Home

ଇଡି-ସିବିଆଇ ବିରୋଧରେ ସୁପ୍ରିମକୋର୍ଟ ଗଲେ ୧୪ ବିପକ୍ଷ ଦଳ

ନୂଆଦିଲ୍ଲୀ,୨୪।୩: ଅନୁସନ୍ଧାନକାରୀ ସଂସ୍ଥାଗୁଡ଼ିକର ‘ଅପବ୍ୟବହାର’ ଅଭିଯୋଗ କରି ୧୪ ବିରୋଧୀ ଦଳ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। ୧ ଏପ୍ରିଲରେ ଏହି ମାମଲାର ଶୁଣାଣି ହେବ। ବିରୋଧୀ ଦଳ ପକ୍ଷରୁ ବରିଷ୍ଠ ଓକିଲ ଅଭିଷେକ ମନୁ ସିଂଘଭି ଏହି ମାମଲାକୁ ପ୍ରଧାନ…

ବିନା କାମରେ ଟଙ୍କା ଉଠୁଛି

ସମ୍ବଲପୁର,୨୪ା୩(ବ୍ୟୁରୋ): ରୋଜଗାର ସୃଷ୍ଟି କରି ଦାଦନ ଶ୍ରମିକ ଚାଲାଣ ରୋକିବା ପାଇଁ ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିମ କର୍ମ ନିଯୁକ୍ତି ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ଏହି ଯୋଜନାରେ ଶ୍ରମିକ, ଗରିବ ଶ୍ରେଣୀର ଲୋକମାନେ ଲାଭ ପାଉନାହାନ୍ତି। ସରକାରୀ…

୩ ମାସର ପିଡିଏସ୍‌ ଚାଉଳ ହଡ଼ପ

ଲାଞ୍ଜିଗଡ଼,୨୪।୩(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ମଳିଜୁବାଙ୍ଗ ପଞ୍ଚାୟତରେ ୩ ମାସର ୭୨ କୁଇଣ୍ଟାଲ ପିଡିଏସ ଚାଉଳ ହଡ଼ପ କରିଥିବା ପଞ୍ଚାୟତବାସୀ ଅଭିଯୋଗ କରିଛନ୍ତି। ଜିଲାପାଳ ଏହାର ପୁଙ୍ଖାନୁପୁଙ୍ଖ ଭାବେ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ…

ଗ୍ବାଲିଅରରେ ଭୂକମ୍ପ ଝଟ୍‌କା

ଗ୍ବାଲିଅର,୨୪।୩: ମଧ୍ୟପ୍ରଦେଶର ଗ୍ବାଲିଅରରେ ଶୁକ୍ରବାର ଭୂକମ୍ପ ଝଟ୍‌କା ଲାଗିଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୦୦ ରହିଛି। କମ୍ପନ ଅନୁଭବ ହେବା ମାତ୍ରେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ଏପର୍ଯ୍ୟନ୍ତ କ୍ଷୟକ୍ଷତିର କୌଣସି ସୂଚନା ମିଳିନାହିଁ। ନିକଟରେ…

ପୁଣି ଡରାଇଲାଣି କରୋନା: ଦେଶରେ ଆଜି ୧,୨୪୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୪।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ଦିନ ହେବ ଶହେରୁ କମ୍‌ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୨୪୯ ନୂଆ କରୋନା ମାମଲା ଚିହ୍ନଟ…

ନିଖୋଜ ପ୍ରେମୀଯୁଗଳଙ୍କ ମୃତଦେହ ମିଳିଲା

ମାଲକାନଗିରି,୨୪ା୩(ଡି.ଏନ୍‌.ଏ.): ନିଖୋଜ ପ୍ରେମୀଯୁଗଳଙ୍କ ମୃତଦେହ ଠାବ କରାଯାଇଛି। ଏପରି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲା ଏମ୍‌ଭି ୭ ଗ୍ରାମ ନିକଟ ମୁଖ୍ୟ ରାସ୍ତାକଡ଼ ଏକ ଜଙ୍ଗଲ ଭିତରେ। ସୂଚନାନୁଯାୟୀ ମୃତ ଝିଅ ନନ୍ଦେ ମାଡକାମୀ ଓ…

ଡାକଘର ପଦବୀ ପାଇଁ ନକଲି ସାର୍ଟିଫିକେଟ

ବଲାଙ୍ଗୀର ଅଫିସ,୨୪ା୩: ବଲାଙ୍ଗୀର ଡାକମଣ୍ଡଳର ୮୩ ବ୍ରାଞ୍ଚ ପୋଷ୍ଟ ମାଷ୍ଟର, ଏବିପିଏମ ଓ ଡାକସେବକ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ପଦବୀ ପାଇଁ ବହୁ ପ୍ରାର୍ଥୀ ଆବେଦନ କରିଛନ୍ତି। ଶୁକ୍ରବାର ବଲାଙ୍ଗୀର ପ୍ରଧାନ ଡାକଘରରେ ଏହି ପଦବୀଗୁଡିକର ସାର୍ଟିଫିକେଟ୍‌…

