Home

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା ସ୍ପେଶାଲ୍‌ ଲିଭ୍‌ ପିଟିସନ୍‌ ଆବେଦନକୁ ସର୍ବୋଚ୍ଚ ନ୍ୟାୟାଳୟ ଖାରଜ କରିଛନ୍ତି। ଏହା ସହ…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ ଏହି ସଫଳତା ପରେ ଲୋଇସିଂହା ଅଞ୍ଚଳ ସମେତ ସମଗ୍ର ବଲାଙ୍ଗୀର ଜିଲାରେ ଖୁସିର…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ ଦୁଇଦିନିଆ ରିମାଣ୍ଡ ଅବଧି ବୁଧବାର ସରିଛି। ପୋଲିସ କ୍ଷୀତିଶଙ୍କୁ ପ୍ରଥମେ ଜିଲା ମୁଖ୍ୟ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ ଜଣକ ହେଲେ ଗୋବର୍ଦ୍ଧନ ମହାନ୍ତ। ସୂଚନା ଅନୁଯାୟୀ, ଗୋବର୍ଦ୍ଧନ ଗ୍ରାମ ନିକଟସ୍ଥ ପୋଖରୀକୁ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମହାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ ଫସଲ ନଷ୍ଟ ହେବା ଆଶଙ୍କା ଦେଖାଦେଇଛି। ଅଦ୍ୟାବଧି ମହାନଦୀର ବନ୍ୟାଜଳରେ ବ୍ଲକ ଅନ୍ତର୍ଗତ…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର ଆତଙ୍କୀ ମହମ୍ମଦ ଆସିଫ ଓରଫ ହାଶିମ ମୂସା ନିହତ ହୋଇଛି। ତଲାସୀ ବେଳେ…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨ ପର୍ବତ ଶିଖରକୁ ରବିବାର ସକାଳ ୬ଟା ୯ ମିନିଟ୍‌ରେ ସଫଳତାର ସହ ଆରୋହଣ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ ଦିଲ୍ଲୀରେ ଆୟୋଜିତ ଏକ ସେମିନାରରେ ଯୋଗଦେଇ କନ୍ଧମାଳ ହଳଦୀର ପାରମ୍ପରିକତା, ଗୁଣବତ୍ତା ଓ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି ସ୍ବର୍ଣ୍ଣ ହାସଲ କରିଛି। ଭାରତ ପକ୍ଷରୁ ଜ୍ୟୋତି, ଚିକିତା ଓ ପ୍ରୀତିକାଙ୍କ ତ୍ରିମୂର୍ତ୍ତି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ ପାଇଁ ଗୁଣ୍ଡିଚା ମନ୍ଦିର ଖୋଲାଯାଇଛି। ପ୍ରଥମେ ଶ୍ରଦ୍ଧାଳୁଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି। ହେଲେ ଭାରତ ତାହାକୁ ଅଗ୍ରାହ୍ୟ କରୁଥିବା ବେଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ ଆସୁଥିବା ଛାତ୍ରୀଛାତ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ସୂଚନା ଅନୁଯାୟୀ, ବରଗଡ଼ ସଂସ୍କୃତି ଭବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?