Home

ତଦାରଖ ଅଭାବରୁ କୋଟି କୋଟି ଟଙ୍କାର ଦୁର୍ନୀତି ଅଭିଯୋଗ

ରାଇଘର, ୨୪।୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଖୋଲାଖୋଲିଭାବେ ମେସିନ ଦ୍ୱାରା କାର୍ଯ୍ୟ କରାଯାଉଛି। ଗତ ଆର୍ଥିକ ବର୍ଷରେ ବ୍ଲକର ୨୬ ପଞ୍ଚାୟତରେ ଏହି ଯୋଜନାରେ ମେଶିନ୍‌ ଦ୍ବାରା କାର୍ଯ୍ୟ କରାଯାଇ ଶ୍ରମିକଙ୍କୁ କାମ ଦିଆଯାଇଥିବା ଦର୍ଶାଇ କୋଟି କୋଟି…

ବୁଡ଼ିବାକୁ ବସିଲାଣି ବାଉଁଶ ଶିଳ୍ପ

ବାଲିମେଳା,୨୪ା୪(ଡ଼ି.ଏନ୍‌.ଏ.): ଦିନକୁ ଦିନ ବୁଡିବାକୁ ବସିଲାଣି ବାଉଁଶ ଶିଳ୍ପ। ଜଙ୍ଗଲକ୍ଷୟ ଓ ବାଉଁଶରେ ପ୍ରସ୍ତୁତ ସମଗ୍ରୀର ଚାହିଦା କମୁଥିବାରୁ ଏହି ଶିଳ୍ପକୁ ବୃତ୍ତି କରି ପରିବାର ଚଳାଉଥିବା ଲୋକେ ହତାଶ ହୋଇ ଦାଦନ ଖଟିବାକୁ ଅନ୍ୟତ୍ର ଯିବା ପାଇଁ ବାଧ୍ୟ ହେଉଛନ୍ତି।…

ଖେଳ ପଡ଼ିଆରୁ ଅନୁଷ୍କାଙ୍କୁ ଫ୍ଲାଇଙ୍ଗ୍‌ କିସ୍‌ ଦେଲେ ବିରାଟ, ଭିଡ଼ିଓ ଭାଇରାଲ…

ବେଙ୍ଗାଲୁରୁ,୨୪।୪ : ବିରାଟ କୋହଲି ଲାଇଭ୍‌ ମ୍ୟାଚରେ ଅନୁଷ୍କା ଶର୍ମାଙ୍କୁ ଖେଳ ପଡ଼ିଆରୁ ଫ୍ଲାଇଙ୍ଗ୍‌ କିସ ଦେଇଛନ୍ତି। ଏବେ ଏହାର ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଆଇପିଏଲ ୨୦୨୩ରେ,୨୩ ଏପ୍ରିଲ ରବିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ରାଜସ୍ଥାନ…

ବୃହସ୍ପତି ଅଭିମୁଖେ ଜୁଇସ୍‌ ଅଭିଯାନ

ୟୁରୋପୀୟ ମହାକାଶ ସଂସ୍ଥା ଚଳିତ ବର୍ଷ ଏପ୍ରିଲ ୧୪ ତାରିଖରେ ବୃହସ୍ପତି ଓ ଏହାର ତିନୋଟି ବଡ଼ ବରଫ ଆଚ୍ଛାଦିତ ଉପଗ୍ରହର ବିଶଦ ଅଧ୍ୟୟନ ପାଇଁ ‘ଜୁଇସ୍‌’ ନାମକ ଗୋଟିଏ ମହାକାଶ ଯାନ ପଠାଇଛି। ଏହାକୁ ‘ଜୁଇସ ଅଭିଯାନ’ ନାମରେ ନାମିତ…

ଦକ୍ଷିଣାଞ୍ଚଳ ଅବକାରୀ ରେଞ୍ଜରେ ବଢୁଛି ନିଶା କାରବାର

ବ୍ରହ୍ମପୁର ଅଫିସ,୨୪ା୪: ଦକ୍ଷିଣାଞ୍ଚଳ ଅବକାରୀ ଗୋଇନ୍ଦା ରେଞ୍ଜରେ ଦିନକୁ ଦିନ ନିଶା କାରବାର ବଡୁଛି। ବ୍ରହ୍ମପୁର ଅବକାରୀ ଗୋଇନ୍ଦା ଓ ଏନ୍‌ଫୋର୍ସମେଣ୍ଟ ବ୍ୟୁରୋ ୟୁନିଟ୍‌-୨ ପକ୍ଷରୁ ମିଳିଥିବା ତଥ୍ୟ ମୁତାବକ, ୨୦୨୧-୨୨ ଆର୍ଥିକ ବର୍ଷ ଅପେକ୍ଷା ଗତବର୍ଷ ଦୁଇ ଗୁଣା ଅଧିକ…

ପୋଲିସ ହାତରେ ଅଭିଯୁକ୍ତ

ଅନୁଗୋଳ ଅଫିସ,୨୪।୪: ଅନୁଗୋଳ ସହର ହୁଲୁରୁସିଂହା ଖେଳପଡ଼ିଆରେ ଶୁକ୍ରବାର ସଂଘଟିତ ପ୍ରକାଶ ବେହେରା (୩୮) ହତ୍ୟାକାଣ୍ଡର ଦୁଇଦିନ ପରେ ଘାସିସାହିର ଜଣେ ଯୁବକଙ୍କୁ ପୋଲିସ ଉଠାଇ ଆଣିଛି। ସମ୍ପୃକ୍ତ ଯୁବକ ହିଁ ଏହି ହତ୍ୟାକାଣ୍ଡ ପଛର ମାଷ୍ଟର ମାଇଣ୍ଡ୍‌ ବୋଲି କୁହାଯାଉଛି।…