ପଥର ଖାଦାନରେ ବେଆଇନ ବିସ୍ଫୋରଣ

ଭେଡେନ,୨୪।୩(ଡି.ଏନ.ଏ.): ବରଗଡ ଜିଲା ଭେଡେନ ତହସିଲ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ଥିବା ପଥର ଖାଦାନ, ପଥର ଚଟାଣ ଓ ପାହାଡ ଉପରେ ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡିଛି । ଏଠାରେ ପ୍ରତିଦିନ ଉଚ୍ଚ ଶକ୍ତିସମ୍ପନ୍ନ ଡିନାମାଇଟ ବିସ୍ଫୋରଣ କରାଯାଇ ପଥର ଉତ୍ତୋଳନ…

ଠିକା ସଂସ୍ଥାର ମନମୁଖୀ କାମରେ ଲୋକେ ଅତିଷ୍ଠ

ସୁନାବେଡ଼ା/ସେମିଳିଗୁଡ଼ା, ୨୪।୩ (ସ୍ବ.ପ୍ର.): ସୁନାବେଡ଼ା ପୌର ପରିଷଦ ଅଧୀନରେ ଥିବା ଜନସ୍ବାସ୍ଥ୍ୟ ବିଭାଗ ତଥା ପୌର ପ୍ରଶାସନର ଅବହେଳା ଯୋଗୁ ହଇରାଣ ହେଉଛନ୍ତି ସାଧାରଣ ଜନତା। ପୌରାଞ୍ଚଳରେ ଲୋକମାନଙ୍କୁ ପାଣି ଯୋଗାଇବା ପାଇଁ ବିଭାଗ ପକ୍ଷରୁ ୨୬ ନଂ. ଜାତୀୟ ରାଜପଥ…

ମିଛ କହିବା ରାହୁଲଙ୍କ ଚରିତ୍ର: କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୨୪।୩: ସୁରଟ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଅପରାଧିକ ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ କରି ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ୧୫,୦୦୦ ଟଙ୍କା ଜୋରିମନା ମଧ୍ୟ କରିଛନ୍ତି। ରାହୁଲ ଦୋଷୀ ସାବ୍ୟସ୍ତ ହେବା ପରେ କେନ୍ଦ୍ର…

ମିଳିତ ଜାତିସଂଘରେ ପୁଣି ପାକିସ୍ତାନ ଉପରେ ବର୍ଷିଲା ଭାରତ

ନ୍ୟୁୟର୍କ,୨୪।୩: ମିଳିତ ଜାତିସଂଘରେ ପୁଣି ପାକିସ୍ତାନକୁ ଟାର୍ଗେଟ୍‌ କରିଛି ଭାରତ। ମାନବ ଅଧିକାର ପରିଷଦ ଅଧିବେଶନରେ ଭାରତ କହିଛି ଯେ, ଗଣତନ୍ତ୍ର ତଥା ମାନବିକ ଅଧିକାର ଉପରେ ପାକିସ୍ତାନଠରୁ ବିଶ୍ୱକୁ ଶିଖିବାର ଆବଶ୍ୟକତା ନାହିଁ। ପାକିସ୍ତାନ ଆତଙ୍କବାଦ ଏବଂ ହିଂସାର ସବୁଠାରୁ…

ବନ ସୁରକ୍ଷା ସମିତି ଗୃହ ବାରଣ୍ଡାରେ ଅଙ୍ଗନୱାଡି କେନ୍ଦ୍ର

ନନ୍ଦପୁର,୨୪l୩(ଡି.ଏନ.ଏ.): କୋରାପୁଟ ଜିଲା ନନ୍ଦପୁର ବ୍ଲକର ଦୁର୍ଗମ ଅଞ୍ଚଳ ପାଡୁଆ ପଞ୍ଚାୟତର ଗୁମିଗୁଡା ଅଙ୍ଗନୱାଡ଼ି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ଫଳରେ ଏହି କେନ୍ଦ୍ରଟି ଏବେ ଗ୍ରାମରେ ଥିବା ବନ ସୁରକ୍ଷା ସମିତି ଗୃହ ବାରଣ୍ଡାରେ ଚାଲିଛି। ଏଠାରେ ଗୁମିଗୁଡ଼ା ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri