ଜାତୀୟ ପଞ୍ଚାୟତିରାଜ ଦିବସ
ଭାରତର ଗ୍ରାମାଞ୍ଚଳରେ ସ୍ବାୟତ୍ତ ଶାସନ ସହ ପଞ୍ଚାୟତ ଏବଂ ଗ୍ରାମ ସଭା ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ଏପ୍ରିଲ ୨୪ରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ କରାଯାଇଥାଏ। ଭାରତର ପଞ୍ଚାୟତିରାଜ ବ୍ୟବସ୍ଥାକୁ ତିନୋଟିସ୍ତରରେ ବିଭକ୍ତ କରାଯାଇଛି ଯେଉଁଥିରେ ଗ୍ରାମସ୍ତରରେ…
ମନ୍ଦିର ନିର୍ମାଣରେ ନିଷ୍ଠା ଓ ତ୍ୟାଗ ପାଇଁ ଗଜପତି ସମ୍ମାନିତ କରୁଥିଲେ
ଆଲୋଚନାରୁ ଆମେ ଜାଣିଲେ କୋଣାର୍କରେ ଶ୍ରୀପଦ୍ମକେଶର ମନ୍ଦିର ନିର୍ମାଣ ବେଳେ ଦୁଇଟି ସ୍ବର୍ଣ୍ଣମୁଦ୍ରା ସ୍ମୃତିଚିହ୍ନ ସ୍ବରୂପ ପ୍ରଚଳିତ ହୋଇଥିଲା। ପ୍ରଥମେ ସୂର୍ଯ୍ୟଚିହ୍ନ ଥିବା ସ୍ବର୍ଣ୍ଣମୁଦ୍ରା ପ୍ରଚଳିତ ହୋଇଥିଲା। ଗଜପତିଙ୍କ ଅ୧୫ଙ୍କରେ ପୁନଃ ପଦ୍ମଚିହ୍ନ ଥିବା ସ୍ବର୍ଣ୍ଣମୁଦ୍ରା ମହାରାଜା ଲାଙ୍ଗୁଳା ନରସିଂହଦେବ ପ୍ରଚଳନ…
ଧାନବାଦ୍ ଏକ୍ସପ୍ରେସ୍ରେ ପୋଷ୍ଟର ମାରିଲା ଜିଆର୍ପି
ଭୁବନେଶ୍ୱର,୨୪।୪(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରେ ଅଟକିଥିବା ଧାନବାଦ୍ ଏକ୍ସପ୍ରେସ୍ ଟଏଲେଟରେ ଅଚିହ୍ନା ମହିଳାଙ୍କୁ ହତ୍ୟା ଘଟଣାକୁ ରବିବାର ୩ଦିନ ବିତିଛି। ହେଲେ ମହିଳାଙ୍କ ପରିଚୟ ମିଳୁ ନ ଥିବାରୁ ଅଭିଯୁକ୍ତଙ୍କୁ ଧରିବା ସରକାରୀ ରେଲ୍ୱେ ଥାନା ପୋଲିସ (ଜିଆର୍ପି) ପାଇଁ କଷ୍ଟସାଧ୍ୟ…
ମହାପ୍ରଭୁଙ୍କ ପାଟବସ୍ତ୍ର ବୁଣାକାମ ଆରମ୍ଭ
ଖୋର୍ଦ୍ଧା ଅଫିସ,୨୪ା୪: ପବିତ୍ର ଅକ୍ଷୟତୃତୀୟାରେ ରବିବାର ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ଲାଗି ପାରମ୍ପରିକ ରୀତି ନୀତିରେ ତିନିରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଅନ୍ୟପଟେ ଆସନ୍ତା ରଥଯାତ୍ରାରେ ମହାପ୍ରଭୁଙ୍କ ପାଇଁ ପାଟବସ୍ତ୍ର ଯୋଗାଇବାକୁ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ରାଉତପଡ଼ା ଗ୍ରାମରେ ରବିବାରଠାରୁ…
ଦୈନିକ ସଂକ୍ରମଣରେ ବ୍ରେକ୍…
ନୂଆଦିଲ୍ଲୀ, ୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ…
ଶ୍ରୀଲିଙ୍ଗରାଜଙ୍କ ଚନ୍ଦନ ଯାତ୍ରା
ପୁରୁଣା ଭୁବନେଶ୍ୱର,୨୪ା୪ (ଡି.ଏନ୍.ଏ.): ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରବିବାର ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ଭିତର ଓ ବାହାର ଚନ୍ଦନ ଅନୁଷ୍ଠିତ ହୋଇଛି। ଦୈନିକ ନୀତି ଭୋଗମଣ୍ଡପ ସରିବା ପରେ ସୂର୍ଯ୍ୟ ପୂଜା, ଦ୍ୱାରପାଳ ପୂଜା ପରେ…
ଏମଭିଏ ଆଜି ଅଛି କାଲି ରହିବ କି ନାହିଁ ସନ୍ଦେହ: ଶରଦ ପାଓ୍ବାରଙ୍କ ମନ୍ତବ୍ୟ ପରେ ରାଜ୍ୟ ରାଜନୀତି ଚଳଚଞ୍ଚଳ…
