୮୦ ବର୍ଷରେ ବି ବାଇଡେନ ଫିଟ୍
ଓ୍ବାଶିଂଟନ,୧୭ା୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ (୮୦) ସମ୍ପୂର୍ଣ୍ଣ ସୁସ୍ଥ ଏବଂ ଡ୍ୟୁଟି ପାଇଁ ଫିଟ୍ ଅଟନ୍ତି। ତାଙ୍କୁ ପରୀକ୍ଷା କରୁଥିବା ଡାକ୍ତରମାନେ ଏହା କହିଛନ୍ତି। ହ୍ବାଇଟ୍ ହାଉସର ଚିକିତ୍ସକ କେଭିନ ଓ’କନୋର କହିଛନ୍ତି, ରାଷ୍ଟ୍ରପତି ଡ୍ୟୁଟି ପାଇଁ ପୂରା ଫିଟ୍…
ବାଇକ୍ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
ବାଉଁଶୁଣୀ,୧୭ା୨(ଡି.ଏନ୍.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ଥାନା ଟାଇଞ୍ଜନ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଛି। ତାଙ୍କ ନାମ ଆର୍ତ୍ତତ୍ରାଣ ବେହେରା(୨୯)। ତାଙ୍କ ଘର ବୌଦ୍ଧ ଥାନା ତେଲିବନ୍ଧ ପଞ୍ଚାୟତ ଆନନ୍ଦପୁର ଗ୍ରାମରେ ବୋଲି…
ତ୍ରିପୁରା ବିଧାନସଭା ନିର୍ବାଚନରେ ରେକର୍ଡ ୮୬.୧୦% ମତଦାନ
ଅଗରତାଲା,୧୭।୬: ତ୍ରିପୁରା ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ଗୁରୁବାର ସନ୍ଧ୍ୟାରେ ଶେଷ ହୋଇଛି। ଏହି ନିର୍ବାଚନରେ ରେକର୍ଡ ୮୬.୧୦% ମତଦାନ ହୋଇଥିବା ନିର୍ବାଚନ କମିଶନ୍ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ୬୦ ଆସନ ବିଶିଷ୍ଟ ବିଧାନସଭା ନିର୍ବାଚନ ଲାଗି ମୋଟ ୨୫୯ ପ୍ରାର୍ଥୀ…
ରାୟଗଡ଼ା ଜିଲାରେ କୃଷି, ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ
ରାୟଗଡ଼ା,୧୭ା୨(ସ୍ବ.ପ୍ର.): ରାୟଗଡ଼ା ଜିଲା ପରିଷଦର ୭୬ତମ ବୈଠକରେ କୃଷି ବିଭାଗର ଅଲୋଚନାବେଳେ ଜିଲା ମୁଖ୍ୟ କୃଷି ଅଧିକାରୀ ସୁମନ ସିଂ ପଟ୍ଟନାୟକ ନିଜ ବିଭାଗର ତଥ୍ୟ ପ୍ରଦାନ କରିଥିଲେ। ଏହି ସମୟରେ ଏମ୍ପିଙ୍କ ପ୍ରତିନିଧି ସୁନୀଲ ଚନ୍ଦ୍ର ପଣ୍ଡା ବିଭାଗରେ ରହିଥିବା…
ଅରୁଣାଚଳ ପ୍ରଦେଶ ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ: ଭାରତ ସମର୍ଥନରେ ଆମେରିକା ସିନେଟ୍ରେ ବିଲ୍ ଆଗତ
ଓ୍ବାଶିଂଟନ୍,୧୭।୨: ଆମେରିକାର ଦୁଇ ସାଂସଦ ଅରୁଣାଚଳ ପ୍ରଦେଶ ପ୍ରସଙ୍ଗରେ ଭାରତକୁ ସମର୍ଥନ କରୁଥିବା ଦ୍ୱିପାକ୍ଷିକ ବିଲ ଆଗତ କରିଛନ୍ତି। ଏହି ବିଲରେ ଅରୁଣାଚଳ ପ୍ରଦେଶକୁ ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ ବୋଲି ବର୍ଣ୍ଣନା କରାଯାଇଛି। ଓରେଗନ୍ର ସାଂସଦ ଜେଫ ମର୍କଲି ଏବଂ…
ଟସ୍ ଜିତିଲା ଅଷ୍ଟ୍ରେଲିଆ
ନୂଆଦିଲ୍ଲୀ,୧୭।୨: ଭାର ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଟସ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଦିଲ୍ଲୀର ପିଚ ପ୍ରଥମ ଦିନରେ ବ୍ୟାଟିଂ କରିବା…
