ଫିଲିପାଇନ୍ସ ଉପରାଷ୍ଟ୍ରପତିଙ୍କ ବିରୋଧରେ ମହାଭିଯୋଗ ନିମ୍ନ ସଦନରେ ଗୃହୀତ
ମାନିଲା,୧୨ା୫:ଫିଲିପାଇନ୍ସ ଉପରାଷ୍ଟ୍ରପତି ସାରା ଡୁଟେର୍ଟେଙ୍କୁ ବହିଷ୍କାର ପାଇଁ ଅଣାଯାଇଥିବା ମହାଭିଯୋଗ ପ୍ରସ୍ତାବ ଦେଶର ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ୍ସରେ ସୋମବାର ସଂଖ୍ୟାଧିକ ଭୋଟରେ ଗୃହୀତ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା, ସରକାରୀ ପାଣ୍ଠିର ଦୁରୁପଯୋଗ ଏବଂ ରାଷ୍ଟ୍ରପତିଙ୍କୁ ହତ୍ୟା ଧମକ…
ଇରାନ ଶାନ୍ତି ପ୍ରସ୍ତାବକୁ ଟ୍ରମ୍ପ୍ଙ୍କ ପ୍ରତ୍ୟାଖ୍ୟାନ
ଓ୍ବାଶିଂଟନ,୧୨ା୫(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ବନ୍ଦ ଲାଗି ଆମେରିକା ପ୍ରସ୍ତାବ ଉପରେ ଇରାନ ଦେଇଥିବା ଜବାବକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଆଦୌ ଗ୍ରହଣୀୟ ନୁହେଁ କହି ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ତେବେ ଟ୍ରମ୍ପ୍ ଏହା ଉପରେ ଅଧିକ କିଛି କହି ନ ଥିବାବେଳେ ସାମରିକ…
ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED
କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର ପଚରାଉଚରା ପରେ ତାଙ୍କୁ ସଲ୍ଟ ଲେକର CGO କମ୍ପ୍ଲେକ୍ସ ମଧ୍ୟରେ ଥିବା ED…
ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ
ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ କିଛି ମାତ୍ରାରେ ଚିହ୍ନଟ କରଯାଇଛି l ସେମାନଙ୍କୁ ଧରିବା ପାଇଁ ୬ଟି ପୋଲିସ…
ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍
ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେବାକୁ ଆରମ୍ଭ କରିଛନ୍ତି। ଏହି କ୍ରମରେ ଜିଲା ପ୍ରଶାସନ, ଉପଖଣ୍ଡ…
ନାବାଳିକା ବଧୂଙ୍କୁ ମାରିଦେଲେ ଶାଶୁଘର ଲୋକେ! ସ୍ବାମୀ-ଶ୍ୱଶୁର ଅଟକ
ନନ୍ଦପୁର, ୧୧/୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିର୍ଜୀ ପଞ୍ଚାୟତର ନନ୍ଦୀଗାଁ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକା ବଧୂର ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଶାଶୁ ଘର ଲୋକେ ବୋହୂ ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା…
ଭିଟାମାଟିକୁ ଫେରୁଥିଲେ ଦାଦନ ଶ୍ରମିକ: ବାଟରେ ହେଲା ମୃତ୍ୟୁ, ତଦନ୍ତ ଆରମ୍ଭ
