Home

ସ୍କ୍ବାଡ୍‌ ଗଠନ ହୋଇଛି, ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା ଅଫିସ,୨୪ା୪: କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ ଓଡ଼ିଶାରେ ମଦ୍ୟପାନ ଓ ତମାଖୁ ସେବନ ବହୁ ଅଧିକ ଥିବାରୁ ବୁଦ୍ଧିଜୀବୀ ଉଦ୍‌ବେଗ ପ୍ରକାଶ କରିଛନ୍ତି।…

ଷ୍ଟେଶନ ବଜାର ମୁଖ୍ୟ ରାସ୍ତା ଅନ୍ଧାର

ଯାଜପୁରରୋଡ,୨୪ା୪(ଡି.ଏନ.ଏ.): ବିଭିନ୍ନ ସମସ୍ୟାରେ ଜର୍ଜରିତ ହୋଇ ବିବାଦର ପରଧିରେ ରହିଛି ବ୍ୟାସନଗର ପୌରପରିଷଦ। ପୌରାଧ୍ୟକ୍ଷାଙ୍କ ନିର୍ବାହୀ ଅଧିକାରୀଙ୍କୁ ଫାଇଲ ପିଙ୍ଗା ଘଟଣା ହେଉ କି ସଫେଇ କର୍ମଚାରୀଙ୍କୁ ଦରମା ପ୍ରଦାନରେ ବିଳମ୍ବକୁ ନେଇ ବିବାଦରେ ପୌର ପରିଷଦ ରହିିଥିବାବେଳେ ସମସ୍ୟାରେ ଜର୍ଜରିତ…

ମାଟିରେ ମିଶିଲା ୨୨ ବର୍ଷର ପୁରୁଣା ସ୍କୁଲ

ଯାଜପୁର ଅଫିସ,୨୪ା୪: ଯାଜପୁର ପୌରାଞ୍ଚଳ ଅନ୍ତର୍ଗତ ଭାଗବତପୁରସ୍ଥିତ ପ୍ରାୟ ୨୨ ବର୍ଷ ପୁରୁଣା ପ୍ରାଥମିକ ବିଦ୍ୟାଳୟ ଗୃହ ମାଟିରେ ମିଶି ଯାଇଛି। ଏହାକୁ ନେଇ ଭାଗବତପୁର ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଯିବା ସହ ଆବଶ୍ୟକ ତଦନ୍ତ କରି ବିହିତ ପଦକ୍ଷେପ…

ଗ୍ରାହକ ସନ୍ତୁଷ୍ଟିକୁ ଗୁରୁତ୍ୱ

ଭୁବନେଶ୍ୱର,୨୪।୪: କୋଣାର୍କ-ଲିଉଗଙ୍ଗ ପକ୍ଷରୁ ଏକ ୨ଦିନିଆ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଯାଜପୁରଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଚାବି ହସ୍ତାନ୍ତର ସମାରୋହ ଓ ଅପରେଟର୍ସ ମିଟ୍‌ର ମଧ୍ୟ ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶାର ପ୍ରଥମ ୯୨୪ଇ ଏକ୍ସଡି ଏସ୍କାଭେଟର ମଡେଲ ସହ…

ସାହାଣୀ କପ୍‌ ଫୁଟବଲ ଉଦ୍‌ଘାଟିତ

ଭୁବନେଶ୍ୱର, ୨୪।୪ (କ୍ରୀଡ଼ା ପ୍ରତିନିଧି): ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଓ ରାଜ୍ୟ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ ସିନିୟର ପୁରୁଷ ଆନ୍ତଃଜିଲା ଫୁଟବଲ ଟୁର୍ନାମେଣ୍ଟ ସାହାଣୀ କପ୍‌ ରବିବାର ଭୁବନେଶ୍ୱର ଓ କଟକର ବିଭିନ୍ନ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି।…

ଜରି, ବାଙ୍ଗରାରେ ପାନୀୟ ଜଳ ସଙ୍କଟ

ସିଂହପୁର,୨୪ା୪(ଡି.ଏନ.ଏ.): ଗ୍ରାମାଞ୍ଚଳ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ବିଭିନ୍ନ ଯୋଜନାରେ ସରକାରଙ୍କ ପକ୍ଷରୁ ପ୍ରକଳ୍ପ ନିର୍ମାଣ କରାଯାଇଛି। ମାତ୍ର କେତେକ ପଞ୍ଚାୟତରେ ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ ରାଜନେତାଙ୍କ ଦୂରଦୃଷ୍ଟି ଅଭାବରୁ ଲୋକେ ପାନୀୟ ଜଳ ପାଇଁ…