ମୁମ୍ବାଇ,୨୪।୪ : ୫୪ ବର୍ଷ ଧରି ସଂସଦ ରାଜନୀତିରେ ସକ୍ରିୟ ଥିବା ଶରଦ ପାୱାର ମହା ବିକାଶ ଅଘାଡି (ଏମଭିଏ) ମିଳିତ ମେଣ୍ଟ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ମହାରାଷ୍ଟ୍ରରେ ଏମଭିଏ ଆଜି ଅଛି କାଲି ରହିବ କି ନାହିଁ…
କିସ୍ ଷ୍ଟାଡିୟମରେ ସି-୨୦ ମାନବ ଲୋଗୋ
ଭୁବନେଶ୍ୱର,୨୪।୪(ବ୍ୟୁରୋ): କିଟ୍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ସିଭିଲ-୨୦(ସି-୨୦) ଅଧୀନରେ ଲିଙ୍ଗଗତ ସମାନତା ଓ ଦିବ୍ୟାଙ୍ଗ ଓ୍ବାର୍କିଂ ଗ୍ରୁପ୍ ସମ୍ମିଳନୀ ଅବସରରେ କିସ୍ ଷ୍ଟାଡିୟମରେ କିସ୍ର ୩ ହଜାର ଛାତ୍ରୀ ସି-୨୦ ମାନବ ଲୋଗୋ ତିଆରି କରିବା ସହ ଏକ ସ୍ବତନ୍ତ୍ର ଟର୍ଚ୍ଚ ଲାଇଟ୍…
ଶୈଳବାଳାଙ୍କୁ ମିଳୁନି ଆବାସ
ବୋଲଗଡ଼,୨୪ା୪(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଧଳାପଥର ପଞ୍ଚାୟତ ଅନ୍ତର୍ଗତ ଠଣାପଲ୍ଲୀ ଗ୍ରାମର ଶୈଳବାଳା ପଣ୍ଡା ଦୀର୍ଘ ଦିନଧରି ଭଙ୍ଗା କୁଡ଼ିଆରେ ଜୀବନ ବିତାଉଥିଲେ ମଧ୍ୟ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଏ ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇପାରିଲେ ନାହିଁ। ଏନେଇ ଶୈଳବାଳା…
ଆପାର୍ଟମେଣ୍ଟରୁ ପଡ଼ି ଆଇନ ଛାତ୍ରଙ୍କ ମୃତ୍ୟୁ
ଭୁବନେଶ୍ୱର,୨୪।୪(ବ୍ୟୁରୋ): ଖାରବେଳନଗର ଥାନା ଅନ୍ତର୍ଗତ ମାଷ୍ଟରକ୍ୟାଣ୍ଟିନସ୍ଥିତ ଚନ୍ଦ୍ରମା ଆପାର୍ଟମେଣ୍ଟର ଛାତରୁ ପଡ଼ି ରବିବାର ରାତିରେ ଜଣେ ଆଇନ ଛାତ୍ରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ୟୁନିଟି-୬ ଗଙ୍ଗନଗରରେ ରହୁଥିବା ଅନିରାଜ ମାନସ ଟୁଡୁ। ତାଙ୍କ ପକେଟ୍ରୁ ମିଳିଥିବା ଆଇକାର୍ଡରୁ ସେ କଟକରେ…
ଶାନ୍ତି ଫେରୁଛି, ପୋଲିସ ଭୟ ଘାରୁଛି
ସମ୍ବଲପୁର,୨୪ା୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଏପ୍ରିଲ ୧୨ରେ ପଥରମାଡ଼ ଓ ୧୪ରେ ପୋଡ଼ାଜଳା, ଭଙ୍ଗାରୁଜା, ମାରଣାସ୍ତ୍ରରେ ଅକ୍ରମଣ ଭଳି ଘଟଣା ଘଟିଥିଲା। ସାନସିଂହାରି ଗ୍ରାମର କେତେଜଣ ଯୁବକ ଶୋଭାଯାତ୍ରାରେ ସାମିଲ ହୋଇ ଘରକୁ ଫେରୁଥିବା ସମୟରେ ରିଂରୋଡ୍ରେ ସଂଘବଦ୍ଧ…
ମୁଖ୍ୟମନ୍ତ୍ରୀଙ୍କ ଓଡ଼ିଆ ଭଳି ଓଏସ୍ଏସ୍ସି ପରୀକ୍ଷା ପ୍ରଶ୍ନପତ୍ର: ଭାଜପା
ଭୁବନେଶ୍ୱର,୨୪ା୪(ବ୍ୟୁରୋ): ଓଡ଼ିଶା ମୁଖ୍ୟମନ୍ତ୍ରୀ ଯେମିତି ଓଡ଼ିଆ କୁହନ୍ତି, ଠିକ୍ ସେମିତି ଓଏସ୍ଏସ୍ସି ପରୀକ୍ଷାରେ ଓଡ଼ିଆ ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇଛି। ରାଜ୍ୟ ସରକାର ଓଡ଼ିଶାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ସହ ଖେଳ ଖେଳୁଛନ୍ତି। ଓଏସ୍ଏସ୍ସି ପରୀକ୍ଷା ପ୍ରଶ୍ନପତ୍ର ଦେଖିଲେ ଜଣାପଡ଼ୁଛି, ଏହାକୁ ପ୍ରସ୍ତୁତ କରୁଥିବା…

