ନିର୍ବାଚନ ରାଜନୀତିରେ ପୁନଃପ୍ରବେଶ ଲାଗି ଅମଙ୍ଗ: ତଥାଗତ
ଭୁବନେଶ୍ବର, ୨୪ା୪(ବ୍ୟୁରୋ): ମୁଁ ନିର୍ଦ୍ଦଳୀୟ। ଏବେ ମୁଁ କୌଣସି ଦଳରେ ନାହିଁ। ମୁଁ ଆପଣମାନଙ୍କ ଦଳରେ ଅଛି। ନିର୍ବାଚନ ରାଜନୀତିରେ ପୁନଃପ୍ରବେଶ କରିବାକୁ ଅମଙ୍ଗ ବୋଲି ରବିବାର ଶଙ୍ଖ ଭବନ ଉଦ୍ଘାଟନୀ ଉତ୍ସବରେ ଯୋଗଦେବା ଅବସରରେ ପୂର୍ବତନ ଏମ୍ପି ତଥା ଧରିତ୍ରୀ…
ସାମରିକ ସଂଘର୍ଷରୁ ମାନବୀୟ ସଙ୍କଟ
ଖାର୍ତୁମ୍ ୨୪।୪: ସୁଦାନରେ ସେନା ଏବଂ ଅର୍ଦ୍ଧସାମରିକ ବଳ ମଧ୍ୟରେ ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ଚାଲିଥିବା ସଂଘର୍ଷ ଯୋଗୁ ମାନବୀୟ ସଙ୍କଟ ଦେଖାଦେଇଛି। ସୁଦାନରେ ଖାଦ୍ୟ, ପାନୀୟ ଜଳ, ଔଷଧ ଓ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁ ନ ଥିବାରୁ…
ନ୍ୟୁଜିଲାଣ୍ଡ ମହିଳାଙ୍କୁ ଅନୁପଯୁକ୍ତ ଭାବେ ସ୍ପର୍ଶ ଅଭିଯୋଗ
ଓ୍ବେଲିଂଟନ୍, ୨୪।୪: ନିକଟରେ ନ୍ୟୁଜିଲାଣ୍ଡର କାଣ୍ଟବରିରେ ଅନୁଷ୍ଠିତ ବ୍ୟବସାୟ ସମ୍ମିଳନୀରେ ଯୋଗ ଦେଇଥିବା ୨ ଭାରତୀୟ ଜଣେ ମହିଳାଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ ନେଇ ଅଭିଯୋଗ ହୋଇଛି। ସେମାନଙ୍କ ମଧ୍ୟରୁ ଜଣେ ସରକାରୀ ମନ୍ତ୍ରୀ ହୋଇଥିବାବେଳେ ଅନ୍ୟ ଜଣେ ଅମୁଲ କମ୍ପାନୀ…
ମା’ ସବୁଠୁ ଭଲ ରାନ୍ଧୁଣୀ: ରାହୁଲ
ନୂଆଦିଲ୍ଲୀ, ୨୪।୪: ଖାଦ୍ୟକୁ ନେଇ କଂଗ୍ରେସ ନେତା ରହୁଲ ଗାନ୍ଧୀଙ୍କର ଥିବା ରୁଚି ବିଷୟରେ ପ୍ରାୟ ସମସ୍ତେ ଅବଗତ। କେଉଁ ରାଜନେତାମାନେ ଭଲ ରୋଷେଇ କରନ୍ତି ସେ ବାବଦରେ ରାହୁଲ ନିକଟରେ ୟୁଟ୍ୟୁବ୍ ଚ୍ୟାନେଲ୍ ‘ଖାନେ ମେଁ କ୍ୟା ହୈ’କୁ ସାକ୍ଷାତ୍କାର…
ଶେଷ ନୁହେଁ, ଆରମ୍ଭ ମାତ୍ର: ଅମ୍ରିତ୍ପାଲ
ଚଣ୍ଡିଗଡ଼/ନୂଆଦିଲ୍ଲୀ,୨୪ା୪: ଜାତୀୟ ସୁରକ୍ଷା ଆଇନ (ଏନ୍ଏସ୍ଏ) ବଳରେ ଗିରଫ ହୋଇଥିବା ୨୯ ବର୍ଷୀୟ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ଅମ୍ରିତ୍ପାଲ ସିଂଙ୍କୁ ଏକ ସ୍ବତନ୍ତ୍ର ବିମାନରେ ଆସାମର ଦିବ୍ରୁଗଡ଼ ଜେଲକୁ ନିଆଯାଇଛି। ସେଠାରେ ପୂର୍ବରୁ ତାଙ୍କର ଅନ୍ୟ ୯ ସହଯୋଗୀ ବନ୍ଦୀ ଅଛନ୍ତି। ଅମ୍ରିତ୍ପାଲଙ୍କ…
୫୦ ବର୍ଷରେ ପାଦ ଥାପିଲେ ସଚିନ
ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଆଜି ଅର୍ଥାତ୍ ଏପ୍ରିଲ ୨୪ରେ ଜନ୍ମଦିନ। ସଚିନ ଆଜି ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ବିଶ୍ୱର କୋଣ ଅନୁକୋଣରୁ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଉଛନ୍ତି ପ୍ରଶଂସକ। ‘ଗଡ୍ ଅଫ୍ କ୍ରିକେଟ୍’ ଭାବରେ ଜଣାଶୁଣା…
‘ଓଡ଼ିଶା ପରମ୍ପରାରେ ଦକ୍ଷତାର ଗୁରୁତ୍ୱ ବହୁ ପୁରାତନ’
ଭୁବନେଶ୍ୱର,୨୪।୪ (ବ୍ୟୁରୋ): ଓଡ଼ିଶା ପରମ୍ପରାରେ ଦକ୍ଷତାର ଗୁରୁତ୍ୱ ବହୁ ପୂର୍ବରୁ ରହିଆସିଛି। ଆବହମାନ କାଳରୁ ଓଡ଼ିଶା ମାଟିରେ କଳା, ସାହିତ୍ୟ, ସଂସ୍କୃତି ଓ ବାଣିଜ୍ୟରେ ଦକ୍ଷତାର ପରାକାଷ୍ଠା ରହିଛି ବୋଲି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର…
ଚେର ଲମ୍ବିଛି, ତଦନ୍ତ ଶିଥିଳ
ବଲାଙ୍ଗୀର ଅଫିସ,୨୪ା୪: ବହୁଚର୍ଚ୍ଚିତ ଜାଲ୍ ସାର୍ଟିଫିକେଟ୍ ମାମଲାର ପର୍ଦ୍ଦାଫାଶକୁ ଏକମାସ ବିତିଛି। ପୋଲିସ ତନାଘନାରୁ ଆରମ୍ଭ ହୋଇଥିବା ଏହି ମାମଲାର ତଦନ୍ତ ଦାୟିତ୍ୱ ପରେ କ୍ରାଇମ୍ବ୍ରାଞ୍ଚ ନେଇଛି। ଲୋକେ ଆଶା କରୁଥିଲେ ଯେ, ଜାଲ୍ ସାର୍ଟିଫିକେଟ ମାମଲାର ଚେରକୁ କ୍ରାଇମ୍ବ୍ରାଞ୍ଚ ଠାବ…
ଏଠାରେ ମାତ୍ର ୧୦ ଟଙ୍କାରେ ମିଳେ ପେଟପୂରା ସୁସ୍ବାଦୁ ଖାଦ୍ୟ
ଆଜିକାଲି ମହଙ୍ଗା ଯୁଗରେ ଶସ୍ତାରେ ଖାଦ୍ୟ ମିଳିବା ଅସମ୍ଭବ। ମାତ୍ର ଏମିତି ଏକ ସ୍ଥାନ ଅଛି, ଯେଉଁଠି ୧୦ ଟଙ୍କାରେ ପେଟପୂରା ଭୋଜନ କରିହେବ। ଏପରି ସ୍ଥାନ ଉତ୍ତରାଖଣ୍ଡର ଋଷିକେଶରେ ରହିଛି। ଏଠାରେ ଆପଣ ମାତ୍ର ୧୦ ଟଙ୍କା ଦେଇ ପୂରା…
ବସୁଧୈବ କୁଟୁମ୍ବକମ୍ ବାର୍ତ୍ତା ଦେବ ଶଙ୍ଖ ଭବନ
ଭୁବନେଶ୍ୱର,୨୪ା୪(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍-୬ଠାରେ ବିଜୁ ଜନତା ଦଳ (ବିଜେଡି) ମୁଖ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’କୁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଅକ୍ଷୟତୃତୀୟା ଅବସରରେ ଲୋକାର୍ପଣ କରିଛନ୍ତି। ଶଙ୍ଖ ଭବନ କେବଳ ଭୌତିକ, ସାମାଜିକ, ଅର୍ଥନୈତିକ, ସାଂସ୍କୃତିକ ଓ…
କୋଲକାତାକୁ ହରାଇ ଶୀର୍ଷରେ ଚେନ୍ନାଇ
କୋଲକାତା,୨୩ା୪: କୋଲକାତାର ଇଡେନ୍ ଗାର୍ଡେନ୍ସରେ ରବିବାର ଖେଳାଯାଇଥିବା ଆଇପିଏଲ୍ର ୩୩ ତମ ହାଇସ୍କୋରିଂ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗ୍ସ ୪୯ ରନ୍ରେ ବିଜୟୀ ହୋଇଛି। ଏହି ବୃହତ ବିଜୟ ସହ ଚେନ୍ନାଇ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି। ଚେନ୍ନାଇ ୭ ମ୍ୟାଚରୁ ୫ମ୍ୟାଚ୍ରେ…
କୋଲକାତା ଆଗରେ ୨୩୬ ରନ୍ର ବିଶାଳ ଟାର୍ଗେଟ୍
କୋଲକାତା,୨୩।୪: କୋଲକାତାର ଇଡେନ୍ ଗାର୍ଡେନ୍ସରେ ରବିବାର ଖେଳାଯାଇଥିବା ଆଇପିଏଲ୍ର ୩୩ତମ ମ୍ୟାଚ୍ରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର) ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍କେ) ନିର୍ଦ୍ଧରିତ ୨୦ ଓଭରରେ ୪ ଉଇକେଟ ହରାଇ ୨୩୫…