ଆଇସିସିର ବାର୍ଷିକ ସାଧାରଣ ଅଧିବେଶନ

ଭୁବନେଶ୍ୱର, ୨୪।୪: ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ(ଆଇସିସି) ଓଡ଼ିଶା ପରିଷଦର ବାର୍ଷିକ ସାଧାରଣ ଅଧିବେଶନ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଶେଷକରି ପରିଷଦର ଆଭିମୁଖ୍ୟ ଓ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା।…

ଆଶାଠାରୁ ଅଧିକ ବ୍ୟବସାୟ

ଭୁବନେଶ୍ୱର,୨୪।୪: ଗତବର୍ଷର ଅକ୍ଷୟ ତୃତୀୟା ପରିସ୍ଥିତି ଅପେକ୍ଷା ଚଳିତ ବର୍ଷର ଅକ୍ଷୟ ତୃତୀୟାର ପରିସ୍ଥିତି ବେଶ୍‌ ଭଲ ରହିଥିଲା। କାରଣ ଗତବର୍ଷ ଅକ୍ଷୟ ତୃତୀୟା ସମୟରେ କୋଭିଡ୍‌ ଭୟ ଗ୍ରାହକଙ୍କ ମନରେ ରହିଥିଲାବେଳେ ଚଳିତ ବର୍ଷ ତାହା ଆଉ ଦେଖିବାକୁ ମିଳି…

ଯାଜପୁର ସହରର ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯାଜପୁର ଟାଉନ,୨୪ା୪(ଡି.ଏନ.ଏ.): ଯାଜପୁର ସହରର ଟ୍ରାଫିକ୍‌ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଫଳରେ ଏହା ଜନଜୀବନକୁ ପ୍ରଭାବିତ କରୁଛି। ସହରରେ ଏକମୁଖି ମାର୍ଗ ବହୁ ସ୍ଥାନରେ ନିର୍ମାଣ ହୋଇଥିଲେ ବି ବିପରୀତ ଦିଗରୁ ଯାନବାହନଗୁଡ଼ିକ ଯାତାୟାତ କରିବା ଯୋଗୁ ବହୁ ସମୟରେ ଦୁର୍ଘଟଣା ଘଟୁଛି।…

ସରୁନି ଜନକ-ହଳଧରପୁର ରାସ୍ତା କାମ

ଚଣ୍ଡିଖୋଲ,୨୪ା୪(ଡି.ଏନ୍‌.ଏ.): ପୂର୍ତ୍ତ ବିଭାଗ ତରଫରୁ ରାସ୍ତାର ଟେଣ୍ଡର କରାଯାଉଛି। ରାସ୍ତା କାର୍ଯ୍ୟ ଶେଷ ହେବା ପାଇଁ ସମୟ ସୀମା ବି ଧାର୍ଯ୍ୟ କରାଯାଉଛି। ମାତ୍ର କାର୍ଯ୍ୟ ସରୁନାହିଁ। ଏହାପରେ ଗୁପ୍ତ ଟେଣ୍ଡର ଜରିଆରେ ବିପୁଳ ଟଙ୍କା ଲୁଟ୍‌ କରାଯାଉଛି। ଏଭଳି ଘଟଣା…

ତୃଣମୂଳସ୍ତରରେ ଶାସନ ବ୍ୟବସ୍ଥା

ଭାରତର ଗ୍ରାମାଞ୍ଚଳରେ ସ୍ବାୟତ୍ତ ଶାସନ ସହ ପଞ୍ଚାୟତ ଏବଂ ଗ୍ରାମ ସଭା ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ଏପ୍ରିଲ ୨୪ରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ କରାଯାଇଥାଏ। ଭାରତର ପଞ୍ଚାୟତିରାଜ ବ୍ୟବସ୍ଥାକୁ ତିନୋଟିସ୍ତରରେ ବିଭକ୍ତ କରାଯାଇଛି ଯେଉଁଥିରେ ଗ୍ରାମସ୍ତରରେ…

ଶଙ୍ଖ ଭବନ ପାଇଁ ଲାଗିକରାଗଲା ମାଳମାହାର୍ଦ୍ଦ

ପୁରୀ ଅଫିସ, ୨୩ା୪: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରବିବାର ଭୁବନେଶ୍ୱରଠାରେ ବିଜୁ ଜନତା ଦଳ (ବିଜେଡି)ର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖଭବନ’ ଉଦ୍‌ଘାଟିତ ହୋଇଛି। ଚାରିମହଲା ବିଶିଷ୍ଟ ଏହି କୋଠାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?