ଜିଲା ଚିକିତ୍ସାଳୟରେ ସୁରକ୍ଷାକର୍ମୀଙ୍କ ଆତଙ୍କ

ଅନୁଗୋଳ ଅଫିସ, ୨୪।୪: କ୍ରମିକ ସଂଖ୍ୟା ଅନୁଯାୟୀ ଧାଡ଼ିରେ ଛିଡ଼ା ହୋଇଥିବା ରୋଗୀ ଓ ସମ୍ପର୍କୀୟଙ୍କୁ ଅଣଦେଖା କଲେ। ପଛରେ ଆସିଥିବା ଲୋକଙ୍କୁ ଆଗୁଆ ଡାକ୍ତରଙ୍କ ପରାମର୍ଶ ପାଇଁ ଛାଡ଼ିଲେ। ଏହାର ପ୍ରତିବାଦ କରିବାରୁ ଅସୁସ୍ଥ ଶିଶୁଙ୍କୁ ନେଇ ଚିକିତ୍ସା ପାଇଁ…

ବ୍ରିଟିଶ ସଂଗ୍ରହାଳୟରୁ ଭାରତ ଫେରିବ ୨୧୩ ନାଗାଙ୍କ ଅବଶେଷ…

ନୂଆଦିଲ୍ଲୀ,୨୪।୪ : ବ୍ରିଟିଶମାନେ ୨୧୩ ନାଗାଙ୍କର ଅବଶେଷ ନେଇ ଯାଇଥିଲେ। ଏହା ଏବେ ବ୍ରିଟିଶ ସଂଗ୍ରହାଳୟରେ ରହିଛି। ଏସବୁକୁ ବ୍ରିଟିଶ ସଂଗ୍ରହାଳୟରୁ ଭାରତ ଆଣିବା ପାଇଁ ପ୍ରସ୍ତୁତି ଚାଲିଛି। ଅକ୍ସଫୋର୍ଡରେ ଥିବା ପିଟ ରିଭର୍ସ ମ୍ୟୁଜିୟମରେ ନାଗାଙ୍କର ଅବଶେଷ ରହିଛି। ନାଗାଙ୍କ…

ପଚାପାଣିରେ ସାଲୁବାଲୁ ପୋକ

ଢେଙ୍କାନାଳ ଅଫିସ,୨୪।୪: ଆବର୍ଜନାରେ ଭର୍ତ୍ତିହୋଇଛି ଡ୍ରେନ୍‌। ଜଳ ନିଷ୍କାସନ ପଥକୁ ଜାମ୍‌ କରି ରଖିଛି ପଲିଥିନ, ଥର୍ମୋକୁଲ ଭଳି ବିପଜ୍ଜନକ ବର୍ଜ୍ୟ। ଜମି ରହିଥିବା ପାଣି ପଚିଗଲାଣି। ଲାଙ୍ଗୁଡ଼ିଆ ପୋକ ସାଲୁବାଲୁ ହେଉଛନ୍ତି। ବର୍ଷା ହେଲେ ପାଣି ଉଛୁଳିଲେ ପୋକସବୁ ରାସ୍ତାଘାଟ,…

ଦେବୋତ୍ତର ସମ୍ପତ୍ତି ଆକଳନ କରିବ ଏସ୍‌ଆଇଟି

ବାରିପଦା ଅଫିସ,୨୪ା୪: ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ବିଜେଙ୍କ ସମ୍ପତ୍ତିର ପୁନରୁଦ୍ଧାର ନିମନ୍ତେ ଉଚ୍ଚ ନ୍ୟାୟାଳଙ୍କ ଆଦେଶକୁ ନେଇ ଦେବୋତ୍ତର କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ସେବାୟତ ରାଧାଶ୍ୟାମ ମହାପାତ୍ରଙ୍କ ଡବ୍ଳୁପି(ସି) ନଂ. ୩୬୪୮୨/୨୨ ଆବେଦନର ଶୁଣାଣି କରି ଦେବୋତ୍ତର…

‘ଭାରତୀୟ ପାରମ୍ପରିକ କ୍ରୀଡ଼ା ମହୋତ୍ସବ’କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

କୋରାପୁଟ,୨୪।୪(ସ୍ବ.ପ୍ର.): କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ଭାରତୀୟ ପାରମ୍ପରିକ କ୍ରୀଡ଼ା ମହୋତ୍ସବକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍‌ କରିଛନ୍ତି। ଭାରତବର୍ଷର ସମୃଦ୍ଧ କ୍ରୀଡ଼ା ପରମ୍ପରା ଓ ତାହାର ବିବିଧତା ସମ୍ପର୍କରେ ସଚେତନତା ବାର୍ତ୍ତା ପ୍ରସାରଣ ନିମନ୍ତେ…

ପାକିସ୍ତାନରେ ପୁଣି ସାମରିକ ଶାସନ ହେବା ନେଇ ଚର୍ଚ୍ଚା…

ଇସଲାମାବାଦ,୨୪।୪ : ପାକିସ୍ତାନ ପୁଣିଥରେ ସାମରିକ ଶାସନ ପଥରେ ଅଛି କି? ପୂର୍ବତନ ପ୍ରଧାନମନ୍ତ୍ରୀ ସହିଦ ଖକାନ ଅବ୍ବାସିଙ୍କ ଶେଷ ବିବୃତ୍ତିକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ପାକିସ୍ତାନରେ ଆର୍ଥିକ ଏବଂ ରାଜନୈତିକ ସଙ୍କଟ ଦେଖାଦେଇଛି ବୋଲି ଅବ୍ବାସି ଚେତାବନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?