୍କିତ ଗୁଳି ଚଳାଉଛନ୍ତି। ସେମାନଙ୍କ ପାଖରେ ଅଧିକ ମାତ୍ରାରେ ବିସ୍ଫୋରକ ଏବଂ ଅସ୍ତ୍ରଶସ୍ତ୍ର ରହିଛି। ପାକିସ୍ତାନ…

ଆସନ୍ତା ୨୮ରୁ ପୁଣି ବିଧାନସଭା ଘେରିବେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ପ୍ରାଥମିକ ଶିକ୍ଷକଙ୍କ ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବର ପ୍ରତିବାଦରେ ଆସନ୍ତା ୨୮ ରୁ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ବିଧାନସଭା ଘେରାଉ କରାଯିବ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ…

ଟେଷ୍ଟ କ୍ରିକେଟରେ ଇତିହାସ ରଚିଲେ ଅଶ୍ୱିନ

ନୂଆଦିଲ୍ଲୀ,୧୭।୨: ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭାରତର ଭେଟେରାନ ଅଫ୍‌ ସ୍ପିନର୍‌ ରବିଚନ୍ଦ୍ରନ ଅଶ୍ୱିନ ଏକ ବଡ଼ ରେକର୍ଡ କରିଛନ୍ତି। ପ୍ରଥମ ଇନିଂସରେ ୩ ଉଇକେଟ ନେଇ ସେ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ କ୍ରିକେଟରେ ନିଜର ୧୦୦ ଉଇକେଟ…

ସମ୍ମାନିତ ହେଲେ ୧୦୦ ତମ ଟେଷ୍ଟ ଖେଳୁଥିବା ପୂଜାରା

ନୂଆଦିଲ୍ଲୀ,୧୭।୨: ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଉଥିବା ଦିଲ୍ଲୀ ଟେଷ୍ଟ ଟିମ୍‌ ଇଣ୍ଡିଆର ବରିଷ୍ଠ କ୍ରିକେଟର ଚେତେଶ୍ୱର ପୂଜାରାଙ୍କ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର। କାରଣ ଏହା ତାଙ୍କ ଟେଷ୍ଟ କ୍ୟାରିୟରର ୧୦୦ ତମ ମ୍ୟାଚ୍‌। ଏହି ସଫଳତା ହାସଲ କରିବାରେ ୧୩ ତମ ଭାରତୀୟ…

ପନ୍ତଙ୍କୁ ଛାଡ଼ି ଏହି ପାକିସ୍ତାନୀ କ୍ରିକେଟରଙ୍କ ପ୍ରେମରେ ପଡ଼ିଲେଣି ଉର୍ବଶୀ !

ବମ୍ବେ: ନିଜ ବୃତ୍ତିଗତ ଜୀବନଠାରୁ ଅଧିକ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ବଲିଉଡ ଅଭିନେତ୍ରୀ ଉର୍ବଶୀ ରୌତେଲା। ଦୀର୍ଘଦିନ ଧରି ସେ କ୍ରିକେଟର ରିଷଭ ପନ୍ତଙ୍କୁ ନେଇ ଚର୍ଚ୍ଚାରେ ଥିବା ବେଳେ ଏବେ ତାଙ୍କ ନାମ ପାକିସ୍ତାନର କ୍ରିକେଟର…

ଆଇପିଏଲ୍‌-୨୦୨୩: ଖେଳାଯିବ ୭୦ ଲିଗ୍‌ ମ୍ୟାଚ୍‌; ଜାଣନ୍ତୁ କେଉଁଦିନ, କାହା ସହ କାହାର ହେବ ମୁକାବିଲା

ନୂଆଦିଲ୍ଲୀ,୧୭।୨: ଇଣ୍ଡିଆନ୍‌ ପ୍ରିମିୟର ଲିଗ(ଆଇପିଏଲ୍‌)ର ୧୬ ତମ ସିଜନ ପାଇଁ ବିସିସିଆଇ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରିଛି। ଚଳିତ ବର୍ଷ ମାର୍ଚ୍ଚ ୩୧ରୁ ଆଇପିଏଲ୍‌ ଆରମ୍ଭ ହେବ। ଟୁର୍ନାମେଣ୍ଟରେ ମୋଟ ୭୦ ଲିଗ୍‌ ମ୍ୟାଚ ଖେଳାଯିବାକୁ ଥିବା ବେଳେ ମେ’ ୨୧…

ଆଇପିଏଲ୍‌ର ୧୬ତମ ସିଜନ୍‌ ପାଇଁ ପ୍ରକାଶ ପାଇଲା କାର୍ଯ୍ୟସୂଚୀ: ମାର୍ଚ୍ଚ ୩୧ରେ ଆରମ୍ଭ ମେ’ ୨୮ରେ ଶେଷ

ନୂଆଦିଲ୍ଲୀ,୧୭।୨: ଆଇପିଏଲର ୧୬ତମ ସିଜନ୍‌ ଲାଗି ବିସିସିଆଇ ଶୁକ୍ରବାର ମ୍ୟାଚ୍‌ର କାର୍ଯ୍ୟସୂଚୀ ତାଲିକା ପ୍ରକାଶ କରିଛି। ମାର୍ଚ୍ଚ ୩୧ତାରିଖରୁ ଆଇପିଏଲ୍‌ ମହାସମର ଆରମ୍ଭ ହେବ। ମେ’ ୨୮ରେ ଫାଇନାଲ ମ୍ୟାଚ ଖେଳାଯିବ ବୋଲି ତାଲିକାରେ ଉଲ୍ଲେଖ କରାଯାଇଛି। ଆଇପିଏଲ୍‌ର ପ୍ରଥମ ମ୍ୟାଚ୍‌…

ଶାହାରୁଖଙ୍କ ରେକର୍ଡ ଭାଙ୍ଗିଲେ ଏମ୍‌ସି ଷ୍ଟାନ୍‌

ବମ୍ବେ: ବିଗ୍‌ବସ୍‌ ବିଜେତା ହେବା ପରେ ରାପର୍‌ ଏମ୍‌ସି ଷ୍ଟାନ ଓରଫ ଅଲତାଫ ଶେଖଙ୍କ ଲୋକପ୍ରିୟତା ଆକଶ ଛୁଉଁଛି। ଏବେ ସେ ଭାରତର ସବୁଠାରୁ ଚର୍ଚ୍ଚିତ ସେଲିବ୍ରିଟି ପାଲଟିଛନ୍ତି। ସୋସିଆଲ ମିଡିଆରେ ସେ ଏକ ନୂଆ ଉପଲବ୍ଧି ହାସଲ କରିଛନ୍ତି। ସେ…

ଆସିଲା ଫୋନ୍‌ କଲ୍‌: ମୁଖ୍ୟମନ୍ତ୍ରୀଙ୍କ ବାସଭବନ ବାହାରେ ବୋମା

ଲକ୍ଷ୍ନୌ,୧୭।୨: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବାସଭବନ ବାହାରେ ବୋମା ଥିବା ନେଇ ଏକ ଫୋନ୍‌ କଲ୍‌ ଆସିଥିଲା। ଏହି ସୂଚନା ମିଳିବା ପରେ ସେଠାରେ ଭୟର ବାତାବରଣ ଖେଳିଯାଇଛି। ଘଟଣାସ୍ଥଳରେ ପୋଲିସ ଓ ବୋମା ନିଷ୍କ୍ରିୟ ସ୍କ୍ବାଡ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri