Home

ପୁରୀକୁ ୧୫-୧ରେ ହରାଇଲା ସୁନ୍ଦରଗଡ଼

ଭୁବନେଶ୍ୱର, ୨୬।୪(କ୍ରୀଡ଼ା ପ୍ରତିନିଧି): ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟବଲ ଚାମ୍ପିୟନଶିପ୍‌ ସାହାଣୀ କପ୍‌ରେ ମଙ୍ଗଳବାର ୪ଟି ମ୍ୟାଚ ଅନୁଷ୍ଠିତ ହୋଇଛି। ସ୍ଥାନୀୟ ୭ମ ବାଟାଲିୟନ ଗ୍ରାଉଣ୍ଡରେ ଅନୁଷ୍ଠିତ ମ୍ୟାଚରେ ସୁନ୍ଦରଗଡ଼ ୧୫-୧ ଗୋଲରେ ପୁରୀକୁ ପରାସ୍ତ କରିଛି। ବିଜୟୀ ଦଳ…

‘ଜିଲାସ୍ତରରେ ଭିତ୍ତିଭୂମି ବିକାଶ ଅପରିହାର୍ଯ୍ୟ’

ଭୁବନେଶ୍ୱର,୨୬ା୪ (ସ୍ପୋଟର୍‌ସ ବ୍ୟୁରୋ): କ୍ରୀଡ଼ା ସଂସ୍କୃତିକୁ ପ୍ରୋତ୍ସାହିତ କରିବାକୁ ହେଲେ ଜିଲାସ୍ତରରେ ସ୍ବଳ୍ପ ବ୍ୟୟରେ ଭିତ୍ତିଭୂମି ବିକାଶ ଅପରିହାର୍ଯ୍ୟ। ସମ୍ପ୍ରତି ଇମ୍ଫାଲଠାରେ କେନ୍ଦ୍ର କ୍ରୀଡ଼ା ଓ ଯୁବସେବା ମନ୍ତ୍ରଣାଳୟ ଏବଂ କ୍ରୀଡ଼ା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଦ୍ୱାରା ଆୟୋଜିତ ଦୁଇ…

ମା’ ତାରିଣୀ ଏକାଦଶ ଚାମ୍ପିୟନ

ଭୁବନେଶ୍ୱର, ୨୬।୪(କ୍ରୀଡ଼ା ପ୍ରତିନିଧି): ରସୁଲଗଡ଼ ୟୁଥ୍‌ କ୍ଲବ ଆନୁକୂଲ୍ୟରେ ଆୟୋଜିତ ୮ମ ରସୁଲଗଡ଼ ପ୍ରିମିୟର ଲିଗ୍‌ ଉଦ୍‌ଯାପିତ ହୋଇଛି। ଏହାର ଫାଇନାଲରେ ମା’ କୋଚିଳେଇ ଏକାଦଶକୁ ୨ ରନରେ ହରାଇ ମା’ ତାରିଣୀ ଏକାଦଶ ଚାମ୍ପିୟନ ହୋଇଛି। ଟସ୍‌ ହାରି ବ୍ୟାଟିଂ…

ଓଡ଼ିଶା ଦଳ କ୍ୱାର୍ଟର ଫାଇନାଲରେ

ଭୁବନେଶ୍ୱର, ୨୬।୪ (କ୍ରୀଡ଼ା ପ୍ରତିନିଧି): ପୁଣେର ବାଲଓ୍ବାଡ଼ି ଷ୍ଟାଡିୟମରେ ଚାଲିଥିବା ୧୭ ବର୍ଷରୁ କମ୍‌ ଜାତୀୟ ରୋଲ ବଲ୍‌ ଚାମ୍ପିୟନଶିପ୍‌ର କ୍ୱାର୍ଟର ଫାଇନାଲରେ ପ୍ରବେଶ କରି ଓଡ଼ିଶା ଦଳ ଇତିହାସ ରଚିଛି। ଓଡ଼ିଶା ରୋଲ୍‌ ବଲ୍‌ ଇତିହାସରେ ରାଜ୍ୟ ବାଳକ ଦଳ…

ଛାଡ଼ପତ୍ରକୁ ଗୁଜବ କହିଲେ ଶୋଏବ

କରାଚୀ,୨୬ା୪(ପି.ଟି): ଭାରତୀୟ ଟେନିସ୍‌ ଷ୍ଟାର୍‌ ସାନିଆ ମିର୍ଜାଙ୍କ ସହିତ ଛାଡପତ୍ର ଗୁଜବ ଉପରେ ପ୍ରତିକ୍ରିୟା ରଖିଛନ୍ତି ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ୍‌। ବିଗତ ୬ ମାସ ହେବ ଉଭୟ ଅଲଗା ହେବା ନେଇ ଚର୍ଚ୍ଚା ହୋଇ ଆସୁଛି। ଏପରିକି ଉଭୟ ଏକତ୍ର…

ଓଡ଼ିଶା ଏଫ୍‌ସି ସୁପର କପ୍‌ ଚାମ୍ପିୟନ

ଭୁବନେଶ୍ୱର,୨୬ା୪(ସ୍ପୋଟର୍‌ସ ବ୍ୟୁରୋ): କେରଳର କୋଝିକୋଡରେ ଅନୁଷ୍ଠିତ ସୁପର୍‌ କପ୍‌ ଫୁଟବଲର ଚତୁର୍ଥ ସଂସ୍କରଣରେ ଚାମ୍ପିୟନ୍‌ ହୋଇଛି ଓଡ଼ିଶା ଏଫ୍‌ସି(ଓଏଫ୍‌ସି)। ନୂତନ କୋଚ୍‌ କ୍ଲିଫୋର୍ଡ ମିରାଣ୍ଡାଙ୍କ ଅଧୀନରେ ପ୍ରଥମ ଥର ପାଇଁ ସୁପର କପ୍‌ରେ ଅଂଶଗ୍ରହଣ କରିଥିବା ବେଳେ ଦଳ ଏହାର ପ୍ରଥମ…

ରେନୋର ନେଶନ ଓ୍ବାଇଡ୍‌ ସମର କ୍ୟାମ୍ପ

ନୂଆଦିଲ୍ଲୀ,୨୬।୪: ଅନ୍ତଃରାଷ୍ଟ୍ରୀୟ ଅଟୋମୋବାଇଲ କମ୍ପାନୀ ରେନୋଲ୍ଟ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଏକ ୭ ଦିନିଆ ନେଶନ ଓ୍ବାଇଡ୍‌ ରେନୋ ସମର କ୍ୟାମ୍ପର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଗାଡ଼ି ବିକ୍ରି ପରବର୍ତ୍ତୀ ସେବା ଯୋଗାଇଦେବା ଲକ୍ଷ୍ୟରେ ଏହି କ୍ୟାମ୍ପର…

ସିକ୍ୟୋର ମିଟର୍ସ ସହ ଏୟାରଟେଲ୍‌ର ସହଭାଗିତା

ନୂଆଦିଲ୍ଲୀ,୨୬।୪: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ଏୟାରଟେଲ୍‌ ଏବଂ ସିକ୍ୟୋର୍‌ ମିଟର୍ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ସହଭାଗିତା ଘୋଷଣା କରାଯାଇଛି। ଏ ସମ୍ପର୍କରେ ଭାରତୀ ଏୟାରଟେଲ୍‌ ବିଜ୍‌ନେସ୍‌ ନିର୍ଦ୍ଦେଶକ ତଥା ସିଇଓ ଅଜୟ ଚିତ୍‌କାରା କହିଛନ୍ତି, ଆଇଓଟି, ଏୟାରଟେଲ୍‌ ପାଇଁ…

ଡେଣ୍ଟା ମିତ୍ର ପକ୍ଷରୁ ଡୋର ଷ୍ଟେପ୍‌ ସର୍ଭିସ

ଭୁବନେଶ୍ୱର,୨୬।୪: ଦେଶର ପ୍ରମୁଖ ଘରୋଇ ଦନ୍ତ ଚିକିତ୍ସାଳୟ ଡେଣ୍ଟା ମିତ୍ର ପକ୍ଷରୁ ନିକଟରେ ଭୁବନେଶ୍ୱରବାସୀଙ୍କ ପାଇଁ ଏକ ଅଭିନବ ସେବା ‘ଡୋର ଷ୍ଟେପ୍‌ ସର୍ଭିସ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଉଚ୍ଚମାନର ଦନ୍ତ ଚିକିତ୍ସା ଯୋଗାଇବା ତଥା ଦେଶର ଏକମାତ୍ର ଦନ୍ତ…

ରିଲାକ୍ସୋ ଫୁଟ୍‌ୱେର୍ସର ନୂତନ ଟିଭିସି

ନୂଆଦିଲ୍ଲୀ,୨୬।୪: ଦେଶର ପ୍ରମୁଖ ଫୁଟ୍‌ଓ୍ବେର କମ୍ପାନୀ ରିଲାକ୍ସୋ ଫୁଟୱେର୍ସ ଲିମିଟେଡ୍‌ର ଲୋକପ୍ରିୟ ବ୍ରାଣ୍ଡ୍‌ ଫ୍ଲାଇଟ୍‌ର ନୂତନ ଟିଭିସି ‘ସର ଉଠା କଦମ ବଢ଼ା’ର ଶୁଭାରମ୍ଭ କରାଯାଇଛି। ବିଶେଷକରି ଯେତେବେଳେ ଆମମାନଙ୍କ ମଧ୍ୟରୁ ଅଧିକାଂଶ ଲୋକ ସେମାନଙ୍କ ଜୀବନ ପରାଜିତ ପଥକୁ ନେଇଥାନ୍ତି।…

ଏରିଅଲର ‘ଶେୟାର ଦି ଲୋଡ୍‌’

ନୂଆଦିଲ୍ଲୀ,୨୬।୪: ଦେଶର ପ୍ରମୁଖ ଡିଟରଜେଣ୍ଟ ବ୍ରାଣ୍ଡ୍‌ ଏରିଏଲ ପକ୍ଷରୁ ଏକ ଅଭିନବ ଅଭିଯାନ ‘ଶେୟାର ଦି ଲୋଡ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ୨୦୧୫ ପରଠାରୁ ଭାରତର ଅଗ୍ରଣୀ ଡିଟରଜେଣ୍ଟ ବ୍ରାଣ୍ଡ୍‌ ଏରିଏଲ ଘରୋଇ କାର୍ଯ୍ୟରେ ବେଶ୍‌ ସମାନତା ଆଣିବା…

ମାରୁତି ସୁଜୁକିର ନ୍ୟୁ ସୁପର କ୍ୟାରି

ନୂଆଦିଲ୍ଲୀ,୨୬।୪: ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌(ଏମ୍‌ଏସ୍‌ଆଇଏଲ୍‌)ର ଅପ୍‌ଗ୍ରେଡେଡ୍‌ ହାଲୁକା କମର୍ସିଆଲ ଭେଇକିଲ ନ୍ୟୁ ସୁପର କ୍ୟାରିର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏଥିରେ ମାରୁତି ସୁଜୁକିର ଆଧୁନିକ ୧.୨ ଏଲ୍‌, କେ-ସିରିଜ ଡୁଆଲ ଜେଟ୍‌,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?