ବଲାଙ୍ଗିର,୧୧।୫( ସୁନିଲ କୁମାର ମହାନ୍ତି): ଖପ୍ରାଖୋଲ ବ୍ଲକରୁ ଏକ ପରିବାର ନିଜ ସ୍ତ୍ରୀ ଛୁଆ ପିଲା ସହ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥିଲେ। ରାଜ୍ୟ ବାହାରେ କାମ କରୁଥିବାବେଳେ ପରିବାରର ଜଣଙ୍କ ଦେହ ସାମାନ୍ୟ ଅସୁସ୍ଥ ହେବା ପରେ ସେଠାରେ…
ରାଜକିଶୋରଙ୍କ ପରିବାରକୁ ସହାୟତାର ହାତ ବଢାଇଲା ଗଣଶିକ୍ଷକ ସଂଘ
ଦାରିଙ୍ଗବାଡି,୧୧।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଣଶିକ୍ଷକ ସଂଘ ପକ୍ଷରୁ ସାଥି ଶିକ୍ଷକଙ୍କ ଦେହାନ୍ତ ପରେ ସହାୟତାର ହାତ ବଢ଼ାଇଲା ସାଙ୍ଗ ଏଭଳି ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ସଂଘର କର୍ମକର୍ତ୍ତାଙ୍କୁ ମିଳିଛି ପ୍ରଂଶସା। ପ୍ରକାଶ ଯେ, ଚଳିତମାସ ପ୍ରଥମ…
ଟାଟା ପାୱାରର ଛଟେଇ ବିରୋଧରେ ତେଜିଲା ଶ୍ରମିକ ଆନ୍ଦୋଳନ: ଜୋରଦାର ପ୍ରତିବାଦ
କେନ୍ଦୁଝର,୧୧।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଟା ପାୱାରର କେନ୍ଦୁଝର ନିର୍ବାହୀ ଯନ୍ତ୍ରୀ ଓ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶ୍ରମିକମାନଙ୍କ ଛଟେଇ ବିରୋଧରେ ତେଜିଲା ଆନ୍ଦୋଳନ I ଟାଟା ପାୱାର କେନ୍ଦୁଝର ଅଧୀନରେ କାର୍ଯ୍ୟରତ ୫୦୦ରୁ ଅଧିକ ଏବଂ ଟାଟା ପାୱାର…
୧ କୋଟି ଟଙ୍କିଆ ବାଇକ୍ ଭାରତରେ ଲଞ୍ଚ୍: ସାଙ୍ଗେ ସାଙ୍ଗେ Sold Out
ନୂଆଦିଲ୍ଲୀ,୧୧।୫: ଇଟାଲୀର ପ୍ରସିଦ୍ଧ ମୋଟରସାଇକେଲ ନିର୍ମାତା Ducati ଭାରତରେ ଏହାର ଅତ୍ୟନ୍ତ ସ୍ବତନ୍ତ୍ର ଏବଂ ସୀମିତ ସଂସ୍କରଣ ସୁପରବାଇକ – Ducati Panigale V4 Lamborghini – ଆନୁଷ୍ଠାନିକ ଭାବରେ ଲଞ୍ଚ କରିଛି। ଏହି ସୁପରବାଇକର ପ୍ରଥମ ଡେଲିଭରି ମୁମ୍ବାଇର ଜଣେ…
କେଉଁ ସେଲିବ୍ରିଟିଙ୍କ ପାଖରେ ଅଉଛି ସବୁଠୁ ଅଧିକ ସୁନା: ନାଁ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ରାଲି ସମୟରେ ଦେଶର ନାଗରିକମାନଙ୍କୁ ଆଗାମୀ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ଅନୁରୋଧ କରିଛନ୍ତି। କାରଣ ଏହି ମୂଲ୍ୟବାନ ଧାତୁର ମୂଲ୍ୟ ବୃଦ୍ଧି ପାଉଛି। ଫଳସ୍ବରୂପ ସୁନା ବିଷୟ ସାରା ଦେଶରେ…
ଶପଥ ନେବାର ଗୋଟିଏ ଦିନ ପରେ ହଠାତ୍ ଷ୍ଟାଲିନଙ୍କ ଘରେ ପହଞ୍ଚିଲେ ବିଜୟ: ରାନୀତିରେ ହଲଚଲ
ଚେନ୍ନାଇ,୧୧।୫: ତାମିଲନାଡୁରେ ଐତିହାସିକ ନିର୍ବାଚନ ବିଜୟ ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଶପଥ ନେବାର ମାତ୍ର ଗୋଟିଏ ଦିନ ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଡିଏମକେ ମୁଖ୍ୟ ଏମ.କେ. ଷ୍ଟାଲିନଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ। ଏହି ନିର୍ବାଚନରେ ବିଜୟଙ୍କ ଦଳ…