ରାତିରେ ଥରାଉଛି ଗାଁ
ବଇଣ୍ଡା,୧୭ା୨(ପରିକ୍ଷିତ ସାହୁ): ଗ୍ରାମ୍ୟ ଜଙ୍ଗଲରେ ଥିବା ପାହାଡ଼ ଫଟାଇ ଚାଲିଛି ପଥର ଲୁଟ୍। ବିଳମ୍ବିତ ରାତିରେ ଡିନାମାଇଟ୍ ଲଗାଇ କରାଯାଉଛି ବିସ୍ଫୋରଣ। ଏହାର ପ୍ରଭାବରେ ଥରିଉଠୁଛି ଆଖପାଖ ଗାଁ । ୭୫ ଘରର କାନ୍ଥରେ ଫାଟ ସୃଷ୍ଟି ହୋଇଥିବାରୁ ଭୟଭୀତ ଅବସ୍ଥାରେ…
ନିଆଁ କରିଦେଲା ନିଃସ୍ବ
ପରଜଙ୍ଗ,୧୭।୨(ଡି.ଏନ୍.ଏ.): ମାତ୍ର ଘଣ୍ଟାଏ ଭିତରେ ସବୁ କିଛି ଶେଷ ହୋଇଯାଇଛି। ନିଆଁ ଧ୍ୱଂସ କରିଦେଇଛି ସାଇତା ସମ୍ପତ୍ତି। ପିନ୍ଧା ଲୁଗା ଛଡ଼ା ପାଖରେ କିଛି ନାହିଁ। ଜଣେ ନିଶାସକ୍ତ ବ୍ୟକ୍ତ ହିତାହିତ ଜ୍ଞାନ ହରାଇ ନିଜ ଘରେ ନିଆଁ ଲଗାଇଦେବା ପରେ…
ଇମ୍ରାନଙ୍କୁ ଗିରଫ ଭୟ
ଇସଲାମାବାଦ୍,୧୭।୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଉପରେ ଗିରଫ ଖଣ୍ଡା ଝୁଲୁଛି। ଲାହୋର ପୋଲିସ ତାଙ୍କୁ ଗିରଫ କରିବା ପାଇଁ ଇମ୍ରାନଙ୍କ ବାସଭବନରେ ପହଞ୍ଚିଛି। ଇମ୍ରାନଙ୍କ ସମର୍ଥକମାନେ ତାଙ୍କ ବାସଭବନକୁ ଘେରି ରହିଛନ୍ତି। ଏହାପୂର୍ବରୁ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାଳୟ ସମ୍ମୁଖରେ…
ଖେଳାଳିଙ୍କୁ ପଡ଼ିଆ ମନା, ବ୍ୟବସାୟୀଙ୍କୁ ଅନୁମତି
ଭଞ୍ଜନଗର,୧୭।୨(ଡି.ଏନ.ଏ.): ଭଞ୍ଜନଗର କବିସମ୍ରାଟ ଆଥ୍ଲେଟିକ୍ ଆସୋସିଏଶନ ଦ୍ୱାରା ପରିଚାଳିତ ଭଞ୍ଜନଗର ଜେଲ ପଡ଼ିଆକୁ ବାଣିଜ୍ୟ ମେଳା ପାଇଁ ଅନୁମତି ଦିଆଯାଇଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଉକ୍ତ ପଡ଼ିଆରେ ଗୁରୁବାର ଭଞ୍ଜନଗର ବାଣିଜ୍ୟ ମେଳା-୨୦୨୩ ଆରମ୍ଭ ହୋଇଥିବାରୁ ଭଞ୍ଜନଗରର କ୍ରୀଡ଼ା…
ଗ୍ୟାସ ଟ୍ୟାଙ୍କର୍-ଟ୍ରେଲର ମଧ୍ୟରେ ଧକ୍କା: ୩ ଜୀବନ୍ତ ଦଗ୍ଧ
ଆଜମେର,୧୭।୨: ଆଜମେରର ରାନୀ ବାଗ ରିସର୍ଟ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗ୍ୟାସ ଟ୍ୟାଙ୍କର୍ ଏବଂ ଟ୍ରେଲର ମଧ୍ୟରେ ଧକ୍କା ହେବାରୁ ତିନି ଜଣ ଜୀବନ୍ତ ଦଗ୍ଧ ହୋଇଥିଲେ। ଚାରିଜଣ ଗୁରୁତର ଆହତ ହୋଇଛନ୍ତି। ଗ୍ୟାସ ଟ୍ୟାଙ୍କରରେ ନିଆଁ…
ରାତିରେ ଚାଲିଛି ମୋରମ ଲୁଟ୍
ରୂପସା, ୧୭।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ତହସିଲ ରୂପସା ଥାନା ଅଧୀନ ଗଡ଼ପଦା ପଞ୍ଚାୟତ ଅଧୀନ କେନ୍ଦୁଡ଼ାଙ୍ଗିରି ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ଏମ୍ଜିଏନ୍ଆର୍ଇଜିଏସ୍ରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ରାଜସ୍ବ ବିଭାଗ, ପୋଲିସ ପ୍ରଶାସନ ଓ ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ସଲାସୁତୁରାରେ…
Archives


